Shuru
Apke Nagar Ki App…
ସ୍ଥାନୀୟ ରିର୍ଜବ ପୋଲିସ ପଡିଆରେ ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ଢେଙ୍କାନାଳ ସହର ନିକଟ ସ୍ଥାନୀୟ ରିର୍ଜବ ପୋଲିସ ପଡିଆ ଠାରେ ଆଜି ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଢେଙ୍କାନାଳ ଏସପି ଅଭିନବ ସୋନକର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ପୋଲିସ ଟିମ ପକ୍ଷରୁ ପ୍ୟାରେଡ ଅନୁଷ୍ଠିତ ହୋଇଥିଲା । ଏସପି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଶୁଭେଛା ବାର୍ତ୍ତାକୁ ପଠନ କରିଥିଲେ । ଏହି ଅବସରରେ ଜିଲ୍ଲାର ବିଭିନ୍ନ ଥାନା ଫାଣ୍ଡିରେ କାର୍ଯ୍ୟରତ ପୋଲିସମାନେ ଭଲ କାର୍ଯ୍ୟ କରିଥିବାରୁ ୧୩ଜଣ ପୋଲିସଙ୍କୁ ଏସପି ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହା ସହିତ ୪ଜଣ ଅବସରପ୍ରାପ୍ତ ପୋଲିସ୍ ମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।ଆଜିରେ ଦିନରେ ଏସପି ଜିଲ୍ଲାବାସୀଙ୍କୁ ବାର୍ତ୍ତା ଦେଇଥିଲେ ।
Amani Sahoo

More news from Odisha and nearby areas
- Post by Dhenkanal News1
- ଢେଙ୍କାନାଳ ସହର ନିକଟ ସ୍ଥାନୀୟ ରିର୍ଜବ ପୋଲିସ ପଡିଆ ଠାରେ ଆଜି ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଢେଙ୍କାନାଳ ଏସପି ଅଭିନବ ସୋନକର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ପୋଲିସ ଟିମ ପକ୍ଷରୁ ପ୍ୟାରେଡ ଅନୁଷ୍ଠିତ ହୋଇଥିଲା । ଏସପି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଶୁଭେଛା ବାର୍ତ୍ତାକୁ ପଠନ କରିଥିଲେ । ଏହି ଅବସରରେ ଜିଲ୍ଲାର ବିଭିନ୍ନ ଥାନା ଫାଣ୍ଡିରେ କାର୍ଯ୍ୟରତ ପୋଲିସମାନେ ଭଲ କାର୍ଯ୍ୟ କରିଥିବାରୁ ୧୩ଜଣ ପୋଲିସଙ୍କୁ ଏସପି ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହା ସହିତ ୪ଜଣ ଅବସରପ୍ରାପ୍ତ ପୋଲିସ୍ ମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।ଆଜିରେ ଦିନରେ ଏସପି ଜିଲ୍ଲାବାସୀଙ୍କୁ ବାର୍ତ୍ତା ଦେଇଥିଲେ ।1
- Post by Dipak Kumar Nayak1
- Post by Narendra Kumar Das1
- ୫ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର।1
- Post by Jay kala _ jay Kalinga1
- ଜୟ ନାରାୟଣ ହୋମ୍ ମିନିଷ୍ଟର ହେଲେ, ସବୁ ସରିଯିବ | ସୁର ରାଉତରାୟ ଭୁବନେଶ୍ଵର, ଓଡ଼ିଶା #bhubaneswar #odisha1
- Post by Dhenkanal News1