ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ ସହ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଳିତ #mayurbhanj ବାରିପଦା :- ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ଓଡ଼ିଆ ଭାଷାର ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ମୟୂରଭଞ୍ଜ ତରଫରୁ ଜିଲ୍ଲାସ୍ତରୀୟ ‘ଓଡ଼ିଆରେ ନାମ ଫଳକ ଲେଖା’ ଅଭିଯାନ ଆୟୋଜିତ ହୋଇଛି । “ଓଡ଼ିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ୍, ୧୯୫୬” ଅନୁଯାୟୀ ଜିଲ୍ଲାର ସମସ୍ତ ଦୋକାନ, ବଜାର ଓ ବାଣିଜ୍ୟ ପ୍ରତିଷ୍ଠାନମାନଙ୍କର ନାମ ଫଳକକୁ ନିର୍ଭୁଲ ଏବଂ ସ୍ପଷ୍ଟ ଭାବରେ ଓଡ଼ିଆ ଭାଷାରେ ଲେଖିବା ପାଇଁ ଏହି ଅଭିଯାନ ମାଧ୍ୟମରେ ଆହ୍ୱାନ କରାଯାଇଛି । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ବାରିପଦାରୁ ଏକ ସଚେତନତା ପଦଯାତ୍ରା ଓ ରଥଯାତ୍ରା ଆୟୋଜିତ ହୋଇଛି । ଏହା ସହରର ବିଭିନ୍ନ ପ୍ରମୁଖ ଅଞ୍ଚଳ ମଧ୍ୟଦେଇ ରାଲି କରି ସ୍ଥାନୀୟ ଛଉ ପଡ଼ିଆରେ ସମାପ୍ତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ପ୍ରଭାଗୀୟ ଶ୍ରମ ଆୟୁକ୍ତ ନରେନ୍ଦ୍ର ଗଇପାଇ, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା, ଜିଲ୍ଲା କ୍ରୀଡା ଅଧିକାରୀ ଶୁଭାଶିଷ ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିହାରିକା ମହାନ୍ତି, ଜିଲ୍ଲା ଶ୍ରମ ଅଧିକାରୀ ନିରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ସେହିପରି ସମଗ୍ର ଶିକ୍ଷା, ମୟୂରଭଞ୍ଜ ଦ୍ଵାରା ଆୟୋଜିତ ଜିଲ୍ଲା ସ୍ତରୀୟ “ପ୍ରବେଶ ଉତ୍ସବ ଓ ଖଡି ଛୁଆଁ କାର୍ଯ୍ୟକ୍ରମ ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କର ପୌରହିତ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଭାରତୀ ହାଁସଦା, ବିଶେଷ ଅତିଥି ଜିଲ୍ଲାପାଳ ହେମକାନ୍ତ ସଏ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାଏକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ଵାଳ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିହାରିକା ମହାନ୍ତି, ଜିଲ୍ଲା ମଙ୍ଗଳ ଅଧିକାରୀ ଗୁରୁଚରଣ ମଲ୍ଲିକ, ଜିଲ୍ଲା ସୂଚନା oó ଅଧିକାରୀ ଶ୍ରୀ ଶିଶିର କୁମାର ମୁନ୍ଦୁୟା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଗୌତମ ପାତ୍ର, ଶଶୀଧର ସିଂ, ବିନୋଦ ସିଂ ପ୍ରମୁଖ ଯୋଗ ଦେଇଥିଲେ । #mayurbhanj #baripada #dlh_khabar

- #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update #rairangpurnews #jashipur Date - 04.04.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 70089447031
- ବାରିପଦା :- ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ଓଡ଼ିଆ ଭାଷାର ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ମୟୂରଭଞ୍ଜ ତରଫରୁ ଜିଲ୍ଲାସ୍ତରୀୟ ‘ଓଡ଼ିଆରେ ନାମ ଫଳକ ଲେଖା’ ଅଭିଯାନ ଆୟୋଜିତ ହୋଇଛି । “ଓଡ଼ିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ୍, ୧୯୫୬” ଅନୁଯାୟୀ ଜିଲ୍ଲାର ସମସ୍ତ ଦୋକାନ, ବଜାର ଓ ବାଣିଜ୍ୟ ପ୍ରତିଷ୍ଠାନମାନଙ୍କର ନାମ ଫଳକକୁ ନିର୍ଭୁଲ ଏବଂ ସ୍ପଷ୍ଟ ଭାବରେ ଓଡ଼ିଆ ଭାଷାରେ ଲେଖିବା ପାଇଁ ଏହି ଅଭିଯାନ ମାଧ୍ୟମରେ ଆହ୍ୱାନ କରାଯାଇଛି । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ବାରିପଦାରୁ ଏକ ସଚେତନତା ପଦଯାତ୍ରା ଓ ରଥଯାତ୍ରା ଆୟୋଜିତ ହୋଇଛି । ଏହା ସହରର ବିଭିନ୍ନ ପ୍ରମୁଖ ଅଞ୍ଚଳ ମଧ୍ୟଦେଇ ରାଲି କରି ସ୍ଥାନୀୟ ଛଉ ପଡ଼ିଆରେ ସମାପ୍ତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ପ୍ରଭାଗୀୟ ଶ୍ରମ ଆୟୁକ୍ତ ନରେନ୍ଦ୍ର ଗଇପାଇ, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିଶିର କୁମାର ମୁନ୍ଦୁୟା, ଜିଲ୍ଲା କ୍ରୀଡା ଅଧିକାରୀ ଶୁଭାଶିଷ ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିହାରିକା ମହାନ୍ତି, ଜିଲ୍ଲା ଶ୍ରମ ଅଧିକାରୀ ନିରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ସେହିପରି ସମଗ୍ର ଶିକ୍ଷା, ମୟୂରଭଞ୍ଜ ଦ୍ଵାରା ଆୟୋଜିତ ଜିଲ୍ଲା ସ୍ତରୀୟ “ପ୍ରବେଶ ଉତ୍ସବ ଓ ଖଡି ଛୁଆଁ କାର୍ଯ୍ୟକ୍ରମ ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କର ପୌରହିତ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଭାରତୀ ହାଁସଦା, ବିଶେଷ ଅତିଥି ଜିଲ୍ଲାପାଳ ହେମକାନ୍ତ ସଏ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାଏକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ଵାଳ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିହାରିକା ମହାନ୍ତି, ଜିଲ୍ଲା ମଙ୍ଗଳ ଅଧିକାରୀ ଗୁରୁଚରଣ ମଲ୍ଲିକ, ଜିଲ୍ଲା ସୂଚନା oó ଅଧିକାରୀ ଶ୍ରୀ ଶିଶିର କୁମାର ମୁନ୍ଦୁୟା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଗୌତମ ପାତ୍ର, ଶଶୀଧର ସିଂ, ବିନୋଦ ସିଂ ପ୍ରମୁଖ ଯୋଗ ଦେଇଥିଲେ । #mayurbhanj #baripada #dlh_khabar1
- Post by MN.NEWS ODIA1
- Post by Khabar1
- ଗଜପତି ଜିଲ୍ଲା ରାୟଗଡର ଡମ୍ବାପୁର ଠାରେ ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ କେ ନାଗରାଜୁ ଓ ମହେନ୍ଦ୍ର ବନାଞ୍ଚଳ ଅଧିକାରୀ ଅମିତ ସୁଭ୍ରଜିତଙ୍କ ନିର୍ଦ୍ଧେଶକ୍ରମେ ରାୟଗଡ ବନପାଳ ଗୀତାଞ୍ଜଳି ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଡ଼ମ୍ବାପୁର ଠାରେ ଆଖପାଖ ଅଞ୍ଚଳର ଲୋକଙ୍କୁ ନେଇ ଜଙ୍ଗଲକୁ ନିଅ ଦାଉରୁ ରକ୍ଷା କରିବା ପାଇଁ ସଚେତନତା କାର୍ଯ୍ୟକ୍ରମ କରାଯିବା ସହ ମହିଳା ମାନଙ୍କୁ ନେଇ ନିଆରା ଢଙ୍ଗରେ ମ୍ୟୁଜିକାଲ ଚେୟାର ଖେଳ ଅନୁଷ୍ଟିତ କରି ସଚେତନ କରିଥିବା ଦେଖେଇବାକୁ ମିଳିଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ୱାଡ଼ ମେମ୍ବର ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ଆଶା, ବନ ରକ୍ଷୀ ଲକ୍ଷ୍ମୀ ପ୍ରିୟାସାହୁ, ଅବିର ପାତ୍ର, ସନ୍ତସ ସାମଲ, ବେଞ୍ଜାମିନ ରାଇତ, ଏସୀୟ ଗମାଙ୍ଗ ଅଚ୍ୟୁତ ଶବର, ଅଶୋକ କୁମାର ନାୟକ ଥିବାବେଳେ ସମସ୍ତ ବନ କର୍ମଚାରି ସୋହୋଯୋଗ କରିଥିଲେ।1
- ବାଲେଶ୍ବର ଜିଲ୍ଲା ବାଲିଆପାଳ ବ୍ଲକ ପ୍ରଶାସନ ପକ୍ଷରୁ ଓଡ଼ିଆ ପକ୍ଷ ପାଳନ ଅବସରରେ ଦେବାଳୟ ଓ ଐତିହ୍ୟ ସ୍ଥଳୀରେ ସ୍ୱଛତା କାର୍ଯ୍ୟକ୍ରମ କରାଯାଉଛି। ଏହି ପରିପ୍ରେକ୍ଷୀରେ ମଧୁପୁରା ପଞ୍ଚାୟତ ଅଧୀନରେ ଥିବା ଖଗଡାପାଳ ସ୍ଥିତ ଶ୍ରଦ୍ଧାକ୍ଷେତ୍ର ପରିସରରେ ବିଡିଓ ରାଧା ରଞ୍ଜନ ଦାଶଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ସୋମବାର ସ୍ୱଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।1
- ବାଲେଶ୍ବର ରେ ଅନୁଷ୍ଠିତ ହେବ ବୈଶାଖୀ ମହୋତ୍ସବ, ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ କର୍ମକର୍ତ୍ତା।1
- ବିଦ୍ୟାଳୟରେ ଆରମ୍ଭ ହୋଇଛି ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପର୍ବ।1