ଅରିଲୋ ପଞ୍ଚାୟତ ରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ଜଗତସିଂହପୁର ତା =15/4/26 ଜଗତସିଂହପୁର ଜ଼ିଲ୍ଲା ବାଲିକୁଦା ପଞ୍ଚାୟତ ସମିତି ଅନ୍ତର୍ଗତ ଅରିଲୋ ପଞ୍ଚାୟତ ର ନୂତନ କଲ୍ୟାଣ ମଣ୍ଡପ, ଉଜ୍ବଳ ଆଲୋକ ସେବା, ନେତପୁର ଠାରେ ନୂତନ ଯଜ୍ଞ ମଣ୍ଡପ, ଏକ ଲକ୍ଷ୍ୟ କ୍ଷମତା ବିଶିଷ୍ଟ ବସୁଧା ପାଣି ଟାଙ୍କି ଆଦି ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ମୁଖ୍ୟ ଅତିଥିଭାବେ ଜଗତସିଂହପୁର ସାଂସଦ ଡ଼ଃ ବିଭୁ ପ୍ରସାଦ ତରାଇ | ସଂମ୍ମାନିତ ଅତିଥିଭାବେ ବାଲିକୁଦା ଏରସମା ବିଧାୟକ ସାରଦା ପ୍ରସନ୍ନ ଜେନା | ବାଲିକୁଦା ପଞ୍ଚାୟତ ସମିତି ଅଧକ୍ଷ୍ୟ ପ୍ରକାଶ ଚନ୍ଦ୍ର ପ୍ରଧାନ | ଉପାଧକ୍ଷା ପ୍ରିୟମ୍ବଦା ପଲାଉରୀ | ଜ଼ିଲ୍ଲା ପରିଷଦ ସଭ୍ୟା ଡଲି ପଣ୍ଡା | ମଣ୍ଡଳ ଉନ୍ନୟନ ଅଧିକାରୀ ସାଗର କୁମାର ନନ୍ଦ | ସରପଞ୍ଚ ପ୍ରଶାନ୍ତ କୁମାର ବାରିକ | ନ୍ୟାୟବ ସରପଞ୍ଚ ଯାଜ୍ଞସେନୀ ସ୍ୱାଇଁ ପ୍ରମୁଖ ଯୋଗଦେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ କରିଥିଲେ | ଏ ସମସ୍ତ କାର୍ଯ୍ୟକ୍ରମ କୁ ସାଂସଦ ଙ୍କ ପ୍ରତିନିଧି ପ୍ରଶାନ୍ତ ସ୍ୱାଇଁ, ବରିଷ୍ଟ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଞ୍ଜୟ କୁମାର ମହାନ୍ତି, ଶ୍ରୀକାନ୍ତ ଦାସ, ମୋହିତ ମହାନ୍ତି ପ୍ରମୁଖ ପରିଚାଳନା କରିଥିଲେ | ଜଗତସିଂହପୁର ରୁ ଗଣେଶ ପାଣିଗ୍ରାହୀ ଙ୍କ ରିପୋର୍ଟ

- ଉଦଘାଟନ ହୋଇଯାଇଛି ଦୁଲଣା ମହୋତ୍ସବ 2026 #spnewstvliveodia #dulanamohostav #cuttacknews1
- ଗଜପତି ଜିଲ୍ଲା ମୋହନାଠାରେ ଭାରତରତ୍ନ ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତ୍ୟନ୍ତ ଆଡମ୍ବର ସହକାରେ ପାଳିତ ହୋଇଯାଇଛି | ଏହି ଅବସରରେ ହିଲ୍ଟପ୍ କଲେଜଠାରୁ ହାଇସ୍କୁଲ ପଡ଼ିଆ ପର୍ଯ୍ୟନ୍ତ ଏକ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ହଜାର ହଜାର ଜନସାଧାରଣ ସାମିଲ ହୋଇ ଏହାକୁ ଏକ ଐତିହାସିକ ରୂପ ଦେଇଥିଲେ | ହାଇସ୍କୁଲ ପଡ଼ିଆଠାରେ ଆୟୋଜିତ ସଭାରେ ବିଭିନ୍ନ ଆମ୍ବେଦକରବାଦୀ ସଂଗଠନର କର୍ମକର୍ତ୍ତା, ରାଷ୍ଟ୍ରୀୟ ଖ୍ରୀଷ୍ଟିଆନ ମୋର୍ଚ୍ଚାର ରାଜ୍ୟ ସଭାପତି ଡକ୍ଟର ପଲ୍ଲବ ଲିମା, ଭୀମ ଆର୍ମିର ବହୁ ରାଜ୍ୟସ୍ତରୀୟ ପଦାଧିକାରୀଙ୍କ ସମେତ ମୋହନା, ରାୟଗଡ଼ା ଓ କନ୍ଧମାଳ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ବାବାସାହେବଙ୍କ ଆଦର୍ଶ ଓ ସାମାଜିକ ନ୍ୟାୟ ଉପରେ ନିଜର ବକ୍ତବ୍ୟ ରଖିଥିଲେ | ଏହି ଅବସରରେ ଉପସ୍ଥିତ ହଜାର ହଜାର ଆମ୍ବେଦକର ପ୍ରେମୀ ଭୀମ ରାଓ ଆମ୍ବେଦକରଙ୍କ ସ୍ୱପ୍ନର ଭାରତ ଗଠନ ଲକ୍ଷ୍ୟରେ ଏକତ୍ରିତ ହୋଇ ସମାଜର ଉନ୍ନତି ପାଇଁ କାର୍ଯ୍ୟ କରିବାକୁ ପ୍ରତିଜ୍ଞା କରିଥଲେ। ଆମସୋଲମ୍ ନାୟକ, ସାଗର ବଳିଆର ସିଂ ପ୍ରମୁଖ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ସହଯୋଗ କରିଥିଲେ।1
- 💋💋💋💋💋💋🤭💋💋💋1
- ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଏନ ଏ ସି ୫ ନମ୍ବର ୱାର୍ଡରେ ହାତୀ ଆକ୍ରମଣରେ ଜଣେ ମହିଳା ଙ୍କ ମୃତ୍ୟୁ.ମୃତକ ମହିଳା ଜଣଙ୍କ ନିଜ କାଜୁ ବଗିଚାକୁ କାଜୁ ମଞ୍ଜି ସଂଗ୍ରହ ପାଇଁ ଯାଇଥିବାବେଳେ ହାତୀ ଆକ୍ରମଣ କରିବା ଫଳରେ ମୃତ୍ୟୁ ହୋଇଥିବା ସୂଚନା. ମୃତକ ମହିଳା 55 ବର୍ଷୀୟା ଜୟନ୍ତୀ ସାହୁ.1
- Post by SOUMYA RANJAN1
- Significant Women Empowerment and Support by PM Modi ji which is a historic step.1
- ଅରିଲୋ ପଞ୍ଚାୟତ ରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ଜଗତସିଂହପୁର ତା =15/4/26 ଜଗତସିଂହପୁର ଜ଼ିଲ୍ଲା ବାଲିକୁଦା ପଞ୍ଚାୟତ ସମିତି ଅନ୍ତର୍ଗତ ଅରିଲୋ ପଞ୍ଚାୟତ ର ନୂତନ କଲ୍ୟାଣ ମଣ୍ଡପ, ଉଜ୍ବଳ ଆଲୋକ ସେବା, ନେତପୁର ଠାରେ ନୂତନ ଯଜ୍ଞ ମଣ୍ଡପ, ଏକ ଲକ୍ଷ୍ୟ କ୍ଷମତା ବିଶିଷ୍ଟ ବସୁଧା ପାଣି ଟାଙ୍କି ଆଦି ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ମୁଖ୍ୟ ଅତିଥିଭାବେ ଜଗତସିଂହପୁର ସାଂସଦ ଡ଼ଃ ବିଭୁ ପ୍ରସାଦ ତରାଇ | ସଂମ୍ମାନିତ ଅତିଥିଭାବେ ବାଲିକୁଦା ଏରସମା ବିଧାୟକ ସାରଦା ପ୍ରସନ୍ନ ଜେନା | ବାଲିକୁଦା ପଞ୍ଚାୟତ ସମିତି ଅଧକ୍ଷ୍ୟ ପ୍ରକାଶ ଚନ୍ଦ୍ର