logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଲଗାଣ ବର୍ଷା ଯୋଗୁଁ ପିପଳ ଗଛ ଘର ଉପରେ ପଡିବାରୁ ଘରକାନ୍ଥ ଭୁଶୁଡି ୧୦ ଜଣ ଆହତ ବୌଦ୍ଧ:ବୌଦ୍ଧରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି l ଗତକାଲି ରାତି ୧୨ ଟା ସମୟରେ ବୌଦ୍ଧ ଜିଲ୍ଲା ହରଭଂଗା ବ୍ଲକ୍ ସରସରl ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମହୁଲପାଲି ଗ୍ରାମରେ ପ୍ରବଳ ବର୍ଷା ଓ ପ୍ରଚଣ୍ଡ ପବନ ବହିବା ଫଳରେ ପ୍ରାୟ ୧୫୦ ବର୍ଷର ଏକ ପିପ୍ପଳ ଗଛ ଚେର ସହିତ ଉପୁଡ଼ି ପଡ଼ି ଲବଣୀ ଅମାତ୍ ଙ୍କ ଘର ଉପରେ ପଡିଯିବା ଫଳରେ ଘର ଓ କାନ୍ଥ ଭାଙ୍ଗି ଯାଇଥିଲା ଓ ଶୋଇଥିବା ଅବସ୍ଥାରେ ସେମାନଙ୍କ ଉପରେ ଆଜବେଷ୍ଟସ ଓ କାନ୍ଥ ପଡ଼ି ଯାଇଥିବାରୁ ଘରେ ବାସ କରୁଥିବା ୧୦ ଜଣ ଆହତ ହୋଇଥିଲେ l ସେମାନଙ୍କ ମଧ୍ୟରୁ ସଞ୍ଜୀବ ଅମାତ ଓ ତାଙ୍କର ସ୍ରୀ ସୁଜାତା ଅମାତ ଓ ତାଙ୍କ ଝିଅ ଗୁରୁତର ଆହତ ହୋଇଥିଲେ l ରାତିରେ ଗଛ ମାଡ଼ି ବସିଥିବା ଓ ଘର ଭିତରେ ଚାପି ହୋଇ ଯାଇଥିବା ପରିବାରର ୧୦ ଜଣଙ୍କୁ ଗ୍ରାମବାସୀ ଉଦ୍ଧାର କରିଥିଲେ ଓ ୧୦୮ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ l ଗଛ ମାଡ଼ି ବସିଥିବା ହେତୁ ତାର ଛିଣ୍ଡି ଯାଇଥିବା ବେଳେ ଖବର ପାଇ ଟାଟା ପାୱାରର କର୍ମଚାରୀ ମାନେ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଥିବା ଓ ଅଗ୍ନିଶମ ବାହିନୀ ଘର ଉପରେ ପଡି ରହିଥିବା ଗଛ କାଟୁଥିବା ଦେଖିବlକୁ ମିଳିଥିଲା l ତେଣେ ସରସରl ଗ୍ରାମ ପଞ୍ଚାୟତ ତରଫରୁ ପୀଡ଼ିତ ମାନଙ୍କ ପାଇଁ ଶୁଖିଲା ଖାଦ୍ଯ ତଥା ଚାଉଳ ଡାଲି ଇତ୍ଯାଦି ଯୋଗେଇ ଦିଆଯାଇଥିବା ସରପଞ୍ଚଙ୍କ ପ୍ରତିନିଧି ଶ୍ରୀ ଧିରେନ ବିଶୋଇ ପ୍ରକାଶ କରିଥିଲେ l ଜମିହୀନ ପୀଡ଼ିତ ପରିବାରକୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନ ଏବଂ ସରକାରଙ୍କ ନିକଟରେ ଗ୍ରାମବାସୀ ଦାବି କରିଛନ୍ତି l

4 hrs ago
user_RABINDRA PATTNAIK
RABINDRA PATTNAIK
Social worker ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
4 hrs ago

ଲଗାଣ ବର୍ଷା ଯୋଗୁଁ ପିପଳ ଗଛ ଘର ଉପରେ ପଡିବାରୁ ଘରକାନ୍ଥ ଭୁଶୁଡି ୧୦ ଜଣ ଆହତ ବୌଦ୍ଧ:ବୌଦ୍ଧରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି l ଗତକାଲି ରାତି ୧୨ ଟା ସମୟରେ ବୌଦ୍ଧ ଜିଲ୍ଲା ହରଭଂଗା ବ୍ଲକ୍ ସରସରl ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମହୁଲପାଲି ଗ୍ରାମରେ ପ୍ରବଳ ବର୍ଷା ଓ ପ୍ରଚଣ୍ଡ ପବନ ବହିବା ଫଳରେ ପ୍ରାୟ ୧୫୦ ବର୍ଷର ଏକ ପିପ୍ପଳ ଗଛ

ଚେର ସହିତ ଉପୁଡ଼ି ପଡ଼ି ଲବଣୀ ଅମାତ୍ ଙ୍କ ଘର ଉପରେ ପଡିଯିବା ଫଳରେ ଘର ଓ କାନ୍ଥ ଭାଙ୍ଗି ଯାଇଥିଲା ଓ ଶୋଇଥିବା ଅବସ୍ଥାରେ ସେମାନଙ୍କ ଉପରେ ଆଜବେଷ୍ଟସ ଓ କାନ୍ଥ ପଡ଼ି ଯାଇଥିବାରୁ ଘରେ ବାସ କରୁଥିବା ୧୦ ଜଣ ଆହତ ହୋଇଥିଲେ l ସେମାନଙ୍କ ମଧ୍ୟରୁ ସଞ୍ଜୀବ ଅମାତ ଓ ତାଙ୍କର ସ୍ରୀ ସୁଜାତା ଅମାତ ଓ ତାଙ୍କ ଝିଅ ଗୁରୁତର ଆହତ ହୋଇଥିଲେ l

ରାତିରେ ଗଛ ମାଡ଼ି ବସିଥିବା ଓ ଘର ଭିତରେ ଚାପି ହୋଇ ଯାଇଥିବା ପରିବାରର ୧୦ ଜଣଙ୍କୁ ଗ୍ରାମବାସୀ ଉଦ୍ଧାର କରିଥିଲେ ଓ ୧୦୮ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ l ଗଛ ମାଡ଼ି ବସିଥିବା ହେତୁ ତାର ଛିଣ୍ଡି ଯାଇଥିବା ବେଳେ ଖବର ପାଇ ଟାଟା ପାୱାରର କର୍ମଚାରୀ ମାନେ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଥିବା ଓ ଅଗ୍ନିଶମ ବାହିନୀ ଘର

ଉପରେ ପଡି ରହିଥିବା ଗଛ କାଟୁଥିବା ଦେଖିବlକୁ ମିଳିଥିଲା l ତେଣେ ସରସରl ଗ୍ରାମ ପଞ୍ଚାୟତ ତରଫରୁ ପୀଡ଼ିତ ମାନଙ୍କ ପାଇଁ ଶୁଖିଲା ଖାଦ୍ଯ ତଥା ଚାଉଳ ଡାଲି ଇତ୍ଯାଦି ଯୋଗେଇ ଦିଆଯାଇଥିବା ସରପଞ୍ଚଙ୍କ ପ୍ରତିନିଧି ଶ୍ରୀ ଧିରେନ ବିଶୋଇ ପ୍ରକାଶ କରିଥିଲେ l ଜମିହୀନ ପୀଡ଼ିତ ପରିବାରକୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନ ଏବଂ ସରକାରଙ୍କ ନିକଟରେ ଗ୍ରାମବାସୀ ଦାବି କରିଛନ୍ତି l

