Shuru
Apke Nagar Ki App…
ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ହେବାପରେ ତାଙ୍କୁ ଶୁଭେଚ୍ଛା ଜଣା ଯାଉଛି l ମାନ୍ୟବର ସିମୁଳିଆ ବିଧାୟକ ଶ୍ରୀଯୁକ୍ତ ପଦ୍ମଲୋଚନ ପଣ୍ଡା ବାଲେଶ୍ବର ଜିଲ୍ଲାର ଯୋଜନା ବୋର୍ଡ ଅଧ୍ୟକ୍ଷ ଘୋଷଣା ହେବା ପରେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ମାନ୍ୟବର ବିଧାୟକଙ୍କ ପ୍ରତିନିଧି ତଥା ଜିଲ୍ଲା ସାଧାରଣ ସମ୍ପାଦକ ଡା. ଅଣୁମାଧବ ପଣ୍ଡା ଓ ଯୂବନେତା ନୀଳମାଧବ ପଣ୍ଡା, ସିମୁଳିଆ ଖଇରାର ସମସ୍ତ ନେତୃବୃନ୍ଦ ଓ ଶତାଧିକ କାର୍ଯ୍ୟକର୍ତ୍ତାଙ୍କ ସହିତ ଏକ ବିଶାଳ ଶୋଭାଯାତ୍ରାରେ କରି ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପହଁଚିଥିଲେ ।
Prafulla pattnaik ସମାଜ

More news from ଓଡ଼ିଶା and nearby areas
- ସିମୁଳିଆ -ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଳକ ବାଉରୀପଦା ପଞ୍ଚାୟତର କୁରୁକୁରିଆ ଠାରେ ବିଜେପି କୃଷକ ମୋର୍ଚ୍ଚାର ବ୍ଳକ ସଭାପତି ବୀରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ଅକ୍ଷୟ ତୃତୀୟ ଦିବସ ପାଳନ ଅବସରରେ ମାର୍କୋଣା ମଣ୍ଡଳ ସଭାପତି ଅଭିନାସ ବେହେରା, ସ୍ଥାନୀୟ ସରପଞ୍ଚ ଧରଣୀଧର ନାୟକ, ବିଜେପି ପଞ୍ଚାୟତ ସଭାପତି ମନୋରଞ୍ଜନ ହାତୀ, ନାଏବ ସରପଞ୍ଚ ସନାତନ ବନ୍ଧ, ମହିଳା ଗ୍ରୁପ ଓ ଗ୍ରାମବାସୀଙ୍କ ଉପସ୍ଥିତରେ ଅଖିମୁଠି ଅନୁକୂଳ କରିଥିଲେ l1
- ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ରପେୟା ପଞ୍ଚାୟତର ରପେୟା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବିଧାୟକ ପଦ୍ମଲୋଚନ ପଣ୍ଡା ଓ ସାଂସଦ ଅଭିମନ୍ୟୁ ସେଠିଙ୍କ ଦ୍ୱାରା ନୂତନ ରାସ୍ତାର ଶୁଭ ଶିଳାନ୍ୟାସ l1
- Post by Bikash mallik4
- ବାଲେଶ୍ଵର ସଦର କଂଗ୍ରେସ ର ସାଙ୍ଗଠନିକ ବୈଠକ ଅନୁଷ୍ଠିତ; ପ୍ରତି ପଂଚାୟତ ଦଖଲ କରିବା ପାଇଁ ମତଦାତାଙ୍କୁ ସଚେତନ କରିବାକୁ ପଡିବ ବୋଲି କହିଲେ ସରୋଜ ଲେଙ୍କା4
- ବେଙ୍ଗଲ ନିର୍ଵାଚନ ପ୍ରଚାର ବେଳେ ମୋଦି ୧୦ଟଙ୍କା ଦେଇ ମୁଢ଼ି ଖାଇଲେ ଛୋଟ ଛୋଟ ପିଲା ଙ୍କ ସହ ମିଶି ଖାଇଲେ ମୁଢ଼ି1
- Post by MN.NEWS ODIA1
- #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update #rairangpurnews #jashipur #udalanews Date - 18.04.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 70089447031
- ମାନ୍ୟବର ସିମୁଳିଆ ବିଧାୟକ ଶ୍ରୀଯୁକ୍ତ ପଦ୍ମଲୋଚନ ପଣ୍ଡା ବାଲେଶ୍ବର ଜିଲ୍ଲାର ଯୋଜନା ବୋର୍ଡ ଅଧ୍ୟକ୍ଷ ଘୋଷଣା ହେବା ପରେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ମାନ୍ୟବର ବିଧାୟକଙ୍କ ପ୍ରତିନିଧି ତଥା ଜିଲ୍ଲା ସାଧାରଣ ସମ୍ପାଦକ ଡା. ଅଣୁମାଧବ ପଣ୍ଡା ଓ ଯୂବନେତା ନୀଳମାଧବ ପଣ୍ଡା, ସିମୁଳିଆ ଖଇରାର ସମସ୍ତ ନେତୃବୃନ୍ଦ ଓ ଶତାଧିକ କାର୍ଯ୍ୟକର୍ତ୍ତାଙ୍କ ସହିତ ଏକ ବିଶାଳ ଶୋଭାଯାତ୍ରାରେ କରି ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପହଁଚିଥିଲେ ।4