ବିଧାୟକ ଦ୍ବାରା ଆମ୍ବପୁଅ– ଚାଟୁଳା ରାସ୍ତା ର ଭିଭିପ୍ରସ୍ତର l ଆସିକା:(୧୦/୩/୨୬) ( ଗଣେଶ ପାଣିଗ୍ରାହୀ ରିପୋର୍ଟ)ଆସିକା ବି ଧାନସଭା ନିର୍ବାଚନ ମଣ୍ଡଳୀ ର ଆମ୍ବପୁଅ– ଚାଟୁଳା ରାସ୍ତା ର ଭିଭିପ୍ରସ୍ତର ଦେଲେ ମାନ୍ୟବର ଆସିକା ବିଧାୟକ ସରୋଜ କୁମାର ପାଢ଼ୀ କ ଓଡିଶା ସରକାର ଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ଆନୁକୂଲ୍ୟରେ ଏହି ରାସ୍ତା ନିର୍ମାଣ ହେବ l ଏହି ରାସ୍ତା ଉପରେ ସ୍କୁଲ କଲେଜ, ବ୍ୟବସାୟୀ, ଏବଂ ବାଟୋଇ ମାନେ ଦୈନିକ ଯାତାୟାତ କରୁଥିଲେ l ଏହି ରାସ୍ତା ନୂତନ ଭାବେ ନିର୍ମାଣ ହେବା ଦ୍ଵାରା ଅଞ୍ଚଳର ଅନେକ କାମରେ ଆସିବ ବୋଲି ବିଧାୟକ ପ୍ରକାଶ କରିଛନ୍ତି l ଗ୍ରାମବାସୀ ପକ୍ଷରୁ ବିଧାୟକ ହେବା ପରେ ଏହି ରାସ୍ତା ନିର୍ମାଣ ଉପରେ ଗୁହାରି ଜଣାଇ ଥିଲେ l ଆଜି ବିଧାୟକ କଥା ଦେଇ କଥା ରଖୁଥୁଲେ l ଏହି କାର୍ଯ୍ୟକ୍ରମ ରେ ବିଧାୟକ ସରୋଜ କୁମାର ପାଢ଼ୀ, ସଂଗୀତ ପାଢ଼ୀ, ସମ୍ବିତ ପାଢ଼ୀ, ଆତ୍ମା ର ଅଧକ୍ଷ ବିଜୟ ସ୍ୱାଇଁ, ଗ୍ରାମ୍ୟ ଉନ୍ନୟନ ବିଭାଗ ର ନିର୍ବାହୀ ଯନ୍ତ୍ରୀ ଇ.ତ୍ରିଭୁବନ କଅଁର, ସହକାରୀ ଯନ୍ତ୍ରୀ ଇ.ନନ୍ଦିନୀ ପାଢ଼ୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଗଣେଶ ପାଣିଗ୍ରାହୀ ରିପୋର୍ଟ
ବିଧାୟକ ଦ୍ବାରା ଆମ୍ବପୁଅ– ଚାଟୁଳା ରାସ୍ତା ର ଭିଭିପ୍ରସ୍ତର l ଆସିକା:(୧୦/୩/୨୬) ( ଗଣେଶ ପାଣିଗ୍ରାହୀ ରିପୋର୍ଟ)ଆସିକା ବି ଧାନସଭା ନିର୍ବାଚନ ମଣ୍ଡଳୀ ର ଆମ୍ବପୁଅ– ଚାଟୁଳା ରାସ୍ତା ର ଭିଭିପ୍ରସ୍ତର ଦେଲେ ମାନ୍ୟବର ଆସିକା ବିଧାୟକ
ସରୋଜ କୁମାର ପାଢ଼ୀ କ ଓଡିଶା ସରକାର ଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ଆନୁକୂଲ୍ୟରେ ଏହି ରାସ୍ତା ନିର୍ମାଣ ହେବ l ଏହି ରାସ୍ତା ଉପରେ ସ୍କୁଲ କଲେଜ,
ବ୍ୟବସାୟୀ, ଏବଂ ବାଟୋଇ ମାନେ ଦୈନିକ ଯାତାୟାତ କରୁଥିଲେ l ଏହି ରାସ୍ତା ନୂତନ ଭାବେ ନିର୍ମାଣ ହେବା ଦ୍ଵାରା ଅଞ୍ଚଳର ଅନେକ କାମରେ ଆସିବ ବୋଲି ବିଧାୟକ ପ୍ରକାଶ କରିଛନ୍ତି l ଗ୍ରାମବାସୀ ପକ୍ଷରୁ
ବିଧାୟକ ହେବା ପରେ ଏହି ରାସ୍ତା ନିର୍ମାଣ ଉପରେ ଗୁହାରି ଜଣାଇ ଥିଲେ l ଆଜି ବିଧାୟକ କଥା ଦେଇ କଥା ରଖୁଥୁଲେ l ଏହି କାର୍ଯ୍ୟକ୍ରମ ରେ ବିଧାୟକ ସରୋଜ କୁମାର ପାଢ଼ୀ, ସଂଗୀତ
