logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ରାଧାକୃଷ୍ଣ ମେଳଣ ପଡିଆ ରେ ରାଧାକୃଷ୍ଣ ଆଞ୍ଚଳିକ କମିଟି ତରଫରୁ ୨୪ ତମ ମେଳଣ ଉତ୍ସବ ଅନୁଷ୍ଠିତ ଯାଜପୁର ଜିଲ୍ଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ର ଏଣ୍ଡଳବା ପଂଚାୟତ ଅଧୀନ ତେଣ୍ଟଳ ରାଧାକୃଷ୍ଣ ମେଳଣ ପଡିଆ ରେ ରାଧାକୃଷ୍ଣ ଆଞ୍ଚଳିକ କମିଟି ତରଫରୁ ୨୪ ତମ ମେଳଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଐତିହାସିକ ଓ ସାଂସ୍କୃତିକ ପରମ୍ପରାରେ ଭାଇଚାରା ରେ ପଡୋଶୀ ସମସ୍ତ ଗ୍ରାମ ଓ ମେଲଣରେ ଆଖପାଖ ଅଞ୍ଚଳର ବହୁ ହଜାର ହଜାର ଲୋକଙ୍କ ସମାଗମ ଦେଖିବାକୁ ମିଳିଥିଲା ।ସୁସଜ୍ଜିତ ବିମାନରେ ରାଧାକୃଷ୍ଣଙ୍କୁ ଧରି ଶୋଭାଯାତ୍ରାରେ ଆସି ଥାନପତି ଭାବେ ଟେଣ୍ଟଳ ଗ୍ରାମର ଆରାଧ୍ୟ ଠାକୁର ଶ୍ରୀ ରାଧାକୃଷ୍ଣ ଜୀଉ ଯୋଗ ଦେଇଥିଲେ । ଏହି ଭାଇଚାରାର ପ୍ରତୀକ ଭାବେ ପଡୋଶୀ ଗ୍ରାମର ଜୀଉ ମାନେ ବିମାନ ରେ ପାଟ ପଟୁଆର ରେ ଆସି ଏକାଠି ହୋଇଥିଲେ । ଏହା ସ୍ଥାନୀୟ ଲୋକଙ୍କ ପାଇଁ ଏକ ମୁଖ୍ୟ ଆକର୍ଷଣ।

21 hrs ago
user_ସୁଧାଂଶୁ ଶେଖର ନାୟକ
ସୁଧାଂଶୁ ଶେଖର ନାୟକ
Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
21 hrs ago

ରାଧାକୃଷ୍ଣ ମେଳଣ ପଡିଆ ରେ ରାଧାକୃଷ୍ଣ ଆଞ୍ଚଳିକ କମିଟି ତରଫରୁ ୨୪ ତମ ମେଳଣ ଉତ୍ସବ ଅନୁଷ୍ଠିତ ଯାଜପୁର ଜିଲ୍ଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ର ଏଣ୍ଡଳବା ପଂଚାୟତ ଅଧୀନ ତେଣ୍ଟଳ ରାଧାକୃଷ୍ଣ ମେଳଣ ପଡିଆ ରେ ରାଧାକୃଷ୍ଣ ଆଞ୍ଚଳିକ କମିଟି ତରଫରୁ ୨୪ ତମ ମେଳଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଐତିହାସିକ ଓ ସାଂସ୍କୃତିକ ପରମ୍ପରାରେ ଭାଇଚାରା ରେ ପଡୋଶୀ ସମସ୍ତ ଗ୍ରାମ ଓ ମେଲଣରେ ଆଖପାଖ ଅଞ୍ଚଳର ବହୁ ହଜାର ହଜାର ଲୋକଙ୍କ ସମାଗମ ଦେଖିବାକୁ ମିଳିଥିଲା ।ସୁସଜ୍ଜିତ ବିମାନରେ ରାଧାକୃଷ୍ଣଙ୍କୁ ଧରି ଶୋଭାଯାତ୍ରାରେ ଆସି ଥାନପତି ଭାବେ ଟେଣ୍ଟଳ ଗ୍ରାମର ଆରାଧ୍ୟ ଠାକୁର ଶ୍ରୀ ରାଧାକୃଷ୍ଣ ଜୀଉ ଯୋଗ ଦେଇଥିଲେ । ଏହି ଭାଇଚାରାର ପ୍ରତୀକ ଭାବେ ପଡୋଶୀ ଗ୍ରାମର ଜୀଉ ମାନେ ବିମାନ ରେ ପାଟ ପଟୁଆର ରେ ଆସି ଏକାଠି ହୋଇଥିଲେ । ଏହା ସ୍ଥାନୀୟ ଲୋକଙ୍କ ପାଇଁ ଏକ ମୁଖ୍ୟ ଆକର୍ଷଣ।

More news from ଓଡ଼ିଶା and nearby areas
  • ଯାଜପୁର ଜିଲ୍ଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ର ଏଣ୍ଡଳବା ପଂଚାୟତ ଅଧୀନ ତେଣ୍ଟଳ ରାଧାକୃଷ୍ଣ ମେଳଣ ପଡିଆ ରେ ରାଧାକୃଷ୍ଣ ଆଞ୍ଚଳିକ କମିଟି ତରଫରୁ ୨୪ ତମ ମେଳଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଐତିହାସିକ ଓ ସାଂସ୍କୃତିକ ପରମ୍ପରାରେ ଭାଇଚାରା ରେ ପଡୋଶୀ ସମସ୍ତ ଗ୍ରାମ ଓ ମେଲଣରେ ଆଖପାଖ ଅଞ୍ଚଳର ବହୁ ହଜାର ହଜାର ଲୋକଙ୍କ ସମାଗମ ଦେଖିବାକୁ ମିଳିଥିଲା ।