logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗୋପାଳପ୍ରସାଦ ସ୍ଥିତ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ନୂଆଖାଇ ପର୍ବ ଚଳିତ ମାସ ୨୧ ତାରିଖରେ ତାଳଚେର:- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଗୋପାଳପ୍ରସାଦ ସ୍ଥିତ ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ନୂଆଖାଇ ପର୍ବ ଚଳିତ ମାସ ୨୧ ତାରିଖରେ ପାଳନ ହେବ ବୋଲି ନିଷ୍ପତି ହୋଇଛି । ଏହି ଅବସରରେ ମା'ଙ୍କ ନିକଟରେ ନବାନ୍ନ ପ୍ରସାଦ ଲାଗି ହେବ ବୋଲି ମା’ ହିଙ୍ଗୁଳା ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି l ତାଳଚେର ରାଜା ବିଜୟେନ୍ଦ୍ର ଚନ୍ଦ୍ର ଦେବ ବୀରବର ହରିଚନ୍ଦନ ଓ ମା' ହିଙ୍ଗୁଳାଙ୍କ ମୁଖ୍ୟ ପୂଜକ କିଶୋର ଚନ୍ଦ୍ର ଦେହୁରୀଙ୍କ ଉପସ୍ଥିତିରେ ରାଜଗୁରୁ ପଙ୍କଜ ଲୋଚନ ପତି ପାଞ୍ଜି ଦେଖି ନୂଆଖାଇ ପର୍ବର ତିଥି ଓ ସମୟ ନିର୍ଦ୍ଧାରଣ କରିଥିଲେ l ନିର୍ଦ୍ଧାରିତ କାର୍ଯ୍ୟ ସୂଚୀ ଅନୁଯାୟୀ, ଦିନ ୧୨ଟାରେ ମା’ଙ୍କ ଚଳନ୍ତି ପ୍ରତିମା ଆଲମ ଦିଅଁ ଘରୁ ପୂଜାମଣ୍ଡପକୁ ବିଜେ କରିବେ। ଏହାପରେ ପାରମ୍ପରିକ ଓ ବୈଦିକ ରୀତିନୀତି ଅନୁସାରେ ମା’ଙ୍କର ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯିବ। ଦିନ ଘ.୧.୧୫ ମିନିଟ୍‌ରେ ମା'ଙ୍କ ନିକଟରେ ନବାନ୍ନ ପ୍ରସାଦ ଲାଗି କରାଯିବ ବୋଲି ସୂଚନା ଦିଆଯାଇଛି ।

9 hrs ago
user_Priyamadhaba Das
Priyamadhaba Das
Journalists Talcher Sadar, Anugul•
9 hrs ago
1929ef7c-fca7-4f93-8c0d-a42a477670a9

ଗୋପାଳପ୍ରସାଦ ସ୍ଥିତ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ନୂଆଖାଇ ପର୍ବ ଚଳିତ ମାସ ୨୧ ତାରିଖରେ ତାଳଚେର:- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଗୋପାଳପ୍ରସାଦ ସ୍ଥିତ ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ନୂଆଖାଇ ପର୍ବ ଚଳିତ ମାସ ୨୧ ତାରିଖରେ ପାଳନ ହେବ ବୋଲି ନିଷ୍ପତି ହୋଇଛି । ଏହି ଅବସରରେ ମା'ଙ୍କ ନିକଟରେ ନବାନ୍ନ ପ୍ରସାଦ ଲାଗି ହେବ ବୋଲି ମା’ ହିଙ୍ଗୁଳା ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି l ତାଳଚେର ରାଜା ବିଜୟେନ୍ଦ୍ର ଚନ୍ଦ୍ର ଦେବ ବୀରବର ହରିଚନ୍ଦନ ଓ ମା' ହିଙ୍ଗୁଳାଙ୍କ ମୁଖ୍ୟ ପୂଜକ କିଶୋର ଚନ୍ଦ୍ର ଦେହୁରୀଙ୍କ ଉପସ୍ଥିତିରେ ରାଜଗୁରୁ ପଙ୍କଜ ଲୋଚନ ପତି ପାଞ୍ଜି ଦେଖି ନୂଆଖାଇ ପର୍ବର ତିଥି ଓ ସମୟ ନିର୍ଦ୍ଧାରଣ କରିଥିଲେ l ନିର୍ଦ୍ଧାରିତ କାର୍ଯ୍ୟ ସୂଚୀ ଅନୁଯାୟୀ, ଦିନ ୧୨ଟାରେ ମା’ଙ୍କ ଚଳନ୍ତି ପ୍ରତିମା ଆଲମ ଦିଅଁ ଘରୁ ପୂଜାମଣ୍ଡପକୁ ବିଜେ କରିବେ। ଏହାପରେ ପାରମ୍ପରିକ ଓ ବୈଦିକ ରୀତିନୀତି ଅନୁସାରେ ମା’ଙ୍କର ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯିବ। ଦିନ ଘ.୧.୧୫ ମିନିଟ୍‌ରେ ମା'ଙ୍କ ନିକଟରେ ନବାନ୍ନ ପ୍ରସାଦ ଲାଗି କରାଯିବ ବୋଲି ସୂଚନା ଦିଆଯାଇଛି ।

More news from ଓଡ଼ିଶା and nearby areas
  • ଅନୁଗୋଳ ଜିଲ୍ଲାରେ ସେବା ସଂକଳ୍ପ ଅଭିଯାନ-୨୦୨୬ ପାଳନ ନେଇ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା ଅନୁଗୋଳ ଜିଲ୍ଲାରେ ସେବା ସଂକଳ୍ପ ଅଭିଯାନ-୨୦୨୬ ପାଳନ ନେଇ ଜିଲ୍ଲାପାଳ ମହମଦ ଅବଦଲ ଅଖତର ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି l
    1
    ଅନୁଗୋଳ ଜିଲ୍ଲାରେ ସେବା ସଂକଳ୍ପ ଅଭିଯାନ-୨୦୨୬ ପାଳନ ନେଇ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା 
ଅନୁଗୋଳ ଜିଲ୍ଲାରେ ସେବା ସଂକଳ୍ପ ଅଭିଯାନ-୨୦୨୬ ପାଳନ ନେଇ ଜିଲ୍ଲାପାଳ ମହମଦ ଅବଦଲ ଅଖତର ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି l
    user_Priya Madhaba Das
    Priya Madhaba Das
    Journalist ତାଳଚେର ସଦର, ଅନୁଗୁଳ, ଓଡ଼ିଶା•
    2 hrs ago
  • ନୂଆଦିଲ୍ଲୀ ରେ ସେମିକନ୍ଇଣ୍ଡିଆ 2026 ର ଶୁଭରାମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମେଦି -ନୂଆଦିଲ୍ଲୀରେ ‘ସେମିକନ୍ ଇଣ୍ଡିଆ-୨୦୨୬’ର ଶୁଭାରମ୍ଭ -ଯଶୋଭୂମିରେ ସମ୍ମିଳନୀକୁ ଉଦ୍‌ଘାଟନ କଲେ PM ମୋଦି -କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ -ବିକଶିତ ଭାରତ ଗଠନ ପାଇଁ ସମସ୍ତେ ସଂକଳ୍ପ ନେଇଛନ୍ତି -ଭାରତରେ ଜିଡିପି ୭.