ସ୍ଲୋଗ-ନବମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ବେଳେ ବଞ୍ଚାଇଦେଲେ ତିନି ସହପାଠୀ।ପ୍ରଧାନ ଶିକ୍ଷକ ନିର୍ଯ୍ୟାତନା ସହି ନପାରି କରୁଥିଲେ ଆତ୍ମହତ୍ୟା ଉଦ୍ୟମ। ନବମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ବେଳେ ବଞ୍ଚାଇଦେଲେ ତିନି ସହପାଠୀ।ପ୍ରଧାନ ଶିକ୍ଷକ ନିର୍ଯ୍ୟାତନା ସହି ନପାରି କରୁଥିଲେ ଆତ୍ମହତ୍ୟା ଉଦ୍ୟମ। ନ୍ୟାୟ ପାଇବା ପାଇଁ ଜିଲ୍ଲାପାଳ ଙ୍କ ଦ୍ୱାରାସ୍ତ ହେଲେ ମାଲକାନଗିରି ଜିଲ୍ଲାର ବଡ଼ବେଲ 4 ଛାତ୍ରୀ।ମାଲକାନଗିରି ଜିଲ୍ଲା ବଡ଼ବେଲ ଆବାସିକ ସେବାଶ୍ରମ ବିଦ୍ୟାଳୟରେ ରେ ପ୍ରଧାନ ଶିକ୍ଷକ ଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ଛାତ୍ରୀ । ଛାତ୍ରୀ ମାନଙ୍କୁ ନିର୍ଯ୍ୟାତନା, ଖରାପ ବ୍ୟବହାର ଏବଂ ମାଡ଼ ମାରୁଥିବା ନେଇ ପ୍ରଧାନ ଶିକ୍ଷକ ଙ୍କ ବିରୋଧ ରେ ଅଭିଯୋଗ ହୋଇଛି। ନବମ ଶ୍ରେଣୀ ଛାତ୍ରୀ ଙ୍କୁ ପ୍ରଧାନ ଶିକ୍ଷକ ଙ୍କ ନିର୍ଯ୍ୟାତନା ନେଇ ମଧ୍ୟ ଅଭିଯୋଗ ହୋଇଛି । ତେଣୁ ଛାତ୍ରୀ ଜଣକ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିବା କହିଛନ୍ତି।ତେବେ ସ୍ଵଭାଗ୍ୟ ବଶତଃ ଅନ୍ୟ ଛାତ୍ରୀ ଏହା ଦେଖି ଉଦ୍ଧାର କରିଥିଲେ। ଏନେଇ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜସଶୀର୍କେ ଙ୍କୁ ଅଭିଯୋଗ କରିଛନ୍ତି ବଡ଼ବେଲ ସେବାଶ୍ରମ ର 4 ଜଣ ଛାତ୍ରୀ। ଏହି ଘଟଣା କୁ ନେଇ ତଦନ୍ତ କରି ସତ୍ୟାସତ୍ୟ ଜାଣିବା ପରେ ଦୋଷୀ ବିରୋଧ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରିକ୍ତ ମଙ୍ଗଳ ଅଧିକାରୀ ସୁମନ୍ତ କୁମାର ମାଝୀ କହିଛନ୍ତି।
ସ୍ଲୋଗ-ନବମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ବେଳେ ବଞ୍ଚାଇଦେଲେ ତିନି ସହପାଠୀ।ପ୍ରଧାନ ଶିକ୍ଷକ ନିର୍ଯ୍ୟାତନା ସହି ନପାରି କରୁଥିଲେ ଆତ୍ମହତ୍ୟା ଉଦ୍ୟମ। ନବମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ବେଳେ ବଞ୍ଚାଇଦେଲେ ତିନି ସହପାଠୀ।ପ୍ରଧାନ ଶିକ୍ଷକ ନିର୍ଯ୍ୟାତନା ସହି ନପାରି କରୁଥିଲେ ଆତ୍ମହତ୍ୟା ଉଦ୍ୟମ। ନ୍ୟାୟ ପାଇବା ପାଇଁ ଜିଲ୍ଲାପାଳ ଙ୍କ ଦ୍ୱାରାସ୍ତ
ହେଲେ ମାଲକାନଗିରି ଜିଲ୍ଲାର ବଡ଼ବେଲ 4 ଛାତ୍ରୀ।ମାଲକାନଗିରି ଜିଲ୍ଲା ବଡ଼ବେଲ ଆବାସିକ ସେବାଶ୍ରମ ବିଦ୍ୟାଳୟରେ ରେ ପ୍ରଧାନ ଶିକ୍ଷକ ଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ଛାତ୍ରୀ । ଛାତ୍ରୀ ମାନଙ୍କୁ ନିର୍ଯ୍ୟାତନା, ଖରାପ ବ୍ୟବହାର ଏବଂ ମାଡ଼ ମାରୁଥିବା ନେଇ ପ୍ରଧାନ ଶିକ୍ଷକ ଙ୍କ ବିରୋଧ ରେ
