ପୁରୀ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ଜନିତ ସଚେତନତା ଶିବିର ଅନୁଷ୍ଠିତ ଅଦ୍ଯ ତା-୨୪.୦୪.୨୦୨୬ ରିଖ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ଜନିତ ସଚେତନତା ଶିବିର ସ୍ଵତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷ, ପୁରୀ ଠାରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଶ୍ରୀମତୀ ତନୁପ୍ରଭା ବେଉରାଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପୁରୀ ସଦର ତହସିଲଦାର ଅଭିଷେକ ଦାଶ ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଆଇନ ପରିବିକ୍ଷ ଅଧିକାରୀ, ସମସ୍ତ ଶିଶୁ ବିକାଶ ଅଧିକାରୀ ଓ ପରିଦର୍ଶୀକା ତଥା ଜିଲ୍ଲା ସମାଜ କଲ୍ୟାଣ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଗ୍ରୀଷ୍ମ ପ୍ରବାହ ସମୟ ରେ ନିହାତି ଆବଶ୍ୟକ ନ ହେଲେ ବାହାରକୁ ନ ବାହାରିବା, ତରଳ ଜାତୀୟ ଖାଦ୍ଯ ଖାଇବା, ଛତା, ପାଣି ବୋତଲ ଓ ଗାମୁଛା ସାଙ୍ଗରେ ନେବା, ମାଦକ ଦ୍ରବ୍ଯ ସେବନ ନ କରିବା, ଅଂଶୁଘାତ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଡାକ୍ତରଖାନା ନେବା ଆଦି ବିଷୟରେ ସଚେତନତା କାର୍ଯ୍ୟକ୍ରମ ବ୍ଲକ ଓ ଅଙ୍ଗନବାଡି କେନ୍ଦ୍ର ସ୍ତରରେ କରିବାକୁ ପରାମର୍ଶ ଦିଆଗଲା ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର

- Post by Gopal Das Mahananda1
- Post by Ramahari Sethi2
- Post by SONEPUR NEWS1
- କଣ୍ଠଶିଳ୍ପୀ କୁନାଲ୍ ଚରଣ ବେହେରା ଜଣେ କବି ଓ କଣ୍ଠଶିଳ୍ପୀ। ସେ ଅନେକ କଳାର ଅଧିକାରୀ।1
- ଭାଇରାଲ ହେଉଛି କଙ୍କାଳ କୁ ବୋହି ବ୍ୟାଙ୍କ କୁ ଯିବା ଭିଡ଼ିଓ ଏବେ ମୋବାଇଲ ରୁ ମୋବାଇଲ ଘୁରିବୁଲୁଛି।1
- Slug _ନିମ୍ବ ଗଛରେ ଯୁବକଙ୍କ ଝୁଲନ୍ତା ମୃତ ଦେହ,ହତ୍ୟା ନା ଆତ୍ମହତ୍ୟା ପୋଲିସ୍ ର ତଦନ୍ତ ଜାରି | Anchor )ଗ୍ରାମ ନିକଟସ୍ଥ ଏକ ବିଲରେ ଥିବା ନିମ୍ବ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଧନସୁଲି ଗ୍ରାମରେ ।ମୃତକ ଜଣକ ହେଉଛନ୍ତି ସୁବଳ ବାଗ (୫୫)। ସୂଚନା ଅନୁଯାୟୀ,ସୁବଳଙ୍କ ନିଜ ଘର ଜୁନାଗଡ଼ ଥାନା ଅନ୍ତର୍ଗତ ଛୋରିଆଗଡ଼ ଅଞ୍ଚଳର ହୋଇଥିବା ବେଳେ ସେ ଦୀର୍ଘ ଦିନ ହେବ ଜୟପାଟଣା ରେ ରହି ଆସୁଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ଧନଶୂଳି ଗ୍ରାମର ବିଲରେ ଥିବା ଏକ ନିମ୍ବ ଗଛରେ ବେକରେ ଦଉଡି ସହ ସୁବଳ ଝୁଲୁଥିବାର ଦେଖିବାକୁ ପାଇଥିଲେ। ଖବର ପାଇ ଜୟପାଟଣା ଥାନା ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା ହତ୍ୟା ନା ଆତ୍ମହତ୍ୟା ,ସେ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପରିବାର ଲୋକଙ୍କୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିବା ବେଳେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।କଳାହାଣ୍ଡି ଜିଲ୍ଲା ପ୍ରତିନିଧି ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ, ପଲିଟି କାଳ ଖଟି, ଓଡିଶା4
- Post by Gopal Das Mahananda1
- Post by Binod pandey2
- ଜଣେ ନାବାଳକ ର ମୃତ୍ୟୁ ପରେ ପରିବାର ଭିତରେ ଆରୋପ ପ୍ରତ୍ୟାରୋପ ଦେଖିବାକୁ ମିଳିଛି l ନାବାଳକ କୁ ନିଜ ମା ହତ୍ୟା କରିଥିବା ଭଳି ସଙ୍ଗିନୀ ଅଭିଯୋଗ ଆଣିଛନ୍ତି ବାପା l ତେବେ ନାବାଳକ ଜଣକ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମର ସାଇଲି ନାଇକ ହୋଇଥିବା ଜଣାପଡିଥିବା ବେଳେ ଖୋଦ ନିଜ ମା ନିଜ ଶାଶୁଘର କୁଲାଙ୍ଗି ରୁ ନିଜ ବାପ ଘର ବେତାରିଙ୍ଗି ଆସୁଥିବା ବେଳେ ଗାଙ୍ଗପୁର ଥାନା ମୁନିଗାଡି ଗ୍ରାମ ଠାରେ ମୋଟରସାଇକେଲ ରୁ ଠେଲି ହତ୍ୟା କରିଥିବାର ଅଭିଯୋଗ ହୋଇଛି । ଏହିଭଳି ଅଭିଯୋଗ ଖୋଦ ନିଜ ସ୍ବାମୀ ଆଣିଛନ୍ତି । ତେବେ ଶିଶୁର ଦେହରେ କ୍ଷତ ଚିହ୍ନ ମଧ୍ଯ ରହିଥିବା ବେଳେ ପୁଅ କୁ କେବେ ବି ସୁଖ ପାଉନଥିଲା ମା ବୋଲି ବାପା ଅଭିଯୋଗ ଆଣିଛି । ଅନ୍ଯପଟେ ଗାଙ୍ଗପୁର ଥାନାରେ ମୁତକଙ୍କ ବାପା ଶଙ୍କର ନାଇକ ଲିଖିତ ଅଭିଜୋଗ କରିଛନ୍ତି l ଗାଙ୍ଗପୁର ପୋଲିସ୍ ଦୁର୍ଘଟଣା ସ୍ତାନରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ବାଇକ୍ କୁ ଜବତ କରିଥିବା ବେଳେ ଶବ ଜବତ କରିବା ସହ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରୁଛି । ପୋଲିସ୍ ର ତଦନ୍ତ ପରେ ସ୍ପଷ୍ଟ ହେବକି 6ବର୍ଷିୟ ନାବାଳକ ଙ୍କ ମୁତ୍ଯୁ ର ପ୍ରକୃତ କାରଣ । ଅନ୍ୟପଟେ ମୃତ ନାବାଳକ ର ପ୍ରତିକ୍ରିୟା ମିଳିପାରିନାହିଁ l1