୪ ପ୍ରତିଶତ ବୃଦ୍ଧି ହୋଇଛି -ବିଶ୍ବରେ ଭାରତ ଉପରେ ଲୋକଙ୍କ ଭରସା ବଢୁଛି -ଅର୍ଥନୀତି କ୍ଷେତ୍ରରେ ଭାରତ ଅଗ୍ରଗତି କରୁଛି -ଛାତ୍ରଛାତ୍ରୀଙ୍କୁ ସେମିକଣ୍ଡକ୍ଟର ପାଇଁ ତାଲିମ ଦିଆଯିବ -ଏଯାବତ୍ ୭୦ ହଜାର ଛାତ୍ରଛାତ୍ରୀଙ୍କୁ ତାଲିମ ଦେଇସାରିଛୁ -ଭାରତରେ ଇଞ୍ଜିନିୟରିଂ ପ୍ରତିଭାର କୌଣସି ଅଭାବ ନାହିଁ -ବିଶ୍ବ ସେମିକଣ୍ଡକ୍ଟର କ୍ଷେତ୍ରର ଅଭିବୃଦ୍ଧି ୨୦%ରୁ ଅଧିକ -AI ଆସିବା ପରେ ନୂଆ ନୂଆ ପ୍ରଶ୍ନ ସାମ୍ନାକୁ ଆସିଛି -ଭାରତ ସବୁ ଚ୍ୟାଲେଞ୍ଜ ସାମ୍ନା କରିବାକୁ ପ୍ରସ୍ତୁତ ଅଛି #SemiconIndia2026
    1
    ନୂଆଦିଲ୍ଲୀ ରେ ସେମିକନ୍ଇଣ୍ଡିଆ 2026  ର ଶୁଭରାମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମେଦି
-ନୂଆଦିଲ୍ଲୀରେ ‘ସେମିକନ୍ ଇଣ୍ଡିଆ-୨୦୨୬’ର ଶୁଭାରମ୍ଭ
-ଯଶୋଭୂମିରେ ସମ୍ମିଳନୀକୁ ଉଦ୍‌ଘାଟନ କଲେ PM ମୋଦି
-କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ
-ବିକଶିତ ଭାରତ ଗଠନ ପାଇଁ ସମସ୍ତେ ସଂକଳ୍ପ ନେଇଛନ୍ତି
-ଭାରତରେ ଜିଡିପି ୭.୪ ପ୍ରତିଶତ ବୃଦ୍ଧି ହୋଇଛି
-ବିଶ୍ବରେ ଭାରତ ଉପରେ ଲୋକଙ୍କ ଭରସା ବଢୁଛି
-ଅର୍ଥନୀତି କ୍ଷେତ୍ରରେ ଭାରତ ଅଗ୍ରଗତି କରୁଛି
-ଛାତ୍ରଛାତ୍ରୀଙ୍କୁ ସେମିକଣ୍ଡକ୍ଟର ପାଇଁ ତାଲିମ ଦିଆଯିବ
-ଏଯାବତ୍ ୭୦ ହଜାର ଛାତ୍ରଛାତ୍ରୀଙ୍କୁ ତାଲିମ ଦେଇସାରିଛୁ
-ଭାରତରେ ଇଞ୍ଜିନିୟରିଂ ପ୍ରତିଭାର କୌଣସି ଅଭାବ ନାହିଁ
-ବିଶ୍ବ ସେମିକଣ୍ଡକ୍ଟର କ୍ଷେତ୍ରର ଅଭିବୃଦ୍ଧି ୨୦%ରୁ ଅଧିକ
-AI ଆସିବା ପରେ ନୂଆ ନୂଆ ପ୍ରଶ୍ନ ସାମ୍ନାକୁ ଆସିଛି
-ଭାରତ ସବୁ ଚ୍ୟାଲେଞ୍ଜ ସାମ୍ନା କରିବାକୁ ପ୍ରସ୍ତୁତ ଅଛି #SemiconIndia2026
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    3 hrs ago
  • ହାପି ବାର୍ଥଡେ ମୋଦିଜୀ, ହାପି ବାର୍ଥଡେ....ଆମ ସମସ୍ତଙ୍କର ପ୍ରେରଣାର କେନ୍ଦ୍ରବିନ୍ଦୁ ତଥା ବିଶ୍ୱର ଅଦ୍ୱିତୀୟ ନେତା ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ଭାଇ ମୋଦୀ ଜୀଙ୍କୁ ଜନ୍ମ ଦିନ ଅବସରରେ ହାର୍ଦ୍ଦିକ ଶୁଭକାମନା🙏 ହାପି ବାର୍ଥଡେ ମୋଦିଜୀ, ହାପି ବାର୍ଥଡେ....ଆମ ସମସ୍ତଙ୍କର ପ୍ରେରଣାର କେନ୍ଦ୍ରବିନ୍ଦୁ ତଥା ବିଶ୍ୱର ଅଦ୍ୱିତୀୟ ନେତା ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ଭାଇ ମୋଦୀ ଜୀଙ୍କୁ ଜନ୍ମ ଦିନ ଅବସରରେ ହାର୍ଦ୍ଦିକ ଶୁଭକାମନା🙏 #SevaSankalpAbhiyan🇮🇳💪 #HappyBdayPMModiJi🙏 #ଜୟଜଗନ୍ନାଥ🚩🙏
    1
    ହାପି ବାର୍ଥଡେ ମୋଦିଜୀ,  ହାପି ବାର୍ଥଡେ....ଆମ ସମସ୍ତଙ୍କର ପ୍ରେରଣାର କେନ୍ଦ୍ରବିନ୍ଦୁ ତଥା ବିଶ୍ୱର ଅଦ୍ୱିତୀୟ ନେତା ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ଭାଇ ମୋଦୀ ଜୀଙ୍କୁ ଜନ୍ମ ଦିନ ଅବସରରେ ହାର୍ଦ୍ଦିକ ଶୁଭକାମନା🙏
ହାପି ବାର୍ଥଡେ ମୋଦିଜୀ,  ହାପି ବାର୍ଥଡେ....ଆମ ସମସ୍ତଙ୍କର ପ୍ରେରଣାର କେନ୍ଦ୍ରବିନ୍ଦୁ ତଥା ବିଶ୍ୱର ଅଦ୍ୱିତୀୟ ନେତା ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ଭାଇ ମୋଦୀ ଜୀଙ୍କୁ ଜନ୍ମ ଦିନ ଅବସରରେ ହାର୍ଦ୍ଦିକ ଶୁଭକାମନା🙏
#SevaSankalpAbhiyan🇮🇳💪
#HappyBdayPMModiJi🙏
#ଜୟଜଗନ୍ନାଥ🚩🙏
    user_ବାରକୋଟ ଖବର
    ବାରକୋଟ ଖବର
    Video Creator ବରକୋଟ, ଦେବଗଡ଼, ଓଡ଼ିଶା•
    1 hr ago
  • କୋରାପୁଟର କାହାଣୀକୁ ବିଶ୍ୱ ମଞ୍ଚରେ ପହଞ୍ଚାଇଲା ‘ମାଳିପୁଟ ମେଲୋଡିଜ୍’ କୋରାପୁଟର କାହାଣୀକୁ ବିଶ୍ୱ ମଞ୍ଚରେ ପହଞ୍ଚାଇଲା ‘ମାଳିପୁଟ ମେଲୋଡିଜ୍’ । ଭୁବନେଶ୍ବର, ଓଡ଼ିଶା #Bhubaneswar #Odisha
    1
    କୋରାପୁଟର କାହାଣୀକୁ ବିଶ୍ୱ ମଞ୍ଚରେ ପହଞ୍ଚାଇଲା ‘ମାଳିପୁଟ ମେଲୋଡିଜ୍’
କୋରାପୁଟର କାହାଣୀକୁ ବିଶ୍ୱ ମଞ୍ଚରେ ପହଞ୍ଚାଇଲା ‘ମାଳିପୁଟ ମେଲୋଡିଜ୍’ ।
ଭୁବନେଶ୍ବର, ଓଡ଼ିଶା 
#Bhubaneswar #Odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    2 hrs ago
