ମାଲକାନଗିରି ଭାଜପା କାର୍ଯ୍ୟାଳୟ ଠାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ। ମାଲକାନଗିରି ଭାଜପା କାର୍ଯ୍ୟାଳୟ ଠାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ। ମାଲକାନଗିରି ୧୫/୦୯ ଆଜି ମାଲକାନଗିରି ଜିଲ୍ଲା ଭାଜପା କାର୍ଯ୍ୟାଳୟ ଠାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଆୟୋଜିତ ହୋଇଛି । ଜିଲ୍ଲା ସଭାପତି ଅଶୋକ କୁମାର ପରିଡ଼ା ଙ୍କ ନେତତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମ ମୁଖ୍ୟ ଅତିଥିଭାବେ ରାଜ୍ୟ ଉପ ସଭାପତି ରମେଶ ସାହୁ ମଞ୍ଚାସିନ ହୋଇଥିଲେ । ପ୍ରାରମ୍ଭରେ ସମସ୍ତ ଅତିଥି ଦଳର ପ୍ରତିଷ୍ଠାତା ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀ ଓ ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ ଙ୍କ ତୈଳଚିତ୍ର ସମୂଖ୍ ରେ ପ୍ରଦୀପ ପ୍ରଜ୍ୟୁଲନ କରି ବୈଠକକୁ ଆରମ୍ଭ କରିଥିଲେ । ପ୍ରାରମ୍ଭରେ ଜିଲ୍ଲା ସଭାପତି ସ୍ୱାଗତ ଭାଷଣ ଦେଇ ସଭକାର୍ଯ୍ୟକୁ ଆରମ୍ଭ କରିଥିଲେ । ବିଧାୟକ ନରସିଂହ ମାଡକାମୀ ୨୦୧୪ ମସିହା ପରେ ଭାଜପା ଦେଶରେ ନିଜ ଶାସନ ଭାର ଗ୍ରହଣ କରିବା ପରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଦେଶରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣି କିଭଳି କୃଷି,ସ୍ୱାସ୍ଥ୍ୟ,ଗମନା ଗମନ ଓ ଖାଦ୍ୟ ନିରାପତ୍ତା କୁ ପ୍ରାଧାନ୍ୟ ଦେଇ ଦେଶକୁ ଆଗକୁ ବଢ଼ାଇ ଥିଲେ ମୋଦିଜୀ ଙ୍କ ନେତୃତ୍ବରେ ଦେଶରୁ ନକ୍ସଲ ବାଦ୍ ର ମୂଳ ସମାପ୍ତି ଘଟିବା ସହ ଗ୍ରାମାଞ୍ଚଳ ଗୁଡ଼ିକ ଦେଶ ର ବିକାଶ ସହ ଯୋଡ଼ି ହୋଇ ପାରିଥିଲା । ରାଜ୍ୟରେ ବିଜେପି ସରକାର ର ଆଗମନ ତଥା ଡବଲ ଇଞ୍ଜିନ ସରକାର ରେ ଓଡ଼ିଶାର ବିକାଶରେ ନୂତନ ଅଧାୟ ଯୋଡ଼ି ହୋଇଥିଲା । ଚାଷୀଙ୍କ ହିତ ସାଧନ ପାଇଁ ଧାନର ମୂଲ୍ୟ ବୃଦ୍ଧି, ମା ଭଉଣୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସୁଭଦ୍ରା ଯୋଜନା, ସଡ଼କ ପଥର ବିକାଶ,ରେଳ ପ୍ରକଳ୍ପ ର ଅଗ୍ରଗତି ପାଇଁ ଜମି ଅଧିଗ୍ରହଣ, ଗାଆଁ ଗୁଡ଼ିକର ସାମଗ୍ରିକ ବିକାଶ ପାଇଁ ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନା, ବିଧାୟକ ଆଦର୍ଶ ଗାଁ ଭ ଅନେକ ଯୋଜନା ମାନ କରିଥିବା ବେଳେ ୨୪ବର୍ଷର ବିଗତ ବିଜେଡି ସରକାର କେନ୍ଦ୍ର ଯୋଜନା ଗୁଡିକୁ ନିଜ ନାଁ ଦେଇ ରାଜ୍ୟ ବାସୀଙ୍କୁ ଭ୍ରମିତ କରିଥିଲା ସେ ବାବଦରେ ଅଭିଭାଷଣ ଦେଇଥିଲେ । ଏହି କ୍ରମରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ ଗଙ୍ଗା ସୋଡ଼ି ରାଜ୍ୟ ବିରୋଧୀ ଦଳ ଓ କେନ୍ଦ୍ର ବିରୋଧୀ କଂଗ୍ରେସ ର ଦେଶ ବିରୋଧୀ ନୀତିକୁ ନେଇ ଉଦ୍ବେଗ ପ୍ରକାଶ କରିବା ସହ ସାମୂହିକ ଭାବେ ନିନ୍ଦା ପ୍ରସ୍ତାବ ଆଗତ କରିଥିଲେ । ଆଗାମୀ ଦିନରେ ହେବାକୁ ଥିବା ସେବା ସଂକଳ୍ପ କାର୍ଯ୍ୟକ୍ରମର ବ୍ୟାପକ ପ୍ରସାର ପାଇଁ ସଦସ୍ୟଙ୍କୁ ଦାୟିତ୍ୱ ନ୍ୟସ୍ତ କରିବା ସହ ଏହାକୁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ସରକାରୀ ସ୍ଥରରେ ପାଲନ ହେବାକୁ ଥିବା କାର୍ଯକ୍ରମରେ ସହ ଯୋଗ କରିବାକୁ ଅନୁରୋଧ କରାଯାଇଥିଲା । ଆଜିର ଏହି ବୈଠକରେ ମାଲକାନଗିରି ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ନରସିଂଙ୍ଗ ମାଡକାମୀ,ପୂର୍ବତନ ଜିଲ୍ଲା ପରିଷଦ ଅଧକ୍ଷ ଦଶରଥ ପଡ଼ିଆମି , ସମସ୍ତ ମଣ୍ଡଳ ସଭାପତି,ସମ୍ପାଦକ, ସମସ୍ତ ଶକ୍ତି କେନ୍ଦ୍ର ପ୍ରମୁଖ ଜିଲ୍ଲା ଅଧିକାରୀ ସମେତ ସାଧାରଣ ସମ୍ପାଦକ ମାଣିକ ଲାଲ ଚକ୍ରବର୍ତୀ,ନବଘନ ଲୋକେଇ, କୋଷାଧକ୍ଷ ସଞ୍ଜୟ ସରକାର ,ବିଧାୟକ ପ୍ରତିନିଧି ନିହାର ରାୟ, ସ୍ୱତନ୍ତ୍ର ଉନ୍ନଉୟନ ପରିଷଦ ଅଧକ୍ଷ ଗଙ୍ଗା ସୋଡି, ଦେବି ମାଡି ,ସବିତା ମିଶ୍ର, ବେଣୀ କାର୍ତୁଲ, ଏବଂ ମିଡ଼ିଆ ପ୍ରମୁଖ ଭାବେ ବି ଶ୍ରୀନିବାସ ପାତ୍ର ,ସୋସିଆଲ ମିଡ଼ିଆ ପ୍ରମୁଖ ଦୀପକ ସାହା ସମେତ ପ୍ରାୟ ୫୦୦ରୁ ଉର୍ଦ୍ଧ୍ୱ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥଲେ ।
ମାଲକାନଗିରି ଭାଜପା କାର୍ଯ୍ୟାଳୟ ଠାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ। ମାଲକାନଗିରି ଭାଜପା କାର୍ଯ୍ୟାଳୟ ଠାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ। ମାଲକାନଗିରି ୧୫/୦୯ ଆଜି ମାଲକାନଗିରି ଜିଲ୍ଲା ଭାଜପା କାର୍ଯ୍ୟାଳୟ ଠାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଆୟୋଜିତ ହୋଇଛି । ଜିଲ୍ଲା ସଭାପତି ଅଶୋକ କୁମାର ପରିଡ଼ା ଙ୍କ ନେତତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମ ମୁଖ୍ୟ ଅତିଥିଭାବେ ରାଜ୍ୟ ଉପ ସଭାପତି ରମେଶ ସାହୁ ମଞ୍ଚାସିନ ହୋଇଥିଲେ । ପ୍ରାରମ୍ଭରେ ସମସ୍ତ ଅତିଥି ଦଳର ପ୍ରତିଷ୍ଠାତା ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀ ଓ ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ ଙ୍କ ତୈଳଚିତ୍ର ସମୂଖ୍ ରେ ପ୍ରଦୀପ ପ୍ରଜ୍ୟୁଲନ କରି ବୈଠକକୁ ଆରମ୍ଭ କରିଥିଲେ । ପ୍ରାରମ୍ଭରେ ଜିଲ୍ଲା ସଭାପତି ସ୍ୱାଗତ ଭାଷଣ ଦେଇ ସଭକାର୍ଯ୍ୟକୁ ଆରମ୍ଭ କରିଥିଲେ । ବିଧାୟକ ନରସିଂହ ମାଡକାମୀ ୨୦୧୪ ମସିହା ପରେ ଭାଜପା ଦେଶରେ ନିଜ ଶାସନ ଭାର ଗ୍ରହଣ କରିବା ପରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଦେଶରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣି କିଭଳି କୃଷି,ସ୍ୱାସ୍ଥ୍ୟ,ଗମନା ଗମନ ଓ ଖାଦ୍ୟ ନିରାପତ୍ତା କୁ ପ୍ରାଧାନ୍ୟ ଦେଇ ଦେଶକୁ ଆଗକୁ ବଢ଼ାଇ ଥିଲେ ମୋଦିଜୀ ଙ୍କ ନେତୃତ୍ବରେ
ଦେଶରୁ ନକ୍ସଲ ବାଦ୍ ର ମୂଳ ସମାପ୍ତି ଘଟିବା ସହ ଗ୍ରାମାଞ୍ଚଳ ଗୁଡ଼ିକ ଦେଶ ର ବିକାଶ ସହ ଯୋଡ଼ି ହୋଇ ପାରିଥିଲା । ରାଜ୍ୟରେ ବିଜେପି ସରକାର ର ଆଗମନ ତଥା ଡବଲ ଇଞ୍ଜିନ ସରକାର ରେ ଓଡ଼ିଶାର ବିକାଶରେ ନୂତନ ଅଧାୟ ଯୋଡ଼ି ହୋଇଥିଲା । ଚାଷୀଙ୍କ ହିତ ସାଧନ ପାଇଁ ଧାନର ମୂଲ୍ୟ ବୃଦ୍ଧି, ମା ଭଉଣୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସୁଭଦ୍ରା ଯୋଜନା, ସଡ଼କ ପଥର ବିକାଶ,ରେଳ ପ୍ରକଳ୍ପ ର ଅଗ୍ରଗତି ପାଇଁ ଜମି ଅଧିଗ୍ରହଣ, ଗାଆଁ ଗୁଡ଼ିକର ସାମଗ୍ରିକ ବିକାଶ ପାଇଁ ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନା, ବିଧାୟକ ଆଦର୍ଶ ଗାଁ ଭ ଅନେକ ଯୋଜନା ମାନ କରିଥିବା ବେଳେ ୨୪ବର୍ଷର ବିଗତ ବିଜେଡି ସରକାର କେନ୍ଦ୍ର ଯୋଜନା ଗୁଡିକୁ ନିଜ ନାଁ ଦେଇ ରାଜ୍ୟ ବାସୀଙ୍କୁ ଭ୍ରମିତ କରିଥିଲା ସେ ବାବଦରେ ଅଭିଭାଷଣ ଦେଇଥିଲେ । ଏହି କ୍ରମରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ ଗଙ୍ଗା ସୋଡ଼ି ରାଜ୍ୟ ବିରୋଧୀ ଦଳ ଓ କେନ୍ଦ୍ର ବିରୋଧୀ କଂଗ୍ରେସ ର ଦେଶ ବିରୋଧୀ ନୀତିକୁ ନେଇ ଉଦ୍ବେଗ ପ୍ରକାଶ କରିବା ସହ
