logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଶୀତ ମହୋତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ

2 days ago
user_CHINMAYA KUMAR SETHI
CHINMAYA KUMAR SETHI
Journalist ଜି. ଉଦୟଗିରି, କନ୍ଧମାଳ, ଓଡ଼ିଶା•
2 days ago
e2973841-756d-48ac-9068-cb3551471316

ଶୀତ ମହୋତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ

More news from ଓଡ଼ିଶା and nearby areas
  • Post by GANESH PANlGRAHl
    1
    Post by GANESH PANlGRAHl
    user_GANESH PANlGRAHl
    GANESH PANlGRAHl
    Reporter ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    2 hrs ago
  • ଗୋଟିଏ କାରରେ ଆଗ ଓ ପଛରେ ଭିନ୍ନ ଭିନ୍ନ ଦୁଇଟି ନମ୍ବର ପ୍ଲେଟ... ଗଞ୍ଜାମ ଜିଲ୍ଲା ଆସିକା ସହରର ବିନାୟକ ବଜାର ସତ୍ୟନାରାୟଣ ମନ୍ଦିର ଛକ ନିକଟରେ ପୋଲିସ ଯାଞ୍ଚ ବେଳେ ଧରାପଡ଼ିଲା ଲାଲ ରଙ୍ଗର ହ୍ୟୁଣ୍ଡାଇ କାର। ସରକାରୀ ନିୟମ ଉଲଂଘନ ପାଇଁ ଗାଡି ମାଲିକଙ୍କ ଉପରେ ୩୦ ହଜାର ଟଙ୍କା ମୋଟା ଅଙ୍କର ଚାଲାଣ କଟିଲା। ଗାଡି ଯାଞ୍ଚ ସମୟରେ ଆସିକା ଥାନା ସବ୍‌ଇନ୍ସପେକ୍ଟର ହିମାଂଶୁ ଶେଖର ପତ୍ରଙ୍କ ନେତୃତ୍ୱରେ କାର୍ଯ୍ୟାନୁଷ୍ଠାନ।
    3
    ଗୋଟିଏ କାରରେ ଆଗ ଓ ପଛରେ ଭିନ୍ନ ଭିନ୍ନ ଦୁଇଟି ନମ୍ବର ପ୍ଲେଟ...
ଗଞ୍ଜାମ ଜିଲ୍ଲା ଆସିକା ସହରର ବିନାୟକ ବଜାର ସତ୍ୟନାରାୟଣ ମନ୍ଦିର ଛକ ନିକଟରେ ପୋଲିସ ଯାଞ୍ଚ ବେଳେ ଧରାପଡ଼ିଲା ଲାଲ ରଙ୍ଗର ହ୍ୟୁଣ୍ଡାଇ କାର। ସରକାରୀ ନିୟମ ଉଲଂଘନ ପାଇଁ ଗାଡି ମାଲିକଙ୍କ ଉପରେ ୩୦ ହଜାର ଟଙ୍କା ମୋଟା ଅଙ୍କର ଚାଲାଣ କଟିଲା। ଗାଡି ଯାଞ୍ଚ ସମୟରେ ଆସିକା ଥାନା ସବ୍‌ଇନ୍ସପେକ୍ଟର ହିମାଂଶୁ ଶେଖର ପତ୍ରଙ୍କ ନେତୃତ୍ୱରେ କାର୍ଯ୍ୟାନୁଷ୍ଠାନ।
    user_Ganjam Khabar
    Ganjam Khabar
    Journalist Asika, Ganjam•
    32 min ago
  • Post by Jay kala _ jay Kalinga
    1
    Post by Jay kala _ jay Kalinga
    user_Jay kala _ jay Kalinga
    Jay kala _ jay Kalinga
    Banapur, Khordha•
    6 hrs ago
  • ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"ର ଚତୁର୍ଥ ଦିବସର ସନ୍ଧ୍ୟାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋପ ପ୍ରଦର୍ଶନର ନେତୃତ୍ୱ ନେଇଥିବା ପ୍ରଦ୍ୟୁମ୍ନ ପାଢ଼ୀ ଆଜି ସୋନପୁର ଥାନାରୁ ଅଟକରୁ ମୁକୁଳିବା ପରେ ପ୍ରତିକ୍ରିୟା ରଖିଛନ୍ତି।
    1
    ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"ର ଚତୁର୍ଥ ଦିବସର ସନ୍ଧ୍ୟାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋପ ପ୍ରଦର୍ଶନର ନେତୃତ୍ୱ ନେଇଥିବା ପ୍ରଦ୍ୟୁମ୍ନ ପାଢ଼ୀ ଆଜି ସୋନପୁର ଥାନାରୁ ଅଟକରୁ ମୁକୁଳିବା ପରେ ପ୍ରତିକ୍ରିୟା ରଖିଛନ୍ତି।
    user_Ram Shankar Bhoi
    Ram Shankar Bhoi
    Journalist Sonapur, Sonepur•
    6 hrs ago
  • ଅଦ୍ଭୁତ ପ୍ରକାର ର ଏକ ଛେଳି ଛୁଆ ଜନ୍ମ ନେଇଛି l ମୁହଁ ଟି ମାଙ୍କଡ଼ ପରି ଦେଖା ଯାଉଛି l ଏହା ଅଧା ଛେଳି ଏବଂ ଅଧା ମାଙ୍କଡ଼ ସଦୃଶ ପରି ଜନ୍ମ l
    1