  • ୧୮ ନମ୍ବର ଜାତୀୟ ରାଜପଥର କୁଳିଅଣା ଥାନା ଶୁଖୁଆପଡ଼ା ଟୋଲଗେଟ୍ ସମ୍ମୁଖରେ ଦିନ ଦ୍ବିପ୍ରହର ସମୟରେ ଏକ କଣ୍ଟେନରରେ ଭୟାବହ ଅଗ୍ନିକାଣ୍ଡ । ମୟୁରଭଞ୍ଜ :୧୮ ନମ୍ବର ଜାତୀୟ ରାଜପଥର କୁଳିଅଣା ଥାନା ଶୁଖୁଆପଡ଼ା ଟୋଲଗେଟ୍ ସମ୍ମୁଖରେ ଦିନ ଦ୍ବିପ୍ରହର ସମୟରେ ଏକ କଣ୍ଟେନରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, କଣ୍ଟେନରଟି ବାରିପଦା ଦେଇ ପାଟଣା ଅଭିମୁଖେ ଯାଉଥିବା ବେଳେ ଶୁଖୁଆପଡ଼ା ଟୋଲଗେଟ୍ ନିକଟରେ ଅଟକି ରହିଥିଲା। ସେହି ସମୟରେ ଡ୍ରାଇଭର ଗାଡ଼ି ପାଖରେ ରୋଷେଇ କରୁଥିବା ବେଳେ ହଠାତ୍ କୌଣସି କାରଣରୁ ଗାଡ଼ିରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁ ସମଗ୍ର କଣ୍ଟେନରକୁ ବ୍ୟାପିଯାଇ ହୁତୁହୁତୁ ହୋଇ ଜଳିବାକୁ ଲାଗିଥିଲା। ତେବେ ଠିକ୍ ସମୟରେ ଚାଳକ ଦୂରେଇ ଯିବାରୁ ଅଳ୍ପକେ ବଡ଼ ବିପଦରୁ ବର୍ତ୍ତିଯାଇଛନ୍ତି ଏବଂ ସେ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ଯୋଗୁଁ ରାସ୍ତାରେ କିଛି ସମୟ ପାଇଁ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ବେଳେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଛି ।
    1
    ୧୮ ନମ୍ବର ଜାତୀୟ ରାଜପଥର କୁଳିଅଣା ଥାନା ଶୁଖୁଆପଡ଼ା ଟୋଲଗେଟ୍ ସମ୍ମୁଖରେ ଦିନ ଦ୍ବିପ୍ରହର ସମୟରେ ଏକ କଣ୍ଟେନରରେ ଭୟାବହ ଅଗ୍ନିକାଣ୍ଡ । 
ମୟୁରଭଞ୍ଜ :୧୮ ନମ୍ବର ଜାତୀୟ ରାଜପଥର କୁଳିଅଣା ଥାନା ଶୁଖୁଆପଡ଼ା ଟୋଲଗେଟ୍ ସମ୍ମୁଖରେ ଦିନ ଦ୍ବିପ୍ରହର ସମୟରେ ଏକ କଣ୍ଟେନରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, କଣ୍ଟେନରଟି ବାରିପଦା ଦେଇ ପାଟଣା ଅଭିମୁଖେ ଯାଉଥିବା ବେଳେ ଶୁଖୁଆପଡ଼ା ଟୋଲଗେଟ୍ ନିକଟରେ ଅଟକି ରହିଥିଲା। ସେହି ସମୟରେ ଡ୍ରାଇଭର ଗାଡ଼ି ପାଖରେ ରୋଷେଇ କରୁଥିବା ବେଳେ ହଠାତ୍ କୌଣସି କାରଣରୁ ଗାଡ଼ିରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁ ସମଗ୍ର କଣ୍ଟେନରକୁ ବ୍ୟାପିଯାଇ ହୁତୁହୁତୁ ହୋଇ ଜଳିବାକୁ ଲାଗିଥିଲା। ତେବେ ଠିକ୍ ସମୟରେ ଚାଳକ ଦୂରେଇ ଯିବାରୁ ଅଳ୍ପକେ ବଡ଼ ବିପଦରୁ ବର୍ତ୍ତିଯାଇଛନ୍ତି ଏବଂ ସେ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ଯୋଗୁଁ ରାସ୍ତାରେ କିଛି ସମୟ ପାଇଁ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ବେଳେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଛି ।
