logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଢେଙ୍କାନାଳ ଜିଲ୍ଲା ସୋଗର ମା କାମନାକାଳୀ ଦଣ୍ଡନୁର୍ତ୍ୟ ପକ୍ଷରୁ ଏକ ଗୌରବମୟ କ୍ଷଣ। ଢେଙ୍କାନାଳର ପାରମ୍ପରିକ ଦଣ୍ଡନୁର୍ତ୍ୟ ସହିତ ସମ୍ବନ୍ଧିତ ଏବଂ ଦାନବୀର ହରିଶ୍ଚନ୍ଦ୍ରଙ୍କ ଜୀବନ ଆଦର୍ଶକୁ ଆଲୋକିତ କରୁଥିବା ପୁସ୍ତକ ଉନ୍ମୋଚନ କରାଗଲା। ଏହି ଅବସରରେ ସାଂସ୍କୃତିକ ଐତିହ୍ୟ ଓ ପାରମ୍ପରିକତାର ପ୍ରଚାର ପ୍ରସାର ପାଇଁ ଏହାକୁ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମନେ କରାଯାଉଛି। #dhenkanalnewsodisha #DandaNata #KamanaKali #OdiaCulture #BookLaunch

2 hrs ago
user_Dhenkanal News
Dhenkanal News
Media company Dhenkanal Sadar, Odisha•
2 hrs ago

ଢେଙ୍କାନାଳ ଜିଲ୍ଲା ସୋଗର ମା କାମନାକାଳୀ ଦଣ୍ଡନୁର୍ତ୍ୟ ପକ୍ଷରୁ ଏକ ଗୌରବମୟ କ୍ଷଣ। ଢେଙ୍କାନାଳର ପାରମ୍ପରିକ ଦଣ୍ଡନୁର୍ତ୍ୟ ସହିତ ସମ୍ବନ୍ଧିତ ଏବଂ ଦାନବୀର ହରିଶ୍ଚନ୍ଦ୍ରଙ୍କ ଜୀବନ ଆଦର୍ଶକୁ ଆଲୋକିତ କରୁଥିବା ପୁସ୍ତକ ଉନ୍ମୋଚନ କରାଗଲା। ଏହି ଅବସରରେ ସାଂସ୍କୃତିକ ଐତିହ୍ୟ ଓ ପାରମ୍ପରିକତାର ପ୍ରଚାର ପ୍ରସାର ପାଇଁ ଏହାକୁ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମନେ କରାଯାଉଛି। #dhenkanalnewsodisha #DandaNata #KamanaKali #OdiaCulture #BookLaunch

