logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଅଜଣା ଗାଡି ଧକ୍କା ରେ ଦୁଇ ଯୁବକ ଗୁରୁତର, ଘଟଣା ସ୍ଥଳରେ ପୋଲିସ ର ତଦନ୍ତ ଅଜଣା ଗାଡି ଧକ୍କା ରେ ଦୁଇ ଯୁବକ ଗୁରୁତର, ଘଟଣା ସ୍ଥଳରେ ପୋଲିସ ର ତଦନ୍ତ, ସୂଚନା ମୁତାବକ ଯୁବକ ଦ୍ବୟ ଜମନକିରା ପଟୁ ସମ୍ବଲପୁର କୁ ଯାଉଥିବା ସମୟରେ ଅଜଣା ଗାଡି ଧକ୍କା ଦେଇ ଫେରାର ମାରିଥିଲା

on 22 March
user_Jitendra Muduli
Jitendra Muduli
Aadhar center ଜମନକିରା, ସମ୍ବଲପୁର, ଓଡ଼ିଶା•
on 22 March
053ef4ce-77d4-443e-b422-53e8c9358b48

ଅଜଣା ଗାଡି ଧକ୍କା ରେ ଦୁଇ ଯୁବକ ଗୁରୁତର, ଘଟଣା ସ୍ଥଳରେ ପୋଲିସ ର ତଦନ୍ତ ଅଜଣା ଗାଡି ଧକ୍କା ରେ ଦୁଇ ଯୁବକ ଗୁରୁତର, ଘଟଣା ସ୍ଥଳରେ ପୋଲିସ ର ତଦନ୍ତ, ସୂଚନା ମୁତାବକ ଯୁବକ ଦ୍ବୟ ଜମନକିରା ପଟୁ ସମ୍ବଲପୁର କୁ ଯାଉଥିବା ସମୟରେ ଅଜଣା ଗାଡି ଧକ୍କା ଦେଇ ଫେରାର ମାରିଥିଲା

More news from Sambalpur and nearby areas
  • ଆଜି ଖଡ଼ିଛୁଆଁ କାର୍ଯ୍ୟକ୍ରମରେ କୁନି କୁନି ଭାଇ ଭଉଣୀମାନଙ୍କୁ ଭେଟିବାର ଏକ ସୁନ୍ଦର ସୁଯୋଗ ମିଳିଲା। ବିଦ୍ୟାଳୟକୁ ଯିବା ପାଇଁ ସେମାନଙ୍କ ମନରେ ଥିବା ଉତ୍ସାହ ଏବଂ ନୂଆ କିଛି ଶିଖିବାର ଆଗ୍ରହ ଦେଖି ମୁଁ ଅତ୍ୟନ୍ତ ଆନନ୍ଦିତ। ସେମାନଙ୍କ ସହ କଥା ହେବା ବେଳେ ଅନୁଭବ କଲି ଯେ, ଏହି କୁନି କୁନି ଆଖିର ଅଜସ୍ର ସ୍ୱପ୍ନ ଗୁଡ଼ିକ ହିଁ ଆଗାମୀ ଦିନରେ ଏକ ସମୃଦ୍ଧ ଓ ବିକଶିତ ଓଡ଼ିଶାର ନିଅଁ ଗଢ଼ିବ। ପିଲାମାନଙ୍କ ମୁହଁରେ ଖୁସି ଦେଖିଲେ ମନରେ ଏକ ଅପୂର୍ବ ଶାନ୍ତି ମିଳେ। ସେମାନଙ୍କ ସରଳ ହସ ଏବଂ ଅକୁଣ୍ଠିତ ମନର କଥା ମୋ ହୃଦୟକୁ ଛୁଇଁଗଲା। ତୁମେମାନେ ପଢ଼, ବଢ଼ ଏବଂ ନିଜ ସ୍ୱପ୍ନକୁ ସାକାର କର ; ମୋର ଆଶୀର୍ବାଦ ସବୁବେଳେ ତୁମମାନଙ୍କ ସହ ଅଛି। #ଖଡ଼ିଛୁଆଁ #ଓଡ଼ିଆପକ୍ଷ
    1
    ଆଜି ଖଡ଼ିଛୁଆଁ କାର୍ଯ୍ୟକ୍ରମରେ କୁନି କୁନି ଭାଇ ଭଉଣୀମାନଙ୍କୁ ଭେଟିବାର ଏକ ସୁନ୍ଦର ସୁଯୋଗ ମିଳିଲା। ବିଦ୍ୟାଳୟକୁ ଯିବା ପାଇଁ ସେମାନଙ୍କ ମନରେ ଥିବା ଉତ୍ସାହ ଏବଂ ନୂଆ କିଛି ଶିଖିବାର ଆଗ୍ରହ ଦେଖି ମୁଁ ଅତ୍ୟନ୍ତ ଆନନ୍ଦିତ। ସେମାନଙ୍କ ସହ କଥା ହେବା ବେଳେ ଅନୁଭବ କଲି ଯେ, ଏହି କୁନି କୁନି ଆଖିର ଅଜସ୍ର ସ୍ୱପ୍ନ ଗୁଡ଼ିକ ହିଁ ଆଗାମୀ ଦିନରେ ଏକ ସମୃଦ୍ଧ ଓ ବିକଶିତ ଓଡ଼ିଶାର ନିଅଁ ଗଢ଼ିବ। ପିଲାମାନଙ୍କ ମୁହଁରେ ଖୁସି ଦେଖିଲେ ମନରେ ଏକ ଅପୂର୍ବ ଶାନ୍ତି ମିଳେ। ସେମାନଙ୍କ ସରଳ ହସ ଏବଂ ଅକୁଣ୍ଠିତ ମନର କଥା ମୋ ହୃଦୟକୁ ଛୁଇଁଗଲା। ତୁମେମାନେ ପଢ଼, ବଢ଼ ଏବଂ ନିଜ ସ୍ୱପ୍ନକୁ ସାକାର କର ; ମୋର ଆଶୀର୍ବାଦ ସବୁବେଳେ ତୁମମାନଙ୍କ ସହ ଅଛି। #ଖଡ଼ିଛୁଆଁ #ଓଡ଼ିଆପକ୍ଷ