More news from ଓଡ଼ିଶା and nearby areas
  • ବୌଦ୍ଧ ଜିଲ୍ଲାପାଳ ଓ ଏସପି ଙ୍କ ଜଳମଗ୍ନ ଅଞ୍ଚଳ ପରିଦର୍ଶନ ଓ ସୁରକ୍ଷିତ ସ୍ଥାନ କୁ ଉଦ୍ଧାର କାର୍ଯ୍ୟ ଜାରି ବୌଦ୍ଧ:ବୌଦ୍ଧ ଜିଲାପାଳ ଙ୍କ ନିର୍ଦ୍ଦେଶ କ୍ରମେ ତଳିଆ ଅଞ୍ଚଳ ଜଳମଗ୍ନ ଓ ଜଳଘେର ରେ ଫସି ରହିଥିବା ଲୋକଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିକଟସ୍ଥ ସୁରକ୍ଷିତ ସ୍ଥାନ ଓ ନିକଟସ୍ଥ ବିଦ୍ୟାଳୟ କୁ ସ୍ଥାନାନ୍ତର ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ବୌଦ୍ଧ ସହରର ଫେରିଘାଟ ଅଞ୍ଚଳ ଏବଂ ଗାଇଗୋଠ ପଡ଼ିଆରେ ବନ୍ୟାଜଳ ପ୍ରବେଶ କରିଥିବାରୁ ସେଠାକାର ପରିବାର ମାନଙ୍କୁ ସୁରକ୍ଷିତ ସ୍ଥାନ ଯଥା ମାଳିସାହି ସ୍କୁଲ ଓ ବନ୍ୟା ଆଶ୍ରୟ ସ୍ଥଳକୁ ନିଆଯାଇଛି ଓ ସେମାନଙ୍କୁ ସେଠାରେ ଖାଦ୍ୟପେୟ ର ବ୍ୟବସ୍ଥା ମଧ୍ୟ କରାଯାଇଛି ଓ ବିଶେଷ ଧ୍ୟାନ ଦେଇଛନ୍ତି । ଏବଂ ଜିଲ୍ଲାର ସମସ୍ତ ବ୍ଲକର ବିଡିଓ, ତହସିଲଦାର ଏବଂ ଅନ୍ୟାନ୍ୟ କ୍ଷେତ୍ରସ୍ତରୀୟ ଅଧିକାରୀମାନେ ନିରନ୍ତର ପରିସ୍ଥିତି ଉପରେ ନଜର ରଖିଛନ୍ତି। ଜନସାଧାରଣଙ୍କୁ ଆତଙ୍କିତ ନହେବା ଏବଂ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରାଯାଉଛି।
    2
    ବୌଦ୍ଧ ଜିଲ୍ଲାପାଳ ଓ ଏସପି ଙ୍କ ଜଳମଗ୍ନ ଅଞ୍ଚଳ ପରିଦର୍ଶନ ଓ ସୁରକ୍ଷିତ ସ୍ଥାନ କୁ ଉଦ୍ଧାର କାର୍ଯ୍ୟ ଜାରି
ବୌଦ୍ଧ:ବୌଦ୍ଧ ଜିଲାପାଳ ଙ୍କ ନିର୍ଦ୍ଦେଶ କ୍ରମେ ତଳିଆ ଅଞ୍ଚଳ ଜଳମଗ୍ନ ଓ ଜଳଘେର ରେ ଫସି ରହିଥିବା ଲୋକଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିକଟସ୍ଥ ସୁରକ୍ଷିତ ସ୍ଥାନ ଓ ନିକଟସ୍ଥ ବିଦ୍ୟାଳୟ କୁ ସ୍ଥାନାନ୍ତର  ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ 
ବୌଦ୍ଧ ସହରର ଫେରିଘାଟ ଅଞ୍ଚଳ ଏବଂ ଗାଇଗୋଠ ପଡ଼ିଆରେ ବନ୍ୟାଜଳ ପ୍ରବେଶ କରିଥିବାରୁ ସେଠାକାର ପରିବାର ମାନଙ୍କୁ ସୁରକ୍ଷିତ ସ୍ଥାନ ଯଥା ମାଳିସାହି ସ୍କୁଲ ଓ ବନ୍ୟା ଆଶ୍ରୟ ସ୍ଥଳକୁ ନିଆଯାଇଛି ଓ ସେମାନଙ୍କୁ ସେଠାରେ ଖାଦ୍ୟପେୟ ର ବ୍ୟବସ୍ଥା ମଧ୍ୟ କରାଯାଇଛି ଓ ବିଶେଷ ଧ୍ୟାନ ଦେଇଛନ୍ତି ।
