Shuru
Apke Nagar Ki App…
ଯାଜପୁର ଆରକ୍ଷୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହେଲେ ସାମ୍ବାଦିକ ସଞ୍ଜୟ ନାୟକ ଓ ସୁଶାନ୍ତ ଜେନାଙ୍କ ପରିବାର। ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଏସ୍ପିଙ୍କୁ ଦାବିପତ୍ର ପ୍ରଦାନ କଲେ ପରିବାର ସଦସ୍ୟ। #JajpurSP #JajpurPolice #KoreiPolice #Jajpur #Korei #OdishaPolice #Journalist #JournalistSafety #SanjayNayak #SushantJena #ArrestDemand #FamilyMembers #news7odia
NEWS7ODIA
ଯାଜପୁର ଆରକ୍ଷୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହେଲେ ସାମ୍ବାଦିକ ସଞ୍ଜୟ ନାୟକ ଓ ସୁଶାନ୍ତ ଜେନାଙ୍କ ପରିବାର। ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଏସ୍ପିଙ୍କୁ ଦାବିପତ୍ର ପ୍ରଦାନ କଲେ ପରିବାର ସଦସ୍ୟ। #JajpurSP #JajpurPolice #KoreiPolice #Jajpur #Korei #OdishaPolice #Journalist #JournalistSafety #SanjayNayak #SushantJena #ArrestDemand #FamilyMembers #news7odia
More news from ଓଡ଼ିଶା and nearby areas
- ଯାଜପୁର ଆରକ୍ଷୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହେଲେ ସାମ୍ବାଦିକ ସଞ୍ଜୟ ନାୟକ ଓ ସୁଶାନ୍ତ ଜେନାଙ୍କ ପରିବାର। ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଏସ୍ପିଙ୍କୁ ଦାବିପତ୍ର ପ୍ରଦାନ କଲେ ପରିବାର ସଦସ୍ୟ। #JajpurSP #JajpurPolice #KoreiPolice #Jajpur #Korei #OdishaPolice #Journalist #JournalistSafety #SanjayNayak #SushantJena #ArrestDemand #FamilyMembers #news7odia1
- *आज की बड़ी खबरें*,. . .... ..... ...... ...1
- ନେପାଳ ସହରରେ ଆସିଥିବା ଏକ ଭୟଙ୍କର ବନ୍ୟାରେ ବହୁ ଲୋକଙ୍କ ଦୁର୍ଦ୍ଦଶା ଖରାପ ହୋଇଛି।1
- ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ ନୟାଗଡ଼ରେ ଭାଇ-ଭଉଣୀର ସ୍ନେହ;ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ । ଆଜି ରାକ୍ଷୀ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ବାଚସ୍ପତି ସୁରମା ପାଢ଼ି ସୁଭଦ୍ରା ମଞ୍ଚରେ ରାକ୍ଷୀ ବାନ୍ଧିଛନ୍ତି।ନୟାଗଡ଼ରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇଛି ।1
- ବନ୍ତ ବ୍ଲକ୍ ନିଳୋକ - ଛତାବର ରାସ୍ତାର ନିଳୋକ ଆଦର୍ଶ ସ୍କୁଲ ଛକ ନିକଟରେ ପାଟ୍ରୋଲିଂ ବେଳେ ଗୋଟିଏ ସନ୍ଦିଗ୍ଧ ମିନି ଭ୍ୟାନ୍କୁ ଅଟକାଇଥିଲା ପୁଲିସ। ଯାଞ୍ଚ ସମୟରେ ଗାଡ଼ିରୁ ପ୍ରାୟ ୬ କ୍ୱିଣ୍ଟାଲ ଓଜନର ୧୦ ବିଣ୍ଡା ଆଲୁମିନିୟମ ଇଲେକ୍ଟ୍ରିକ୍ ତାର ଏବଂ ୪୫ଟି ବିଭିନ୍ନ କମ୍ପାନୀର ବ୍ୟାଟେରୀ ଜବତ ହୋଇଛି। ଏହି ବେଆଇନ ଚାଲାଣ ମାମଲାରେ ଗାଡ଼ି ଚାଳକ ମଙ୍ଗରାଜ ପଣ୍ଡା ଏବଂ ଚୋରା ସାମଗ୍ରୀ କିଣିବାକୁ ଥିବା ଧାମନଗରର ସଲମାନ ଖାନ୍ଙ୍କୁ ଗିରଫ କରିଛି ବନ୍ତ ପୋଲିସ। ନିଳୋକ - ଛତାବର ରାସ୍ତାର ନିଳୋକ ଆଦର୍ଶ ସ୍କୁଲ ଛକ ନିକଟରେ ପାଟ୍ରୋଲିଂ ବେଳେ ଗୋଟିଏ ସନ୍ଦିଗ୍ଧ ମିନି ଭ୍ୟାନ୍କୁ ଅଟକାଇଥିଲା ପୁଲିସ। ଯାଞ୍ଚ ସମୟରେ ଗାଡ଼ିରୁ ପ୍ରାୟ ୬ କ୍ୱିଣ୍ଟାଲ ଓଜନର ୧୦ ବିଣ୍ଡା ଆଲୁମିନିୟମ ଇଲେକ୍ଟ୍ରିକ୍ ତାର ଏବଂ ୪୫ଟି ବିଭିନ୍ନ କମ୍ପାନୀର ବ୍ୟାଟେରୀ ଜବତ ହୋଇଛି। ଏହି ବେଆଇନ ଚାଲାଣ ମାମଲାରେ ଗାଡ଼ି ଚାଳକ ମଙ୍ଗରାଜ ପଣ୍ଡା ଏବଂ ଚୋରା ସାମଗ୍ରୀ କିଣିବାକୁ ଥିବା ଧାମନଗରର ସଲମାନ ଖାନ୍ଙ୍କୁ ଗିରଫ କରାଯାଇଛି।1
- ବ୍ରହ୍ମ କୁମାରୀ ସଂସ୍ଥା ପକ୍ଷରୁ ରକ୍ତ ଦାନ ଶିବିର. ରକ୍ତ ଦାନ ମହତ ଦାନ1
- ନେପାଳ ପ୍ରଳୟର ବଡ଼ କାରଣ..ସମସ୍ତଙ୍କୁ ସ୍ତବ୍ଧ କରିଛି ନେପାଳରେ ବିନାଶ ଘଟଣା. ସମସ୍ତଙ୍କୁ ସ୍ତବ୍ଧ କରିଛି ନେପାଳରେ ବିନାଶ ଘଟଣା . ଘଟଣା ପଛରେ ଥିବା କାରଣ ଖୋଜା ପରେ ଆସିଛି ସ୍ପଷ୍ଟ ଚିତ୍ର ଉପର ମୁଣ୍ଡରେ ବରଫ ଓ ପଥର ଧସି ଲେନ୍ଧେ ନଦୀ ପ୍ରବାହ ବନ୍ଦ ହୋଇଗଲା ଫଳରେ ପଛପଟେ ସୃଷ୍ଟି ହୋଇଥିଲା ଏକ ବିଶାଳ ଅସ୍ଥାୟୀ ହ୍ରଦ . ହ୍ରଦ ହଠାତ୍ ଫାଟିଯିବାରୁ ମାଡ଼ି ଆସିଥିଲା ପ୍ରଳୟଙ୍କରୀ ପାଣି ପାଣି ସହ କାଦୁଅ ଓ ପଥରର ପ୍ରଚଣ୍ଡ ସ୍ରୋତ ମାଡ଼ି ଆସିଲା ଯାହାକୁ ରୋକିବା କିମ୍ବା ସେଥୁରୁ ବର୍ତ୍ତିବା ସମ୍ଭବ ନଥୁଲା2
- 🌺🌺🌺🌺🌺🙏🙏🙏ଈଶ୍ୱର କିଏ?????? ତମେ ଜାଣିଛ!!!!!🙏🙏🙏🌺🌺🌺🌺🌺1