More news from Odisha and nearby areas
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    2 hrs ago
  • ଢେଙ୍କାନାଳ ପୌରାଞ୍ଚଳ ୧୮ ନମ୍ବର ୱାର୍ଡ ରାମେଶ୍ଵର ପୁର ଅଞ୍ଚଳରେ ୫୦ ପରିବାର ନୂତନ ସାହିରେ ରହି ଆସୁଛନ୍ତି । ଏହି ବସ୍ତିର ଲୋକମାନେ ବହୁ ସମସ୍ୟା ଦେଇ ଗତି କରୁଛନ୍ତି । ଯଥା ସାହିକୁ ଭଲ ରାସ୍ତା ନାହିଁ, ଷ୍ଟ୍ରିଟ ଲାଇଟର ସୁବିଧା ନାହିଁ, ବର୍ଷାଦିନେ ପାଣି ଜମି ବିଭିନ୍ନ ସମସ୍ୟା ସୃଷ୍ଟି କରେ ଏହି ପରି ବହୁ ଅସୁବିଧାକୁ ପୌର ପରିଷଦରେ ଜଣାଇ ସାହି ବାସିନ୍ଦା ଫେଲ ମାରିଛନ୍ତି । ଆଜି ଉପ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଶିବିରରେ ପହଞ୍ଚି ଜିଲ୍ଲାପାଳଙ୍କୁ ସମସ୍ୟା ଗୁଡିକର ସମାଧାନ ପାଇଁ ଅଭିଯୋଗ କରିଛନ୍ତି ।
    1
    ଢେଙ୍କାନାଳ ପୌରାଞ୍ଚଳ ୧୮ ନମ୍ବର ୱାର୍ଡ ରାମେଶ୍ଵର ପୁର ଅଞ୍ଚଳରେ ୫୦ ପରିବାର ନୂତନ ସାହିରେ ରହି ଆସୁଛନ୍ତି । ଏହି ବସ୍ତିର ଲୋକମାନେ ବହୁ ସମସ୍ୟା ଦେଇ ଗତି କରୁଛନ୍ତି । ଯଥା ସାହିକୁ ଭଲ ରାସ୍ତା ନାହିଁ, ଷ୍ଟ୍ରିଟ ଲାଇଟର ସୁବିଧା ନାହିଁ, ବର୍ଷାଦିନେ ପାଣି ଜମି ବିଭିନ୍ନ ସମସ୍ୟା ସୃଷ୍ଟି କରେ ଏହି ପରି ବହୁ ଅସୁବିଧାକୁ ପୌର ପରିଷଦରେ ଜଣାଇ ସାହି ବାସିନ୍ଦା ଫେଲ ମାରିଛନ୍ତି । ଆଜି ଉପ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଶିବିରରେ ପହଞ୍ଚି ଜିଲ୍ଲାପାଳଙ୍କୁ ସମସ୍ୟା ଗୁଡିକର ସମାଧାନ ପାଇଁ ଅଭିଯୋଗ କରିଛନ୍ତି ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    8 hrs ago
  • Post by Dipak Kumar Nayak
    2
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    9 hrs ago
  • Post by News odia odisha
    1
    Post by News odia odisha
    user_News odia odisha
    News odia odisha
    Tailor ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    14 hrs ago
  • ଘୁଙ୍ଗୁର ମିଶ୍ର - ମୋ ପାଖରେ ସବୁ ପ୍ରମାଣ ଅଛି | ନ୍ୟାୟ ନ ମିଳିଲେ ଆତ୍ମହତ୍ୟା କରିବି ଭୁବନେଶ୍ବର, ଓଡ଼ିଶା #bhubaneswar #odisha
    1
    ଘୁଙ୍ଗୁର ମିଶ୍ର - ମୋ ପାଖରେ ସବୁ ପ୍ରମାଣ ଅଛି | ନ୍ୟାୟ ନ ମିଳିଲେ ଆତ୍ମହତ୍ୟା କରିବି
ଭୁବନେଶ୍ବର, ଓଡ଼ିଶା 
#bhubaneswar #odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    4 hrs ago
  • କଟକ ଲିଙ୍କ୍ ରୋଡର ଦୃଶ୍ୟ। ରାସ୍ତାରେ ଖରାପ ହୋଇଗଲା ଆମ ବସ୍ ! ଠେଲି ଠେଲି ବସ୍ କୁ ସାଇଡ କଲେ ଟ୍ରାଫିକ ପୋଲିସ ଓ ସାଧାରଣ ଲୋକ। ବାରମ୍ବାର ରାସ୍ତା ରେ ଡିଜେଲ ଆମ ବସ୍ ଖରାପ ହେଉଥିବା ବେଳେ ରକ୍ଷଣ ବେକ୍ଷଣର ଅଭାବ ହେଉଥିବା ଅଭିଯୋଗ ହେଉଛି।
    1
    କଟକ ଲିଙ୍କ୍ ରୋଡର ଦୃଶ୍ୟ। ରାସ୍ତାରେ ଖରାପ ହୋଇଗଲା ଆମ ବସ୍ ! ଠେଲି ଠେଲି ବସ୍ କୁ ସାଇଡ କଲେ ଟ୍ରାଫିକ ପୋଲିସ ଓ ସାଧାରଣ ଲୋକ। ବାରମ୍ବାର ରାସ୍ତା ରେ ଡିଜେଲ ଆମ ବସ୍ ଖରାପ ହେଉଥିବା ବେଳେ ରକ୍ଷଣ ବେକ୍ଷଣର ଅଭାବ ହେଉଥିବା ଅଭିଯୋଗ ହେଉଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    13 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.