ସୁସଜ୍ଜିତ ବିମାନରେ ରାଧାକୃଷ୍ଣଙ୍କୁ ଧରି ଶୋଭାଯାତ୍ରାରେ ଆସି ଥାନପତି ଭାବେ ଟେଣ୍ଟଳ ଗ୍ରାମର ଆରାଧ୍ୟ ଠାକୁର ଶ୍ରୀ ରାଧାକୃଷ୍ଣ ଜୀଉ ଯୋଗ ଦେଇଥିଲେ । ଏହି ଭାଇଚାରାର ପ୍ରତୀକ ଭାବେ ପଡୋଶୀ ଗ୍ରାମର ଜୀଉ ମାନେ ବିମାନ ରେ ପାଟ ପଟୁଆର ରେ ଆସି ଏକାଠି ହୋଇଥିଲେ । ଏହା ସ୍ଥାନୀୟ ଲୋକଙ୍କ ପାଇଁ ଏକ ମୁଖ୍ୟ ଆକର୍ଷଣ।
    1
    ଯାଜପୁର ଜିଲ୍ଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ର ଏଣ୍ଡଳବା ପଂଚାୟତ ଅଧୀନ ତେଣ୍ଟଳ ରାଧାକୃଷ୍ଣ ମେଳଣ ପଡିଆ ରେ ରାଧାକୃଷ୍ଣ ଆଞ୍ଚଳିକ କମିଟି ତରଫରୁ ୨୪ ତମ ମେଳଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଐତିହାସିକ ଓ ସାଂସ୍କୃତିକ ପରମ୍ପରାରେ ଭାଇଚାରା ରେ ପଡୋଶୀ ସମସ୍ତ ଗ୍ରାମ ଓ ମେଲଣରେ ଆଖପାଖ ଅଞ୍ଚଳର ବହୁ ହଜାର ହଜାର  ଲୋକଙ୍କ ସମାଗମ ଦେଖିବାକୁ ମିଳିଥିଲା ।ସୁସଜ୍ଜିତ ବିମାନରେ ରାଧାକୃଷ୍ଣଙ୍କୁ ଧରି ଶୋଭାଯାତ୍ରାରେ ଆସି ଥାନପତି  ଭାବେ ଟେଣ୍ଟଳ ଗ୍ରାମର ଆରାଧ୍ୟ ଠାକୁର ଶ୍ରୀ ରାଧାକୃଷ୍ଣ ଜୀଉ ଯୋଗ ଦେଇଥିଲେ । ଏହି ଭାଇଚାରାର ପ୍ରତୀକ ଭାବେ ପଡୋଶୀ ଗ୍ରାମର ଜୀଉ ମାନେ ବିମାନ ରେ ପାଟ ପଟୁଆର ରେ ଆସି ଏକାଠି ହୋଇଥିଲେ । ଏହା ସ୍ଥାନୀୟ ଲୋକଙ୍କ ପାଇଁ ଏକ ମୁଖ୍ୟ ଆକର୍ଷଣ।
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    21 hrs ago
  • Post by ଯାଜପୁର ଖବର ପ୍ରସାରିତ
    1
    Post by ଯାଜପୁର ଖବର ପ୍ରସାରିତ
    user_ଯାଜପୁର ଖବର ପ୍ରସାରିତ
    ଯାଜପୁର ଖବର ପ୍ରସାରିତ
    ଯାଜପୁର, ଯାଜପୁର, ଓଡ଼ିଶା•
    2 hrs ago
  • ପାଣିକୋଇଲି ଲଷ୍ମୀବିହାର ପଥରପଦାଠାରେ ମା ମହାଲଷ୍ମୀଙ୍କ ମନ୍ଦିର ମୁଣ୍ଡି ମରା କାର୍ଯ୍ୟ ହୋଇଯାଇଛି
    1
    ପାଣିକୋଇଲି ଲଷ୍ମୀବିହାର ପଥରପଦାଠାରେ ମା ମହାଲଷ୍ମୀଙ୍କ ମନ୍ଦିର ମୁଣ୍ଡି ମରା କାର୍ଯ୍ୟ ହୋଇଯାଇଛି
    user_ଯାଜପୁର ବୁଲେଟିନ
    ଯାଜପୁର ବୁଲେଟିନ
    Photographer କୋରାଇ, ଯାଜପୁର, ଓଡ଼ିଶା•
    17 hrs ago
  • Post by NEWS7ODIA
    1
    Post by NEWS7ODIA
    user_NEWS7ODIA
    NEWS7ODIA
    କୋରାଇ, ଯାଜପୁର, ଓଡ଼ିଶା•
    21 hrs ago
  • Post by BL News
    1
    Post by BL News
    user_BL News
    BL News
    Agistment service ଟାଙ୍ଗୀ, କଟକ, ଓଡ଼ିଶା•
    21 hrs ago
  • ଶୁଭେନ୍ଦୁ ସାହୁ (ନଗରପାଳ, ଭୁବନ) : ବିକଳାଙ୍ଗ ମାନଙ୍କ ଭତ୍ତାରେ ମଧ୍ୟ ତୁମେ ବାଧକ ସାଜିଲ | BSKY କାର୍ଡ଼ ମଧ୍ୟ କାଟିଦେଲ, ଲୋକେ ମେଡିକାଲରେ ତା ରୋଗୀକୁ ଭଲ କରି ପାରୁନି | ଭୁବନ, ଢ଼େଙ୍କାନାଳ #bhuban #dhenkanal