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    9 hrs ago
  • SAMBALPUR MOBILE BUDHARAJA HIGH SCOOL COMPLEX, BUDHARAJA,SAMBALPUR CONTACT NO.7008904143 Zero down payment offer💥💥💥 2nd Hand iphone available with financ old mobile exchange credit card discount upto 10%
    1
    SAMBALPUR MOBILE
BUDHARAJA HIGH SCOOL COMPLEX, BUDHARAJA,SAMBALPUR 
CONTACT NO.7008904143
Zero down payment offer💥💥💥
2nd Hand iphone available with financ
old mobile exchange 
credit card discount upto 10%
    user_Sambalpur Mobile
    Sambalpur Mobile
    Mobile Phone Shop ଆଇଁଠାପାଲି, ସମ୍ବଲପୁର, ଓଡ଼ିଶା•
    15 hrs ago
  • Post by Titu Dehuru
    2
    Post by Titu Dehuru
    user_Titu Dehuru
    Titu Dehuru
    Artist କୁଣ୍ଢେଇଗୋଲା, ଦେବଗଡ଼, ଓଡ଼ିଶା•
    1 hr ago
  • ଏଲ୍ ପି ଜି ରନ୍ଧନ ଗ୍ୟାସ ଓ ଅନ୍ୟାନ ପେଟ୍ରୋଲିୟମ ରନ୍ଧନ ଯୋଗାଣ ଏବଂ ବଣ୍ଟନ ସମ୍ପର୍କରେ ସମନ୍ଵୟ ବୈଠକ। ଦେବଗଡ଼ ତା୦୪.୦୪.୨୦୨୬ ଆଜି ଜିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ରନ୍ଧନ ଗ୍ୟାସ ସିଲିଣ୍ଡର ଓ ଅନ୍ୟାନ ପେଟ୍ରୋଲିୟମ ରନ୍ଧନ ଯୋଗାଣ ଆବଶ୍ୟକତା ଉପରେ ଏକ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ଶ୍ରୀ ସାହୁ ଦେବଗଡ଼ ଜିଲ୍ଲାରେ ବର୍ତ୍ତମାନ ସୁଧା ଲୋକମାନେ ଗ୍ୟାସ୍ ସିଲିଣ୍ଡର୍ ଓ ପେଟ୍ରୋଲିୟମ ରନ୍ଧନ ଉପରେ ଗ୍ୟାସ୍ କଳା ବଜାର ରୋକିବା ପାଇଁ ଓ ଗ୍ୟାସ ଅଧିକ ବ୍ୟବହାର ନକରିବା ଉପରେ ସମୀକ୍ଷା କରିଥିଲେ।ସିଲିଣ୍ଡର ଠିକ୍ ଭାବରେ ବ୍ୟବହାର କରିବା ଓ ବିଭିନ୍ନ ହୋଟେଲ ରେଷ୍ଟୁରାଣ୍ଟ ମାଲିକ ମାନେ ଗ୍ୟାସ୍ ବ୍ୟବହାର କରୁଥିବା ରୋଷେଇ ଘର କୁ ଯାଞ୍ଚ କରିବା ଓ ଡାକ୍ତର ଖାନା ଶିକ୍ଷା ପ୍ରତିଷ୍ଠାନ, ଆହାର କେନ୍ଦ୍ର, ଜେଲ୍ ଖାନା ମାନଙ୍କରେ ଗ୍ୟାସ୍ ଯୋଗାଣ ଓ ବ୍ୟବହାରରେ ଯାଞ୍ଚ୍ କରିବା ଉପରେ ଆଲୋକପାତ କରିଥିଲେ।ବୈଠକରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଧୀରଜ୍ ଚପରଦାର,ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁର,ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର କୁମାର ପୁହାଣ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରତି ପ୍ରଧାନ ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନି ଜନସ୍ୱାସ୍ଥ୍ୟ ଅଧିକାରୀ ଡକ୍ଟର ପ୍ରଭାତ୍ କୁମାର ଓଝା,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ଓ ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
    1
    ଏଲ୍ ପି ଜି ରନ୍ଧନ ଗ୍ୟାସ ଓ ଅନ୍ୟାନ ପେଟ୍ରୋଲିୟମ ରନ୍ଧନ ଯୋଗାଣ ଏବଂ ବଣ୍ଟନ ସମ୍ପର୍କରେ  ସମନ୍ଵୟ ବୈଠକ।
ଦେବଗଡ଼ ତା୦୪.୦୪.୨୦୨୬
ଆଜି ଜିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ରନ୍ଧନ ଗ୍ୟାସ ସିଲିଣ୍ଡର ଓ ଅନ୍ୟାନ ପେଟ୍ରୋଲିୟମ ରନ୍ଧନ ଯୋଗାଣ ଆବଶ୍ୟକତା ଉପରେ ଏକ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ଶ୍ରୀ ସାହୁ ଦେବଗଡ଼ ଜିଲ୍ଲାରେ ବର୍ତ୍ତମାନ ସୁଧା ଲୋକମାନେ ଗ୍ୟାସ୍ ସିଲିଣ୍ଡର୍ ଓ ପେଟ୍ରୋଲିୟମ ରନ୍ଧନ ଉପରେ ଗ୍ୟାସ୍ କଳା ବଜାର ରୋକିବା ପାଇଁ ଓ ଗ୍ୟାସ ଅଧିକ ବ୍ୟବହାର ନକରିବା ଉପରେ ସମୀକ୍ଷା କରିଥିଲେ।ସିଲିଣ୍ଡର ଠିକ୍ ଭାବରେ ବ୍ୟବହାର କରିବା ଓ ବିଭିନ୍ନ ହୋଟେଲ ରେଷ୍ଟୁରାଣ୍ଟ ମାଲିକ ମାନେ ଗ୍ୟାସ୍ ବ୍ୟବହାର କରୁଥିବା ରୋଷେଇ ଘର କୁ ଯାଞ୍ଚ କରିବା ଓ ଡାକ୍ତର ଖାନା ଶିକ୍ଷା ପ୍ରତିଷ୍ଠାନ, ଆହାର କେନ୍ଦ୍ର, ଜେଲ୍ ଖାନା ମାନଙ୍କରେ ଗ୍ୟାସ୍ ଯୋଗାଣ ଓ ବ୍ୟବହାରରେ ଯାଞ୍ଚ୍ କରିବା ଉପରେ ଆଲୋକପାତ କରିଥିଲେ।ବୈଠକରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଧୀରଜ୍ ଚପରଦାର,ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁର,ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର କୁମାର ପୁହାଣ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ  ସୁରତି ପ୍ରଧାନ ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ  ଶ୍ରୀନିବାସ ଜାନି ଜନସ୍ୱାସ୍ଥ୍ୟ ଅଧିକାରୀ ଡକ୍ଟର ପ୍ରଭାତ୍ କୁମାର ଓଝା,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ଓ ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
    user_ବାରକୋଟ ଖବର
    ବାରକୋଟ ଖବର
    Court reporter ବରକୋଟ, ଦେବଗଡ଼, ଓଡ଼ିଶା•