ପାଢ଼ୀ, ସମ୍ବିତ ପାଢ଼ୀ, ଆତ୍ମା ର ଅଧକ୍ଷ ବିଜୟ ସ୍ୱାଇଁ, ଗ୍ରାମ୍ୟ ଉନ୍ନୟନ ବିଭାଗ ର ନିର୍ବାହୀ ଯନ୍ତ୍ରୀ ଇ.ତ୍ରିଭୁବନ କଅଁର, ସହକାରୀ ଯନ୍ତ୍ରୀ ଇ.ନନ୍ଦିନୀ ପାଢ଼ୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଗଣେଶ ପାଣିଗ୍ରାହୀ ରିପୋର୍ଟ
- Post by Ansubhai Pandey1
- Post by Ganjam Khabar1
- ଥରୁଟିଏ ଶୁଣନ୍ତୁ ସିଜିମାଳୀ ର ପୁରାଣ #spnewstvliveodia #shorts #latestnews #sijimali1
- Post by Rabindra Mandal1
- ତା. 15/04/2026 ରିଖ ଇଣ୍ଡୋ-ନରୱ୍ବେ ଟିମ ର ପ୍ରତିନିଧି ମାନେ ଆଜି ପୁରୀ ଜିଲ୍ଲା ଗସ୍ତ କରିବା ସହ ବିଭିନ୍ନ ପ୍ରକଳ୍ପକୁ ପରିଦର୍ଶନ କରିଛନ୍ତି।ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଜ୍ଞାନ ଓ ବୈଷୟିକ ଜ୍ଞାନ ଚିତ୍ରା ଅରୁମୁଗମ ଙ୍କ ନେତୃତ୍ୱରେ ଆସିଥିବା ଏହି ଟିମକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ତଥା ନୋଡାଲ ଅଫିସର ଶରତ ଚନ୍ଦ୍ର ବେହେରା ସମସ୍ତଙ୍କୁ ସ୍ବାଗତ କରିଥିଲେ।ଇଣ୍ଡୋ-ନରୱ୍ବେ ସହଯୋଗିତା ରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ କୁ ଟିମର ପ୍ରତିନିଧି ମାନେ ଅନୁଧ୍ୟାନ କରିବା ସହ ଦାୟିତ୍ୱ ରେ ଥିବା ଅଧିକାରୀ କର୍ମଚାରୀ ମାନଙ୍କ ସହ ବାର୍ତ୍ତାଳାପ କରିଥିଲେ।ପ୍ରଥମେ ନୂଆନଈ ବାଲୁଖଣ୍ଡ ଠାରେ ସି ମାଉଥ ସ୍ଥାନରେ ପହଞ୍ଚି ମୃତ୍ତିକା କ୍ଷୟ ରୋକିବା ଓ ଜଳର ତାପମାତ୍ରା ନିୟନ୍ତ୍ରଣ କରିବା ପ୍ରକଳ୍ପ ଯାହାକି ଏକ କେଶ ଷ୍ଟଡି କୁ ନିରୀକ୍ଷଣ କରିବା ପରେ ଇକୋ ରିଟ୍ରିଟ ପରିଦର୍ଶନ କରିଥିଲେ।ପରେ ଚନ୍ଦ୍ରଭାଗା ଏଫଏଲସି ବା ମତ୍ସ୍ୟ ଅବତରଣ କେନ୍ଦ୍ର କୁ ଅନୁଧ୍ୟାନ କରିବା ସହ ଚିଙ୍ଗୁଡ଼ି ଜାଆଁଳ ହାଚେରୀ ସମ୍ପର୍କରେ ପଚାରି ବୁଝିଥିଲେ।ପରେ ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିଥିଲେ।ଏହି ଗସ୍ତ ସମୟରେ ନରୱ୍ବେ ପ୍ରତିନିଧି ମଣ୍ଡଳ,ବିଜ୍ଞାନ ଓ ବୈଷୟିକ ଅତିରିକ୍ତ ସଚିବ ପୂଜା ମିଶ୍ର,ଉପ ନିର୍ଦ୍ଦେଶକ ଡଃ ଏଚ କେ ଦାସ, ଏସିଏଫ ଅଶୋକ କୁମାର ବେହେରା, ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ ଅମୀୟ ସେଠ୍ , ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ ସରୋଜ କାନ୍ତ ପ୍ରଧାନ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଅଜୟ କୁମାର ବସ୍ତିଆ, ସାମୁଦ୍ରିକ ମତ୍ସ୍ୟ ଅଧିକାରୀ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା, ଭୁବନେଶ୍ୱର।1
