ଆଜି ସୁଭଦ୍ରା ତୃତୀୟ କିସ୍ତି ଆଜି ରାଖି ପୂର୍ଣ୍ଣିମାରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ତୃତୀୟ କିସ୍ତି ଟଙ୍କା। କୋରାପୁଟ ଜିଲାର ଜୟପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଟମ ଦବାଇ ୧ କୋଟିରୁ ଊର୍ଦ୍ଧ୍ବ ସୁଭଦ୍ରା ଭଉଣୀଙ୍କୁ ତୃତୀୟ କିସ୍ତିର ୫ ହଜାର ଟଙ୍କା ଲେଖାଏଁ ବ୍ୟାଙ୍କ ଖାତାକୁ ପ୍ରଦାନ କରିବେ। ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କୋରାପୁଟ ଜିଲା ଗସ୍ତ ଅବସରରେ କୋଟିଆ ଗାଁକୁ ଯାଇଛନ୍ତି। କୋଟିଆର ପ୍ରତି ଘରେ ହିତାଧିକାରୀଙ୍କ ପାଖରେ କିପରି ସୁଭଦ୍ରା ଟଙ୍କା ପହଞ୍ଚିବ ସେଥିପ୍ରତି ଦୃଷ୍ଟି ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ତାଙ୍କ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ଯେ ଗ୍ରାମୀଣ ଅର୍ଥନୀତିରେ ବ୍ୟାପକ ପରିବର୍ତ୍ତନ ଆଣିଛି ସୁଭଦ୍ରା ଯୋଜନା। ଅଗଷ୍ଟ ୯ ରାଖି ପୂର୍ଣ୍ଣିମା ଅବସରରେ ଏଥିରେ ଯୋଡ଼ି ହେବାକୁ ଯାଉଛି ଆଉ ଏକ ଫର୍ଦ। ମହିଳାଙ୍କ ସମୃଦ୍ଧି ଜରିଆରେ ରାଜ୍ୟ ଓ ଦେଶର ଉନ୍ନତି ପାଇଁ ସଂକଳ୍ପବଦ୍ଧ ରାଜ୍ୟ ସରକାର। ଉପମୁଖ୍ୟମନ୍ତ୍ରୀ କହିଥିଲେ, ଅଗଷ୍ଟ ୯ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ/ମହିଳା ନୂତନ କରି ଆବେଦନ କରିବାକୁ ଥିବାବେଳେ ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ଉପରେ ପୁଣିଥରେ ସର୍ବେକ୍ଷଣ କରାଯିବ। ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ଯେଭଳି ସୁଭଦ୍ରା ପହଞ୍ଚିବ ସେନେଇ ଯୋଜନାକୁ କ୍ରିୟାନ୍ବୟନ କରିବାକୁ ସରକାର ଲଗାତାର ଭାବେ ପ୍ରୟାସ କରୁଥିବା ସେ ପ୍ରକାଶ କରିଛନ୍ତି।

- ସୁନ୍ଦର ଗଡ଼ ଜିଲ୍ଲା କୁତ୍ରାଵ୍ଳକ ଆମ ଗୋଭା ପଞ୍ଚାୟତ ର ସଦଶ୍ୟ ନାଗାର ତୁର୍ଵାର ଭାଇ ଙ୍କ ପରିବାର କୁ ଓଡିଶା ଡ୍ରାଇଭର ମହାସଂଘ ତରଫରୁ ଜିଲ୍ଲା କମିଟି - ଅଜୟ ଠାକୁର ଏଵଂ ବ୍ଳକ ସଭାପତି -ମନୋଜ ଏକ୍କା 30,000 ଟଙ୍କା ଚେକ୍ ପ୍ରଦାନ କଲେ1
- back to home2
- ଆସନ୍ତୁ ଈଶ୍ବରଙ୍କ ବାକ୍ୟ ଶୁଣିବା1
- କାମାକ୍ଷାନଗର ଅନନ୍ତପୁର ରାଧାକୃଷ୍ଣ ମନ୍ଦିରରୁ ଚୋରୀ ,ଶନିବାର ୯ଟାରେ ପୋଲିସ କଲା ତଦନ୍ତ ଅନନ୍ତପୁର ରାଧାକୃଷ୍ଣ ମନ୍ଦିରରୁ ଚୋରୀ ,ଶନିବାର ୯ଟାରେ ପୋଲିସ କଲା ତଦନ୍ତ ।ଢେଙ୍କାନାଳ ଜିଲା କାମାକ୍ଷାନଗର ସହର ମଧ୍ୟରେ ଥିବା ଅନନ୍ତପୁର ରାଧାକୃଷ୍ଣ ମନ୍ଦିରରୁ ଗତକାଲି ବିଳମ୍ବିତ ରାତିରେ ହୋଇଛି ଚୋରୀ ଯାହାକୁ ନେଇ ଅଭିଯୋଗ ହେଲାପରେ ଶନିବାର ପୋଲିସ ପହଂଚି ତଦନ୍ତ କରିବା ସହିତ ସିସି ଟିଭି ଯାଞ୍ଚ କରିଛନ୍ତି ।#newsodiaodisha #newsupdate #dhenkanal #vairalvideo #odishalatestnews #facebookreelsviralviralシfypシ゚2025#shuru1
- Vote Chori Sardar Patel and Nehru issue1
- କଟକ ଗଡଗଡିଆ ରେ ବୋଟିଙ୍ଗି2
- Post by Banshidhar Bemal1
- Post by User5115 Susanta Kumar Pattnaik1
- Jay Jagannath 🙏1