    11 hrs ago
  • ବୌଦ୍ଧ ସହର ମଧ୍ୟରେ ଆଜି ଭଗବାନ ଶ୍ରୀ ଶିବଙ୍କ ଅଷ୍ଟସମ୍ଭୁଙ୍କ ମିଳନ ଦେଖିବାକୁ ମିଳିଥିବା ବେଳେ ଭକ୍ତଙ୍କ ପ୍ରବଳ ସମାଗମ ଦେଖାଦେଇଥିଲା ।
    1
    ବୌଦ୍ଧ ସହର ମଧ୍ୟରେ ଆଜି ଭଗବାନ ଶ୍ରୀ ଶିବଙ୍କ ଅଷ୍ଟସମ୍ଭୁଙ୍କ ମିଳନ ଦେଖିବାକୁ ମିଳିଥିବା ବେଳେ ଭକ୍ତଙ୍କ ପ୍ରବଳ ସମାଗମ ଦେଖାଦେଇଥିଲା ।
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    8 hrs ago
  • ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଧଳପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଶନିବାର ଦିନ ଜିଲ୍ଲା ସ୍ତରୀୟ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ପିଲାଙ୍କ ନାମ ଲେଖା ପାଇଁ "ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ" ଏବଂ "ଶିକ୍ଷା ସଚେତନତା ରଥ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ବିଭୁତି ଭୂଷଣ ନାଏକ, ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ, ଭାସ୍କର ଲେଙ୍କା, ହରଭଙ୍ଗା ବିଡ଼ିଓ ବିଜୟ କୁମାର ପ୍ରଧାନ, ତହସିଲଦାର ବଳଦେବ ବେହେରା, ଗୋଷ୍ଠୀ ଶିକ୍ଷା ଅଧିକାରୀ ହରଭଙ୍ଗା ହାଡିବନ୍ଧୁ ବେହେରା,ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ନାଥ, ସି ଡି ପି ଓ ଦୀପ୍ତି ମୟୀ ପାତ୍ର ସ୍ଥାନୀୟ ସରପଞ୍ଚ ସୁଜାତା କର୍ଣ୍ଣ, ଧଳପୁର ର ସମିତି ସଭ୍ୟା ସନ୍ଧ୍ୟାରାଣୀ ନାୟକ ଓ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପୋୖଲସ୍ତି ଭୋକ୍ତା ମଂଚାସୀନ ରହିଥିଲେ l ପ୍ରଥମେ ମଂଚାସୀନ ଅତିଥି ଗଣ ବିଦ୍ୟାଦାତା ଗଣେଶ ଓ ବିଦ୍ୟାଦାତ୍ରୀ ସରସ୍ବତୀ ପ୍ରଦୀପ ପ୍ରଜ୍ବଳନ କରି ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ କୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ସ୍ୱାଗତ ସଂଗୀତ ଗାନ ପରେ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯିବା ପରେ ଅତିଥି ଗଣ ପ୍ରବେଶ ଉତ୍ସବ ଓ ଖଡ଼ି ଖୁଆଁ ଉତ୍ସବ ଉପରେ ନିଜ ନିଜ ମତ ରଖିଥିଲେ l ୨୦୨୬-୨୭ ଶିକ୍ଷା ବର୍ଷ ଆରମ୍ଭ କୁ ନେଇ ବିଦ୍ୟାଳୟ ସ୍ତରରେ ଅଙ୍ଗନୱାଡି ରୁ ଆସୁଥିବା ଏବଂ ଶିଶୁବାଟିକା ରେ ନାମ ଲେଖେଇବାକୁ ଯୋଗ୍ୟ ଛାତ୍ରଛାତ୍ରୀ ଙ୍କୁ ବିଦ୍ୟାଳୟ ରେ ନାମ ଲେଖେଇବାପାଇଁ ମୁଖ୍ୟମନ୍ତ୍ରୀ ଙ୍କ ସ୍ଵାକ୍ଷରିତ ଥିବା ନିମନ୍ତ୍ରଣ ପତ୍ରକୁ ପୂର୍ବରୁ ଛାତ୍ର ଅଭିଭାବକ ମାତାପିତା ଙ୍କୁ ବଣ୍ଟନ କରାଯାଇଥିଲା । ଏବଂ ଆଜି ଏପ୍ରିଲ ୪ ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଉତ୍ସବ ରେ ଜିଲ୍ଲା ସ୍ତରୀୟ ୪ ହଜାର ୬ ଶହ ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ନାମ ଲେଖାଇବା ନେଇ ଜିଲ୍ଲା ଶିକ୍ଷା ଅଧିକାରୀ ସୂଚନା ଦେଇଛନ୍ତି l ମଞ୍ଚ ରେ ଅତିଥି ଗଣ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆ ରେ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କୁ ପାଠ୍ୟ ପୁସ୍ତକ କୀଟ ଓ ୱା ସି ଡି ଏ ବାଉଶୁନି ର ପୋଗ୍ରାମ କୋଡିନେଟର ଶୁଭଲକ୍ଷ୍ମୀ ବାରିକ ଙ୍କ ପକ୍ଷରୁ ମଧ୍ୟ କୀଟ ପ୍ରଦାନ ପୂର୍ବକ ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷା ଅଧିକାରୀ ପୁରୋହିତ ର ମନ୍ତ୍ର ପାଠ ରେ ଛାତ୍ର ଛାତ୍ରୀ ଙ୍କୁ ସ୍ଵ ହସ୍ତରେ ଖଡ଼ି ଛୁଆଁଇଁ ଥିଲେ l ଏହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଧଳପୁର ଦୁଇ ଦୁଇ ଥର ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରାପ୍ତ ହୋଇଥିଲା ବେଳେ ବିଦ୍ୟାଳୟ ଏକ ମନ୍ଦିର ସଦୃଶ ଥିବାରୁ ବିଦ୍ୟାଳୟ ପରିସରରେ ଥିବା ଲୁମ୍ବିନୀ ଉଦ୍ୟାନ, ବ୍ୟାସ ଦେବ କୁଟୀର,ଯୋମେଟ୍ରିକଲ ଉଦ୍ୟାନ କୁ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀ ଶୁଭ ଉଦଘାଟନ କରିଥିବା ସହିତ ଉତ୍ସବ ରେ ଶିଶୁ ଙ୍କ ସହଜ ପାଠ ପଢା ପାଇଁ ଗପ ରାଇଜ, ରଙ୍ଗ ଦୁନିଆ, ଖେଳ ମାଧ୍ୟମ ରେ ଶିକ୍ଷ। ପାଇଁ ତିନି ଗୋଟି ଶିକ୍ଷଣ କୋଣ ଷ୍ଟଲ କୁ ପରିଦର୍ଶନ କରିଥିଲେ l ପରେ ତିନ ବ୍ଲକ ପାଇଁ ତିନୋଟି ଶିକ୍ଷା ସଚେତନତା ରଥ ପରିକ୍ରମା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ହରଭଙ୍ଗା, ବୌଦ୍ଧ ଓ କଣ୍ଟାମାଳ ବ୍ଲକ କୁ ତିନି ଗୋଟି ସଚେତନତା ରଥ କୁ ଅତିଥି ଗଣ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ମଞ୍ଚ କାର୍ଯ୍ୟକ୍ରମ କୁ ନବ କିଶୋର ଦୀପ ମଞ୍ଚ ପରିଚାଳନା କରିଥିବା ବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ହାଡିବନ୍ଧୁ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଜିଲ୍ଲା ସ୍ତରୀୟକାର୍ଯ୍ୟକ୍ରମ ରେ ପିପଲକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଛତରଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ , ରାମଗଡ ଉଚ୍ଚ ପ୍ରାଥମିକ ରୁ ଆସିଥିବା ଛାତ୍ର