logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବ୍ରହ୍ମପୁର ନିକଟସ୍ଥ ନାଟକ କମା ଗାଁରେ ଜଳ ଯାତ୍ରା ଶୁଭ ଆରମ୍ଭ (ବି ଜଗନ୍ନାଥପୁର) Live Odisha News Update ବ୍ରହ୍ମପୁର ନିକଟସ୍ଥ ନାଟକ କମା ଗାଁରେ ଜଳ ଯାତ୍ରା ଶୁଭ ଆରମ୍ଭ (ବି ଜଗନ୍ନାଥପୁର) Live Odisha News Update

2 hrs ago
user_Live Odisha NewsUpdate District reporter
Live Odisha NewsUpdate District reporter
Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
2 hrs ago

ବ୍ରହ୍ମପୁର ନିକଟସ୍ଥ ନାଟକ କମା ଗାଁରେ ଜଳ ଯାତ୍ରା ଶୁଭ ଆରମ୍ଭ (ବି ଜଗନ୍ନାଥପୁର) Live Odisha News Update ବ୍ରହ୍ମପୁର ନିକଟସ୍ଥ ନାଟକ କମା ଗାଁରେ ଜଳ ଯାତ୍ରା ଶୁଭ ଆରମ୍ଭ (ବି ଜଗନ୍ନାଥପୁର) Live Odisha News Update

More news from ଓଡ଼ିଶା and nearby areas
  • ବ୍ରହ୍ମପୁର ନିକଟସ୍ଥ ନାଟକ କମା ଗାଁରେ ଜଳ ଯାତ୍ରା ଶୁଭ ଆରମ୍ଭ (ବି ଜଗନ୍ନାଥପୁର) Live Odisha News Update
    1
    ବ୍ରହ୍ମପୁର ନିକଟସ୍ଥ ନାଟକ କମା ଗାଁରେ ଜଳ ଯାତ୍ରା ଶୁଭ ଆରମ୍ଭ (ବି ଜଗନ୍ନାଥପୁର) Live Odisha News Update
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    2 hrs ago
  • ଗଞ୍ଜାମ ଜିଲ୍ଲା ଚୈତ୍ର ପର୍ବ ଶେଷ ମଙ୍ଗଳବାର ରେ ବାସନ୍ତିକ ଦୂର୍ଗା ବେସରେ ଦର୍ଶନ ଦେଉଛନ୍ତି ମା ତାରାତାରିଣୀ ପୁରୁଷୋତ୍ତମ ପୁର: ଦକ୍ଷିଣ ଓଡିଶା ର ପ୍ରସିଦ୍ଧ ଶକ୍ତି ପୀଠ ତଥା ଗଞ୍ଜାମ ଜିଲାର ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ଙ୍କ ପୀଠରେ ଚୈତ୍ର ପର୍ବ ଚୈତ୍ର ଶେଷ ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଶେଷ ଯାତ୍ରା ରେ ମା’ ତାରାତାରିଣୀ ଦୁଇଭଉଣୀ ବାସନ୍ତିକ ଦୂର୍ଗା ବେଶରେ ଶ୍ରଦ୍ଧାଳୁ ଙ୍କୁ ଦେଉଛନ୍ତି ଦର୍ଶନ l ଜିଲ୍ଲା ତଥା ଜିଲ୍ଲା ବାହାରୁ ବହୁ ଶ୍ରଦ୍ଧାଳୁ ଙ୍କ ପୀଠରେ ସମାଗମ ହୋଇଛି l ଜନ୍ମିତ ଶିଶୁ ର ପ୍ରଥମ ଚୁଟି ଘରଇଷ୍ଟ ଙ୍କ ପାଖରେ ପକାଇଲେ ଶିଶୁ ର ମଙ୍ଗଳ ହେବା ନେଇ ବିଶ୍ୱାସ ରହିଥିବା ବେଳେ ଆଜି ଶ୍ରଦ୍ଧାଳୁ ମାନେ ମା ଙ୍କ ନିକଟରେ ଚୁଟି ପକାଉଛନ୍ତି l ଭିଡ଼ କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଚାରୋଟି ମୁଣ୍ଡନ କେନ୍ଦ୍ର ଖୋଲା ଯାଇଥିବା ବେଳେ ପ୍ରତ୍ୟେକ ମୁଣ୍ଡନ କେନ୍ଦ୍ରରେ ଦୁଇ ସହ ବାରିକ ନିୟୋଜିତ ହୋଇଛନ୍ତି l ତେବେ ମା ଙ୍କ ପର୍ବ ରେ ସେବା କଲେ ପରିବାର ପ୍ରତି ମା ଶୁଭଦୃଷ୍ଟି ରଖୁଥିବା ବିଶ୍ୱାସ ରହିଥିବାରୁ ବର୍ଷ ସାରା ଏହି ଦିନକୁ ଅପେକ୍ଷା କରି ରହୁଥିବା କହିଛନ୍ତି ବାରିକ l ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଗଞ୍ଜାମ ଜିଲ୍ଲା ଚୈତ୍ର ପର୍ବ ଶେଷ ମଙ୍ଗଳବାର ରେ ବାସନ୍ତିକ ଦୂର୍ଗା ବେସରେ ଦର୍ଶନ ଦେଉଛନ୍ତି ମା ତାରାତାରିଣୀ 
ପୁରୁଷୋତ୍ତମ ପୁର: ଦକ୍ଷିଣ ଓଡିଶା ର ପ୍ରସିଦ୍ଧ ଶକ୍ତି ପୀଠ ତଥା ଗଞ୍ଜାମ ଜିଲାର ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ଙ୍କ ପୀଠରେ ଚୈତ୍ର ପର୍ବ ଚୈତ୍ର ଶେଷ ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଶେଷ ଯାତ୍ରା ରେ ମା’ ତାରାତାରିଣୀ ଦୁଇଭଉଣୀ ବାସନ୍ତିକ ଦୂର୍ଗା ବେଶରେ ଶ୍ରଦ୍ଧାଳୁ ଙ୍କୁ ଦେଉଛନ୍ତି ଦର୍ଶନ l ଜିଲ୍ଲା ତଥା ଜିଲ୍ଲା ବାହାରୁ ବହୁ ଶ୍ରଦ୍ଧାଳୁ ଙ୍କ ପୀଠରେ ସମାଗମ ହୋଇଛି l ଜନ୍ମିତ ଶିଶୁ ର ପ୍ରଥମ ଚୁଟି ଘରଇଷ୍ଟ ଙ୍କ ପାଖରେ ପକାଇଲେ ଶିଶୁ ର ମଙ୍ଗଳ ହେବା ନେଇ ବିଶ୍ୱାସ ରହିଥିବା ବେଳେ ଆଜି ଶ୍ରଦ୍ଧାଳୁ ମାନେ ମା ଙ୍କ ନିକଟରେ ଚୁଟି ପକାଉଛନ୍ତି l ଭିଡ଼ କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଚାରୋଟି ମୁଣ୍ଡନ କେନ୍ଦ୍ର ଖୋଲା ଯାଇଥିବା ବେଳେ ପ୍ରତ୍ୟେକ ମୁଣ୍ଡନ କେନ୍ଦ୍ରରେ ଦୁଇ ସହ ବାରିକ ନିୟୋଜିତ ହୋଇଛନ୍ତି l ତେବେ ମା ଙ୍କ ପର୍ବ ରେ ସେବା କଲେ ପରିବାର ପ୍ରତି ମା ଶୁଭଦୃଷ୍ଟି ରଖୁଥିବା ବିଶ୍ୱାସ ରହିଥିବାରୁ ବର୍ଷ ସାରା ଏହି ଦିନକୁ ଅପେକ୍ଷା କରି ରହୁଥିବା କହିଛନ୍ତି ବାରିକ l ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    1 hr ago

  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    20 hrs ago
  • ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ସଉରା ଲ୍ୟାମ୍ପ ଠାରେ ସଉରା ବୃହଦାକାର ଆଦିବାସୀ କୃଷି ବହୁମୁଖୀ ସମବାୟ ସମିତି ଲିଃ ପକ୍ଷରୁ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ ସଉରା ଲ୍ୟାମ୍ପ ସଭାପତି ଶ୍ରୀମତୀ ନର୍ମଦା ଦଳାଇ ,ଯୋଗଦେଇଥିବାବେଳେ ସମ୍ମାନିତ ଅତିଥିଭାବେ ଲ୍ୟାମ୍ପ ଉପସଭାପତି ବୃନ୍ଦାବନ ମଲ୍ଲିକ,ନିର୍ଦ୍ଦେଶକ ଲମ୍ବୋଦର ବିଶୋଇରତ୍ନବନପାଳ ସୁଧାକର କଣ୍ଡାଲୁ ମଞ୍ଚାସୀନ ହୋଇଥିଲେ । ପ୍ରଥମେ ସମସ୍ତ ଆଟିଥ୍ୟାଙ୍କୁ ସମ୍ମାନିତ କରିବାପରେ ଦିପାପ୍ରୋଜ୍ଵଳନ କରିଥିଲେ ସଭାପତି ଶ୍ରୀମତୀ ନର୍ମଦା ଦଳାଇ ।