ଏବଂ ଜିଲ୍ଲାର ସମସ୍ତ ବ୍ଲକର ବିଡିଓ, ତହସିଲଦାର ଏବଂ ଅନ୍ୟାନ୍ୟ କ୍ଷେତ୍ରସ୍ତରୀୟ ଅଧିକାରୀମାନେ ନିରନ୍ତର ପରିସ୍ଥିତି ଉପରେ ନଜର ରଖିଛନ୍ତି। ଜନସାଧାରଣଙ୍କୁ ଆତଙ୍କିତ ନହେବା ଏବଂ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରାଯାଉଛି।
    user_RABINDRA PATTNAIK
    RABINDRA PATTNAIK
    Social worker ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    13 min ago
  • *🌹{{ଶ୍ରୀ ମହାବୀର ପଞ୍ଚାଙ୍ଗ}}🌹* *🌹[[ବ୍ୟାସ ଓ ଗୁରୁ ପୂର୍ଣ୍ଣିମା]]🌹* *🌹୨୯-୭-୨୦୨୬((ବୁଧବାର))🌹* 🪷🪷🪷🪷🪷🪷🪷🪷🪷 *ଅଦ୍ଯ କର୍କଟ ଦି୧୩ନ, ଆଷାଢ଼ ଶୁକ୍ଳ ପୂର୍ଣ୍ଣିମା ଦ୩୭।୦ ରାଘ୮।୧୩,ଉତ୍ତରାଷାଢ଼ା ଦ୨୭।୪୦ ଦିଘ୪।୨୯,ମକର ଚନ୍ଦ୍ର ୬୦।* 🪷🪷🪷🪷🪷🪷🪷🪷🪷 *ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T.)* *କର୍କଟ ଦ ୧/୫୮/୨୫ ଇଂଘ ୫/୨୪/୫୨ ଗତେ ଉଦୟ।* *ମକର ଦ ୧/୫୩/୩୦ ଇଂଘ ୬/୨୧/୩୪ ଗତେ ଅସ୍ତ।* 🪷🪷🪷🪷🪷🪷🪷🪷🪷 *ଯୋଗିନୀ ବାୟବ୍ୟେ । ରାତ୍ରି ଘ୮।୧୩ ଗତେ ପୂର୍ବେ ।ଯାତ୍ରାଦି ଶୁଭକର୍ମ ନାସ୍ତି ।ଗତଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ସିଂହ ରାଶିର ଘାତଚନ୍ଦ୍ର ।କର୍କଟ ରାଶିର ଘାତବାର । ଦିବା ଘ୪।୨୯ ଗତେ ଧନିଷ୍ଠା,ଶତଭିଷା, ଉତ୍ତରଭାଦ୍ର, ଅଶ୍ବିନୀ ,କୃତ୍ତିକା ,ମୃଗଶିରା, ଆର୍ଦ୍ର ପୁଷ୍ୟା ମଘା ଉତ୍ତରାଫାଃ ,ଚିତ୍ରା, ସ୍ଵାତୀ, ଅନୁରାଧା ମୂଳା ଉତ୍ତରାଷାଢ଼ା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ଦିବା ଘ୮।୩୯ ଗତେ ଘ୧୦।୧୬ ମଧ୍ୟେ କାଳବେଳା । ଘ୧୧।୫୩ ଗତେ ଘ୧।୩୦ ମଧ୍ୟେ ବାରବେଳା* *। ରାତ୍ରି ଘ୨।୩୯ ଗତେ ଘ୪।୨ ମଧ୍ୟେ କାଳରାତ୍ରି । ମୃତେ ଦିବା ଘ୪।୨୯ ମଧ୍ୟେ ପାଦଦୋଷ । ଫଳଂ ଗୋତ୍ରନାଶ ଓ ତିଳକାଞ୍ଚନ ଦାନ । ରଜଶ୍ଚକ୍ରେ ବିଧବା । ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ସ୍ତ୍ରୀ ତୈଳବର୍ଜନ । ମତ୍ସ୍ୟ ମାଂସ ରାତ୍ରି ଘ୮।୧୩ ଗତେ କୁଷ୍ମାଣ୍ଡ(ପାଣି କଖାରୁ) ଭକ୍ଷଣ ନିଷେଧ । ଅଦ୍ୟ ବ୍ୟାସ ଓ ଗୁରୁପୂର୍ଣ୍ଣିମା । ବ୍ୟାସଦେବଙ୍କ ଜୟନ୍ତୀ ।ଶରଣଂ ।* 🪷🪷🪷🪷🪷🪷🪷🪷🪷 *(ଅମୃତ)-ଦିବା ଘ୭।୧ ମଧ୍ୟେ ଘ୧୧।୪୯ ଗତେ ଘ୧।୨୫ ମଧ୍ୟେ । ରାତ୍ରି ଘ୭।୧୦ ଗତେ ଘ୯।୩୪ ମଧ୍ୟେ ଘ୨।୨୨ ଗତେ ଘ୫।୨୫ ମଧ୍ୟେ । (ମାହେନ୍ଦ୍ର)-ଦିବା ଘ୩।୪୯ ଗତେ ଘ୫।