ଛାତ୍ରୀ ଙ୍କ ଶିକ୍ଷା ସଚେତନତା ଭିତିକ ନୃତ୍ୟ ଅତି ଚିତାକର୍ଷକ ଥିବା ବେଳେ ସାଂକୃତିକ କାର୍ଯ୍ୟକ୍ରମ ମନୋରଞ୍ଜନ କରିଥିଲା l କାର୍ଯ୍ୟକ୍ରମ ରେ ଜିଲ୍ଲା ସ୍ତରୀୟ ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ, ଅଭିଭାବକ,ତଥା ବହୁସଂଖ୍ୟକ ମହିଳା ଅଭିଵାବିକା ,ସି ଆର ସି ସି ପ୍ରମୁଖ ଉପସ୍ଥିତ ରହି ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଓ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ କୁ ସଫଳ କରିଥିଲେ.। ଶିକ୍ଷକ ମାନଙ୍କ ଦ୍ୱାରା ଖଡିଛୁଆଁ କାର୍ଯ୍ୟକ୍ରମ ଉପରେ ଦାସକାଠିଆ ପରିବେଷଣ କରାଯାଇଥିଲା ।
    1
    ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଧଳପୁର  ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ   ଶନିବାର ଦିନ ଜିଲ୍ଲା ସ୍ତରୀୟ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ପିଲାଙ୍କ ନାମ ଲେଖା ପାଇଁ "ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ" ଏବଂ "ଶିକ୍ଷା ସଚେତନତା ରଥ" କାର୍ଯ୍ୟକ୍ରମ ଅନୁଷ୍ଠିତ  ହୋଇଯାଇଛି ।  ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ବିଭୁତି ଭୂଷଣ ନାଏକ, ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ, ଭାସ୍କର ଲେଙ୍କା, ହରଭଙ୍ଗା ବିଡ଼ିଓ ବିଜୟ କୁମାର ପ୍ରଧାନ, ତହସିଲଦାର ବଳଦେବ ବେହେରା, ଗୋଷ୍ଠୀ ଶିକ୍ଷା ଅଧିକାରୀ ହରଭଙ୍ଗା ହାଡିବନ୍ଧୁ ବେହେରା,ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ନାଥ, ସି ଡି ପି ଓ ଦୀପ୍ତି ମୟୀ ପାତ୍ର ସ୍ଥାନୀୟ ସରପଞ୍ଚ ସୁଜାତା କର୍ଣ୍ଣ, ଧଳପୁର ର ସମିତି ସଭ୍ୟା ସନ୍ଧ୍ୟାରାଣୀ ନାୟକ ଓ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପୋୖଲସ୍ତି ଭୋକ୍ତା ମଂଚାସୀନ ରହିଥିଲେ l ପ୍ରଥମେ ମଂଚାସୀନ ଅତିଥି ଗଣ ବିଦ୍ୟାଦାତା ଗଣେଶ ଓ ବିଦ୍ୟାଦାତ୍ରୀ ସରସ୍ବତୀ ପ୍ରଦୀପ ପ୍ରଜ୍ବଳନ କରି ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ କୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ସ୍ୱାଗତ ସଂଗୀତ ଗାନ ପରେ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯିବା ପରେ  ଅତିଥି ଗଣ ପ୍ରବେଶ ଉତ୍ସବ ଓ ଖଡ଼ି ଖୁଆଁ ଉତ୍ସବ ଉପରେ ନିଜ ନିଜ ମତ ରଖିଥିଲେ l ୨୦୨୬-୨୭ ଶିକ୍ଷା ବର୍ଷ ଆରମ୍ଭ କୁ ନେଇ ବିଦ୍ୟାଳୟ ସ୍ତରରେ ଅଙ୍ଗନୱାଡି ରୁ ଆସୁଥିବା ଏବଂ ଶିଶୁବାଟିକା ରେ ନାମ ଲେଖେଇବାକୁ ଯୋଗ୍ୟ ଛାତ୍ରଛାତ୍ରୀ ଙ୍କୁ ବିଦ୍ୟାଳୟ ରେ ନାମ ଲେଖେଇବାପାଇଁ ମୁଖ୍ୟମନ୍ତ୍ରୀ ଙ୍କ ସ୍ଵାକ୍ଷରିତ ଥିବା ନିମନ୍ତ୍ରଣ ପତ୍ରକୁ ପୂର୍ବରୁ ଛାତ୍ର ଅଭିଭାବକ ମାତାପିତା ଙ୍କୁ ବଣ୍ଟନ କରାଯାଇଥିଲା । ଏବଂ ଆଜି ଏପ୍ରିଲ ୪ ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଉତ୍ସବ ରେ ଜିଲ୍ଲା ସ୍ତରୀୟ ୪ ହଜାର ୬ ଶହ ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ନାମ ଲେଖାଇବା ନେଇ ଜିଲ୍ଲା ଶିକ୍ଷା ଅଧିକାରୀ ସୂଚନା ଦେଇଛନ୍ତି l ମଞ୍ଚ ରେ ଅତିଥି ଗଣ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆ ରେ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କୁ ପାଠ୍ୟ ପୁସ୍ତକ କୀଟ  ଓ ୱା ସି ଡି ଏ ବାଉଶୁନି ର ପୋଗ୍ରାମ କୋଡିନେଟର ଶୁଭଲକ୍ଷ୍ମୀ ବାରିକ ଙ୍କ ପକ୍ଷରୁ ମଧ୍ୟ କୀଟ ପ୍ରଦାନ ପୂର୍ବକ ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷା ଅଧିକାରୀ ପୁରୋହିତ ର ମନ୍ତ୍ର ପାଠ ରେ ଛାତ୍ର ଛାତ୍ରୀ ଙ୍କୁ ସ୍ଵ ହସ୍ତରେ ଖଡ଼ି ଛୁଆଁଇଁ ଥିଲେ l ଏହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଧଳପୁର ଦୁଇ ଦୁଇ ଥର ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରାପ୍ତ ହୋଇଥିଲା ବେଳେ ବିଦ୍ୟାଳୟ ଏକ ମନ୍ଦିର ସଦୃଶ ଥିବାରୁ ବିଦ୍ୟାଳୟ ପରିସରରେ ଥିବା ଲୁମ୍ବିନୀ ଉଦ୍ୟାନ, ବ୍ୟାସ ଦେବ କୁଟୀର,ଯୋମେଟ୍ରିକଲ ଉଦ୍ୟାନ କୁ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀ ଶୁଭ ଉଦଘାଟନ କରିଥିବା ସହିତ ଉତ୍ସବ ରେ ଶିଶୁ ଙ୍କ ସହଜ ପାଠ ପଢା ପାଇଁ ଗପ ରାଇଜ, ରଙ୍ଗ ଦୁନିଆ, ଖେଳ ମାଧ୍ୟମ ରେ ଶିକ୍ଷ। ପାଇଁ ତିନି ଗୋଟି ଶିକ୍ଷଣ କୋଣ ଷ୍ଟଲ କୁ ପରିଦର୍ଶନ କରିଥିଲେ l ପରେ ତିନ ବ୍ଲକ ପାଇଁ ତିନୋଟି ଶିକ୍ଷା ସଚେତନତା ରଥ ପରିକ୍ରମା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ହରଭଙ୍ଗା, ବୌଦ୍ଧ ଓ କଣ୍ଟାମାଳ ବ୍ଲକ କୁ ତିନି ଗୋଟି ସଚେତନତା ରଥ କୁ ଅତିଥି ଗଣ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ମଞ୍ଚ କାର୍ଯ୍ୟକ୍ରମ କୁ ନବ କିଶୋର ଦୀପ ମଞ୍ଚ ପରିଚାଳନା କରିଥିବା ବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ହାଡିବନ୍ଧୁ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଜିଲ୍ଲା