ସାମୂହିକ ଭାବେ ନିନ୍ଦା ପ୍ରସ୍ତାବ ଆଗତ କରିଥିଲେ । ଆଗାମୀ ଦିନରେ ହେବାକୁ ଥିବା ସେବା ସଂକଳ୍ପ କାର୍ଯ୍ୟକ୍ରମର ବ୍ୟାପକ ପ୍ରସାର ପାଇଁ ସଦସ୍ୟଙ୍କୁ ଦାୟିତ୍ୱ ନ୍ୟସ୍ତ କରିବା ସହ ଏହାକୁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ସରକାରୀ ସ୍ଥରରେ ପାଲନ ହେବାକୁ ଥିବା କାର୍ଯକ୍ରମରେ ସହ ଯୋଗ କରିବାକୁ ଅନୁରୋଧ କରାଯାଇଥିଲା । ଆଜିର ଏହି ବୈଠକରେ ମାଲକାନଗିରି ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ନରସିଂଙ୍ଗ ମାଡକାମୀ,ପୂର୍ବତନ ଜିଲ୍ଲା ପରିଷଦ ଅଧକ୍ଷ ଦଶରଥ ପଡ଼ିଆମି , ସମସ୍ତ ମଣ୍ଡଳ ସଭାପତି,ସମ୍ପାଦକ, ସମସ୍ତ ଶକ୍ତି କେନ୍ଦ୍ର ପ୍ରମୁଖ ଜିଲ୍ଲା ଅଧିକାରୀ ସମେତ ସାଧାରଣ ସମ୍ପାଦକ ମାଣିକ ଲାଲ ଚକ୍ରବର୍ତୀ,ନବଘନ ଲୋକେଇ, କୋଷାଧକ୍ଷ ସଞ୍ଜୟ ସରକାର ,ବିଧାୟକ ପ୍ରତିନିଧି ନିହାର ରାୟ, ସ୍ୱତନ୍ତ୍ର ଉନ୍ନଉୟନ ପରିଷଦ ଅଧକ୍ଷ ଗଙ୍ଗା ସୋଡି, ଦେବି ମାଡି ,ସବିତା ମିଶ୍ର, ବେଣୀ କାର୍ତୁଲ, ଏବଂ ମିଡ଼ିଆ ପ୍ରମୁଖ ଭାବେ ବି ଶ୍ରୀନିବାସ ପାତ୍ର ,ସୋସିଆଲ ମିଡ଼ିଆ ପ୍ରମୁଖ ଦୀପକ ସାହା ସମେତ ପ୍ରାୟ ୫୦୦ରୁ ଉର୍ଦ୍ଧ୍ୱ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥଲେ ।
- ମାଲକାନଗିରି ଜିଲ୍ଲାରେ ଧୁମଧାମରେ ପାଳିତ ହେଉଛି ଗଣେଶ ପୂଜା। ଜିଲ୍ଲାର ବିଭିନ୍ନ ସ୍ଥାନରେ ଆକର୍ଷଣୀୟ ସାଜସଜ୍ଜାରେ ପୂଜା ମଣ୍ଡପ ପ୍ରସ୍ତୁତ ହୋଇଥିବା ବେଳେ, ବିଘ୍ନ ବିନାଶକ ଶ୍ରୀଗଣେଶଙ୍କ ଦର୍ଶନ ପାଇଁ ମଣ୍ଡପଗୁଡ଼ିକରେ ଭକ୍ତଙ୍କ ଭିଡ଼ ଜମୁଛି।1
- କୋଟପାଡ଼ : ଅନାମ ଦିଆନଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଦାୟିତ୍ୱ ମିଳିବା ପରେ କୋଟପାଡ଼ କଂଗ୍ରେସ ଶିବିରରେ ଖୁସିର ମାହୋଲ,କର୍ମୀ ଓ ସମର୍ଥକଙ୍କ ମଧ୍ୟରେ ଉତ୍ସାହ #kotpad #kotpadConstitution #Congress #anamdina #koraput #odisha #OdishaNews #kotpadbreakingnews1
