ରାସ୍ତା ରୁ ହଟିଲା ଶବ ଧରି ବସିଥିବା ଲୋକଙ୍କ ପ୍ରତିବାଦ। ହାଟଡିହୀ : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮) ରବିବାର ହାଇୱା ଧକ୍କାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।କ୍ଷତିପୂରଣ ପ୍ରଦାନ ଏବଂ ବାଲି ପରିବହନରେ କଟକଣା ଦାବିରେ ମୃତଦେହ ରଖି ରାସ୍ତାରୋକୋ ଆନ୍ଦୋଳନ ସୋମବାର ପ୍ରତ୍ୟାହୃତ ହୋଇଛି । ଏଥିସହ ଦୁର୍ଘଟଣା ଘଟାଇଥିବା ହାଇୱା ମାଲିକ ମୃତକଙ୍କ ପରିବାରକୁ ଅଢେଇ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିବା ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା ଏବଂ ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ପ୍ରକାଶ କରିଛନ୍ତିନା ଯୋଗ୍ୟ, ସାଇକେଲ ଆରୋହୀ ଆନନ୍ଦ ଶାଳନିଆଁ ବଜାରରୁ ନିଜ ଘରକୁ ସାଇକେଲ ଚଳାଇ ଫେରୁଥିଲେ। ପଛପଟୁ ବାଲି ଘାଟକୁ ଯାଉଥିବା ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଆନନ୍ଦଙ୍କ ଉପରେ ଚଢ଼ି ଯାଇଥିଲା । ସ୍ଥାନୀୟ ଲୋକ ବିଷ୍ଣୁପୁର ବାଲି ଘାଟକୁ ଯାଇଥିବା ହନୁମାନ ଛକ ରାସ୍ତାରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଆନ୍ଦୋଳନସ୍ଥଳରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠି, ହରମୋହନ ଶାସିନୀ, ଯୁଧିଷ୍ଠିର ମଲ୍ଲିକ, ଜ୍ଞାନ ରଞ୍ଜନ ସାମନ୍ତସିଂହାର, ସୁନୀଲ ନାୟକ,ସୁଶାନ୍ତ ସାହୁ, ହାଟଡିହୀ ବିଡ଼ିଓ ରଞ୍ଜନ ପରିଡା, ଆନନ୍ଦପୁର ବିଜେଡି ବିଧାୟକ ଅଭିମନ୍ୟୁ ସେଠି, ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା, ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି, କେନ୍ଦୁଝର ବିଜେଡି ଛାତ୍ର ଜିଲା ସଭାପତି ଅମରେନ୍ଦ୍ର ଧଳ, ଭଣ୍ଡାରୀପୋଖରୀ ବିଧାୟକ ସଞ୍ଜୀବ ମଲିକଙ୍କ ବନ୍ତ ବ୍ଲକ ପ୍ରତିନିଧି ସ୍ମୃତି ରଞ୍ଜନ ସ୍ବାଇଁ, ପୂର୍ବତନ ସମିତି ସଭ୍ୟ ବୀରେନ୍ଦ୍ର ବିଶ୍ୱାଳ ପ୍ରମୁଖ ଆନ୍ଦୋଳନକାରୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ।
ରାସ୍ତା ରୁ ହଟିଲା ଶବ ଧରି ବସିଥିବା ଲୋକଙ୍କ ପ୍ରତିବାଦ। ହାଟଡିହୀ : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮) ରବିବାର ହାଇୱା ଧକ୍କାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।କ୍ଷତିପୂରଣ ପ୍ରଦାନ ଏବଂ ବାଲି ପରିବହନରେ କଟକଣା ଦାବିରେ ମୃତଦେହ ରଖି ରାସ୍ତାରୋକୋ ଆନ୍ଦୋଳନ ସୋମବାର ପ୍ରତ୍ୟାହୃତ ହୋଇଛି । ଏଥିସହ ଦୁର୍ଘଟଣା ଘଟାଇଥିବା ହାଇୱା ମାଲିକ ମୃତକଙ୍କ ପରିବାରକୁ ଅଢେଇ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିବା ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା ଏବଂ ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ପ୍ରକାଶ କରିଛନ୍ତିନା ଯୋଗ୍ୟ, ସାଇକେଲ ଆରୋହୀ ଆନନ୍ଦ ଶାଳନିଆଁ ବଜାରରୁ ନିଜ ଘରକୁ
