Shuru
Apke Nagar Ki App…
Uttam Kumar Mahakud 9777334422
More news from ଓଡ଼ିଶା and nearby areas
- ଗରାମିଆଁ ରେଙ୍ଗାଲି ରାସ୍ତା ରେ ବାଇକ ବାଇକ ଦୃର୍ଘଟଣା ରେ ଯୁବକ ଗୁରୁତର ; ସୁକିନ୍ଦା ମେଡିକାଲ ସ୍ଥାନାନ୍ତର #KaliapaniUpdate #Garamia #Kankadapal #highlight1
- ଆଜି ଠାରୁ ଆରମ୍ଭ ହେଇଛି ମେଟ୍ରିକି ପରୀକ୍ଷା. କଳିଙ୍ଗନଗର ସ୍ଥିତ ବାରଗଡିଆ ହିଙ୍ଗୁଳା ଉଚ୍ଚ ବିଦ୍ୟାଳୟ ରେ ଆରମ୍ଭ ହେଇଛି ମେଟ୍ରିକି ପରୀକ୍ଷା. ଆଜି ପିଲା ମାନେ ଭାଗ୍ୟ ପରୀକ୍ଷା କରିବା ପାଇଁ 7:30 ସମୟ ରେ ହିଙ୍ଗୁଳା ଉଚ୍ଚ ବିଦ୍ୟାଳୟ ପହଞ୍ଚି ଯାଇଥିଲେ. ହିଙ୍ଗୁଳା ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ମାନେ ପିଲା ମାନଙ୍କୁ ଗେଟ ଫାଟକ ପାଖରୁ ଚେକିଂ କରି ଜଣକ ପରେ ଜଣଙ୍କୁ ବିଦ୍ୟାଳୟ ଛଡା ଯାଇଥିଲା.4
- ବନ୍ତ ବ୍ଲକରେ ୧୪ ଟି ପରୀକ୍ଷା କେନ୍ଦ୍ରରେ ୨୧୮୨ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨୧୪୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନା ମିଳିଛି। ସେଇଭଳି ସଂସ୍କୃତ ମାଧ୍ୟମରେ ୮୦ ଜଣ ପରୀକ୍ଷାର୍ଥୀ ଥିବା ବେଳେ ୭୫ ଜଣ ପ୍ରଥମ ପେପର ଦେଇଥିବା ସୂଚନା ରହିଛି।1
- କୋରାଇ ଆଜି ତା ୧୯, ୨, ୨୦୨୬ ରିଖ କୋରାଇ ଅଞ୍ଚଳରେ ବୈତରଣୀ ନଦୀ କୂଳରେ ଥିବା ବାଲିଘାଟ ଗୁଡିକରୁ ଅବାଧରେ ମେସିନ ଲଗାଇ ଭାରିଯାନ ଦ୍ୱାରା ବେଆଇନ ଭାବେ ଦୌନିକ ଶହଶହ ଟ୍ରିପ ବାଲି ଉଠାଣ କୁ କୋରାଇ ସଂଗ୍ରାମ ସମିତି ପକ୍ଷରୁ ବିରୋଧ କରି ଯାଜପୁର ଜିଲ୍ଲାପାଳ ଓ ଲଘୁଖଣିଜବିଭାଗର ଡ଼ି, ଡ଼ି, ଏମ, ଙ୍କୁ ଏ ସମ୍ପର୍କରେ ବହୁବାର ଅଭିଯୋଗ କଲେ ମଧ୍ୟ କୌଣସି ପଦକ୍ଷପ ନ ନେବାରୁ ସଂଗ୍ରାମ ସମିତିର ସଭାପତି ବିଦ୍ୟାଧର ମହାନ୍ତି, ସାଧାରଣ ସମ୍ପାଦକ ଅଭିମନ୍ୟୁ ମିଶ୍ର, ସମ୍ପାଦକ ମନୋରଞ୍ଜନ ନାୟକ ଓ ପ୍ରତାପ କୁମାର ଦାସ, ବାସୁଦେବ ପରିଡାଙ୍କ ସହିତ ଏକ ପ୍ରତିନିଧି ଦଳ ଡ଼ି, ଡ଼ି, ଏମ, ଙ୍କୁ ଦାବି ପତ୍ର ଦେବାକୁ ଯିବା ବେଳେ ଡ଼ି, ଡ଼ି,ଏମ, ଏବଂ ତାଙ୍କ ସହଯୋଗୀ ଅଫିସ ଛାଡି ପଳାୟନ କରିଥିଲେ,ସଂଗ୍ରାମ ସମିତିଙ୍କୁ ଡ଼ି