ପ୍ରଧାନ | ଉପାଧକ୍ଷା ପ୍ରିୟମ୍ବଦା ପଲାଉରୀ | ଜ଼ିଲ୍ଲା ପରିଷଦ ସଭ୍ୟା ଡଲି ପଣ୍ଡା | ମଣ୍ଡଳ ଉନ୍ନୟନ ଅଧିକାରୀ ସାଗର କୁମାର ନନ୍ଦ | ସରପଞ୍ଚ ପ୍ରଶାନ୍ତ କୁମାର ବାରିକ | ନ୍ୟାୟବ ସରପଞ୍ଚ ଯାଜ୍ଞସେନୀ ସ୍ୱାଇଁ ପ୍ରମୁଖ ଯୋଗଦେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ କରିଥିଲେ | ଏ ସମସ୍ତ କାର୍ଯ୍ୟକ୍ରମ କୁ ସାଂସଦ ଙ୍କ ପ୍ରତିନିଧି ପ୍ରଶାନ୍ତ ସ୍ୱାଇଁ, ବରିଷ୍ଟ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଞ୍ଜୟ କୁମାର ମହାନ୍ତି, ଶ୍ରୀକାନ୍ତ ଦାସ, ମୋହିତ ମହାନ୍ତି ପ୍ରମୁଖ ପରିଚାଳନା କରିଥିଲେ | ଜଗତସିଂହପୁର ରୁ ଗଣେଶ ପାଣିଗ୍ରାହୀ ଙ୍କ ରିପୋର୍ଟ1
- Post by SOUMYA RANJAN1
- ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ପୁରୁଣା କଟକ ସତସଙ୍ଗ କେନ୍ଦ୍ର ନିକଟରେ ବାଇକ ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହେବା ଫଳରେ ଜଣେ ବାଇକ ଅରୋହିଙ୍କ ମୃତ୍ୟୁ ହୋଇଥିବା ବେଳେ ଓ ଜଣେ ଗୁରୁତର ହୋଇଛନ୍ତି । ମୃତକ ରାଜେଶ ନାଏକ ହୋଇଥିବା ବେଳେ ଗୁରୁତର ଜଣକ ହେଲେ ଜଗନ୍ନାଥ ନାଏକ । ଉଭୟଙ୍କ ଘର ବୌଦ୍ଧ ଥାନା ରାମ୍ଭିକଟା ଗ୍ରାମରେ । ମିଳିଥିବା ସୂଚନା ଅନୁଯାୟୀ, ବୌଦ୍ଧ ଜିଲ୍ଲା ରାମ୍ଭିକଟା ଗ୍ରାମର ରାଜେଶ ଏବଂ ଜଗନ୍ନାଥ ଏକ ବାଇକ ଯୋଗେ ଭୋର ସମୟରେ ନିଜ ଘର ରାମ୍ଭିକଟାକୁ ଫେରୁଥିଲେ। ପୁରୁଣାକଟକ ଥାନା ସତସଙ୍ଗ କେନ୍ଦ୍ର ନିକଟରେ ବାଇକଟି ଭାରସାମ୍ୟ ହରାଇ ରାସ୍ତା କଡ଼ର ଏକ ଗଛକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ରାଜେଶଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଜଗନ୍ନାଥଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ହେବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ବୌଦ୍ଧ ଓ ସକାଳେ ବୁର୍ଲା ଭୀମସାରକୁ ସ୍ଥାନାନ୍ତର କରାଯାଇଛି। ପୁରୁଣାକଟକ ପୋଲିସ ପୁରୁଣା କଟକ ଡାକ୍ତର ଖାନାରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି |1