Shuru
Apke Nagar Ki App…
ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଗ୍ରାମଦେବୀ ମନ୍ଦିର ପାଇଁ ଶୁଭଖୁଣ୍ଟି ସ୍ଥାପିତ ସମୟର କିଛି ଦୃଶ୍ୟ. ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।
Gunupur Updates

More news from ଓଡ଼ିଶା and nearby areas
- ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।1
- Post by Ansubhai Pandey1
- ଅଦ୍ୟ ତା. 20/04/2026 ରିଖ ଆମ କଳିଙ୍ଗ ସମ୍ବାଦ ନିୟୁଜ ଚାନେଲ ର ନିମାପଡା ପ୍ରତିନିଧି ଦିପୁ ରଞ୍ଜନ ବେହେରା ନିମାପଡ଼ା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା ର ଉନ୍ନତି କରଣ କାମ ବୁଲି ଦେଖିଛନ୍ତି। ରାସ୍ତା ରେ ଠିକାଦାର ଅଠା ମାଟି ପକାଇ ଥିବା ଯୋଗୁଁ ଅଳ୍ପ ଝିପି ଝିପି ବର୍ଷା ରେ ରାସ୍ତା ରେ କାଦୁଅ ହୋଇଯାଉଛି। ଯାତାୟାତ ପାଇଁ ଜନସାଧାରଣ ହଇରାଣ ହରକତ ହେଉଛନ୍ତି।ଚାଲି କରି ଯିବା ଆସିବା ବ୍ୟକ୍ତି ମାନେ ମଧ୍ୟ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ନିମାପଡା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା କାମ ର ଉନ୍ନତି କରଣ ତୁରନ୍ତ ସମାପ୍ତ କଲେ ଜନସାଧାରଣ ଙ୍କ ଯାତାୟାତ ରେ ସୁବିଧା ହେବ ବୋଲି ଦାବୀ କରିଛନ୍ତି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର1
- ଦେଖନ୍ତୁ ଓ ଶୁଣନ୍ତୁ ଆପଣମାନେ 🙏🙏🙏1
- କୁକୁଡ଼ାଖଣ୍ତି ବ୍ଳକର ଶିହଳା ଗ୍ରାମ ପଞ୍ଚାୟତରେ ଜନଅଭିଯୋଗ ଶୁଣାଣି ଶିବିର1
- ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ1
- ନାଲକୋ ପକ୍ଷରୁ ପଞ୍ଚପଟ୍ଟମାଳି ବକ୍ସାଇଟ ଖଣି ପାରିପାର୍ଶ୍ବିକ ଗ୍ରାମକୁ ନେଇ ଭଲିବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣି ଅଞ୍ଚଳ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରୁ ୨୪ଟି ଟିମ୍ ଅଂଶଗ୍ରହଣ କରିଥିଲେ। ୧୯ ତାରିଖ ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଗୁଞିଗୁଡାକୁ ହରାଇ ଉପର ରଙ୍ଗପାଣି ଟିମ୍ ଚମ୍ପିୟାନ ହୋଇଥିଲା। ନାଲକୋ ସିଏମଡି ବ୍ରିଜେନ୍ଦ୍ର ପ୍ରତାପ ସିଂହ,ଇଡି ଅମରେନ୍ଦ୍ର କୁମାର ମିଶ୍ର ଓ ଭି.ଏସ୍.ଏସ୍.ଆନନ୍ଦ,ସିଜିଏମ ପୁରୁଷୋତ୍ତମ ମହନ୍ତ,ସିଆଇଏସଏଫ ସିନିଅର କମାଣ୍ଡାଣ୍ଟ ସତ୍ୟଦେବ ଆର୍ଯ୍ୟଙ୍କ ସମେତ ନାଲକୋର ବିଭିନ୍ନ ବିଭାଗୀୟ ମୁଖ୍ୟ ଏବଂ ଖଣି ଅଞ୍ଚଳରୁ ଅଧିକାରୀ ମାନେ ଯୋଗଦେଇ ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିଥିବା ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ଶିକ୍ଷା, ସ୍ବାସ୍ଥ୍ୟସେବା ସହ କ୍ରୀଡା ମାଧ୍ୟମରେ ସାମାଜିକ ସମ୍ପର୍କକୁ ସୁଦୃଢ଼ କରିବା ଏବଂ ଯୁବ ବିକାଶକୁ ପ୍ରୋତ୍ସାହିତ କରିବା ନାଲକୋର ଏହା ଏକ ବିଶେଷ ପଦକ୍ଷେପ ଓ ପ୍ରତିବଦ୍ଧତା ବୋଲି ସିଏମଡ଼ି ଶ୍ରୀ ସିଂହ ମତବ୍ୟକ୍ତ କରିଥିଲେ।1
- Post by Ansubhai Pandey1