    user_Sudhansu Ranjan satapathy
    Sudhansu Ranjan satapathy
    Badamba, Cuttack•
    4 hrs ago
  • ମୋଦୀଙ୍କ ଜନ୍ମ ଦିନରେ ଘରେ ଘରେ ଜଳିବ “ଆର୍ଶୀବାଦ ଦୀପ”, ଆଜିଠାରୁ ଆରମ୍ଭ ହେବ "ସେବା ସଂକଳ୍ପ ଅଭିଯାନ ମୋଦୀଙ୍କ ଜନ୍ମ ଦିନରେ ଘରେ ଘରେ ଜଳିବ “ଆର୍ଶୀବାଦ ଦୀପ”, ଆଜିଠାରୁ ଆରମ୍ଭ ହେବ "ସେବା ସଂକଳ୍ପ ଅଭିଯାନ
    1
    ମୋଦୀଙ୍କ ଜନ୍ମ ଦିନରେ ଘରେ ଘରେ ଜଳିବ “ଆର୍ଶୀବାଦ ଦୀପ”, ଆଜିଠାରୁ ଆରମ୍ଭ ହେବ "ସେବା ସଂକଳ୍ପ ଅଭିଯାନ
ମୋଦୀଙ୍କ ଜନ୍ମ ଦିନରେ ଘରେ ଘରେ ଜଳିବ “ଆର୍ଶୀବାଦ ଦୀପ”, ଆଜିଠାରୁ ଆରମ୍ଭ ହେବ "ସେବା ସଂକଳ୍ପ ଅଭିଯାନ
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    1 hr ago
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
    1
    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    7 hrs ago
  • କଣ୍ଟାବଣିଆ ଥାନା ବଜାର ମଧ୍ୟ ଭାଗରେ ଜଣେ ଯୁବତୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଠାବ. ହିନ୍ଦୋଳ ନିର୍ବାଚନ ମଣ୍ଡଳୀର କଣ୍ଟାବଣିଆ ଥାନା ବଜାର ନିକଟରୁ ଆଜି ଜଣେ ଯୁବତୀଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଠାବ ହୋଇଛି. ଏହାହତ୍ୟା ନା ଆତ୍ମହତ୍ୟା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି. ତାଙ୍କର ପରିଚୟ ମଧ୍ୟ ଅସ୍ପଷ୍ଟ ରହିଛି. ପୋଲିସ ଛାନଭିନ ଚଳାଇଛନ୍ତି.
    1
    କଣ୍ଟାବଣିଆ ଥାନା ବଜାର ମଧ୍ୟ ଭାଗରେ ଜଣେ ଯୁବତୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଠାବ.
ହିନ୍ଦୋଳ ନିର୍ବାଚନ ମଣ୍ଡଳୀର କଣ୍ଟାବଣିଆ ଥାନା ବଜାର ନିକଟରୁ ଆଜି ଜଣେ ଯୁବତୀଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଠାବ ହୋଇଛି. ଏହାହତ୍ୟା ନା ଆତ୍ମହତ୍ୟା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି. ତାଙ୍କର ପରିଚୟ ମଧ୍ୟ ଅସ୍ପଷ୍ଟ ରହିଛି. ପୋଲିସ ଛାନଭିନ ଚଳାଇଛନ୍ତି.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.