Shuru
Apke Nagar Ki App…
ତିଗିରିଆ ବ୍ଲକ ଗଦାଧର ପୁର ପଞ୍ଚାୟତ କଳିବିରି ଗ୍ରାମରେ ବନ୍ୟା ବିପନ୍ନଙ୍କ ଶୁଖିଲା ଖାଦ୍ଯ ଯୋଗାଇଲେ ଆଠଗଡ ତିଗିରିଆ ବିଜେପି ନେତା ଅଭୟ ଆଠଗଡ ତିଗିରିଆ ନିର୍ବାଚନ ମଣ୍ଡଳୀ ତିଗିରିଆ ବ୍ଳକ ବଡନାଉପୁଟ ପଞ୍ଚାୟତ ଅନ୍ତର୍ଗତ ଖଣ୍ଡହତା , ବଉଳାଙ୍ଗ, ଶାଳୀଜଙ୍ଗା, ଗ୍ରାମ ମାନଙ୍କରେ ବନ୍ୟା ପ୍ରଭାବିତ ପରିଦର୍ଶନ କରି ଲୋକଙ୍କ ସହ ଆଲୋଚନା କଲେ , ଆଠଗଡ଼ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଶ୍ରୀଯୁକ୍ତ ଅଭୟ କୁମାର ବାରିକ। ପ୍ରତ୍ୟେକ ବନ୍ୟା ବିପନ୍ନଙ୍କ ନିକଟରେ ଆବଶ୍ୟକ ରିଲିଫ୍ ସାମଗ୍ରୀ ଶୀଘ୍ର ପହଞ୍ଚାଇବା ଏବଂ ଖଣ୍ଡହତା ରେ ନଦୀବନ୍ଧ ଭାଙ୍ଗିଛି ସେ ବିଷୟ ରେ ତିଗିରିଆ ତହସିଲଦାରଙ୍କ ସହିତ ଆଲୋଚନା କଲେ, ଆଠଗଡ଼ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଶ୍ରୀଯୁକ୍ତ ଅଭୟ କୁମାର ବାରିକ।
MANAS SAHOO

More news from ଓଡ଼ିଶା and nearby areas
- ତିଗିରିଆ ବ୍ଲକ ଗଦାଧର ପୁର ପଞ୍ଚାୟତ କଳିବିରି ଗ୍ରାମରେ ବନ୍ୟା ବିପନ୍ନଙ୍କ ଶୁଖିଲା ଖାଦ୍ଯ ଯୋଗାଇଲେ ଆଠଗଡ ତିଗିରିଆ ବିଜେପି ନେତା ଅଭୟ ଆଠଗଡ ତିଗିରିଆ ନିର୍ବାଚନ ମଣ୍ଡଳୀ ତିଗିରିଆ ବ୍ଳକ ବଡନାଉପୁଟ ପଞ୍ଚାୟତ ଅନ୍ତର୍ଗତ ଖଣ୍ଡହତା , ବଉଳାଙ୍ଗ, ଶାଳୀଜଙ୍ଗା, ଗ୍ରାମ ମାନଙ୍କରେ ବନ୍ୟା ପ୍ରଭାବିତ ପରିଦର୍ଶନ କରି ଲୋକଙ୍କ ସହ ଆଲୋଚନା କଲେ , ଆଠଗଡ଼ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଶ୍ରୀଯୁକ୍ତ ଅଭୟ କୁମାର ବାରିକ। ପ୍ରତ୍ୟେକ ବନ୍ୟା ବିପନ୍ନଙ୍କ ନିକଟରେ ଆବଶ୍ୟକ ରିଲିଫ୍ ସାମଗ୍ରୀ ଶୀଘ୍ର ପହଞ୍ଚାଇବା ଏବଂ ଖଣ୍ଡହତା ରେ ନଦୀବନ୍ଧ ଭାଙ୍ଗିଛି ସେ ବିଷୟ ରେ ତିଗିରିଆ ତହସିଲଦାରଙ୍କ ସହିତ ଆଲୋଚନା କଲେ, ଆଠଗଡ଼ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଶ୍ରୀଯୁକ୍ତ ଅଭୟ କୁମାର ବାରିକ।1