    ଅଦ୍ଭୁତ ପ୍ରକାର ର ଏକ  ଛେଳି ଛୁଆ ଜନ୍ମ ନେଇଛି l ମୁହଁ ଟି ମାଙ୍କଡ଼ ପରି ଦେଖା ଯାଉଛି l ଏହା ଅଧା ଛେଳି ଏବଂ ଅଧା ମାଙ୍କଡ଼ ସଦୃଶ ପରି ଜନ୍ମ l
    user_Ajira Samachar
    Ajira Samachar
    Journalist Sonepur, Odisha•
    10 hrs ago
  • ପୋଲସରା ବାଲିଛାଇ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ପୋଡ଼ି ପାଉଁଶ ହେଲା ଲକ୍ଷାଧିକ ଟଙ୍କାର ଧାନ ​ପୋଲସରା (ଗଞ୍ଜାମ): ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ବାଲିଛାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ଖଳାରେ ଗଦା ହୋଇ ରହିଥିବା ଧାନ ଗଦାରେ ନିଆଁ ଲାଗିଯିବା ଫଳରେ ଚାଷୀଙ୍କ ବର୍ଷକର କଷ୍ଟ ଅର୍ଜିତ ଫସଲ ପୋଡ଼ି ପାଉଁଶ ହୋଇଯାଇଛି। ​ଘଟଣାର ବିବରଣୀ: ​ନିଆଁର ପ୍ରକୋପ: ବିଳମ୍ବିତ ରାତିରେ କୌଣସି କାରଣରୁ ଧାନ ଗଦାରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁ ଭୟଙ୍କର ରୂପ ଧାରଣ କରିଥିଲା, ଯାହାଫଳରେ ପାଖାପାଖି ଥିବା ଅନ୍ୟ ଧାନ ଗଦାଗୁଡ଼ିକ ମଧ୍ୟ ନିଆଁ କବଳକୁ ଆସିଯାଇଥିଲା। ​କ୍ଷୟକ୍ଷତି: ଏହି ଅଗ୍ନିକାଣ୍ଡରେ କୁଇଣ୍ଟାଲ କୁଇଣ୍ଟାଲ ଧାନ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। କ୍ଷତିଗ୍ରସ୍ତ ଚାଷୀଙ୍କ କହିବା ଅନୁସାରେ, ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ହାନି ଘଟିଛି। ​ଉଦ୍ଧାର କାର୍ଯ୍ୟ: ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପୋଲସରା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ ଅଧିକାଂଶ ଧାନ ପୋଡ଼ି ସାରିଥିଲା। ​ଅସନ୍ତୋଷ ଓ ଦାବି: ​ଧାନ ଅମଳ କରି ଘରକୁ ନେବା ପୂର୍ବରୁ ଏଭଳି ବିପତ୍ତି ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଛି। ନିଆଁ ଲାଗିବାର ସଠିକ୍ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନଥିବା ବେଳେ, କେହି ଦୁର୍ବୃତ୍ତ ଜାଣିଶୁଣି ନିଆଁ ଲଗାଇ ଦେଇଥିବା ନେଇ ସନ୍ଦେହ କରାଯାଉଛି। କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ ସରକାରୀ ସହାୟତା ଓ କ୍ଷତିପୂରଣ ପ୍ରଦାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।
    1
    ପୋଲସରା ବାଲିଛାଇ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ପୋଡ଼ି ପାଉଁଶ ହେଲା ଲକ୍ଷାଧିକ ଟଙ୍କାର ଧାନ
​ପୋଲସରା (ଗଞ୍ଜାମ): ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ବାଲିଛାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ଖଳାରେ ଗଦା ହୋଇ ରହିଥିବା ଧାନ ଗଦାରେ ନିଆଁ ଲାଗିଯିବା ଫଳରେ ଚାଷୀଙ୍କ ବର୍ଷକର କଷ୍ଟ ଅର୍ଜିତ ଫସଲ ପୋଡ଼ି ପାଉଁଶ ହୋଇଯାଇଛି।
​ଘଟଣାର ବିବରଣୀ:
​ନିଆଁର ପ୍ରକୋପ: ବିଳମ୍ବିତ ରାତିରେ କୌଣସି କାରଣରୁ ଧାନ ଗଦାରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁ ଭୟଙ୍କର ରୂପ ଧାରଣ କରିଥିଲା, ଯାହାଫଳରେ ପାଖାପାଖି ଥିବା ଅନ୍ୟ ଧାନ ଗଦାଗୁଡ଼ିକ ମଧ୍ୟ ନିଆଁ କବଳକୁ ଆସିଯାଇଥିଲା।
​କ୍ଷୟକ୍ଷତି: ଏହି ଅଗ୍ନିକାଣ୍ଡରେ କୁଇଣ୍ଟାଲ କୁଇଣ୍ଟାଲ ଧାନ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। କ୍ଷତିଗ୍ରସ୍ତ ଚାଷୀଙ୍କ କହିବା ଅନୁସାରେ, ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ହାନି ଘଟିଛି।