ଡ଼ି ଏମ ଡକାଇ ଯେପରି ବେବହାର କରିଛନ୍ତି ଉଚିତ ଜବାବଦିଆଯିବ ବୋଲି କହିଛନ୍ତି,ଏବଂ ତାଙ୍କ ସହଯୋଗୀ ଅଫିସ ରେ ଅନୁପସ୍ଥିତ ସରକାର ଙ୍କ ବାହାଦୁରୀ ପଣିଆ କୁ ପ୍ରତିନିଧି ଦଳ ଦୃଢ଼ ସମାଲୋଚନା କରିଥିଲେ। ଏଠାରେ ସୂଚନା ଯୋଗ୍ୟ କୋରାଇ ଅଞ୍ଚଳ ର ରଣପୁର, ଗୋପାଳପୁର,ନାୟାହାଟ ପାଟଣା ସାଆଁଳା,ମୁକୁନ୍ଦପୁର, ଗୋପାଳପୁର,ନିସଙ୍ଗପୁର, ଓ ଗହମାରୀଆ, ସାଳବା ଏବଂ ଧନତ୍ରି ପ୍ରମୁଖ ବାଲିଘାଟ ଗୁଡିକରେ କୌଣସି ଅନୁମତି କିମ୍ବା ସିଆ, ପଲୁସନ ନଥାଇ ଶହ ଶହ ଭାରୀଯାନ ବାଲିଗାଡି ରାସ୍ତା ରେ ଯିବା ଦ୍ୱାରା ଆର, ଡ଼ି, ରୋଡ ଗୁଡିକ ବିପର୍ଯସ୍ତ ହେଉଛି ଏପରିକି ସ୍କୁଲ, କଲେଜ ଓ ଆମ୍ବୁଲାନ୍ସ ଗାଡି ଯିବା କଷ୍ଟକର ହୋଇଥିଲେ ମଧ୍ୟ ଜିଲ୍ଲାପ୍ରଶାସନ ନୀରବତା ଯୋଗୁ ବାଲି ମାଫିଆ ମାନେ ସକ୍ରିୟ ହୋଇଛନ୍ତି। ସରକାରଙ୍କ କୋଟି କୋଟି ଟଙ୍କା ରାଜସ୍ୱ ହାନି ହେବାସହିତ ବିନା କାଗଜ ପତ୍ର ରେ ଚାଲୁଥିବା ଘାଟ ଗୁଡିକୁ ସିଲ ନ କରାଯାଏ ଓ ସେମାନଙ୍କ ବିରୋଧରେ ଅର୍ଥ ଜୋରିମାନା କରିବା ସହିତ ଏହାଉପରେ ଜିଲ୍ଲା ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣନକଲେ କୋରାଇ ସଂଗ୍ରାମ ସମିତି ବାଧ୍ୟ ହୋଇ ଜନଆନ୍ଦୋଳନ କରିବବୋଲି ଶ୍ରୀ ମହାନ୍ତି ସୂଚନା ଦେଇଛନ୍ତି1
- ମୋ ଗାଁ ମୋ ମା ମାଟି, ସତରେ କେତେଯେ ସୁନ୍ଦର ଯାହା କଳ୍ପନା ବାହାରେ | ଯେତେବେଳେ ଗାଁ କଥା ମନେ ପଡ଼େ, ଯେଉଁଠି ଥିଲେ ଗାଁ' କୁ ମୁଁ ଧାଇଁ ଆସେ | ଏ ଗାଁ ମୋ ପାଇଁ ସ୍ବର୍ଗ ଆଉ ମୋ ଘର ମୋ ପାଇଁ ମନ୍ଦୀର | କିଛି ସମୟ ଗାଁ ପିଲାଙ୍କ ସହ କଟିଲେ ଭାରି ଆନନ୍ଦ ମିଳେ | ମନରେ ନଥାଏ ଛନ୍ଦ କପଟ କି ରାଗ ହିଂସା | ଏ ଗାଁ ପିଲାଙ୍କୁ ଦେଖିଲେ ସବୁକିଛି ମୁଁ ଭୁଲିଯାଏ ଆଉ ମଜା ମସ୍ତିରେ ଦିନ ମୋର ଅତିବାହିତ ହୋଇଯାଏ | ଭୁବନ, ଢେ଼ଙ୍କାନାଳ #bhuban #dhenkanal1
- dekhiye kaese phansi hai board me1
- Post by Rajib Behera1
