logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୟୁରଭଞ୍ଜ ଜିଲ୍ଲା ଉଦଳା ଅଞ୍ଚଳର ନଡ଼ିଆ ସଢ଼େଇ ବିଶ୍ୱକର୍ମା ବିଜୟ ନିଜ ହାତର ଯାଦୁରେ ଆଜି ପୁରା ଭାରତ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ଦୃଢ ଇଚ୍ଛାଶକ୍ତି, ପରିଶ୍ରମ ଓ ଅଟୁଟ ଆଗ୍ରହ ତାଙ୍କୁ ଦେଇଛି ଏକ ଭିନ୍ନ ପରିଚୟ। ପେସା ଓ ନିଶା—ଦୁଇଟିକୁ ସମାନ ଭାବେ ଧରି ରଖି, ଶେଷରେ ନିଜ କଳାରେ ବିଜୟୀ ହେଲେ ବିଜୟ। ତାଙ୍କ ଦକ୍ଷତା ଓ ସୃଜନଶୀଳତା ଆଜି ସମସ୍ତଙ୍କୁ ଗର୍ବିତ କରୁଛି ଏବଂ ଯୁବ ପିଢ଼ୀ ପାଇଁ ଏକ ପ୍ରେରଣା ହୋଇ ଉଭା ହୋଇଛି।

3 hrs ago
user_Rajib Behera
Rajib Behera
Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
3 hrs ago
d1837759-b1fd-4e1c-991d-4aa9fc5eb9cc

ମୟୁରଭଞ୍ଜ ଜିଲ୍ଲା ଉଦଳା ଅଞ୍ଚଳର ନଡ଼ିଆ ସଢ଼େଇ ବିଶ୍ୱକର୍ମା ବିଜୟ ନିଜ ହାତର ଯାଦୁରେ ଆଜି ପୁରା ଭାରତ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ଦୃଢ ଇଚ୍ଛାଶକ୍ତି, ପରିଶ୍ରମ ଓ ଅଟୁଟ ଆଗ୍ରହ ତାଙ୍କୁ ଦେଇଛି ଏକ ଭିନ୍ନ ପରିଚୟ। ପେସା ଓ ନିଶା—ଦୁଇଟିକୁ ସମାନ ଭାବେ ଧରି ରଖି, ଶେଷରେ ନିଜ କଳାରେ ବିଜୟୀ ହେଲେ ବିଜୟ। ତାଙ୍କ ଦକ୍ଷତା ଓ ସୃଜନଶୀଳତା ଆଜି ସମସ୍ତଙ୍କୁ ଗର୍ବିତ କରୁଛି ଏବଂ ଯୁବ ପିଢ଼ୀ ପାଇଁ ଏକ ପ୍ରେରଣା ହୋଇ ଉଭା ହୋଇଛି।

More news from ଓଡ଼ିଶା and nearby areas
  • Post by Rajib Behera
    1
    Post by Rajib Behera
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ।* ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।
    1
    ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ।*
ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ  ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    15 hrs ago
  • ମାଆ ଅମ୍ବିକା ମହିଳା ମହା ମଣ୍ଡଳ ଫେଡେରେସନ ର ସଚିବ ସାବିତ୍ରୀ ରାଉତ ଙ୍କୁ ମହିଳା ସଶକ୍ତିକରଣ ଓ ସମାଜସେବା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ଏହି ଅବସରରେ ସମ୍ମାନିତ ଓ ପୁରସ୍କୃତ କରାଯାଇଥିଲା।
    1
    ମାଆ ଅମ୍ବିକା ମହିଳା ମହା ମଣ୍ଡଳ ଫେଡେରେସନ ର ସଚିବ ସାବିତ୍ରୀ ରାଉତ ଙ୍କୁ ମହିଳା ସଶକ୍ତିକରଣ ଓ ସମାଜସେବା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ଏହି ଅବସରରେ ସମ୍ମାନିତ ଓ ପୁରସ୍କୃତ କରାଯାଇଥିଲା।
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    19 hrs ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date -07.03.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update
Date -07.03.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    20 hrs ago
  • ବାରିପଦା :- ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ରାତି ପ୍ରାୟ ୮ ଟାରେ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। #mayurbhanj #dlh_khabar
    1
    ବାରିପଦା :- ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ରାତି ପ୍ରାୟ ୮ ଟାରେ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ  ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। #mayurbhanj #dlh_khabar
    user_DLH KHABAR
    DLH KHABAR
    Voice of people ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    21 hrs ago
  • Post by Jitendra raj
    1
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    3 hrs ago
  • ରାସ୍ତା କାର୍ଯ୍ୟ କୁ ବିରୋଧ କଲେ ଗ୍ରାମବାସୀ ଠିକାଦାର ନ ଜଣାଇ କାମ କରିବା କେତେ ଠିକ୍ ବୋଲି ଗ୍ରାମବାସୀ ବିରୋଧ। ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ ଦୁଧହଂସା ପଞ୍ଚାୟତ ସୁନ୍ଦରହତା ଗ୍ରାମରେ ଦେଖିବାକୁ ମିଳିଛି ଏମିତି ଘଟଣା।
    1
    ରାସ୍ତା କାର୍ଯ୍ୟ କୁ ବିରୋଧ କଲେ ଗ୍ରାମବାସୀ 
ଠିକାଦାର ନ ଜଣାଇ କାମ କରିବା କେତେ ଠିକ୍ ବୋଲି ଗ୍ରାମବାସୀ ବିରୋଧ।
ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ ଦୁଧହଂସା ପଞ୍ଚାୟତ ସୁନ୍ଦରହତା ଗ୍ରାମରେ ଦେଖିବାକୁ ମିଳିଛି ଏମିତି ଘଟଣା।
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    2 hrs ago
  • #ଗୋ_ହତ୍ୟା_ଆଇନ_ପାରିତ_ଦାବି ଗୋ-ହତ୍ୟା ଆଇନକୁ ଚଳିତ ବଜେଟ ଅଧିବେଶନରେ ପାରିତ କରିବାକୁ ଦାବି ରଖିଛି ଓଡ଼ିିଶା ଗୋପୁତ୍ର ପରିବାର । ସଂଘ ତରଫରୁ ଆସନ୍ତା ୧୦ ତାରିଖରେ ବିଶାଳ ଶୋଭାଯାତ୍ରା କରାଯିବ। ଆନ୍ଦୋଳନରେ ଗୋପୁତ୍ର ପରିବାରର ସମସ୍ତ ସଦସ୍ୟ ସାମିଲ ହେବେ ବୋଲି ସଂଘ ପକ୍ଷରୁ କୁହାଯାଇଛି
    1
    #ଗୋ_ହତ୍ୟା_ଆଇନ_ପାରିତ_ଦାବି
ଗୋ-ହତ୍ୟା ଆଇନକୁ ଚଳିତ ବଜେଟ ଅଧିବେଶନରେ ପାରିତ କରିବାକୁ ଦାବି ରଖିଛି ଓଡ଼ିିଶା ଗୋପୁତ୍ର ପରିବାର । ସଂଘ ତରଫରୁ ଆସନ୍ତା ୧୦ ତାରିଖରେ ବିଶାଳ ଶୋଭାଯାତ୍ରା କରାଯିବ। ଆନ୍ଦୋଳନରେ ଗୋପୁତ୍ର ପରିବାରର ସମସ୍ତ ସଦସ୍ୟ ସାମିଲ ହେବେ ବୋଲି ସଂଘ ପକ୍ଷରୁ କୁହାଯାଇଛି
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.