ଗଞ୍ଜାମ ଜିଲ୍ଲା ପୋଲସରା ଓ ବୁଗୁଡ଼ା ରେ ବିଜେଡି ପାଳିଲା ବିଜୁବାବୁ ଙ୍କ ତିରୋଧାନ ଦିବସ ପୋଲସରା/ବୁଗୁଡ଼ା ୧୭/୪/୨୬ ପୋଲସରା ନିର୍ବାଚନ ମଣ୍ଡଳୀ ପୋଲସରା ଓ ବୁଗୁଡ଼ାରେ ବିଜେଡି ପକ୍ଷରୁ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ରନାଥ ପ୍ରଧାନ ଓ ବୁଗୁଡ଼ା ନଗର ସଭାପତି କେ ତ୍ରିଲୋଚନ ଦୋରା ଙ୍କ ତତ୍ୱାବଧାନ ରେ ବିଜୁବାବୁ ଙ୍କ ୨୯ତମ ତିରୋଧାନ ଦିବସ ଆଜି ପାଳିତ ହୋଇଯାଇଛି । ଉକ୍ତ ଦୁଇ କାର୍ଯ୍ୟକ୍ରମ ରେ ପୂର୍ବତନ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ପୋଲସରା ବସଷ୍ଟାଣ୍ଡ ଓ ବୁଗୁଡ଼ା ବସଷ୍ଟାଣ୍ଡ ଠାରେ ବିଜୁବାବୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରିବା ସହିତ ପୋଲସରା ଓ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ରୋଗୀମାନଙ୍କୁ ଫଳ ବଣ୍ଟନ କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ବିଜେଡି ର ସମ୍ପୃକ୍ତ କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧକ୍ଷ କାହ୍ନୁଚରଣ ପରିଡା, ଏନ୍ ଏ ସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ବିକ୍ରମ ନାୟକ,ନଗର ସଭାପତି ଗୋପାଳ ସାହାଣୀ,କନକ ରାଉତ,ବନ୍ଥପଲ୍ଲୀ ସରପଞ୍ଚ ପବିତ୍ର ରାଉତ,ବିଜୟ ସ୍ବାଇଁ,ଜକର ସରପଞ୍ଚ ଦୀପିକା ବାରିକ, ନିବାସୀ ପରିଡ଼ା,ନଗର ବିଜେଡି ସମ୍ପାଦକ ବାବୁଲା ପଟ୍ଟନାୟକ ଓ ବୁଗୁଡ଼ା ବ୍ଲକର ବ୍ଳକ ସଭାପତି ଖଦାଳ ଖଟେଇ, ସୁଧାଂଶୁ ଶେଖର ପାଢ଼ୀ,କବିରାଜ ଗୌଡ଼, ସୁବ୍ରତ ରାଖଲ ଦାସ, କିଶୋର ବେହେରା,ଚିକୁ ବାରିକ,ମନୋରଞ୍ଜନ ଦାସ, ଜିତେନ୍ଦ୍ର କୁମାର ନାୟକ, କାର୍ତ୍ତିକ ସାହାଣୀ, ସନ୍ମଥ ସାମଲ, ସୂର୍ଯ୍ୟନାରାୟଣ ମହାନ୍ତି,ହରିହର ବିଷୋୟୀ,ଭାଗ୍ଯଲତା ରାଉତ, ଚିତ୍ରସେନ ନାୟକ, ନାରାୟଣ ସାହୁ ସମେତ ବହୁ ବିଜୁ ପ୍ରେମୀ ଉପସ୍ଥିତ ଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ

- ଗଞ୍ଜାମ ଜିଲ୍ଲା ପୋଲସରା ଓ ବୁଗୁଡ଼ା ରେ ବିଜେଡି ପାଳିଲା ବିଜୁବାବୁ ଙ୍କ ତିରୋଧାନ ଦିବସ ପୋଲସରା/ବୁଗୁଡ଼ା ୧୭/୪/୨୬ ପୋଲସରା ନିର୍ବାଚନ ମଣ୍ଡଳୀ ପୋଲସରା ଓ ବୁଗୁଡ଼ାରେ ବିଜେଡି ପକ୍ଷରୁ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ରନାଥ ପ୍ରଧାନ ଓ ବୁଗୁଡ଼ା ନଗର ସଭାପତି କେ ତ୍ରିଲୋଚନ ଦୋରା ଙ୍କ ତତ୍ୱାବଧାନ ରେ ବିଜୁବାବୁ ଙ୍କ ୨୯ତମ ତିରୋଧାନ ଦିବସ ଆଜି ପାଳିତ ହୋଇଯାଇଛି । ଉକ୍ତ ଦୁଇ କାର୍ଯ୍ୟକ୍ରମ ରେ ପୂର୍ବତନ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ପୋଲସରା ବସଷ୍ଟାଣ୍ଡ ଓ ବୁଗୁଡ଼ା ବସଷ୍ଟାଣ୍ଡ ଠାରେ ବିଜୁବାବୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରିବା ସହିତ ପୋଲସରା ଓ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ରୋଗୀମାନଙ୍କୁ ଫଳ ବଣ୍ଟନ କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ବିଜେଡି