ନିଟ୍ ଉତ୍ତୀର୍ଣ୍ଣ ଛାତ୍ରୀଙ୍କୁ ଲାପଟୋପ ପ୍ରଦାନ କଲେ ବିଧାୟକ ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ଉତ୍ସାହ ବଢ଼ାଇବା ସହ ମେଧାବୀ ପ୍ରତିଭାଙ୍କୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଧର୍ମଶାଳାର ପ୍ରିୟ ବିଧାୟକ ଶ୍ରୀ ହିମାଂଶୁ ଶେଖର ସାହୁ ଏକ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ଧର୍ମଶାଳା: ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ଉତ୍ସାହ ବଢ଼ାଇବା ସହ ମେଧାବୀ ପ୍ରତିଭାଙ୍କୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଧର୍ମଶାଳାର ପ୍ରିୟ ବିଧାୟକ ଶ୍ରୀ ହିମାଂଶୁ ଶେଖର ସାହୁ ଏକ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ମଧୁପୁରଗଡ଼ ଗ୍ରାମପଞ୍ଚାୟତ ଅନ୍ତର୍ଗତ କୁକୁଡ଼ାଖାଳେଇ ଗ୍ରାମର ମେଧାବୀ ଛାତ୍ରୀ ରୋନାଲି ବେହେରା ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଥିବାରୁ ତାଙ୍କୁ ଏକ ଲାପଟୋପ ପ୍ରଦାନ କରିଛନ୍ତି ବିଧାୟକ। ଛାତ୍ରୀ ରୋନାଲିଙ୍କ ଡାକ୍ତର ହେବାର ସ୍ୱପ୍ନକୁ ଆହୁରି ସୁଦୃଢ଼ କରିବା ସହ ଉଚ୍ଚଶିକ୍ଷା କ୍ଷେତ୍ରରେ ଲାପଟୋପଟି ତାଙ୍କ ପାଇଁ ଉପଯୋଗୀ ହେବ ବୋଲି ବିଧାୟକ ଶ୍ରୀ ସାହୁ କହିଥିଲେ। ମେଧା, ପରିଶ୍ରମ ଓ ଦୃଢ଼ ଇଚ୍ଛାଶକ୍ତି ଦ୍ୱାରା ଛାତ୍ରଛାତ୍ରୀମାନେ ନିଜ ଅଞ୍ଚଳର ନାମକୁ ଗୌରବାନ୍ୱିତ କରିପାରିବେ ବୋଲି ସେ ପ୍ରକାଶ କରିଥିଲେ। ବିଧାୟକଙ୍କ ଏହି ପଦକ୍ଷେପ ରୋନାଲିଙ୍କ ପରିବାର ସମେତ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ସୃଷ୍ଟି କରିଛି। ମେଧାବୀ ଛାତ୍ରଛାତ୍ରୀଙ୍କୁ ଏଭଳି ପ୍ରୋତ୍ସାହନ ଦେବା ଦ୍ୱାରା ଅନ୍ୟ ଛାତ୍ରଛାତ୍ରୀମାନେ ମଧ୍ୟ ଶିକ୍ଷା କ୍ଷେତ୍ରରେ ଆଗକୁ ବଢ଼ିବାକୁ ପ୍ରେରଣା ପାଇବେ।