- ଜୟପୁରରେ ଆଇନଶୃଙ୍ଖଳା ପ୍ରତି ପୋଲିସର କଡ଼ା ଆଭିମୁଖ୍ୟ ଗଣେଶ ପୂଜା ଚାନ୍ଦାକୁ ନେଇ ଦୋକାନ ଭଙ୍ଗାରୁଜା ଅଭିଯୋଗରେ ୩ ଗିରଫ, କୋର୍ଟ ଚାଲାଣ କଲା ଜୟପୁର ପୋଲିସ ଜୟପୁରରେ ଆଇନଶୃଙ୍ଖଳା ପ୍ରତି ପୋଲିସର କଡ଼ା ଆଭିମୁଖ୍ୟ ଗଣେଶ ପୂଜା ଚାନ୍ଦାକୁ ନେଇ ଦୋକାନ ଭଙ୍ଗାରୁଜା ଅଭିଯୋଗରେ ୩ ଗିରଫ, କୋର୍ଟ ଚାଲାଣ କଲା ଜୟପୁର ପୋଲିସ1
- ସାହି ସାହିରେ ଗଣେଶ ପୂଜା, ଉତ୍ସବର ରଙ୍ଗରେ ରଙ୍ଗିଲା କୋଷାଗୁମୁଡ଼ା ବିଘ୍ନବିନାଶକ ପ୍ରଭୁ ଶ୍ରୀଗଣେଶଙ୍କ ପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କୋଷାଗୁମୁଡ଼ା। ସ୍ଥାନୀୟ ଅଞ୍ଚଳରେ ଧୁମଧାମରେ ପାଳିତ ହୋଇଛି ଗଣେଶ ପୂଜା। ପୂଜାକୁ ନେଇ ସାହି ସାହିରେ ଉତ୍ସବର ମାହୋଲ ସୃଷ୍ଟି ହୋଇଥିବା ବେଳେ ଭକ୍ତିମୟ ପରିବେଶରେ ମୁଖରିତ ହୋଇଛି ସମଗ୍ର ଅଞ୍ଚଳ। କୋଷାଗୁମୁଡ଼ାର ଘାଟୁଆଳି ଷ୍ଟ୍ରିଟ୍, ବ୍ୟାଙ୍କ ସାହି ସମେତ ବିଭିନ୍ନ ସାହି ଓ ଛକରେ ପୂଜା କମିଟି ପକ୍ଷରୁ ପ୍ରଭୁ ଗଣେଶଙ୍କ ମୂର୍ତ୍ତି ସ୍ଥାପନ କରାଯାଇ ପୂଜାର୍ଚ୍ଚନା କରାଯାଇଛି। ଆକର୍ଷଣୀୟ ସାଜସଜ୍ଜା, ଆଲୋକମାଳା ଓ ସୁନ୍ଦର ପୂଜା ମଣ୍ଡପ ଭକ୍ତଙ୍କୁ ବେଶ୍ ଆକର୍ଷିତ କରିଛି। ବିଭିନ୍ନ ମଣ୍ଡପରେ ପୂଜାର୍ଚ୍ଚନା ଓ ହୋମଯଜ୍ଞ ଆୟୋଜିତ ହୋଇଥିବା ବେଳେ ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ଛୋଟ ଛୋଟ ପିଲାଙ୍କଠାରୁ ଆରମ୍ଭ କରି ଯୁବକ ଓ ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତେ ପୂଜାର ଆନନ୍ଦ ଉପଭୋଗ କରିଥିଲେ। ପ୍ରଭୁ ଗଣେଶଙ୍କ ଆଶୀର୍ବାଦରେ ଅଞ୍ଚଳରେ ସୁଖ, ଶାନ୍ତି ଓ ସମୃଦ୍ଧି ବଜାୟ ରହୁ—ଏହି କାମନା କରିଛନ୍ତି ସାହିବାସୀ। ଗଣେଶ ପୂଜାକୁ ନେଇ କୋଷାଗୁମୁଡ଼ାର ବିଭିନ୍ନ ଅଞ୍ଚଳ ଉତ୍ସବମୁଖର ହୋଇପଡ଼ିଛି।1
- ପଟ୍ଟାଙ୍ଗି ବ୍ଲକ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ ନିର୍ବାହ କରିଛନ୍ତି ଜଳ ଜଙ୍ଗଳ ଜମିକୁ ନେଇ ଏକ ବୈଠକ କରିଥିଲେ ଜାତୀୟ କଂଗ୍ରେସ ପଟ୍ଟାଙ୍ଗି ବ୍ଲକ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ ନିର୍ବାହ କରିଛନ୍ତି ଜଳ ଜଙ୍ଗଳ ଜମିକୁ ନେଇ ଏକ ବୈଠକ କରିଥିଲେ ଜାତୀୟ କଂଗ୍ରେସ ଶ୍ରୀ ଯୁକ୍ତ ରାମ ଚନ୍ଦ୍ର କାଡମଙ୍କର ଡ଼ାକରା1