ଗଜପତି ଜିଲ୍ଲା ଏକ ଅନୁନ୍ନତ ଆଦିବାସୀ ବହୁଳ ଜିଲ୍ଲା ହୋଇଥିବା ହେତୁ ଦୀର୍ଘ ବର୍ଷ ଧରି ଏହି ସଂସ୍ଥା ଆଦିବାସୀମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସାହାଯ୍ୟ ଓ ସହୋଜଗର ହାତ ବଢ଼ାଇ ଆସିଛି । ଚାଷ ଋତୁରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ବିନା ସୁଧରେ ଲକ୍ଷାଧିକ ଟଙ୍କା ଦେଇ ଆସୁଥିବାବେଳେ ତାହାକୁ ଚାଷୀମାନେ ସଦୁପଯୋଗ କରି ଲାଭବାନ୍ ହୋଇପାରିଛନ୍ତି । ଏହି ସଂସ୍ଥାଟି ମୋହନା ବ୍ଲକ ର ଚନ୍ଦ୍ରଗିରି , ଜିରାଙ୍ଗ,ଲବାରସିଂ,ଧାଡ଼ିଆମ୍ବ ,ବାଘମାରି ସମୁଦାୟ ପାଞ୍ଚୋ ଗୋଟି ପଞ୍ଚାୟତ ର ସମୁଦାୟ 2603 ଚାଷୀ ଓ ଲୋନ୍ ହିତାଧିକାରୀ ସମୁଦାୟ 792 ଜଣକୁ ନେଇ କାମ କରି ଆସିଛି । ପ୍ରତ୍ୟେକ ବର୍ଷ ଭଳି ଏହି 2025-26 ଆର୍ଥିକ ବର୍ଷର ମଧ୍ୟ ନିଜର ସାକାରର୍ତ୍ମକ କାର୍ଯ୍ୟର ସଫଳତା କୁ ନେଇ ଚାଷୀମାନଙ୍କୁ ଉତ୍ସାହିତ କରିବା ଓ ଆଗାମୀଦିନରେ ଚାଷୀ ମାନଙ୍କ ସହୋଜଗ ରେ ଏହି ସ୍ଥାନରେ ମାଣ୍ଡିଆ ମଣ୍ଡି ମକାମଣ୍ଡି ଓ ଚାଷୀମାନଙ୍କୁ ସୁଲଭ ମୂଲ୍ୟରେ ସାର ଓ କୀଟନାଶକ କିଭଳି ମିଳିପାରିବ ସେ ନେଇ ପ୍ରବନ୍ଧ ନିର୍ଦ୍ଦେଶକ ସଞ୍ଜୀବ କୁମାର ଦଳାଇ ଉପସ୍ଥାପନା କରିଥିଲେ। ଏପରିକି ଏହି ବର୍ଷ ର ସଫଳ ଚାଷୀ ଓ ସଫଳ ଋଣ ପରିଶୋଧ କରି ଚାଷୀଙ୍କୁ ପୁଷ୍ପଗୁଚ୍ଛ ଉପଢୌକନ ଦେଇ ସମ୍ମାନିତ କରିଥିଲେ ।
    1
    ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ସଉରା ଲ୍ୟାମ୍ପ ଠାରେ ସଉରା ବୃହଦାକାର ଆଦିବାସୀ କୃଷି ବହୁମୁଖୀ ସମବାୟ ସମିତି ଲିଃ ପକ୍ଷରୁ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ ସଉରା ଲ୍ୟାମ୍ପ ସଭାପତି ଶ୍ରୀମତୀ ନର୍ମଦା ଦଳାଇ ,ଯୋଗଦେଇଥିବାବେଳେ ସମ୍ମାନିତ ଅତିଥିଭାବେ ଲ୍ୟାମ୍ପ ଉପସଭାପତି ବୃନ୍ଦାବନ ମଲ୍ଲିକ,ନିର୍ଦ୍ଦେଶକ ଲମ୍ବୋଦର ବିଶୋଇରତ୍ନବନପାଳ ସୁଧାକର କଣ୍ଡାଲୁ ମଞ୍ଚାସୀନ ହୋଇଥିଲେ । ପ୍ରଥମେ ସମସ୍ତ ଆଟିଥ୍ୟାଙ୍କୁ ସମ୍ମାନିତ କରିବାପରେ ଦିପାପ୍ରୋଜ୍ଵଳନ କରିଥିଲେ ସଭାପତି ଶ୍ରୀମତୀ ନର୍ମଦା ଦଳାଇ ।