- ବେଆଇନ ଜବରଦଖଲ ଉଚ୍ଛେଦ ନେଇ ରଣପୁର ତହସିଲଦାର ଙ୍କୁ ଗ୍ରାମବାସୀ ଙ୍କ ବିରୋଧ । ଗ୍ରାମବାସୀ ଙ୍କ ବିରୋଧ ପାଇଁ ଉଚ୍ଛେଦ ପ୍ରକ୍ରିୟା ସ୍ଥଗିତ । ନୟାଗଡ଼ ଜିଲ୍ଲା ରଣପୁର ତହସିଲ ଲୋଧଚୁଆ ରାଜସ୍ୱ ନିରୀକ୍ଷକଙ୍କ ସର୍କଲ ରେ ଥିବା ବାଙ୍କପୁର ମୈଜା ର ଖାତା ନଂ -୨୩୬,ପ୍ଲଟ ନଂ -୪୩୨ ବଗାୟତ ୨ ଅନାବାଦୀ କିସମ ଜମିକୁ ଗ୍ରାମବାସୀ ଭୋଗଦଖଲ କରିଆସୁଥିବା ବେଳେ ସେହି ଗ୍ରାମ ର ପୃଥିରାଜ ସାମନ୍ତରାୟ ଏହାକୁ ନିଜର ପୈତୃକ ସମ୍ପତ୍ତି ବୋଲି ଦାବି କରି ଆସୁଥିଲେ । ଏହାକୁ ଗ୍ରାମବାସୀ ବିରୋଧ କରିବା ସହ ଗ୍ରାମ ର କିଛି ଗରିବ ଶ୍ରେଣୀ ର ବାସହୀନ ଲୋକଙ୍କୁ ଘର କରିବା ପାଇଁ ଦେଇଥିଲେ ଏବଂ କିଛି ଜଣ ମଧ୍ୟ ଏହି ଜାଗା ରେ ଘର କରି ବସବାସ କରୁଥିଲେ । ଏହାକୁ ନେଇ ପୃଥିରାଜ ସାମନ୍ତରାୟ ମାନ୍ୟବର ହାଇକୋର୍ଟ ଙ୍କ ନିକଟରେ ୦୮/୦୯/୨୦୨୫ ରେ O.P.L.E କେସ ନଂ ୩୬/୨୫-୨୬ ଏକ ମାମଲା ରୁଜୁ କରିଥିଲେ । ମାନ୍ୟବର ହାଇକୋର୍ଟ ୨୯/୦୯/୨୦୨୫ ରେ ଚିଠି ନଂ ୨୩୯୧୭/୨୫ ରେ ନୟାଗଡ଼ ସବ୍ କଲେକ୍ଟର ଙ୍କୁ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରଣପୁର ତହସିଲଦାର ଓ ଲୋଧଚୁଆ ରାଜସ୍ୱ ବିଭାଗ ଏହାର ତଦନ୍ତ କରି ସବ୍ କଲେକ୍ଟର ଙ୍କୁ ରିପୋର୍ଟ ଦେଲାପରେ ରଣପୁର ତହସିଲଦାର ୨୬/୦୩/୨୦୨୬ ଚିଠି ନଂ ୨୪୯୭ ରେ ଜବରଦଖଲକାରୀ ଙ୍କୁ ଜାଗା ଖାଲି କରିବା ପାଇଁ ନୋଟିସ ଦେଇଥିଲେ ।ଆଜି ରଣପୁର ତହସିଲଦାର ଏନଫୋର୍ସମେଣ୍ଟ ଟିମ୍ ର ସହାୟତା ରେ ଜବରଦଖଲ ଉଚ୍ଛେଦ ପାଇଁ ଆସିଥିବା ବେଳେ ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ ପରେ ରଣପୁର ତହସିଲଦାର ଓ ପୋଲିସ ଅଧିକାରୀ ଲୋକଙ୍କୁ ବୁଝସୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା ।ବାଧ୍ୟ ହୋଇ ପ୍ରଶାସନ ଆଜିର ଉଚ୍ଛେଦ ପ୍ରକ୍ରିୟା କୁ ସ୍ଥଗିତ ରଖିଥିବା ବେଳେ ରଣପୁର ପୋଲିସ ସରକାରୀ କାର୍ଯ୍ୟ ରେ ବାଧା ଦେବା ପାଇଁ ଗ୍ରାମବାସୀ ଙ୍କ ବିରୋଧ ରେ ମାମଲା ରୁଜୁ କରିଛି।1
- Post by Sujit Tripathy1
- ଉଦଯାପିତ ହେଲା ଦୁଲଣା ମହୋତ୍ସବ #spnewstvliveodia #breakingnews #bankinews1