- ଚନ୍ଦ୍ରକୁ ଘୋଡାଇ ଦେବ ପୃଥିବୀର ଛାଇ ଆକାଶରେ ଦେଖାଯିବ ବିରଳ ମହାଜାଗତିକ ଦୃଶ୍ୟ। ଅଗଷ୍ଟ ୨୮ରେ ହେବ ଚନ୍ଦ୍ରଗ୍ରହଣ। ମହାକାଶ ପ୍ରେମୀ ଓ ଜ୍ୟୋତିର୍ବିଜ୍ଞାନୀଙ୍କ ପାଇଁ ଅଗଷ୍ଟ ମାସ ଆଣିବାକୁ ଯାଉଛି ଏକ ଚମତ୍କାର ମହାଜାଗତିକ ଦୃଶ୍ୟ। ଅଗଷ୍ଟ ୨୭-୨୮ ରାତିରେ ଆକାଶରେ ଦେଖାଯିବ ତୀବ୍ର ଆଂଶିକ ଚନ୍ଦ୍ରଗ୍ରହଣ। ଏହି ସମୟରେ ପୂର୍ଣ୍ଣଚନ୍ଦ୍ର ପୃଥିବୀର ଛାଇ ମଧ୍ୟଦେଇ ଗତି କରିବାରୁ ଚନ୍ଦ୍ରର ବଡ଼ ଅଂଶ ଗାଢ଼ ଲାଲ୍ ରଙ୍ଗରେ ଦେଖାଯିବ। ଏହି କାରଣରୁ ଏହାକୁ ‘ରକ୍ତ ଚନ୍ଦ୍ର’ ବୋଲି କୁହାଯାଏ। ଗ୍ରହଣର ଚରମ ସମୟରେ ଚନ୍ଦ୍ରର ପ୍ରାୟ ୯୬ ପ୍ରତିଶତ ଅଂଶ ପୃଥିବୀର ଛାଇରେ ରହିବ। ଫଳରେ ଚନ୍ଦ୍ରର କେବଳ ଏକ ପତଳା ଅଂଶ ସିଧାସଳଖ ସୂର୍ଯ୍ୟାଲୋକ ପାଇବ।ସୂର୍ଯ୍ୟ, ପୃଥିବୀ ଓ ଚନ୍ଦ୍ର ପ୍ରାୟ ଏକ ସରଳ ରେଖାରେ ଆସିଲେ ଚନ୍ଦ୍ରଗ୍ରହଣ ।1
- ଏହି ଦିନ ବନ୍ଧାହେବ ରାକ୍ଷୀ (ହଟିବ ଦ୍ଵନ୍ଦ )🌺🌺🌺🌺🌺🌺🌺🌺🌺1
- ମହାପୁରୁଷ ମହମ୍ମଦ ଙ୍କ ୧୫୦୧ ତମ ଜନ୍ମଦିନ ରେ । ଧୁମଧାମରେ ପାଳନ ଦେଖିବାକୁ ମିଳିଛି। କୋରେଇ ବ୍ଲକ ଅନ୍ତର୍ଗତ ବରୁଣ୍ଡେଇ ଗ୍ରାମ ପଞ୍ଚାୟତ ରେ।#HazratMuhammad #ProphetMuhammad #Allah #AllahBlessings #MiladUnNabi #EidMiladUnNabi #Barundei #Korei #Jajpur #Odisha #News19ଓଡ଼ିଶା1
- ମହାପୁରୁଷ ମହମ୍ମଦଙ୍କ ଜନ୍ମଦିନ ଉତ୍ସବ ପାଳନ କଲେ କୋରେଇ ଅଞ୍ଚବାସୀ ଏବଂ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଭବ ପ୍ରସାଦ ଦାସ।#korai #EidMiladUnNabi #muslimcommunity #focusଯାଜପୁର1
- ସାମ୍ବାଦିକଙ୍କୁ ମାଡ଼ ଘଟଣା: ସଞ୍ଜୟଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ନାହିଁ, କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର l #JournalistAttack #JournalistSafety #PressFreedom #JournalistProtection #OdishaNews #Odisha #Jajpur #JajpurNews #BreakingNews #NewsUpdate #MediaFreedom #PressFreedomIndia #Journalism #news7odia #SCBMedical #JusticeForJournalist #StrictAction #JournalistRights1