ଗଜପତି ଜିଲ୍ଲା ଏକ ଅନୁନ୍ନତ ଆଦିବାସୀ ବହୁଳ ଜିଲ୍ଲା ହୋଇଥିବା ହେତୁ ଦୀର୍ଘ ବର୍ଷ ଧରି ଏହି ସଂସ୍ଥା ଆଦିବାସୀମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସାହାଯ୍ୟ ଓ ସହୋଜଗର ହାତ ବଢ଼ାଇ ଆସିଛି । ଚାଷ ଋତୁରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ବିନା ସୁଧରେ ଲକ୍ଷାଧିକ ଟଙ୍କା ଦେଇ ଆସୁଥିବାବେଳେ ତାହାକୁ ଚାଷୀମାନେ ସଦୁପଯୋଗ କରି ଲାଭବାନ୍ ହୋଇପାରିଛନ୍ତି । ଏହି ସଂସ୍ଥାଟି ମୋହନା ବ୍ଲକ ର ଚନ୍ଦ୍ରଗିରି , ଜିରାଙ୍ଗ,ଲବାରସିଂ,ଧାଡ଼ିଆମ୍ବ ,ବାଘମାରି ସମୁଦାୟ ପାଞ୍ଚୋ ଗୋଟି ପଞ୍ଚାୟତ ର ସମୁଦାୟ 2603 ଚାଷୀ ଓ ଲୋନ୍ ହିତାଧିକାରୀ ସମୁଦାୟ 792 ଜଣକୁ ନେଇ କାମ କରି ଆସିଛି । ପ୍ରତ୍ୟେକ ବର୍ଷ ଭଳି ଏହି 2025-26 ଆର୍ଥିକ ବର୍ଷର ମଧ୍ୟ ନିଜର ସାକାରର୍ତ୍ମକ କାର୍ଯ୍ୟର ସଫଳତା କୁ ନେଇ ଚାଷୀମାନଙ୍କୁ ଉତ୍ସାହିତ କରିବା ଓ ଆଗାମୀଦିନରେ ଚାଷୀ ମାନଙ୍କ ସହୋଜଗ ରେ ଏହି ସ୍ଥାନରେ ମାଣ୍ଡିଆ ମଣ୍ଡି ମକାମଣ୍ଡି ଓ ଚାଷୀମାନଙ୍କୁ ସୁଲଭ ମୂଲ୍ୟରେ ସାର ଓ କୀଟନାଶକ କିଭଳି ମିଳିପାରିବ ସେ ନେଇ ପ୍ରବନ୍ଧ ନିର୍ଦ୍ଦେଶକ ସଞ୍ଜୀବ କୁମାର ଦଳାଇ ଉପସ୍ଥାପନା କରିଥିଲେ। ଏପରିକି ଏହି ବର୍ଷ ର ସଫଳ ଚାଷୀ ଓ ସଫଳ ଋଣ ପରିଶୋଧ କରି ଚାଷୀଙ୍କୁ ପୁଷ୍ପଗୁଚ୍ଛ ଉପଢୌକନ ଦେଇ ସମ୍ମାନିତ କରିଥିଲେ ।
    user_KHABAR TARANGA
    KHABAR TARANGA
    ସେରଙ୍ଗୋ, ଗଜପତି, ଓଡ଼ିଶା•
    2 hrs ago
  • କଙ୍ଗାରୁକୋର୍ଟ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି ରେ ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ #spnewstvliveodia #jajpurnews #bahujanmission
    1
    କଙ୍ଗାରୁକୋର୍ଟ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି ରେ ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ #spnewstvliveodia #jajpurnews #bahujanmission
    user_ସର୍ବେଶ୍ୱର ନାୟକ
    ସର୍ବେଶ୍ୱର ନାୟକ
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    2 hrs ago
  • ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ତୃତୀୟ ଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୬ ପାଳନ ପୂର୍ବକ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୬ ସ୍ଥାନୀୟ ସମ୍ମିଳନୀ କକ୍ଷ-୦୪, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ପାରଳାଖେମୁଣ୍ଡି, ଠାରେ ଆୟୋଜନ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା, ଅତିରିକ୍ତ ତହସିଲଦାର କିଶାନ ବେହେରା , ଜିଲ୍ଲା ସଂଯୋଜିକା ତଥା ପରାମର୍ଶଦାତା, ଓ. ଏଲ୍. ଏମ୍ ଶ୍ରୀମତୀ ଶିବାନୀ ପାଣିଗ୍ରାହୀ, ଶ୍ରୀମତୀ ପି.ସୁନିତା, ଜସ୍ମିନ ଶେଖ ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଉତ୍ସର୍ଗୀତା ବଡରଇତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଗଜପତି ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିଲେ । ଉକ୍ତ କାର୍ଯକ୍ରମରେ ତୃତୀୟ ଲିଙ୍ଗୀଙ୍କ ନିମନ୍ତେ ବିଭିନ୍ନ ସରକାରୀ ଯୋଜନା ଓ ଅଧିନୀୟମର ଆଲୋଚନା ଚକ୍ର ହୋଇଥିଲା । ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ, ଜିଲ୍ଲା ଓ ବ୍ଲକର ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀବୃନ୍ଦ, ସ୍ଵେଛାସେବୀ ସଂଗଠନର କର୍ମକର୍ତା ଯୋଗ ଦେଇଥିଲେ । ଶେଷରେ ଶ୍ରୀ ଏଲ୍ . ସନ୍ତୋଷ କୁମାର, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଶେଷ କରିଥିଲେ ।
    1
    ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ତୃତୀୟ ଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୬ ପାଳନ ପୂର୍ବକ 
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୬ ସ୍ଥାନୀୟ ସମ୍ମିଳନୀ କକ୍ଷ-୦୪, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ପାରଳାଖେମୁଣ୍ଡି, ଠାରେ ଆୟୋଜନ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା, ଅତିରିକ୍ତ ତହସିଲଦାର କିଶାନ ବେହେରା , ଜିଲ୍ଲା ସଂଯୋଜିକା ତଥା ପରାମର୍ଶଦାତା, ଓ. ଏଲ୍. ଏମ୍ ଶ୍ରୀମତୀ ଶିବାନୀ ପାଣିଗ୍ରାହୀ, ଶ୍ରୀମତୀ ପି.ସୁନିତା, ଜସ୍ମିନ ଶେଖ ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଉତ୍ସର୍ଗୀତା ବଡରଇତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଗଜପତି ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିଲେ । ଉକ୍ତ କାର୍ଯକ୍ରମରେ ତୃତୀୟ ଲିଙ୍ଗୀଙ୍କ ନିମନ୍ତେ ବିଭିନ୍ନ ସରକାରୀ ଯୋଜନା ଓ ଅଧିନୀୟମର ଆଲୋଚନା ଚକ୍ର ହୋଇଥିଲା । ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ, ଜିଲ୍ଲା ଓ ବ୍ଲକର ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀବୃନ୍ଦ, ସ୍ଵେଛାସେବୀ ସଂଗଠନର କର୍ମକର୍ତା ଯୋଗ  ଦେଇଥିଲେ । ଶେଷରେ ଶ୍ରୀ ଏଲ୍ . ସନ୍ତୋଷ କୁମାର, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଶେଷ  କରିଥିଲେ ।
    user_AK14TV
    AK14TV
    ସାମ୍ବାଦିକ ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    15 hrs ago
  • ମା ତାରାତାରିଣୀ ଙ୍କ ୪ର୍ଥ ପାଳି ଶେଷ l ଅପେକ୍ଷା ଆର ବର୍ଷ ଚୈତ୍ର ମାସକୁ l ଗଞ୍ଜାମ ଜିଲାର ପ୍ରସିଦ୍ଧ ଦେଵୀ ତଥା ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମାସର ମଙ୍ଗଳବାର ଯାତ୍ରାର ଉଦଯାପନ ଅତି ସୁବନ୍ଦୋବସ୍ତ ମଧ୍ୟରେ ସମାପନ ହୋଇଯାଇଛି l ଏହି ଶେଷ ପାଳିରେ ମା’ ତାରାତାରିଣୀ ଦୁଇଭଉଣୀ ବାସନ୍ତିକ ଦୂର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ମା’ଙ୍କୁ ଚୈତ୍ରମାସର ଏହି ଶେଷ ମଙ୍ଗଳବାରରେ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇ ନିଜ ନିଜର ଶୁଭ ମନାସି ପୁଣି ଆରବର୍ଷ ଚୈତ୍ର ମାସ ମଙ୍ଗଳବାର କୁ ଅପେକ୍ଷା କରିଛନ୍ତି।
    1
    ମା ତାରାତାରିଣୀ ଙ୍କ ୪ର୍ଥ ପାଳି ଶେଷ l ଅପେକ୍ଷା ଆର ବର୍ଷ ଚୈତ୍ର ମାସକୁ l 
ଗଞ୍ଜାମ ଜିଲାର ପ୍ରସିଦ୍ଧ ଦେଵୀ ତଥା  ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମାସର ମଙ୍ଗଳବାର ଯାତ୍ରାର ଉଦଯାପନ ଅତି ସୁବନ୍ଦୋବସ୍ତ ମଧ୍ୟରେ ସମାପନ ହୋଇଯାଇଛି l ଏହି ଶେଷ ପାଳିରେ ମା’ ତାରାତାରିଣୀ ଦୁଇଭଉଣୀ ବାସନ୍ତିକ ଦୂର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ମା’ଙ୍କୁ ଚୈତ୍ରମାସର ଏହି ଶେଷ ମଙ୍ଗଳବାରରେ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇ ନିଜ ନିଜର ଶୁଭ ମନାସି ପୁଣି ଆରବର୍ଷ ଚୈତ୍ର ମାସ ମଙ୍ଗଳବାର କୁ ଅପେକ୍ଷା କରିଛନ୍ତି।
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.