୨୪ ମଧ୍ୟେ ରାତ୍ରି ଘ୯।୩୪ ଗତେ ଘ୧୧।୧୦ ମଧ୍ୟେ ।* 🪷🪷🪷🪷🪷🪷🪷🪷🪷 🪷🪷🪷🪷🪷🪷🪷🪷🪷 *ମେଷ: ଆପଣଙ୍କ ମନ ଓ ହୃଦୟ ବିରୋଧାଭାସ ସୃଷ୍ଟି କରିପାରନ୍ତି। ଜୀବନରେ ଆଗକୁ ବଢ଼ିବା ପାଇଁ ଲୋକଙ୍କ ସାହାଯ୍ୟ ପାଇବେ। ପ୍ରେମିକଙ୍କ ସହିତ ସମ୍ବନ୍ଧ ସୁଖଦ ହେବ।* *ବୃଷ: ଆପଣଙ୍କ ରଚନାତ୍ମକ ପ୍ରତିଭା ଲୋକଙ୍କ ସାମନାକୁ ଆସିବ। କୌଣସି ଶୁଭ ସମାଚାର ପାଇବାର ସମ୍ଭାବନା ଅଛି। ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ।* *ମିଥୁନ: ବାପା ମାଆଙ୍କ ସାହାଯ୍ୟରେ ଗୁରୁତ୍ବପୂର୍ଣ୍ଣ କାମ ସ˚ପୂର୍ଣ୍ଣ ହେବ। ଧାର ନେବା ଓ ଦେବାରୁ ନିବୃତ୍ତ ରୁହନ୍ତୁ। ଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।* *କର୍କଟ: ବିଶେଷ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ପୂରା ହୋଇଯିବ। ବନ୍ଧୁ ସହିତ ଦର୍ଶନୀୟ ସ୍ଥାନକୁ ବୁଲି ଯାଇପାରନ୍ତି। ଆପଣଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହେବ।* *ସି˚ହ: ଅଫିସରେ ଆପଣଙ୍କ ବେଶଭୂଷାର ପ୍ରଶ˚ସା ହେବ। ଆପଣଙ୍କ ବ୍ୟବହାରରେ କିଛି ଲୋକ ଖୁସି ହେବେ। ନୂଆ ଘର ନିର୍ମାଣ ଲାଗି ଯୋଜନା କରିବେ।* *କନ୍ୟା: ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। କୌଣସି ନୂଆ କାମ କରିବାର ସୁଯୋଗ ପାଇବେ। ପାରିବାରିକ ଜୀବନ ସୁଖକର ହେବ।* *ତୁଳା: ନିଜର ଭବିଷ୍ୟତ ସମ୍ବନ୍ଧରେ ଚିନ୍ତା କରିବେ। ଆପଣଙ୍କର ଆୟ ବୃଦ୍ଧି ହେବାର ସ˚କେତ ମିଳିବ। ଘରକୁ କୌଣସି ବନ୍ଧୁ ଆସିପାରନ୍ତି।* *ବିଛା: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। ନିଜର ଧୀଶକ୍ତି ବଳରେ ସବୁ କାମ ସମ୍ଭାଳି ନେବେ। ମହିଳାଙ୍କର ଅଫିସରେ ଉନ୍ନତି ହେବ।* *ଧନୁ: ସ୍ଥଗିତ ଥିବା କାମ ସ˚ପୂର୍ଣ୍ଣ ହେବାର ସମ୍ଭାବନା ଅଛି। ଘରେ ମାଙ୍ଗଳିକ କାର୍ଯ୍ୟ ଲାଗି ଭାବି ପାରନ୍ତି। ବ୍ୟବସାୟ କାମରେ ପାଖ ସହରକୁ ଯାଇପାରନ୍ତି।* *ମକର: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ବାଲ୍ୟବନ୍ଧୁଙ୍କ ସହିତ ଭେଟ ହୋଇପାରେ। କୌଣସି କାମ ପାଇଁ ବଡ଼ ନିଷ୍ପତ୍ତି ନେବେ।* *କୁମ୍ଭ: କୌଣସି ନୂଆ କାମର ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ବନ୍ଧୁଙ୍କ ସହିତ ଦେଖା ହୋଇପାରେ। ପରିବାର ଲୋକଙ୍କ ସହିତ ପ୍ରେମଭାବ ବଢ଼ିବ।* *ମୀନ: ପୂଜାପାଠରେ ଅଧିକ ସମୟ ବିତିବ। ପରିବାର ଲୋକଙ୍କ ପରାମର୍ଶ ମହତ୍ତ୍ବପୂର୍ଣ୍ଣ ରହିବ। କିଛି ନୂଆ ଶିଖିବାକୁ ଚେଷ୍ଟା କରିବେ। ଚାକିରିଜୀବୀଙ୍କ ଲାଗି ଦିନଟି ଭଲ।*