ସାଇକେଲ ଚଳାଇ ଫେରୁଥିଲେ। ପଛପଟୁ ବାଲି ଘାଟକୁ ଯାଉଥିବା ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଆନନ୍ଦଙ୍କ ଉପରେ ଚଢ଼ି ଯାଇଥିଲା । ସ୍ଥାନୀୟ ଲୋକ ବିଷ୍ଣୁପୁର ବାଲି ଘାଟକୁ ଯାଇଥିବା ହନୁମାନ ଛକ ରାସ୍ତାରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଆନ୍ଦୋଳନସ୍ଥଳରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠି, ହରମୋହନ ଶାସିନୀ, ଯୁଧିଷ୍ଠିର ମଲ୍ଲିକ, ଜ୍ଞାନ ରଞ୍ଜନ ସାମନ୍ତସିଂହାର, ସୁନୀଲ ନାୟକ,ସୁଶାନ୍ତ ସାହୁ, ହାଟଡିହୀ ବିଡ଼ିଓ ରଞ୍ଜନ ପରିଡା, ଆନନ୍ଦପୁର ବିଜେଡି ବିଧାୟକ ଅଭିମନ୍ୟୁ ସେଠି, ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା, ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି, କେନ୍ଦୁଝର ବିଜେଡି ଛାତ୍ର ଜିଲା ସଭାପତି ଅମରେନ୍ଦ୍ର ଧଳ, ଭଣ୍ଡାରୀପୋଖରୀ ବିଧାୟକ ସଞ୍ଜୀବ ମଲିକଙ୍କ ବନ୍ତ ବ୍ଲକ ପ୍ରତିନିଧି ସ୍ମୃତି ରଞ୍ଜନ ସ୍ବାଇଁ, ପୂର୍ବତନ ସମିତି ସଭ୍ୟ ବୀରେନ୍ଦ୍ର ବିଶ୍ୱାଳ ପ୍ରମୁଖ ଆନ୍ଦୋଳନକାରୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ।
- ହାଟଡିହୀ : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮) ରବିବାର ହାଇୱା ଧକ୍କାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।କ୍ଷତିପୂରଣ ପ୍ରଦାନ ଏବଂ ବାଲି ପରିବହନରେ କଟକଣା ଦାବିରେ ମୃତଦେହ ରଖି ରାସ୍ତାରୋକୋ ଆନ୍ଦୋଳନ ସୋମବାର ପ୍ରତ୍ୟାହୃତ ହୋଇଛି । ଏଥିସହ ଦୁର୍ଘଟଣା ଘଟାଇଥିବା ହାଇୱା ମାଲିକ ମୃତକଙ୍କ ପରିବାରକୁ ଅଢେଇ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିବା ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା ଏବଂ ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ପ୍ରକାଶ କରିଛନ୍ତିନା ଯୋଗ୍ୟ, ସାଇକେଲ ଆରୋହୀ ଆନନ୍ଦ ଶାଳନିଆଁ ବଜାରରୁ ନିଜ ଘରକୁ ସାଇକେଲ ଚଳାଇ ଫେରୁଥିଲେ। ପଛପଟୁ ବାଲି ଘାଟକୁ ଯାଉଥିବା ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଆନନ୍ଦଙ୍କ ଉପରେ ଚଢ଼ି ଯାଇଥିଲା । ସ୍ଥାନୀୟ ଲୋକ ବିଷ୍ଣୁପୁର ବାଲି ଘାଟକୁ ଯାଇଥିବା ହନୁମାନ ଛକ ରାସ୍ତାରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଆନ୍ଦୋଳନସ୍ଥଳରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠି, ହରମୋହନ ଶାସିନୀ, ଯୁଧିଷ୍ଠିର ମଲ୍ଲିକ, ଜ୍ଞାନ ରଞ୍ଜନ ସାମନ୍ତସିଂହାର, ସୁନୀଲ ନାୟକ,ସୁଶାନ୍ତ ସାହୁ, ହାଟଡିହୀ ବିଡ଼ିଓ ରଞ୍ଜନ ପରିଡା, ଆନନ୍ଦପୁର ବିଜେଡି ବିଧାୟକ ଅଭିମନ୍ୟୁ ସେଠି, ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା, ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି, କେନ୍ଦୁଝର ବିଜେଡି ଛାତ୍ର ଜିଲା ସଭାପତି ଅମରେନ୍ଦ୍ର ଧଳ, ଭଣ୍ଡାରୀପୋଖରୀ ବିଧାୟକ ସଞ୍ଜୀବ ମଲିକଙ୍କ ବନ୍ତ ବ୍ଲକ ପ୍ରତିନିଧି ସ୍ମୃତି ରଞ୍ଜନ ସ୍ବାଇଁ, ପୂର୍ବତନ ସମିତି ସଭ୍ୟ ବୀରେନ୍ଦ୍ର ବିଶ୍ୱାଳ ପ୍ରମୁଖ ଆନ୍ଦୋଳନକାରୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ।2
- Mamma Special Birthday Cake by @shivinaren_cakeartist https://www.instagram.com/reel/DSEf5uukU2V/?igsh=MTJob203bWt4OGYybg==1
- ଘଟଗାଁ / ମା ତାରିଣୀ ପ୍ରେସ କ୍ଳବ ଆନୁକୂଲ୍ୟରେ ସ୍ଵଛତା କାର୍ଯ୍ୟକ୍ରମ, ଗଣତନ୍ତ୍ର ଦିବସ ଅବସରରେ ଘଟଗାଁ ବସ ଷ୍ଟାଣ୍ଡ ଓ ବଜାର କୁ ସଫେଇ କଲେ ପ୍ରେସ କ୍ଳବ କର୍ମକର୍ତା ଓ କୋର କମିଟି ସଦସ୍ୟ! କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଘଟଗାଁ ଏସ ଡି ପି ଓ ବିଜୟକୃଷ୍ଣ ମହାପାତ୍ର, ସମ୍ମାନିତ ଅତିଥି ଭାବେ ଘଟଗାଁ ଆଇ ଆଇ ସି ଶୁଭ୍ରାନ୍ତ କୁମାର ଜେନା, ଓ ମୁକୁନ୍ଦପୁର ପାଟଣା ସରପଞ୍ଚ ଅର୍ଣ୍ଣପୂର୍ଣା ଦେହୁରୀ ! ଯୋଗଦେଇ କାର୍ଯ୍ୟକ୍ରମ ର ଶୁଭଆରମ୍ଭ କଲେ2
- #ଏକ_ନମ୍ବର_କିଛି_ନାହିଁ ବରୁଣେଶ୍ୱର ମେଳାରେ ଅପେରା ଶ୍ରୀମନ୍ଦିର ଏବଂ ସିଂହ ବାହିନୀକୁ ଯାତ୍ରା କମିଟି ପକ୍ଷରୁ ସମ୍ବର୍ଦ୍ଧନା କରାଯାଇଛି।ତେବେ ଏକ ନମ୍ବର କୁ ନେଇ କିଛି ଏଭଳି କହିଛନ୍ତି ଅଭିନେତା କାହ୍ନା ସ୍ବାଇଁ। #BaruneswarMela #Jajpur #Srimandira #Singhabahini #ActorKahna #PiyushTripathy1
- ନଗଡା ରେ ଗଣତନ୍ତ୍ର ଦିବସ ପାଳନ କଲେ ; ଭୁବନେଶ୍ୱର ରୁ ଆସିଥିବା କିଛି NGO ସଂସ୍ଥା #sukinda #nagada #NGO #Bhubaneswar #Kaliapani #helpfororganisation1
- #ପତାକା_ଉତ୍ତୋଳନ_କଲେ_ସମାଜ ସେବୀ ମିଥୁନ ଜେନା #୭୭ତମ ସାଧାରଣତନ୍ତ୍ର ଦିବସ। କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି। #RepublicDay #77thRepublicDay #PresidentOf Bhadrak Zila Rakta Sangathan Charitable Trust,Odisha I #Mithun jena#National1
- भारत की संस्कृति और हिंदी भाषा ने अंतरिक्ष में ऐतिहासिक पहचान बनाई 🇮🇳🚀।1931 की फ़िल्म आलम आरा का गीत “जात कहाँ हो” दुनिया का एकमात्र हिंदी गीत है, जो धरती से निकलकर हमारे सौरमंडल के बाहर पहुंच चुका है। यह गीत वॉयेजर-1 के गोल्डन रिकॉर्ड के साथ आज भी अंतरतारकीय अंतरिक्ष में तैर रहा है, जहां भारत की आवाज़ सितारों के बीच गूंज रही है 🎵🌌। #HindiPride #IndianCulture #Voyager1 #GoldenRecord #SpaceHistory #DesiPride #IndiaInSpace #MusicInSpace #Explore1
- ଯାଜପୁର ଜିଲ୍ଲା କାଳିଆପାଣି ପଞ୍ଚାୟତ ଅନ୍ତର୍ଗତ ରୟାଲ କଳିଙ୍ଗ ୟୁଥ କ୍ଳବ ପକ୍ଷରୁ ପବିତ୍ର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଅଛି #republicday #Kaliapani #odisha #celebration #kalingayouthclub1