- ବିଦୟ ଦିନରେ ମୁଣ୍ଡିଆ ମାରି ଚାଳିଶି ବର୍ଷର ଅତିଥି କଥା ଶ୍ରୀଧର ସାର୍...1
- *ସାମ୍ପ୍ରତିକ ବନ୍ୟା ପରିସ୍ଥିତିରେ ଜଳ ପରିଚାଳନା ବ୍ୟବସ୍ଥାର ଉଚ୍ଚସ୍ତରୀୟ ସମୀକ୍ଷା*1
- କୁଆଖାଇ, ଦୟା, ଭାର୍ଗବୀ, ନଦୀରେ ବନ୍ୟାଜଳ ପ୍ରବେଶ, ବଢୁଛି ଜଳସ୍ତର। ବାଲିଅନ୍ତା ୩୧/୦୭( ଗୋବର୍ଦ୍ଧନ ଦାସ) : ଗୁରୁବାର ଦିନ ଚାଳିତ ବର୍ଷ କୁଆଖାଇ, ଦୟା, ଭାର୍ଗବୀ ନଦୀରେ ହୀରାକୁଦର ବନ୍ୟା ଜଳ ପ୍ରବେଶ ହୋଇଛି। ଏହି ଦୃଶ୍ୟକୁ ଦେଖିବା ପାଇଁ ଓ ଫୋଟ ଉତ୍ତଳନ ପାଇଁ ଦୟା , ଭାର୍ଗବୀ , କୁଆଖାଇ ଆଦି ନଦୀର ବ୍ରିଜରେ ପଥଚାରି ମାନଙ୍କ ଭିଡ ଦେଖିବାକୁ ମିଳିଥିଲା। ଉକ୍ତ ନଦୀରେ ବନ୍ୟା ଜଳ ଦ୍ରୁତ ବେଗରେ ବୃଦ୍ଧି ଦ୍ବରା ତତ୍ପର ହୋଇ ଉଠିଛି ସ୍ଥାନୀୟ ଅଞ୍ଚଳର ବ୍ଳକ୍ ଓ ତହସିଲ ପ୍ରଶାସନ । ଉକ୍ତ ନଦୀର କୂଳରେ ଥିବା ଜନବସତି ଅଞ୍ଚଳକୁ ଜନ ପ୍ରତିନିଧିଙ୍କ ମାଧ୍ୟମରେ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ସତର୍କ ସୂଚନା ଦିଆଯାଇ ଥିବା ଖବର ମିଳିଛି । ନଦୀ କୂଳ ମାନଙ୍କରେ ଚାଷ କରାଯାଇଥିବା ବିଭିନ୍ନ କିସମର ପନିପରିବା କ୍ଷେତରେ ବନ୍ୟା ଜଳ ପଶି କେତେକ ଅଂଶ ଚାଷଜମି ଗୁଡିକ ନଷ୍ଟ ହଇଥିବା ସାଧାରଣରେ ଆଲୋଚନା ହେଉଛି । ଆଗକୁ ଯଦି ନଦୀରେ ବନ୍ୟା ଜଳର ପରିମାଣ ଅଧିକ ବୃଦ୍ଧି ଘଟେ ଏହାକୁ ନେଇ ଚିନ୍ତାରେ ଚାଷୀକୁଳ ପରିବାର ଓ ନଦୀ କୂଳିଆ ବାସିନ୍ଦା।1
- ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରାମ ପଞ୍ଚାୟତ ପ୍ରତାପରୁଦ୍ରପୁର ରେ ୧୨ ଗୋଟି ୱ।ର୍ଡ ଏହି ୱାର୍ଡରେ ଭତା ବ୍ୟାଙ୍କରେ ପାଉଥିବା ଲୋକେ ପ୍ରତିମାସରେ ଭତା ମିଳିପାରୁନାହିଁ ଏହି ଲୋକ କାହୁତରଣ ନାୟକ ସମାଜ ସେବୀ କ୍ଷୀରୋଦ ଚନ୍ଦ୍ର ପଣ୍ଡା ତା୩୧/୭/୨୦୨୬1
- ଢେଙ୍କାନାଳ ବାହୁଡା଼ ଯାତ୍ରା ଶେଷ ଦିନ ରେ କଳାକାର ଙ୍କ ଦ୍ଵାରା ଭାବପୂର୍ଣ୍ଣ କଳା ପଦର୍ଶନ1
- ଢେଙ୍କାନାଳ ବ୍ରାହ୍ମଣୀ ନଦୀରେ ବନ୍ୟ ନିଖୋଜ ଏଥି ସହ ସାପୁଆ ରେ ମଧ୍ୟ ବନ୍ୟା ନିଖୋଜ ଜଣେ1