    1
    ଶୁଭେନ୍ଦୁ ସାହୁ (ନଗରପାଳ, ଭୁବନ) : ବିକଳାଙ୍ଗ ମାନଙ୍କ ଭତ୍ତାରେ ମଧ୍ୟ ତୁମେ ବାଧକ ସାଜିଲ | BSKY କାର୍ଡ଼ ମଧ୍ୟ କାଟିଦେଲ, ଲୋକେ ମେଡିକାଲରେ ତା ରୋଗୀକୁ ଭଲ କରି ପାରୁନି |
ଭୁବନ, ଢ଼େଙ୍କାନାଳ 
#bhuban #dhenkanal
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    6 hrs ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    12 hrs ago
  • ଅନ୍ତର୍ଜାତୀୟ ମହିଳା ଦିବସ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ବିଶ୍ୱବ୍ୟାପୀ ପାଳନ କରାଯାଏ। ଏହା ମହିଳାମାନଙ୍କ ସାମାଜିକ, ଆର୍ଥିକ, ସାଂସ୍କୃତିକ ଓ ରାଜନୈତିକ ସଫଳତାକୁ ସମ୍ମାନ ଜଣାଇବା ଏବଂ ନାରୀ ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ଏକ ପ୍ରୟାସ। ଏହିପରି ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ମହୋତ୍ସବ ପଡିଆ ଠାରେ ଆୟୋଜିତ ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ତରଫରୁ ମହିଳା ଦିବସ ଉପଲକ୍ଷେ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେଧର୍ମଶାଳା ସ୍ୱାଧୀନ ବିଧାୟକ ହିମାଂଶୁ ସାହୁ,କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠି ଓ କୋରେଇ ବିଧାୟକ ଆକାଶ ଦାସ ନାୟକ,ଜିଲ୍ଲା ସଭାନେତ୍ରୀ ଦେବଯାନୀ ପ୍ରଧାନ,ଗୌତମ ରାୟ ,ସମାଜ ସେବୀ ଋତୁପର୍ଣ୍ଣା ମହାନ୍ତି, ପୂର୍ବତନ ସାଂସଦ ରୀତା ତରାଇ ଉପସ୍ଥିତି ଥିଲେ ।
    3
    ଅନ୍ତର୍ଜାତୀୟ ମହିଳା ଦିବସ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ବିଶ୍ୱବ୍ୟାପୀ ପାଳନ କରାଯାଏ। ଏହା ମହିଳାମାନଙ୍କ ସାମାଜିକ, ଆର୍ଥିକ, ସାଂସ୍କୃତିକ ଓ ରାଜନୈତିକ ସଫଳତାକୁ ସମ୍ମାନ ଜଣାଇବା ଏବଂ ନାରୀ ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ଏକ ପ୍ରୟାସ। ଏହିପରି ଯାଜପୁର ଜିଲ୍ଲା  ଧର୍ମଶାଳା ନିର୍ବାଚନ ମଣ୍ଡଳୀ ମହୋତ୍ସବ ପଡିଆ ଠାରେ ଆୟୋଜିତ ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ତରଫରୁ ମହିଳା ଦିବସ ଉପଲକ୍ଷେ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେଧର୍ମଶାଳା ସ୍ୱାଧୀନ ବିଧାୟକ ହିମାଂଶୁ ସାହୁ,କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠି ଓ କୋରେଇ ବିଧାୟକ ଆକାଶ ଦାସ ନାୟକ,ଜିଲ୍ଲା ସଭାନେତ୍ରୀ ଦେବଯାନୀ ପ୍ରଧାନ,ଗୌତମ ରାୟ ,ସମାଜ ସେବୀ ଋତୁପର୍ଣ୍ଣା ମହାନ୍ତି, ପୂର୍ବତନ ସାଂସଦ ରୀତା ତରାଇ ଉପସ୍ଥିତି ଥିଲେ ।
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    22 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.