- କୋରାପୁଟ ଜିଲ୍ଲା ପଟାଙ୍ଗିରେ MMDR ବିଲ୍କୁ ବିରୋଧ କରି କଂଗ୍ରେସର ବିଶାଳ ରାଲି ଓ ପ୍ରତିବାଦ। ଗାଙ୍ଗେଶ୍ୱରୀ ମନ୍ଦିରଠାରୁ ପଟାଙ୍ଗି ମିନି ଷ୍ଟାଡିୟମ୍ ପର୍ଯ୍ୟନ୍ତ ହୋଇଥିଲା ଏହି ରାଲି। ହାତରେ ପ୍ଲାକାର୍ଡ, ମୁହଁରେ ସ୍ଲୋଗାନ ଦେଇ ବିଲ୍କୁ ବିରୋଧ କରିଥିଲେ କଂଗ୍ରେସ କର୍ମୀ ଓ ନେତା। କଂଗ୍ରେସ ସଭାପତି ରୂପକ ତୁରୁକ କଣ କହୁଛନ୍ତି ଶୁଣନ୍ତୁ କୋରାପୁଟ ଜିଲ୍ଲା ପଟାଙ୍ଗିରେ MMDR ବିଲ୍କୁ ବିରୋଧ କରି କଂଗ୍ରେସର ବିଶାଳ ରାଲି ଓ ପ୍ରତିବାଦ। ଗାଙ୍ଗେଶ୍ୱରୀ ମନ୍ଦିରଠାରୁ ପଟାଙ୍ଗି ମିନି ଷ୍ଟାଡିୟମ୍ ପର୍ଯ୍ୟନ୍ତ ହୋଇଥିଲା ଏହି ରାଲି। ହାତରେ ପ୍ଲାକାର୍ଡ, ମୁହଁରେ ସ୍ଲୋଗାନ ଦେଇ ବିଲ୍କୁ ବିରୋଧ କରିଥିଲେ କଂଗ୍ରେସ କର୍ମୀ ଓ ନେତା।3
- ଶ୍ରଦ୍ଧା ଭକ୍ତି ଓ ଉତ୍ସାହର ସହ ଦାମନଯୋଡିରେ ପାଳିତ ହେଲା ଗଣେଶ ପୂଜା ଭାଦ୍ରବ ଶୁକ୍ଳ ଚତୁର୍ଥୀ ତିଥି ଅବସରରେ ଧରାପୃଷ୍ଠରେ ଅବତରଣ କରିଛନ୍ତି ବିଘ୍ନ ବିନାଶକ, ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶ। ଶ୍ରଦ୍ଧା, ଭକ୍ତି ଓ ଉତ୍ସାହ ସହ ଗଜାନନଙ୍କ ଆବାହନରେ ଉତ୍ସବ ମୁଖରିତ ହୋଇଉଠିଛି କୋରାପୁଟ ଜିଲ୍ଲାର ଶିଳ୍ପନଗରୀ ଦାମନଯୋଡି। ଗାଁଠୁ ସହର,ଗଳିକନ୍ଦି, ପ୍ରମୁଖ ଛକ ସ୍ଥାନ ଏବଂ ବିଭିନ୍ନ ସାର୍ବଜନୀନ ମଣ୍ଡପରେ ସ୍ଥାପିତ ହୋଇଛି ଆକର୍ଷଣୀୟ ଗଣେଶ ମୂର୍ତ୍ତି। ସୁଉଚ୍ଚ ତୋରଣ, ରଙ୍ଗବେରଙ୍ଗ ଆଲୋକମାଳା ଓ ବୈଦିକ ମନ୍ତ୍ରୋଚ୍ଚାରଣରେ ଭକ୍ତିମୟ ହୋଇଉଠିଛି ପରିବେଶ। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ଦେବାଳୟ ସମେତ ଘରେ ଘରେ ନିଷ୍ଠା ଓ ଭକ୍ତିର ସହ ପାଳିତ ହୋଇଯାଇଛି ଶ୍ରୀଗଣେଶଙ୍କର ପୂଜା। ପୂଜାମଣ୍ଡପ ମାନଙ୍କରେ ଷୋଡ଼ଶୋପଚାର ପୂଜା, ଆରତି ଓ ପ୍ରସାଦ ସେବନର ବିଶେଷ ବ୍ୟବସ୍ଥା ଭକ୍ତଙ୍କ ମନରେ ଭରିଦେଇଛି ଆଧ୍ୟାତ୍ମିକ ଆନନ୍ଦ। ତେବେ ଆସନ୍ତୁ, ଦେଖିବା ଚଳିତ ବର୍ଷ ଦାମନଯୋଡିର ବିଭିନ୍ନ ସ୍ଥାନରେ ପାଳିତ ହୋଇଥିବା ଗଣେଶ ପୂଜାର କିଛି ମନୋରମ ଝଲକ।1
- ଅନାମ ଦିଆନଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସମ୍ପାଦକ ଦାୟିତ୍ୱ #kotpad1