କୃଷି ଓ କୃଷକଙ୍କ ପାଇଁ ପବିତ୍ର ଦିବସ ହେଉଛି ଅକ୍ଷୟ ତୃତୀୟା। ଆଜିର ଏହି ପବିତ୍ର ଅବସରରେ କୃଷକଙ୍କ ପ୍ରତି ସମର୍ପିତ ଭାବ ନେଇ ପାଳିତ ହେଉଛି କୃଷକ ଦିବସ। ନବରଙ୍ଗପୁରରେ ଆୟୋଜିତ ଜିଲ୍ଲାସ୍ତରୀୟ କୃଷକ ଦିବସରେ ଯୋଗ ଦେବା ସହିତ କୃଷକମାନଙ୍କ ଖୁସିରେ ସାମିଲ ହୋଇଛି। ଆଜିର ଦିନରେ କ୍ଷେତକୁ ଯିବା ଅକ୍ଷିମୁଠି ବୁଣିବା ଏବଂ ହଳ ଲଙ୍ଗଳ ଧରି କ୍ଷେତରେ ଚଷିବାର ଆନନ୍ଦ ଅତୀତର ପୃଷ୍ଠାକୁ ଲେଉଟାଇ ଦେଇଥିଲା। ଏହି ସୁଯୋଗରେ ପୁଣିଥରେ ଚାଷ ଜମିରେ ପଶି ଚାଷ କରିବାର ସ୍ଵଗନ୍ଧ ଅପୂର୍ବ ମହକ ଭରି ଦେଉଛି। ଅକ୍ଷୟ ତୃତୀୟା ହେଉଛି ଚାଷ କାର୍ଯ୍ୟର ଅୟମାରମ୍ଭ ପର୍ବ। କୃଷକଙ୍କ କ୍ଷେତ, ସମ୍ମାନ, ବୃଦ୍ଧି ଆଦିକୁ ଅନନ୍ତ କାଳ ପର୍ଯ୍ୟନ୍ତ ଅକ୍ଷୟ ରଖିବାର ଦିନ ହେଉଛି ଅକ୍ଷୟ ତୃତୀୟା। ଆଜି ପରମ୍ପରା ଅନୁସାରେ ପୂଜାର୍ଚ୍ଚନା କରିବା ସହିତ ଚାଷ କରି ଜିଳ୍ଲାର ଓ ଓଡ଼ିଶାର କୃଷକଙ୍କ ମଙ୍ଗଳ କାମନା କରିଛି। ଚାଷ ସଦା ଜୀବନ୍ତ ରହୁ କୃଷକ ସମାଜ ସମୃଦ୍ଧ ହେଉ। କୃଷି ଓ କୃଷକଙ୍କ ପାଇଁ ପବିତ୍ର ଦିବସ ହେଉଛି ଅକ୍ଷୟ ତୃତୀୟା। ଆଜିର ଏହି ପବିତ୍ର ଅବସରରେ କୃଷକଙ୍କ ପ୍ରତି ସମର୍ପିତ ଭାବ ନେଇ ପାଳିତ ହେଉଛି କୃଷକ ଦିବସ। ନବରଙ୍ଗପୁରରେ ଆୟୋଜିତ ଜିଲ୍ଲାସ୍ତରୀୟ କୃଷକ ଦିବସରେ ଯୋଗ ଦେବା ସହିତ କୃଷକମାନଙ୍କ ଖୁସିରେ ସାମିଲ ହୋଇଛି। ଆଜିର ଦିନରେ କ୍ଷେତକୁ ଯିବା ଅକ୍ଷିମୁଠି ବୁଣିବା ଏବଂ ହଳ ଲଙ୍ଗଳ ଧରି କ୍ଷେତରେ ଚଷିବାର ଆନନ୍ଦ ଅତୀତର ପୃଷ୍ଠାକୁ ଲେଉଟାଇ ଦେଇଥିଲା। ଏହି ସୁଯୋଗରେ ପୁଣିଥରେ ଚାଷ ଜମିରେ ପଶି ଚାଷ କରିବାର ସ୍ଵଗନ୍ଧ ଅପୂର୍ବ ମହକ ଭରି ଦେଉଛି। ଅକ୍ଷୟ ତୃତୀୟା ହେଉଛି ଚାଷ କାର୍ଯ୍ୟର ଅୟମାରମ୍ଭ ପର୍ବ। କୃଷକଙ୍କ କ୍ଷେତ, ସମ୍ମାନ, ବୃଦ୍ଧି ଆଦିକୁ ଅନନ୍ତ କାଳ ପର୍ଯ୍ୟନ୍ତ ଅକ୍ଷୟ ରଖିବାର ଦିନ ହେଉଛି ଅକ୍ଷୟ ତୃତୀୟା। ଆଜି ପରମ୍ପରା ଅନୁସାରେ ପୂଜାର୍ଚ୍ଚନା କରିବା ସହିତ ଚାଷ କରି ଜିଳ୍ଲାର ଓ ଓଡ଼ିଶାର କୃଷକଙ୍କ ମଙ୍ଗଳ କାମନା କରିଛି। ଚାଷ ସଦା ଜୀବନ୍ତ ରହୁ କୃଷକ ସମାଜ ସମୃଦ୍ଧ ହେଉ।