ଅଭିଯୋଗ ହୋଇଛି। ନବମ ଶ୍ରେଣୀ ଛାତ୍ରୀ ଙ୍କୁ ପ୍ରଧାନ ଶିକ୍ଷକ ଙ୍କ ନିର୍ଯ୍ୟାତନା ନେଇ ମଧ୍ୟ ଅଭିଯୋଗ ହୋଇଛି । ତେଣୁ ଛାତ୍ରୀ ଜଣକ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିବା କହିଛନ୍ତି।ତେବେ ସ୍ଵଭାଗ୍ୟ ବଶତଃ ଅନ୍ୟ ଛାତ୍ରୀ ଏହା ଦେଖି ଉଦ୍ଧାର କରିଥିଲେ। ଏନେଇ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ
ଅରବିନ୍ଦ ରାଜସଶୀର୍କେ ଙ୍କୁ ଅଭିଯୋଗ କରିଛନ୍ତି ବଡ଼ବେଲ ସେବାଶ୍ରମ ର 4 ଜଣ ଛାତ୍ରୀ। ଏହି ଘଟଣା କୁ ନେଇ ତଦନ୍ତ କରି ସତ୍ୟାସତ୍ୟ ଜାଣିବା ପରେ ଦୋଷୀ ବିରୋଧ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରିକ୍ତ ମଙ୍ଗଳ ଅଧିକାରୀ ସୁମନ୍ତ କୁମାର ମାଝୀ କହିଛନ୍ତି।
- ସ୍ଲୋଗ-ନବମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ବେଳେ ବଞ୍ଚାଇଦେଲେ ତିନି ସହପାଠୀ।ପ୍ରଧାନ ଶିକ୍ଷକ ନିର୍ଯ୍ୟାତନା ସହି ନପାରି କରୁଥିଲେ ଆତ୍ମହତ୍ୟା ଉଦ୍ୟମ। ନବମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ବେଳେ ବଞ୍ଚାଇଦେଲେ ତିନି ସହପାଠୀ।ପ୍ରଧାନ ଶିକ୍ଷକ ନିର୍ଯ୍ୟାତନା ସହି ନପାରି କରୁଥିଲେ ଆତ୍ମହତ୍ୟା ଉଦ୍ୟମ। ନ୍ୟାୟ ପାଇବା ପାଇଁ ଜିଲ୍ଲାପାଳ ଙ୍କ ଦ୍ୱାରାସ୍ତ ହେଲେ ମାଲକାନଗିରି ଜିଲ୍ଲାର ବଡ଼ବେଲ 4 ଛାତ୍ରୀ।ମାଲକାନଗିରି ଜିଲ୍ଲା ବଡ଼ବେଲ ଆବାସିକ ସେବାଶ୍ରମ ବିଦ୍ୟାଳୟରେ ରେ ପ୍ରଧାନ ଶିକ୍ଷକ ଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ଛାତ୍ରୀ । ଛାତ୍ରୀ ମାନଙ୍କୁ ନିର୍ଯ୍ୟାତନା, ଖରାପ ବ୍ୟବହାର ଏବଂ ମାଡ଼ ମାରୁଥିବା ନେଇ ପ୍ରଧାନ ଶିକ୍ଷକ ଙ୍କ ବିରୋଧ ରେ ଅଭିଯୋଗ ହୋଇଛି। ନବମ ଶ୍ରେଣୀ ଛାତ୍ରୀ ଙ୍କୁ ପ୍ରଧାନ ଶିକ୍ଷକ ଙ୍କ ନିର୍ଯ୍ୟାତନା ନେଇ ମଧ୍ୟ ଅଭିଯୋଗ ହୋଇଛି । ତେଣୁ ଛାତ୍ରୀ ଜଣକ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିବା କହିଛନ୍ତି।ତେବେ ସ୍ଵଭାଗ୍ୟ ବଶତଃ ଅନ୍ୟ ଛାତ୍ରୀ ଏହା ଦେଖି ଉଦ୍ଧାର କରିଥିଲେ। ଏନେଇ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜସଶୀର୍କେ ଙ୍କୁ ଅଭିଯୋଗ କରିଛନ୍ତି ବଡ଼ବେଲ ସେବାଶ୍ରମ ର 4 ଜଣ ଛାତ୍ରୀ। ଏହି ଘଟଣା କୁ ନେଇ ତଦନ୍ତ କରି ସତ୍ୟାସତ୍ୟ ଜାଣିବା ପରେ ଦୋଷୀ ବିରୋଧ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରିକ୍ତ ମଙ୍ଗଳ ଅଧିକାରୀ ସୁମନ୍ତ କୁମାର ମାଝୀ କହିଛନ୍ତି।4
- Post by Dj Kamal Jani2
- କୋଟପାଡ଼ରେ କାଳବୈଶାଖୀର ତାଣ୍ଡବ l କାଳବୈଶାଖୀ ପ୍ରଭାଵରେ କୋଟପାଡ଼ରେ ପ୍ରବଳ ବର୍ଷା l #Kalingatv #kotpad #kalabaisakhi #heavyrain #rain #କାଳବୈଶାଖୀ #koraput #Odisha1
- କୋରାପୁଟ ଜିଲ୍ଲା ବାର୍ ଆସୋସିଏସନ୍ର ସଭାପତି ଭାବେ ବିଜୟ ଜେନା ଦେଓ ଶପଥ ପାଠ ଗ୍ରହଣ କରିଛନ୍ତି। ସଂଗଠନର ଉନ୍ନତି ଓ ସୁଦୃଢ଼ ପରିଚାଳନା ପାଇଁ ସମସ୍ତ ସଦସ୍ୟଙ୍କ ସମ୍ପୂର୍ଣ୍ଣ ସହଯୋଗ ଅତ୍ୟାବଶ୍ୟକ ବୋଲି ସେ ମତ ପ୍ରକାଶ କରିଛନ୍ତି।1
- କୁଡମୁଲ ଗ୍ରାମରେ ଆଦିବାସୀ ପରମ୍ପରାରେ ମାଁ ମାଉଲି ଯାତ୍ରା ତଥା ପୋଢମରା ଯାତ୍ରା ଅନୁଷ୍ଠିତ ହୋଇଯାଇଛି1
- ବେଦାନ୍ତ କମ୍ପାନୀ କରିବା ପାଇଁ ତିଜିମାଳି କାମ କରିବା ପାଇଁ ଦେଖନ୍ତୁ 🙏🙏🙏1
- ଏମ୍ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଟିକିରି ପକ୍ଷରୁ ବିଦ୍ୟାଳୟ ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ1
- ଚୋର ସନ୍ଦେହରେ ଦୁଇ ଯୁବକଙ୍କୁ ଖୁଂଟରେ ବାନ୍ଧିବା ସହ ମାଡ ମରାଯାଇଥିବା ଭିଡିଓ ଭାଇରାଲ l ଚୋର ସନ୍ଦେହରେ ଦୁଇ ଯୁବକଙ୍କୁ ନିସ୍ତୁକ ମାଡ ମାରିବା ସହ ଗାଁ ମଝିରେ ଖୁଂଟରେ ବାନ୍ଧିଲେ ଗ୍ରାମବାସୀ। ଏହାର ଏକ ଭିଡିଓ ସାମାଜିକ ଗଣ ମାଧ୍ୟମରେ ଭାଇରାଲ ହେଉଥିବା ବେଳେ ଘଟଣାଟି ମାଲକାନଗିରି ଜିଲ୍ଲାର କୁମ୍ଭିଗୁଡା ଗ୍ରାମର ବୋଲି କୁହାଯାଉଛି। ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲା ଏମ.ଭି-୪୦ ଗ୍ରାମର ଯୁବକ ଅଜିତ ଡାକୁଆ ଓ ତାଙ୍କ ଜଣେ ସହଯୋଗୀ ବଦଲି ପଂଚାୟତ ଅନ୍ତର୍ଗତ କୁମ୍ବିଗୁଡା ଗାଁ କୁ ଯାଇଥିବା ବେଳେ ସେଠାରେ ସେମାନେ କିଛି ସାମଗ୍ରୀ ଚୋରୀ କରୁଥିବା କିଛି ଗ୍ରାମବାସୀ ଅଭିଯୋଗ କରିଥିଲେ। ଏହାକୁ ନେଇ ସ୍ଥାନୀୟ ଅଂଚଳର ଯୁବକ ମାନେ ରାଗି ଯିବା ସହ ପ୍ରଥମେ ଅଜିତ ଡାକୁଆ ଓ ପରେ ତାଙ୍କ ସହଯୋଗୀଙ୍କୁ ଖୁଂଟରେ ବାନ୍ଧି ରଖିଥିଲେ। ପରେ ଅଜିତ ଓ ତାଙ୍କ ସହଯୋଗୀକୁ ମାଡ଼ ମାରିଥିଲେ। ତେବେ ଯୁବକ ଜଣକ ସମ୍ପର୍କରେ ଥାନାରେ ମଧ୍ୟ କୌଣସି ଅଭିଯୋଗ ହୋଇନାହିଁ ବୋଲି ଜଣା ପଡିଛି। ଏହି ଘଟଣାର ଭିଡିଓ ଟି ବର୍ତମାନ ସାମାଜିକ ଗଣ ମାଧ୍ୟମରେ ଭାଇରାଲ ହେଉଥିବା ବେଳେ ଏହାକୁ ନେଇ ଚର୍ଚା ଜୋର ଧରିଛି।2