- କୋରାଇ ଅଞ୍ଚଳରେ ବୈତରଣୀ ନଦୀ କୂଳରେ ଥିବା ବାଲିଘାଟ ଗୁଡିକରୁ ଅବାଧରେ ମେସିନ ଲଗାଇ ଭାରିଯାନ ଦ୍ୱାରା ବେଆଇନ ଭାବେ ଦୌନିକ ଶହଶହ ଟ୍ରିପ ବାଲି ଉଠାଣ କୁ କୋରାଇ ସଂଗ୍ରାମ ସମିତି ପକ୍ଷରୁ ବିରୋଧ କରି ଯାଜପୁର ଜିଲ୍ଲାପାଳ ଓ ଲଘୁଖଣିଜବିଭାଗର ଡ଼ି, ଡ଼ି, ଏମ, ଙ୍କୁ ଏ ସମ୍ପର୍କରେ ବହୁବାର ଅଭିଯୋଗ କଲେ ମଧ୍ୟ କୌଣସି ପଦକ୍ଷପ ନ ନେବାରୁ ସଂଗ୍ରାମ ସମିତିର ସଭାପତି ବିଦ୍ୟାଧର ମହାନ୍ତି, ସାଧାରଣ ସମ୍ପାଦକ ଅଭିମନ୍ୟୁ ମିଶ୍ର, ସମ୍ପାଦକ ମନୋରଞ୍ଜନ ନାୟକ ଓ ପ୍ରତାପ କୁମାର ଦାସ, ବାସୁଦେବ ପରିଡାଙ୍କ ସହିତ ଏକ ପ୍ରତିନିଧି ଦଳ ଡ଼ି, ଡ଼ି, ଏମ, ଙ୍କୁ ଦାବି ପତ୍ର ଦେବାକୁ ଯିବା ବେଳେ ଡ଼ି, ଡ଼ି,ଏମ, ଏବଂ ତାଙ୍କ ସହଯୋଗୀ ଅଫିସ ଛାଡି ପଳାୟନ କରିଥିଲେ,ସଂଗ୍ରାମ ସମିତିଙ୍କୁ ଡ଼ି ଡ଼ି ଏମ ଡକାଇ ଯେପରି ବେବହାର କରିଛନ୍ତି ଉଚିତ ଜବାବଦିଆଯିବ ବୋଲି କହିଛନ୍ତି,ଏବଂ ତାଙ୍କ ସହଯୋଗୀ ଅଫିସ ରେ ଅନୁପସ୍ଥିତ ସରକାର ଙ୍କ ବାହାଦୁରୀ ପଣିଆ କୁ ପ୍ରତିନିଧି ଦଳ ଦୃଢ଼ ସମାଲୋଚନା କରିଥିଲେ। ଏଠାରେ ସୂଚନା ଯୋଗ୍ୟ କୋରାଇ ଅଞ୍ଚଳ ର ରଣପୁର, ଗୋପାଳପୁର,ନାୟାହାଟ ପାଟଣା ସାଆଁଳା,ମୁକୁନ୍ଦପୁର, ଗୋପାଳପୁର,ନିସଙ୍ଗପୁର, ଓ ଗହମାରୀଆ, ସାଳବା ଏବଂ ଧନତ୍ରି ପ୍ରମୁଖ ବାଲିଘାଟ ଗୁଡିକରେ କୌଣସି ଅନୁମତି କିମ୍ବା ସିଆ, ପଲୁସନ ନଥାଇ ଶହ ଶହ ଭାରୀଯାନ ବାଲିଗାଡି ରାସ୍ତା ରେ ଯିବା ଦ୍ୱାରା ଆର, ଡ଼ି, ରୋଡ ଗୁଡିକ ବିପର୍ଯସ୍ତ ହେଉଛି ଏପରିକି ସ୍କୁଲ, କଲେଜ ଓ ଆମ୍ବୁଲାନ୍ସ ଗାଡି ଯିବା କଷ୍ଟକର ହୋଇଥିଲେ ମଧ୍ୟ ଜିଲ୍ଲାପ୍ରଶାସନ ନୀରବତା ଯୋଗୁ ବାଲି ମାଫିଆ ମାନେ ସକ୍ରିୟ ହୋଇଛନ୍ତି। ସରକାରଙ୍କ କୋଟି କୋଟି ଟଙ୍କା ରାଜସ୍ୱ ହାନି ହେବାସହିତ ବିନା କାଗଜ ପତ୍ର ରେ ଚାଲୁଥିବା ଘାଟ ଗୁଡିକୁ ସିଲ ନ କରାଯାଏ ଓ ସେମାନଙ୍କ ବିରୋଧରେ ଅର୍ଥ ଜୋରିମାନା କରିବା ସହିତ ଏହାଉପରେ ଜିଲ୍ଲା ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣନକଲେ କୋରାଇ ସଂଗ୍ରାମ ସମିତି ବାଧ୍ୟ ହୋଇ ଜନଆନ୍ଦୋଳନ କରିବବୋଲି ଶ୍ରୀ ମହାନ୍ତି ସୂଚନା ଦେଇଛନ୍ତି1
- ଭୁବନେଶ୍ୱରରେ ଖୋଲିଲା ସ୍ଲିପ ୱେଲ୍ ସୋରୁମ୍ | ଶାନ୍ତି ଓ ଆରାମଦାୟକ ଅନୁଭୂତି ପାଇଁ ଥରୁଟିଏ ଆସନ୍ତୁ | ସୁଲଭ ମୂଲ୍ୟ ଓ ଆକର୍ଷଣୀୟ ଡିଜାଇନ୍ ନିଶ୍ଚୟ ମନ ମୋହିନେବ | ଭୁବନେଶ୍ୱର, ଓଡ଼ିଶା #bhubaneswar #odisha1