ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:- ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ କଙ୍କିନାଲି , ଅରା ହାଟ ବଉଳିଗୋଡ, ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ନାଏବ ସରପଞ୍ଚ,ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ୱର ,ଆଶା,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:- ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ କଙ୍କିନାଲି , ଅରା ହାଟ ବଉଳିଗୋଡ, ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ନାଏବ ସରପଞ୍ଚ,ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ୱର ,ଆଶା,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ
ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:- ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ କଙ୍କିନାଲି , ଅରା ହାଟ ବଉଳିଗୋଡ, ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ନାଏବ ସରପଞ୍ଚ,ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ୱର ,ଆଶା,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍
ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:- ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ କଙ୍କିନାଲି , ଅରା ହାଟ ବଉଳିଗୋଡ, ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ନାଏବ ସରପଞ୍ଚ,ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ୱର ,ଆଶା,କିଶୋରୀ ଉପସ୍ଥିିତଥିଲେ
l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ
- ଅନୁଗୋଳ ଜିଲ୍ଲାରେ ସେବା ସଂକଳ୍ପ ଅଭିଯାନ-୨୦୨୬ ପାଳନ ନେଇ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା ଅନୁଗୋଳ ଜିଲ୍ଲାରେ ସେବା ସଂକଳ୍ପ ଅଭିଯାନ-୨୦୨୬ ପାଳନ ନେଇ ଜିଲ୍ଲାପାଳ ମହମଦ ଅବଦଲ ଅଖତର ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି l1
- ନୂଆଦିଲ୍ଲୀ ରେ ସେମିକନ୍ଇଣ୍ଡିଆ 2026 ର ଶୁଭରାମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମେଦି -ନୂଆଦିଲ୍ଲୀରେ ‘ସେମିକନ୍ ଇଣ୍ଡିଆ-୨୦୨୬’ର ଶୁଭାରମ୍ଭ -ଯଶୋଭୂମିରେ ସମ୍ମିଳନୀକୁ ଉଦ୍ଘାଟନ କଲେ PM ମୋଦି -କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ -ବିକଶିତ ଭାରତ ଗଠନ ପାଇଁ ସମସ୍ତେ ସଂକଳ୍ପ ନେଇଛନ୍ତି -ଭାରତରେ ଜିଡିପି ୭.୪ ପ୍ରତିଶତ ବୃଦ୍ଧି ହୋଇଛି -ବିଶ୍ବରେ ଭାରତ ଉପରେ ଲୋକଙ୍କ ଭରସା ବଢୁଛି -ଅର୍ଥନୀତି କ୍ଷେତ୍ରରେ ଭାରତ ଅଗ୍ରଗତି କରୁଛି -ଛାତ୍ରଛାତ୍ରୀଙ୍କୁ ସେମିକଣ୍ଡକ୍ଟର ପାଇଁ ତାଲିମ ଦିଆଯିବ -ଏଯାବତ୍ ୭୦ ହଜାର ଛାତ୍ରଛାତ୍ରୀଙ୍କୁ ତାଲିମ ଦେଇସାରିଛୁ -ଭାରତରେ ଇଞ୍ଜିନିୟରିଂ ପ୍ରତିଭାର କୌଣସି ଅଭାବ ନାହିଁ -ବିଶ୍ବ ସେମିକଣ୍ଡକ୍ଟର କ୍ଷେତ୍ରର ଅଭିବୃଦ୍ଧି ୨୦%ରୁ ଅଧିକ -AI ଆସିବା ପରେ ନୂଆ ନୂଆ ପ୍ରଶ୍ନ ସାମ୍ନାକୁ ଆସିଛି -ଭାରତ ସବୁ ଚ୍ୟାଲେଞ୍ଜ ସାମ୍ନା କରିବାକୁ ପ୍ରସ୍ତୁତ ଅଛି #SemiconIndia20261