- *ତତଲାଗଡ ରୂପେ ପରିଚିତ ଟିଟିଲାଗଡ ରେ ଜଳ ସଙ୍କଟ, ଡିସେମ୍ବର ସୁଦ୍ଧା ଜଳ ଯୋଗାଣ ହୋଇ ପାରିବନି,ଜିଲ୍ଲା ମୁଖ୍ୟ ଅଧିକାରୀ ଗଗନ କୁମାର କିସାନ ଙ୍କ ସ୍ପଷ୍ଟି କରଣ* *ବଲାଙ୍ଗୀର/ଟିଟିଲାଗଡ,ପାଣି ଟୋପେ ପାଇଁ ଲୋକେ ଯାହା ହୁଅନ୍ତୁ, ଡିସେମ୍ବର ମାସ ପୂର୍ବରୁ ଆମେ କିଛି କରି ପାରିବୁନି, ଏଭଳି ବୟାନ ଦେଇଛନ୍ତି ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଜଳ ଓ ପରିମଳ ବିଭାଗ ଅଧିକାରୀ ଗଗନ କୁମାର କିସାନ* *୫୦ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ସୃଷ୍ଟି କରିଥିବା ତତଲାଗଡ ରୂପେ ଚିର ପରିଚିତ ଟିଟିଲାଗଡ ସବ ଡିଭିଜନ ଅଞ୍ଚଳ ରେ ଲୋକେ ପାଣି ଟୋପାଏ ପାଇଁ ଡହଳ ବିକଳ ହୋଇ ଆସୁଥିବା ବେଳେ ପୂର୍ବରୁ ମାର୍ଚ୍ଚ ମାସ ୩୦ ତାରିଖ ସୁଦ୍ଧା ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଦିଆଯାଇଥିଲା*। *ଏପରିକି ଖୋଦ୍ ବିଭାଗୀୟ ମନ୍ତ୍ରୀ ଗସ୍ତ କରି ଆସି ପୂର୍ବରୁ ସବୁ ଘରକୁ ପାନୀୟ ଜଳ ଯୋଗାଣ ପ୍ରତିଶ୍ରୁତି ଆମ କ୍ୟାମେରା ସାମ୍ନା ରେ ଦେଇ ଥିବା ବେଳେ ତାହା କାର୍ଯ୍ୟକାରୀ ହୋଇ ପାରିନି* । *ଏବେ କିଭଳି ଏହି ଗ୍ରୀଷ୍ମ ଋତୁ ଦୁଇ, ତିନି ମାସ ଚାଲିଯାଉ ଭାବି ବିଭାଗୀୟ ଅଧିକାରୀ ଠୁଁ ଶାସକ ଦଳ ନେତା,ମନ୍ତ୍ରୀ ନୀରବ ରହିଛନ୍ତି* । *ଅପର ପକ୍ଷ ରେ ଗ୍ରାମବାସୀ ମାନେ କ୍ୟାମେରା ସାମ୍ନା ରେ କହି,କହି ଆଉ କିଛି ଲାଭ ନାହିଁ କହି ଗଣ ମାଧ୍ୟମ ଉପରେ ଭରସା ତୁଟେଇ ନିରାଶ ଅଛନ୍ତି* *ଏ ନେଇ ପୂର୍ବତନ ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ଏକ ପ୍ରେସ ମିଟ କରି କୋଟି କୋଟି ଟଙ୍କା ବ୍ୟୟ ଅଟକଳ ରେ ତାଙ୍କ ସରକାର