    1
    *🌹{{ଶ୍ରୀ ମହାବୀର ପଞ୍ଚାଙ୍ଗ}}🌹*
*🌹[[ବ୍ୟାସ ଓ ଗୁରୁ ପୂର୍ଣ୍ଣିମା]]🌹*
*🌹୨୯-୭-୨୦୨୬((ବୁଧବାର))🌹*
🪷🪷🪷🪷🪷🪷🪷🪷🪷
*ଅଦ୍ଯ କର୍କଟ ଦି୧୩ନ, ଆଷାଢ଼ ଶୁକ୍ଳ ପୂର୍ଣ୍ଣିମା ଦ୩୭।୦ ରାଘ୮।୧୩,ଉତ୍ତରାଷାଢ଼ା ଦ୨୭।୪୦ ଦିଘ୪।୨୯,ମକର ଚନ୍ଦ୍ର ୬୦।*
🪷🪷🪷🪷🪷🪷🪷🪷🪷
*ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T.)*
*କର୍କଟ ଦ ୧/୫୮/୨୫ ଇଂଘ ୫/୨୪/୫୨ ଗତେ ଉଦୟ।*
*ମକର ଦ ୧/୫୩/୩୦ ଇଂଘ ୬/୨୧/୩୪ ଗତେ ଅସ୍ତ।*
🪷🪷🪷🪷🪷🪷🪷🪷🪷
*ଯୋଗିନୀ ବାୟବ୍ୟେ । ରାତ୍ରି ଘ୮।୧୩ ଗତେ ପୂର୍ବେ ।ଯାତ୍ରାଦି ଶୁଭକର୍ମ ନାସ୍ତି ।ଗତଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ସିଂହ ରାଶିର ଘାତଚନ୍ଦ୍ର ।କର୍କଟ ରାଶିର ଘାତବାର । ଦିବା ଘ୪।୨୯ ଗତେ ଧନିଷ୍ଠା,ଶତଭିଷା, ଉତ୍ତରଭାଦ୍ର, ଅଶ୍ବିନୀ ,କୃତ୍ତିକା ,ମୃଗଶିରା, ଆର୍ଦ୍ର ପୁଷ୍ୟା ମଘା ଉତ୍ତରାଫାଃ ,ଚିତ୍ରା, ସ୍ଵାତୀ, ଅନୁରାଧା ମୂଳା ଉତ୍ତରାଷାଢ଼ା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ଦିବା ଘ୮।୩୯ ଗତେ ଘ୧୦।୧୬ ମଧ୍ୟେ କାଳବେଳା । ଘ୧୧।୫୩ ଗତେ ଘ୧।୩୦ ମଧ୍ୟେ ବାରବେଳା* *। ରାତ୍ରି ଘ୨।୩୯ ଗତେ ଘ୪।୨ ମଧ୍ୟେ କାଳରାତ୍ରି । ମୃତେ ଦିବା ଘ୪।୨୯ ମଧ୍ୟେ ପାଦଦୋଷ । ଫଳଂ ଗୋତ୍ରନାଶ ଓ ତିଳକାଞ୍ଚନ ଦାନ । ରଜଶ୍ଚକ୍ରେ ବିଧବା । ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ସ୍ତ୍ରୀ ତୈଳବର୍ଜନ । ମତ୍ସ୍ୟ ମାଂସ ରାତ୍ରି ଘ୮।୧୩ ଗତେ କୁଷ୍ମାଣ୍ଡ(ପାଣି କଖାରୁ) ଭକ୍ଷଣ ନିଷେଧ । ଅଦ୍ୟ ବ୍ୟାସ ଓ ଗୁରୁପୂର୍ଣ୍ଣିମା । ବ୍ୟାସଦେବଙ୍କ ଜୟନ୍ତୀ ।ଶରଣଂ ।*
🪷🪷🪷🪷🪷🪷🪷🪷🪷 
*(ଅମୃତ)-ଦିବା ଘ୭।୧ ମଧ୍ୟେ ଘ୧୧।୪୯ ଗତେ ଘ୧।୨୫ ମଧ୍ୟେ । ରାତ୍ରି ଘ୭।୧୦ ଗତେ ଘ୯।୩୪ ମଧ୍ୟେ ଘ୨।୨୨ ଗତେ ଘ୫।୨୫ ମଧ୍ୟେ । (ମାହେନ୍ଦ୍ର)-ଦିବା ଘ୩।୪୯ ଗତେ ଘ୫।୨୪ ମଧ୍ୟେ ରାତ୍ରି ଘ୯।୩୪ ଗତେ ଘ୧୧।୧୦ ମଧ୍ୟେ ।*
🪷🪷🪷🪷🪷🪷🪷🪷🪷
🪷🪷🪷🪷🪷🪷🪷🪷🪷