- ନେପାଳରେ ବନ୍ୟା ବିତ୍ପାତ: ୨୮୮ ଭାରତୀୟଙ୍କ ସହ ଯୋଗାଯୋଗ ନାହିଁ.. ନେପାଳ ବନ୍ୟାରେ ୨୮୮ ଭାରତୀୟଙ୍କ ମିଳୁନି ପତ୍ତା । ଏମାନଙ୍କ ଭିତରେ ତ୍ରିଶୂଳୀ-୧ ପାଓ୍ୱାର ପ୍ରୋଜେକ୍ଟରେ କାମ କରୁଥିଲେ ୭୩ ଜଣ। ଯୋଗାଯୋଗ ସମ୍ପୂର୍ଣ୍ଣ ବିଛିନ୍ନ ଓ ବାଧାପ୍ରାପ୍ତରୁ ଗ୍ରାଉଣ୍ଡରେ ଥିବା ଲୋକଙ୍କ ସହ ସମ୍ପର୍କ ହୋଇପାରୁନି। ଦୁଇଟି ଗ୍ରୁପରେ ତାମିଲନାଡ଼ୁରୁ ଯାଇଥିଲେ ୮୬। ଗୋଟିଏ ଗ୍ରୁପରେ ୩୭ ଓ ଅନ୍ୟ ଗ୍ରୁପରେ ୪୯। ସମ୍ରାଟ ଟ୍ରାଭେଲ୍ସ ଓ ଫ୍ଲାଏ ଏଭରେଷ୍ଟ ଟ୍ରାଭେଲ ଏଜେଣ୍ଟ ଜରିଆରେ ଯାଇଥିଲେ। ପଶ୍ଚିମବଙ୍ଗରୁ ସମ୍ରାଟ ଟ୍ରାଭେଲ ଏଜେଣ୍ଟ ଜରିଆରେ ଯାଇଥିଲେ ୩୨। ଏମାନେ ରସୁଓ୍ୱା ଜିଲ୍ଲାର ତିମୁରେରେ ଥିଲେ। ଯେଉଁଠି ଫ୍ଲାସଫ୍ଲଡ୍ ଆସିଥିଲା। ୬୧ ଜଣ ରିଚା ଟୁରସ ଜରିଆରେ ନେପାଳ ପହଞ୍ଚିଥିଲେ। ୫ଟି ବଡ଼ ଗ୍ରୁପ ବାବଦରେ ଏବେ ସୁଦ୍ଧା କୌଣସି ସୂଚନା ନାହିଁ ବୋଲି କହିଲେ ବିଦେଶ ମନ୍ତ୍ରାଳୟ ମୁଖପାତ୍ର ରଣଧୀର ଜୟସଓ୍ୱାଲ। ଭୁବନେଶ୍ୱର, ଓଡ଼ିଶା #Bhubaneswar #Odisha1
- କଟକ ଜିଲ୍ଲା ବିଜେପି ସଭାପତି ସୁକାନ୍ତ ବିଶ୍ୱାଳଙ୍କ ନେତୃତ୍ୱରେ ଜିଲ୍ଲା ବିଜେପି ପକ୍ଷରୁ ବରିଷ୍ଠ ବିଜେପି ନେତା ପ୍ରଭାତ ରଂଜନ ବିଶ୍ୱାଳଙ୍କୁ ଭବ୍ୟ ସମ୍ବର୍ଦ୍ଧନା କଟକ ଜିଲ୍ଲା ବିଜେପି ସଭାପତି ସୁକାନ୍ତ ବିଶ୍ୱାଳଙ୍କ ନେତୃତ୍ୱରେ ଜିଲ୍ଲା ବିଜେପି ପକ୍ଷରୁ ବରିଷ୍ଠ ବିଜେପି ନେତା ପ୍ରଭାତ ରଂଜନ ବିଶ୍ୱାଳଙ୍କୁ ଭବ୍ୟ ସମ୍ବର୍ଦ୍ଧନା #LatestNews #UpdateNews #apanankakhabara #cuttack #news #OdishaNews #odisha1
- ଯାତ୍ରା ମଞ୍ଚରୁ ପଡିଗଲେ ପିୟୂଷ :ଯାତ୍ରା ପରିବେଷଣ ସମୟରେ ମଞ୍ଚରେ ହଠାତ୍ ମୁଣ୍ଡ ବୁଲାଇବାରୁ ଅସୁସ୍ଥ ହୋଇଗଲେ । ଯାତ୍ରା ପରିବେଷଣ ସମୟରେ ମଞ୍ଚରେ ହଠାତ୍ ଅସୁସ୍ଥ ହୋଇ ପଡ଼ିଯାଇଛନ୍ତି ଲୋକପ୍ରିୟ ଯାତ୍ରା ଅଭିନେତା ପୀୟୁଷ ତ୍ରିପାଠୀ ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ବାସୁପାଲି ଗାଁ।ମଞ୍ଚରେ ଅଭିନୟ କରୁଥିବା ସମୟରେ ହଠାତ୍ ମୁଣ୍ଡ ବୁଲାଇବାରୁ ସେ ଳଳି ପଡ଼ିଥିଲେ।ଅଭିନେତା ଅସୁସ୍ଥ ହେବା ପରେ ସେଠାରେ ଯାତ୍ରା ପରିବେଷଣ ବନ୍ଦ କରାଯାଇଥିଲା।1