logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ରାଧାମୋହନ ବିଦ୍ୟାଳୟରେ ରକ୍ଷାବନ୍ଧନ ଓ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଗୁଡ଼ଭେଲିପଦର ସ୍ଥିତ ରାଧାମୋହନ ମେହେର ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ଦିନ ୧୦ଘଣ୍ଟା ସମୟରେ ରକ୍ଷାବନ୍ଧନ ଓ ନିଶା ନିବାରଣ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ପଣ୍ଡାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ବରିଷ୍ଠ ସଂସ୍କୃତ ଶିକ୍ଷକ ଶ୍ରୀଯୁକ୍ତ ଜଳଧର ସାହୁ ଯୋଗଦେଇ ରକ୍ଷାବନ୍ଧନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ବୁଝାଇ ଥିବାବେଳେ ବିପଥଗାମୀ ଯୁବକ ମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ନିଶାଦ୍ରବ୍ୟ ତ୍ୟାଗ କରିବା ଅପରିହାର୍ଯ୍ୟ ବୋଲି କହିଥିଲେ ।ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ,ଛାତ୍ର ଛାତ୍ରୀଙ୍କ ସମେତ ୧୫୬ଜଣ ଉପସ୍ଥିତ ଥିଲେ ।ଶେଷରେ ଉକ୍ତ ବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ସଭାପତି ସୁଶୀଲ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

44 min ago
user_Hrudananda Meher
Hrudananda Meher
କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
44 min ago
95ea14ae-d381-487e-a05b-cbb1efcd937d
0b9bcce0-3c2c-4660-b46e-a7d2aac70558
001392db-c346-4345-ae83-f4b7f0dfb775

ରାଧାମୋହନ ବିଦ୍ୟାଳୟରେ ରକ୍ଷାବନ୍ଧନ ଓ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଗୁଡ଼ଭେଲିପଦର ସ୍ଥିତ ରାଧାମୋହନ ମେହେର ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ଦିନ ୧୦ଘଣ୍ଟା ସମୟରେ ରକ୍ଷାବନ୍ଧନ ଓ ନିଶା ନିବାରଣ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ପଣ୍ଡାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ବରିଷ୍ଠ ସଂସ୍କୃତ ଶିକ୍ଷକ ଶ୍ରୀଯୁକ୍ତ ଜଳଧର ସାହୁ ଯୋଗଦେଇ ରକ୍ଷାବନ୍ଧନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ବୁଝାଇ ଥିବାବେଳେ ବିପଥଗାମୀ ଯୁବକ ମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ନିଶାଦ୍ରବ୍ୟ ତ୍ୟାଗ କରିବା ଅପରିହାର୍ଯ୍ୟ ବୋଲି କହିଥିଲେ ।ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ,ଛାତ୍ର ଛାତ୍ରୀଙ୍କ ସମେତ ୧୫୬ଜଣ ଉପସ୍ଥିତ ଥିଲେ ।ଶେଷରେ ଉକ୍ତ ବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ସଭାପତି ସୁଶୀଲ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