ର ସମ୍ପୃକ୍ତ କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧକ୍ଷ କାହ୍ନୁଚରଣ ପରିଡା, ଏନ୍ ଏ ସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ବିକ୍ରମ ନାୟକ,ନଗର ସଭାପତି ଗୋପାଳ ସାହାଣୀ,କନକ ରାଉତ,ବନ୍ଥପଲ୍ଲୀ ସରପଞ୍ଚ ପବିତ୍ର ରାଉତ,ବିଜୟ ସ୍ବାଇଁ,ଜକର ସରପଞ୍ଚ ଦୀପିକା ବାରିକ, ନିବାସୀ ପରିଡ଼ା,ନଗର ବିଜେଡି ସମ୍ପାଦକ ବାବୁଲା ପଟ୍ଟନାୟକ ଓ ବୁଗୁଡ଼ା ବ୍ଲକର ବ୍ଳକ ସଭାପତି ଖଦାଳ ଖଟେଇ, ସୁଧାଂଶୁ ଶେଖର ପାଢ଼ୀ,କବିରାଜ ଗୌଡ଼, ସୁବ୍ରତ ରାଖଲ ଦାସ, କିଶୋର ବେହେରା,ଚିକୁ ବାରିକ,ମନୋରଞ୍ଜନ ଦାସ, ଜିତେନ୍ଦ୍ର କୁମାର ନାୟକ, କାର୍ତ୍ତିକ ସାହାଣୀ, ସନ୍ମଥ ସାମଲ, ସୂର୍ଯ୍ୟନାରାୟଣ ମହାନ୍ତି,ହରିହର ବିଷୋୟୀ,ଭାଗ୍ଯଲତା ରାଉତ, ଚିତ୍ରସେନ ନାୟକ, ନାରାୟଣ ସାହୁ ସମେତ ବହୁ ବିଜୁ ପ୍ରେମୀ ଉପସ୍ଥିତ ଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ1
- Post by Gurunat khuntia2
- Post by Ansubhai Pandey1
- କୁକୁଡ଼ାଖଣ୍ତି ବ୍ଳକର ମହାନ ଜନନାୟକ ବିଜୁ ବାବୁଙ୍କ ତିରୋଧାନ ଦିବସରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଲି। ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶରେ ସବୁ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ କରିବା ପାଇଁ ଆମେ ସଦା ସମର୍ପିତ।1
- Post by Ganjam Khabar1
- ଥରୁଟିଏ ଶୁଣନ୍ତୁ ସିଜିମାଳୀ ର ପୁରାଣ #spnewstvliveodia #shorts #latestnews #sijimali1
- ସଂପ୍ରତି ସିବିଏସସି ଦଶମ ବୋର୍ଡ ପରିକ୍ଷା ଫଳାଫଳ ବାହାରିଥିବା ବେଳେ ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି, ବେତାଗୁଡା ସ୍ଥିତ ଜବହାର ନବଦୟ ବିଦ୍ୟାଳୟ ର ଛାତ୍ରୀ ତଥା ଗୁମ୍ମା ବ୍ଲକ ଅଜୟଗଡର ଝିଅ ରୋଜମେରୀ ଗାନାୟକ ଶତକଡ଼ା ୯୫.୨ ପ୍ରତିଶତ ନଂବର ରଖି ଜିଲ୍ଲାରେ ପ୍ରଥମ ସ୍ଥାନ ଅଧିକାର କରି ନିଜ ବ୍ଲକ ଓ ଗାଁର ଗୌରବ ବଢାଇଛନ୍ତି । ସୂଚନା ଯେ ସେ ରାଜେଶ୍ୱର ଗାନାୟକ ଓ ମିନିତା ଗାନାୟକ ଙ୍କ ଦୁଇ ସନ୍ତାନ ମଧ୍ଯରୁ ରୋଜମେରୀ ବଡ଼ ।ପିଲାଟି ବେଳୁ ହିଁ ସେ ମେଧାବୀ ଥିଲେ । ପ୍ରଥମେ ପାଞ୍ଚ ମାଇଲ ସ୍ଥିତ ଗୁଡ଼ ସେଫଡ ସ୍କୁଲରେ ପଢିବା ପରେ ନବୋଦୟ ପାଇଁ ଚୟନ ହୋଇ ଷଷ୍ଠ ଶ୍ରେଣୀରେ ଭର୍ତ୍ତି ହୋଇଥିଲେ । ସେ ୬ଷ୍ଟ, ୭ମ, ୮ମ ଓ ୯ମ ସମସ୍ତ ଶ୍ରେଣୀରେ ପ୍ରତି ବର୍ଷ ପ୍ରଥମ ସ୍ଥାନ ଅଧିକାର କରିଆସୁଥିଲେ । ସେ ଏହି ସଫଳତା ବଜାୟ ରଖି ଚଳିତ ବର୍ଷ ମଧ୍ୟ ଦଶମ ଶ୍ରେଣୀରେ ବିଦ୍ୟାଳୟର ସମସ୍ତ ୮୩ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରୁ ଟପର ହୋଇ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହି ସଫଳତା ପାଇଁ ମାତାପିତା ଙ୍କୁ ଚାରିଆଡ଼ୁ ଅଭିନନ୍ଦନର ସୁଅ ଛୁଟିଛି।1
- Post by Ansubhai Pandey1