- ୧୮ ନମ୍ବର ଜାତୀୟ ରାଜପଥର କୁଳିଅଣା ଥାନା ଶୁଖୁଆପଡ଼ା ଟୋଲଗେଟ୍ ସମ୍ମୁଖରେ ଦିନ ଦ୍ବିପ୍ରହର ସମୟରେ ଏକ କଣ୍ଟେନରରେ ଭୟାବହ ଅଗ୍ନିକାଣ୍ଡ । ମୟୁରଭଞ୍ଜ :୧୮ ନମ୍ବର ଜାତୀୟ ରାଜପଥର କୁଳିଅଣା ଥାନା ଶୁଖୁଆପଡ଼ା ଟୋଲଗେଟ୍ ସମ୍ମୁଖରେ ଦିନ ଦ୍ବିପ୍ରହର ସମୟରେ ଏକ କଣ୍ଟେନରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, କଣ୍ଟେନରଟି ବାରିପଦା ଦେଇ ପାଟଣା ଅଭିମୁଖେ ଯାଉଥିବା ବେଳେ ଶୁଖୁଆପଡ଼ା ଟୋଲଗେଟ୍ ନିକଟରେ ଅଟକି ରହିଥିଲା। ସେହି ସମୟରେ ଡ୍ରାଇଭର ଗାଡ଼ି ପାଖରେ ରୋଷେଇ କରୁଥିବା ବେଳେ ହଠାତ୍ କୌଣସି କାରଣରୁ ଗାଡ଼ିରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁ ସମଗ୍ର କଣ୍ଟେନରକୁ ବ୍ୟାପିଯାଇ ହୁତୁହୁତୁ ହୋଇ ଜଳିବାକୁ ଲାଗିଥିଲା। ତେବେ ଠିକ୍ ସମୟରେ ଚାଳକ ଦୂରେଇ ଯିବାରୁ ଅଳ୍ପକେ ବଡ଼ ବିପଦରୁ ବର୍ତ୍ତିଯାଇଛନ୍ତି ଏବଂ ସେ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ଯୋଗୁଁ ରାସ୍ତାରେ କିଛି ସମୟ ପାଇଁ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ବେଳେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଛି ।1
- କୋରାପୁଟର କାହାଣୀକୁ ବିଶ୍ୱ ମଞ୍ଚରେ ପହଞ୍ଚାଇଲା ‘ମାଳିପୁଟ ମେଲୋଡିଜ୍’ କୋରାପୁଟର କାହାଣୀକୁ ବିଶ୍ୱ ମଞ୍ଚରେ ପହଞ୍ଚାଇଲା ‘ମାଳିପୁଟ ମେଲୋଡିଜ୍’ । ଭୁବନେଶ୍ବର, ଓଡ଼ିଶା #Bhubaneswar #Odisha1
- ହାପି ବାର୍ଥଡେ ମୋଦିଜୀ, ହାପି ବାର୍ଥଡେ....ଆମ ସମସ୍ତଙ୍କର ପ୍ରେରଣାର କେନ୍ଦ୍ରବିନ୍ଦୁ ତଥା ବିଶ୍ୱର ଅଦ୍ୱିତୀୟ ନେତା ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ଭାଇ ମୋଦୀ ଜୀଙ୍କୁ ଜନ୍ମ ଦିନ ଅବସରରେ ହାର୍ଦ୍ଦିକ ଶୁଭକାମନା🙏 ହାପି ବାର୍ଥଡେ ମୋଦିଜୀ, ହାପି ବାର୍ଥଡେ....ଆମ ସମସ୍ତଙ୍କର ପ୍ରେରଣାର କେନ୍ଦ୍ରବିନ୍ଦୁ ତଥା ବିଶ୍ୱର ଅଦ୍ୱିତୀୟ ନେତା ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ଭାଇ ମୋଦୀ ଜୀଙ୍କୁ ଜନ୍ମ ଦିନ ଅବସରରେ ହାର୍ଦ୍ଦିକ ଶୁଭକାମନା🙏 #SevaSankalpAbhiyan🇮🇳💪 #HappyBdayPMModiJi🙏 #ଜୟଜଗନ୍ନାଥ🚩🙏1
- ଆଦର୍ଶ ବିଦ୍ୟାଳୟ କୋଚିଂ, ନୂଆଗାଁ ରେ ଗଣେଶ ପୂଜା ହୋମ କାର୍ଯ୍ୟକ୍ରମ ଅବସରରେ ABC Coaching Nuagaon1
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ1
- କଣ୍ଟାବଣିଆ ଥାନା ବଜାର ମଧ୍ୟ ଭାଗରେ ଜଣେ ଯୁବତୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଠାବ. ହିନ୍ଦୋଳ ନିର୍ବାଚନ ମଣ୍ଡଳୀର କଣ୍ଟାବଣିଆ ଥାନା ବଜାର ନିକଟରୁ ଆଜି ଜଣେ ଯୁବତୀଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଠାବ ହୋଇଛି. ଏହାହତ୍ୟା ନା ଆତ୍ମହତ୍ୟା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି. ତାଙ୍କର ପରିଚୟ ମଧ୍ୟ ଅସ୍ପଷ୍ଟ ରହିଛି. ପୋଲିସ ଛାନଭିନ ଚଳାଇଛନ୍ତି.1