More news from ଓଡ଼ିଶା and nearby areas
  • ମନମୁଣ୍ଡା ଥାନା ପରିସରରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନାରେ ଆଜି ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଥାନାର କର୍ମଚାରୀ ମାନଙ୍କୁ ରାକ୍ଷୀ ପିନ୍ଧାଇ ଭାଇ ଭଉଣୀର ପବିତ୍ର ସମ୍ପର୍କକୁ ମନେ ପକାଇଥିଲେ |
    3
    ମନମୁଣ୍ଡା ଥାନା ପରିସରରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ 
ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନାରେ ଆଜି ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଥାନାର କର୍ମଚାରୀ ମାନଙ୍କୁ ରାକ୍ଷୀ ପିନ୍ଧାଇ ଭାଇ ଭଉଣୀର ପବିତ୍ର ସମ୍ପର୍କକୁ ମନେ ପକାଇଥିଲେ |
    user_Hrudananda Meher
    Hrudananda Meher
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    19 min ago
  • ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି । ​ଏହି ପବିତ୍ର ଅବସରରେ ବିଦ୍ୟାଳୟର ଛୋଟ ଛୋଟ ଭଉଣୀମାନେ ଭାଇମାନଙ୍କ ହାତରେ ସ୍ନେହର ରାକ୍ଷୀ ବାନ୍ଧି ସେମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏଥିସହ ଭାଇମାନେ ମଧ୍ୟ ସର୍ବଦା ଭଉଣୀମାନଙ୍କ ସୁରକ୍ଷା ଓ ସମ୍ମାନ ରକ୍ଷା କରିବା ପାଇଁ ସଂକଳ୍ପ ନେଇଥିଲେ । ସେହିପରି ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ, ରୋଗୀ, ବଜାର ଛକ ଏବଂ ରାସ୍ତାରେ ଯାଉଥିବା ସମସ୍ତଙ୍କୁ ଭାଇ ଭଉଣୀମାନେ ରକ୍ଷା ବନ୍ଧନ କରିଥିଲେ । ​ଭାରତୀୟ ସଂସ୍କୃତି, ସଂସ୍କାର ଓ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ଏହି ମହାନ ପର୍ବରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା ଏବଂ କର୍ମଚାରୀ ଉପସ୍ଥିତ ରହି ଶିଶୁମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । ​
    1
    ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ 
ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ
ସ୍ନେହ, ପ୍ରେମ ଓ ପବିତ୍ରତାର ପ୍ରତୀକ "ରକ୍ଷା ବନ୍ଧନ" ଉତ୍ସବ 
ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି । ​ଏହି ପବିତ୍ର ଅବସରରେ ବିଦ୍ୟାଳୟର ଛୋଟ ଛୋଟ ଭଉଣୀମାନେ ଭାଇମାନଙ୍କ ହାତରେ ସ୍ନେହର ରାକ୍ଷୀ ବାନ୍ଧି ସେମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏଥିସହ ଭାଇମାନେ ମଧ୍ୟ ସର୍ବଦା ଭଉଣୀମାନଙ୍କ ସୁରକ୍ଷା ଓ ସମ୍ମାନ ରକ୍ଷା କରିବା ପାଇଁ ସଂକଳ୍ପ ନେଇଥିଲେ । ସେହିପରି ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ, ରୋଗୀ, ବଜାର ଛକ ଏବଂ ରାସ୍ତାରେ ଯାଉଥିବା ସମସ୍ତଙ୍କୁ ଭାଇ ଭଉଣୀମାନେ ରକ୍ଷା ବନ୍ଧନ କରିଥିଲେ । ​ଭାରତୀୟ ସଂସ୍କୃତି, ସଂସ୍କାର ଓ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ଏହି ମହାନ ପର୍ବରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା ଏବଂ କର୍ମଚାରୀ ଉପସ୍ଥିତ ରହି ଶିଶୁମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ ।
​
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    1 hr ago
  • କଣ୍ଟାମାଳ ବ୍ଳକ ନୂଆଁପାଲିସ୍ଥିତ ଆଦିବାସୀ ହାଇସ୍କୁଲର ଛାତ୍ରୀନିବାସର ଅନ୍ତେବାସୀ ନିଆରା ଢଙ୍ଗରେ ପାଳିଲେ ରକ୍ଷାବନ୍ଧନ। ବୃକ୍ଷ ଦେବତାଙ୍କୁ ପୂଜାର୍ଚ୍ଚନା ପରେ ରାକ୍ଷୀ ବାନ୍ଧିଲେ ।
    1
    କଣ୍ଟାମାଳ ବ୍ଳକ ନୂଆଁପାଲିସ୍ଥିତ ଆଦିବାସୀ ହାଇସ୍କୁଲର ଛାତ୍ରୀନିବାସର ଅନ୍ତେବାସୀ ନିଆରା ଢଙ୍ଗରେ ପାଳିଲେ ରକ୍ଷାବନ୍ଧନ। ବୃକ୍ଷ ଦେବତାଙ୍କୁ ପୂଜାର୍ଚ୍ଚନା ପରେ ରାକ୍ଷୀ ବାନ୍ଧିଲେ ।
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    1 hr ago
  • Post by ସାମ୍ବାଦିକ Biswamitra padhi
    1
    Post by ସାମ୍ବାଦିକ Biswamitra padhi
    user_ସାମ୍ବାଦିକ Biswamitra padhi
    ସାମ୍ବାଦିକ Biswamitra padhi
    Farmer କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    4 hrs ago
  • ମନମୁଣ୍ଡା ଥାନା ପୋଲିସ ପକ୍ଷରୁ ୧ କ୍ୱିଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ
    1
    ମନମୁଣ୍ଡା ଥାନା ପୋଲିସ ପକ୍ଷରୁ ୧ କ୍ୱିଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ
    user_Bansidhar Majhi
    Bansidhar Majhi
    Voice of people କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    21 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    1
    ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l 
ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ  ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ  ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି। ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
    1
    ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    5 hrs ago
  • ଏ ହେଉଛି କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର । ରୋଗୀଙ୍କୁ ଖାଲି ବେଡରେ ଚିକିତ୍ସା, ଚଦର ଗଲା କୁଆଡ଼େ?
    1
    ଏ ହେଉଛି କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର । ରୋଗୀଙ୍କୁ ଖାଲି ବେଡରେ ଚିକିତ୍ସା, ଚଦର ଗଲା କୁଆଡ଼େ?
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.