*ମେଷ: ଆପଣଙ୍କ ମନ ଓ ହୃଦୟ ବିରୋଧାଭାସ ସୃଷ୍ଟି କରିପାରନ୍ତି। ଜୀବନରେ ଆଗକୁ ବଢ଼ିବା ପାଇଁ ଲୋକଙ୍କ ସାହାଯ୍ୟ ପାଇବେ। ପ୍ରେମିକଙ୍କ ସହିତ ସମ୍ବନ୍ଧ ସୁଖଦ ହେବ।*

*ବୃଷ: ଆପଣଙ୍କ ରଚନାତ୍ମକ ପ୍ରତିଭା ଲୋକଙ୍କ ସାମନାକୁ ଆସିବ। କୌଣସି ଶୁଭ ସମାଚାର ପାଇବାର ସମ୍ଭାବନା ଅଛି। ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ।*

*ମିଥୁନ: ବାପା ମାଆଙ୍କ ସାହାଯ୍ୟରେ ଗୁରୁତ୍ବପୂର୍ଣ୍ଣ କାମ ସ˚ପୂର୍ଣ୍ଣ ହେବ। ଧାର ନେବା ଓ ଦେବାରୁ ନିବୃତ୍ତ ରୁହନ୍ତୁ। ଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।*

*କର୍କଟ: ବିଶେଷ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ପୂରା ହୋଇଯିବ। ବନ୍ଧୁ ସହିତ ଦର୍ଶନୀୟ ସ୍ଥାନକୁ ବୁଲି ଯାଇପାରନ୍ତି। ଆପଣଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହେବ।*

*ସି˚ହ: ଅଫିସରେ ଆପଣଙ୍କ ବେଶଭୂଷାର ପ୍ରଶ˚ସା ହେବ। ଆପଣଙ୍କ ବ୍ୟବହାରରେ କିଛି ଲୋକ ଖୁସି ହେବେ। ନୂଆ ଘର ନିର୍ମାଣ ଲାଗି ଯୋଜନା କରିବେ।*

*କନ୍ୟା: ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। କୌଣସି ନୂଆ କାମ କରିବାର ସୁଯୋଗ ପାଇବେ। ପାରିବାରିକ ଜୀବନ ସୁଖକର ହେବ।*

*ତୁଳା: ନିଜର ଭବିଷ୍ୟତ ସମ୍ବନ୍ଧରେ ଚିନ୍ତା କରିବେ। ଆପଣଙ୍କର ଆୟ ବୃଦ୍ଧି ହେବାର ସ˚କେତ ମିଳିବ। ଘରକୁ କୌଣସି ବନ୍ଧୁ ଆସିପାରନ୍ତି।*

*ବିଛା: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। ନିଜର ଧୀଶକ୍ତି ବଳରେ ସବୁ କାମ ସମ୍ଭାଳି ନେବେ। ମହିଳାଙ୍କର ଅଫିସରେ ଉନ୍ନତି ହେବ।*

*ଧନୁ: ସ୍ଥଗିତ ଥିବା କାମ ସ˚ପୂର୍ଣ୍ଣ ହେବାର ସମ୍ଭାବନା ଅଛି। ଘରେ ମାଙ୍ଗଳିକ କାର୍ଯ୍ୟ ଲାଗି ଭାବି ପାରନ୍ତି। ବ୍ୟବସାୟ କାମରେ ପାଖ ସହରକୁ ଯାଇପାରନ୍ତି।*

*ମକର: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ବାଲ୍ୟବନ୍ଧୁଙ୍କ ସହିତ ଭେଟ ହୋଇପାରେ। କୌଣସି କାମ ପାଇଁ ବଡ଼ ନିଷ୍ପତ୍ତି ନେବେ।*

*କୁମ୍ଭ: କୌଣସି ନୂଆ କାମର ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ବନ୍ଧୁଙ୍କ ସହିତ ଦେଖା ହୋଇପାରେ। ପରିବାର ଲୋକଙ୍କ ସହିତ ପ୍ରେମଭାବ ବଢ଼ିବ।*