ନିର୍ମାଣ କରିଥିବା ଓଭର ହେଡ଼ ଟ୍ୟାଙ୍କ ମାନଙ୍କୁ ଏତେ ଦିନ ଶାସନ କାଳରେ ପାଣି ଯୋଗାଇ ନ ପାରିବା ଓ କେବଳ ପିସି କାରବାର ରେ ବ୍ୟସ୍ତ ବୋଲି ପ୍ରକାଶ କରିଥିଲେ* *ଲୋକେ ପାଣି ନ ପାଇ ଏବେ କରିବେ କଣ ଚାନ୍ଦା ଆଦାୟ କରି ଟ୍ୟାଙ୍କର ଓ ବୋତଲ ପାଣି କେତେ ଦିନ ବ୍ୟବହାର କରିବେ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି* *ସରକାରୀ ଅଧିକାରୀ ସଠିକ୍ ସମୟ ରେ ନିଜ କାର୍ଯ୍ୟ ସମ୍ପାଦନ ନ କଲେ ତାଙ୍କ ବିରୋଧ ରେ ତୁରନ୍ତ କାର୍ଯାନୁଷ୍ଠାନ ଗ୍ରହଣ କରାଯିବା ନିୟମ ଥିବା ବେଳେ କାର୍ଯ୍ୟ କାରି କରାଯାଉ ନାହିଁ ବୋଲି ବିଭିନ୍ନ ମହଲ ରେ ଉଦ୍ ଦେଗ ପ୍ରକାଶ ପାଇଛି* *ତିନି ଥର ଜିଲ୍ଲା ଆଦିବାସୀ କଲ୍ୟାଣ ମହା ସଙ୍ଘ ତରଫ ରୁ ଏକ ଟିମ୍ ଗଠନ କରି ଭୁବନେଶ୍ୱର ମୁଖ୍ୟ ମନ୍ତ୍ରୀ ତଥା ବିଭାଗୀୟ ମୁଖ୍ୟ ଅଧିକାରୀ ଙ୍କୁ ଅଭିଯୋଗ କରି ସୁଦ୍ଧା କୌଣସି ସୁଫଳ ମିଳିନାହିଁ* *ଏବେ ଏହି ପାନୀୟ ଜଳ ଯୋଗାଣ ବ୍ୟବସ୍ଥାରେ ଏଭଳି ଖାମ,ଖିଆଲ ମନୋଭାବ ନେଇ ବିଭାଗୀୟ ମୁଖ୍ୟ ଶାସନ ସଚିବ ତୁରନ୍ତ ଦୃଷ୍ଟି ଦେବାକୁ ଦାବି ହୋଇଛି*1
- ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତାରିଖ -୨୦/୦୪/୨୦୨୬ ସୋମଵାର । ଦିନର ୧୦ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର । BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।1
- Post by SONEPUR NEWS1
- Post by Sonepur news khulasa1
- ମୋବାଇଲ ମାଲିକ ମନରେ ହସ ଫୁଟାଇଲେ ଟିଟିଲାଗଡ଼ ପୋଲିସ.. ଟିଟିଲାଗଡ଼.. ଗତ ଏକ ବର୍ଷ ତଥା ଉର୍ଦ୍ଧ ସମୟ ଧରି ନିଜ ଝାଳ ବୁହା ଟଙ୍କା ରେ ମୋବାଇଲ କିଣିଥିବା ବେଳେ ଉକ୍ତ ମୋବାଇଲ ଗୁଡିକ ଚୋରି ହୋଇଯାଇଥିବା ବେଳେ କେତେକ ମୋବାଇଲ ହଜି ଯାଇଥିବା ନେଇ ଟିଟିଲାଗଡ଼ ଥାନା ରେ ଅଭିଯୋଗ ହୋଇଥିଲା l ଅଭିଯୋଗ ପାଇବା