ସ୍ତରୀୟକାର୍ଯ୍ୟକ୍ରମ ରେ ପିପଲକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଛତରଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ , ରାମଗଡ ଉଚ୍ଚ ପ୍ରାଥମିକ ରୁ ଆସିଥିବା ଛାତ୍ର ଛାତ୍ରୀ ଙ୍କ ଶିକ୍ଷା ସଚେତନତା ଭିତିକ ନୃତ୍ୟ ଅତି ଚିତାକର୍ଷକ ଥିବା ବେଳେ ସାଂକୃତିକ କାର୍ଯ୍ୟକ୍ରମ ମନୋରଞ୍ଜନ କରିଥିଲା l କାର୍ଯ୍ୟକ୍ରମ ରେ ଜିଲ୍ଲା ସ୍ତରୀୟ ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ, ଅଭିଭାବକ,ତଥା ବହୁସଂଖ୍ୟକ ମହିଳା ଅଭିଵାବିକା ,ସି ଆର ସି ସି ପ୍ରମୁଖ  ଉପସ୍ଥିତ ରହି ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଓ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ କୁ ସଫଳ କରିଥିଲେ.। ଶିକ୍ଷକ ମାନଙ୍କ ଦ୍ୱାରା ଖଡିଛୁଆଁ କାର୍ଯ୍ୟକ୍ରମ ଉପରେ ଦାସକାଠିଆ ପରିବେଷଣ କରାଯାଇଥିଲା ।
    user_Baidyanath Samal Mozillakhabra
    Baidyanath Samal Mozillakhabra
    Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    9 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ନବନିର୍ମାଣ କୃଷକ ସଂଗଠନ ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ପାଢ଼ୀ ବେଲ ରେ ଜେଲ୍ ରୁ ଆସିବା ପରେ ନିଜ ଗାଁ କୋଟସମଲାଏ ରେ ଭବ୍ୟ ସ୍ଵାଗତ
    1
    ସୁବର୍ଣ୍ଣପୁର ଜିଲ୍ଲା ନବନିର୍ମାଣ କୃଷକ ସଂଗଠନ ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ପାଢ଼ୀ ବେଲ ରେ ଜେଲ୍ ରୁ ଆସିବା ପରେ ନିଜ ଗାଁ କୋଟସମଲାଏ ରେ ଭବ୍ୟ ସ୍ଵାଗତ
    user_Shree News
    Shree News
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    17 hrs ago
  • हिमाचल प्रदेश के रोहतांग दर्रे में भारी बर्फबारी। बर्फ के कारण यात्रियों को आवाजाही में हुई तकलीफ देखें तस्वीरें।#HimachalPradesh #SnowFall
    1
    हिमाचल प्रदेश के रोहतांग दर्रे में भारी बर्फबारी। बर्फ के कारण यात्रियों को आवाजाही में हुई तकलीफ
देखें तस्वीरें।#HimachalPradesh #SnowFall
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    10 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.