Shuru
Apke Nagar Ki App…
ମକୁନ୍ଦ ନାଏକ
More news from Odisha and nearby areas
- Post by ମକୁନ୍ଦ ନାଏକ3
- Post by Bighne Rana1
- एक गांव के कार्यक्रम में दादी का नाच सोशल मीडिया पर दिल जीत रहा है। उम्र की सीमाएं तोड़ती उनकी ऊर्जा और मुस्कान लोगों को प्रेरित कर रही है। वीडियो बता रहा है कि खुशी उम्र नहीं देखती, बस जीने का हौसला चाहिए। #dancereels #dancelover #livelife #viralreels #explorepage1
- #follower #bjdpatanagarh ଚାଷୀ ଭାଇଙ୍କର ବିଭିନ୍ନ ସମସ୍ୟା କୁ ନେଇ ବିଜେଡି ପକ୍ଷରୁ ଉପଜିଲ୍ଲାପାଳ ଙ୍କ ଜରିଆରେ ମହାମହିମ ରାଜ୍ୟପାଳ ଙ୍କୁ ଚିଠି।1
- Post by KOSAL TIMES1
- ଧନୁଯାତ୍ରା ଦେଖି ଘରକୁ ଫେରିବା ହେଲା କାଳ, ବାଇକ ଭାରସାମ୍ୟ ହରାଇ ଦୁଇ ଯୁବକଙ୍କ ମୃତ୍ୟୁ, ନୂଆପଡା ଜିଲ୍ଲା କୋମନା ବ୍ଲକ ବାବେଘାଟି ଗାଁର ଶୋଭାରମ ହଂସ ଓ ହାତୀସରା ଗାଁର ହରିଚନ୍ଦ୍ର ପଟେଲ ବୋଲି ଜଣାପଡିଛି I1
- ବାଂଲାଦେଶ ରେ ହିନ୍ଦୁ ଯୁବକ ଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ପ୍ରତିବାଦରେ ଭିଏଚପି ଓ ବଜରଙ୍ଗ ଦଳର ବିକ୍ଷୋଭ - ବଂଲାଦେଶ ପ୍ରଧାନମନ୍ତ୍ରୀ ଙ୍କ କୁଶପୁତ୍ତଳିକା ଦାହ- ଜି.ଉଦୟଗିରି, ୨୭/୧୨ ବାଂଲାଦେଶ ର ହିନ୍ଦୁ ଯୁବକ ଦୀପୁ ଦାସ ଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥା ରେ ସର୍ବସମ୍ମୁଖରେ ଗଛରେ ଝୁଲାଇ ପୋଡ଼ି ହତ୍ୟା କରିଥିବା ଘଟଣା କୁ ନେଇ ସାରା ଭାରତରେ ବିକ୍ଷୋଭ ପ୍ରଦର୍ଶନ ହେଉଥିବା ବେଳେ ଶନିବାର କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ସହରରେ ମଧ୍ୟ ବିଶ୍ଵ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର ପ୍ରତିବାଦ ଶୋଭାଯାତ୍ରା ଦେଖିବାକୁ ମିଳିଛି।ଭାରତ କୁ ବାଂଲାଦେଶ ରୁ ବେଆଇନ ଭାବେ ଆସିଥିବା ମୁସଲମାନ ଓ ରୋହିଙ୍ଗିଆ ମାନଙ୍କୁ ଦେଶ ତଥା ଆମ ଅଞ୍ଚଳ ରୁ ବାହାରି ଯିବା ପାଇଁ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ। ଶେଷରେ ସ୍ଥାନୀୟ ଗାନ୍ଧୀ ଛକ ଠାରେ ଜିଲ୍ଲା ସଭାପତି ମୃତ ହିନ୍ଦୁ ଯୁବକ ଦୀପୁ ଦାସ ଙ୍କ ପ୍ରତି ହୋଇଥିବା ଅମାନୁଷିକ ହତ୍ୟା ବିଷୟରେ କହିବା ସହ ବିଶ୍ଵ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ କର୍ମକର୍ତ୍ତା ମହମ୍ମଦ ୟୁନୁସ ଙ୍କ କୁଶପୁତ୍ତଳିକା ଦାହ କରାଯିବା ସହ ବାଂଲାଦେଶୀ ହିନ୍ଦୁ ମାନଙ୍କ ଉପରେ ଇସଲାମ କଟରବାଦୀ ମାନଙ୍କ ଅତ୍ୟାଚାର ନେଇ ଘୋର ପ୍ରତିବାଦ କରାଯାଇଥିବା ଦେଖିବାକୁ ମିଳିଛି।2
- Post by ମକୁନ୍ଦ ନାଏକ4