ପରେ ବଲାଙ୍ଗୀର ଏସ ପି ଅଭିଳାଷ ଜି ଙ୍କ ନିର୍ଦେଶ ରେ ତଥା ଟିଟିଲାଗଡ଼ ଏସ ଡ଼ି ପି ଓ ଯଶୋବନ୍ତ ପ୍ରଧାନ ଙ୍କ ନେତୃତ୍ୱ ରେ ଟିଟିଲାଗଡ଼ ଥାନାଅଧିକାରୀ ମନୋଜ କୁମାର ମୁଣ୍ଡା ଏକ ସ୍ୱତନ୍ତ୍ର ଟିମ କରି ଏହାର ତଦନ୍ତ ଆରମ୍ଭ କରିଥିଲେ l ତଦନ୍ତକାରୀ ଟିମ ଟିଟିଲାଗଡ଼ ଥାନାରେ ହୋଇଥିବା ବିଭିନ୍ନ ମୋବାଇଲ କେଶ ଗୁଡିକୁ ତଦାରଖ କରି ତଦନ୍ତ କରିବା ସହିତ ଆଜି ୧୬ ଗୋଟି ମୋବାଇଲ କୁ ଉଦ୍ଧାର କରି ମୋବାଇଲ ମାଲିକ ମାନଙ୍କୁ ହସ୍ତାନ୍ତର କରିବାରେ ସଫଳ ହୋଇଛି l ନିଜ ହଜି ଯାଇଥିବା ତଥା ଚୋରି ହୋଇଥିବା ମୋବାଇଲ ପୁଣି ଫେରିପାଇବାର ଆଶା ଛାଡି ଦେଇଥିବା ଲୋକେ ନିଜ ନିଜ ମୋବାଇଲ ପାଇ ଟିଟିଲାଗଡ଼ ପୋଲିସ କୁ ଧନ୍ୟବାଦ ଦେବା ସହ ଥାନାଅଧିକାରୀ ଏବଂ ତଦନ୍ତ କାରି ଟିମ କୁ କୃତଜ୍ଞତା ଜ୍ଞାପନ କରିଛନ୍ତି l ମୋବାଇଲ ଫେରିପାଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରେ ଗୁଳାପ ଛତର, ତେନ୍ତୁଳୀଖୁଣ୍ଟି, ବିବେକ ଘିଭେଲା ଗୂଂଚିତରା, ମଳୟ କୁମାର ବିଶି, ଲୁଥୁରବନ୍ଧ, ସୁଜିତ ସାହୁ, ଗୁଲମୀ, ଚନ୍ଦ୍ରଶିକା, ଭାଟି ପଡା, ପିତାମ୍ବର ବଗର୍ତି, ଶିରୋଲ,ସୁବ୍ରତ ପଣ୍ଡା, ରଘୁନାଥ ପଡା, କାଞ୍ଚନ ମହାରଣା, ହାଟପଦା ପଡା, ସୁଜିତ ସାହୁ, ତେଜରାଜ କୁମ୍ଭାର, ଦୀନବନ୍ଧୁ ସାହୁ, ବୈକୁଣ୍ଠ ବଗର୍ତି,ମିହିର ଚରଣ ଆଡ଼ଜୁଆର୍ଡ, ଙ୍କ ମୋବାଇଲ ଉଦ୍ଧାର କରି ହସ୍ତାନ୍ତର କରିଛି ଟିଟିଲାଗଡ଼ ପୋଲିସ l ଇନ୍ସପେକ୍ଟର ମନୋଜ କୁମାର ମୁଣ୍ଡା,ଏସ ଆଇ ତାରାବତୀ କିଷାନ ପ୍ରମୁଖ ରହିଛନ୍ତି l ଏହା ପୂର୍ବରୁ ମଧ୍ୟ ଟିଟିଲାଗଡ଼ ପୋଲିସ ଅନେକ ମୋବାଇଲ ଉଦ୍ଧାର କରି ମାଲିକ ମାନଙ୍କୁ ହସ୍ତାନ୍ତର କରି ପ୍ରଶଂସା ର ପାତ୍ର ହୋଇପାରିଛି l5
- ରାଜନଗର ଠାରେ ବିଜୁ ପଟ୍ଟନାୟକ ଙ୍କ ୨୯ ତମ ତିରୋଧାନ ଦିବସ ପାଳିତ1
- Post by BAHUJAN ADHIKAR1
- Post by SONEPUR NEWS1