*ମୀନ: ପୂଜାପାଠରେ ଅଧିକ ସମୟ ବିତିବ। ପରିବାର ଲୋକଙ୍କ ପରାମର୍ଶ ମହତ୍ତ୍ବପୂର୍ଣ୍ଣ ରହିବ। କିଛି ନୂଆ ଶିଖିବାକୁ ଚେଷ୍ଟା କରିବେ। ଚାକିରିଜୀବୀଙ୍କ ଲାଗି ଦିନଟି ଭଲ।*
    user_Binod pandey
    Binod pandey
    Local News Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    7 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅଞ୍ଚଳରେ ଆଜି ମଧ୍ୟ ଲଗାଣ ବର୍ଷା ଲାଗି ରହିଛି। ତୁହା କୁ ତୁହା ବର୍ଷା ହେଉଥିବା ବେଳେ ଲୋକେ ନାହିଁ ନ ଥିବା ହଇରାଣ ହେଉଛନ୍ତି।
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅଞ୍ଚଳରେ ଆଜି ମଧ୍ୟ ଲଗାଣ ବର୍ଷା ଲାଗି ରହିଛି। ତୁହା କୁ ତୁହା ବର୍ଷା ହେଉଥିବା ବେଳେ ଲୋକେ ନାହିଁ ନ ଥିବା ହଇରାଣ ହେଉଛନ୍ତି।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    8 hrs ago
  • ବିନିକାଅଗ୍ନିଶମ ବାହିନୀ ଦ୍ୱାରା ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ କଇଁତରା ଘଣ୍ଟୋପାଲି ଗ୍ରାମର ୭ଜଣ ଉଦ୍ଧାର
    1
    ବିନିକାଅଗ୍ନିଶମ ବାହିନୀ ଦ୍ୱାରା ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ କଇଁତରା ଘଣ୍ଟୋପାଲି ଗ୍ରାମର ୭ଜଣ ଉଦ୍ଧାର
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ସୁବର୍ଣ୍ଣପୁର ଗୁରୁପୂର୍ଣ୍ଣିମା ରେ କିଛି ମୁହୂର୍ତ ଗୋ ସେବା ରେ ଅତିବାହିତ l ସୁବର୍ଣ୍ଣପୁର ଗୁରୁପୂର୍ଣ୍ଣିମା ରେ କିଛି ମୁହୂର୍ତ ଗୋ ସେବା ରେ ଅତିବାହିତ lଯୁବ ସାମ୍ବାଦିକ ସମାଜସେବୀ ଦେବାନନ୍ଦ ମେଣ୍ଡିଲି ସୁବର୍ଣ୍ଣପୁର l
    1
    ସୁବର୍ଣ୍ଣପୁର ଗୁରୁପୂର୍ଣ୍ଣିମା ରେ କିଛି ମୁହୂର୍ତ ଗୋ ସେବା ରେ ଅତିବାହିତ l
ସୁବର୍ଣ୍ଣପୁର ଗୁରୁପୂର୍ଣ୍ଣିମା ରେ କିଛି ମୁହୂର୍ତ ଗୋ ସେବା ରେ ଅତିବାହିତ lଯୁବ ସାମ୍ବାଦିକ ସମାଜସେବୀ ଦେବାନନ୍ଦ ମେଣ୍ଡିଲି ସୁବର୍ଣ୍ଣପୁର l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    10 hrs ago
  • ବୀରମହାରାଜପୁର ରଣାପାଲି ପ୍ରମୋଦ କୁମାର ମିଶ୍ର ଙ୍କ ଘର ଏବେ ପାଣିଘେରରେ, ଘର ଭିତରେ ୨ ଫୁଟ ପାଣି।
    3
    ବୀରମହାରାଜପୁର ରଣାପାଲି ପ୍ରମୋଦ କୁମାର ମିଶ୍ର ଙ୍କ ଘର ଏବେ ପାଣିଘେରରେ, ଘର ଭିତରେ ୨ ଫୁଟ ପାଣି।
    user_BAHUJAN ADHIKAR
    BAHUJAN ADHIKAR
    Media house Sonapur, Sonepur•
    17 hrs ago
  • ଘର ଭାଙ୍ଗି ଗଲା 3ବଖରା ଘର ସମ୍ପୂର୍ଣ କ୍ଷତି ବ୍ଲକ ପ୍ରଶାସନ ଜିଲ୍ଲା ପ୍ରଶାସନ କୁ ଦାବି । ସୁବର୍ଣ୍ଣପୁର ଉଲୁଣ୍ଡା କୁକିଆ ହରିଜନ ପଡ଼ା ର ଚମ୍ପେଶ୍ୱର ବଗର୍ତି ର ଘର ଭାଙ୍ଗି ଗଲା 3ବଖରା ଘର ସମ୍ପୂର୍ଣ କ୍ଷତି ବ୍ଲକ ପ୍ରଶାସନ ଜିଲ୍ଲା ପ୍ରଶାସନ କୁ ଦାବି
    1
    ଘର ଭାଙ୍ଗି ଗଲା 3ବଖରା ଘର ସମ୍ପୂର୍ଣ କ୍ଷତି ବ୍ଲକ ପ୍ରଶାସନ ଜିଲ୍ଲା ପ୍ରଶାସନ କୁ ଦାବି ।
ସୁବର୍ଣ୍ଣପୁର ଉଲୁଣ୍ଡା କୁକିଆ ହରିଜନ ପଡ଼ା ର ଚମ୍ପେଶ୍ୱର ବଗର୍ତି ର ଘର ଭାଙ୍ଗି ଗଲା 3ବଖରା ଘର ସମ୍ପୂର୍ଣ କ୍ଷତି ବ୍ଲକ ପ୍ରଶାସନ ଜିଲ୍ଲା ପ୍ରଶାସନ କୁ ଦାବି
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.