​ଉଦ୍ଧାର କାର୍ଯ୍ୟ: ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପୋଲସରା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ ଅଧିକାଂଶ ଧାନ ପୋଡ଼ି ସାରିଥିଲା।
​ଅସନ୍ତୋଷ ଓ ଦାବି:
​ଧାନ ଅମଳ କରି ଘରକୁ ନେବା ପୂର୍ବରୁ ଏଭଳି ବିପତ୍ତି ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଛି। ନିଆଁ ଲାଗିବାର ସଠିକ୍ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନଥିବା ବେଳେ, କେହି ଦୁର୍ବୃତ୍ତ ଜାଣିଶୁଣି ନିଆଁ ଲଗାଇ ଦେଇଥିବା ନେଇ ସନ୍ଦେହ କରାଯାଉଛି। କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ ସରକାରୀ ସହାୟତା ଓ କ୍ଷତିପୂରଣ ପ୍ରଦାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।
    user_User9947
    User9947
    Social worker ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    6 hrs ago
  • ଦୁର୍ଘଟଣାଗ୍ରସ୍ତ ହେଲା ବିମାନ। ରାଉରକେଲା ରଘୁନାଥପାଲିରେ ବିମାନ ଦୁର୍ଘଟଣା। ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା ବିମାନ । ଜରୁରୀ ଅବତରଣ ବେଳେ ବିମାନ କ୍ରାସ୍ ହୋଇଛି । ଜଲଦା ଏ ବ୍ଲକରେ ଛୋଟ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟଙ୍କ ସହ ୬ ଆହତ ହୋଇଛନ୍ତି । ୪ ଜଣ ଯାତ୍ରୀ ଓ ୨ ଜଣ କ୍ରିଉ ସଦସ୍ୟ ଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ
    4
    ଦୁର୍ଘଟଣାଗ୍ରସ୍ତ ହେଲା ବିମାନ।
ରାଉରକେଲା ରଘୁନାଥପାଲିରେ ବିମାନ ଦୁର୍ଘଟଣା। ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା ବିମାନ । ଜରୁରୀ ଅବତରଣ ବେଳେ ବିମାନ କ୍ରାସ୍ ହୋଇଛି । ଜଲଦା ଏ ବ୍ଲକରେ ଛୋଟ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟଙ୍କ ସହ ୬ ଆହତ ହୋଇଛନ୍ତି । ୪ ଜଣ ଯାତ୍ରୀ ଓ ୨ ଜଣ କ୍ରିଉ ସଦସ୍ୟ ଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    Reporter ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    2 hrs ago
  • ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"ର ଚତୁର୍ଥ ଦିବସର ସନ୍ଧ୍ୟାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ମୁଖ୍ୟ ଅତିଥି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉଦ୍ଦେଶ୍ୟରେ ବିରୋଧ ପ୍ରଦର୍ଶନ କରିଥିଲା। ଏହି ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୁଲିସ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଉପସ୍ଥିତିରେ ପ୍ରବଳ ମାଡ ହୋଇଥିଲା। ଏହାକୁ ବିରୋଧ କରି ଆଜି କୃଷକ ସଂଗଠନ ପକ୍ଷରୁ ସୋନପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି।
    1
    ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"ର ଚତୁର୍ଥ ଦିବସର ସନ୍ଧ୍ୟାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ମୁଖ୍ୟ ଅତିଥି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉଦ୍ଦେଶ୍ୟରେ ବିରୋଧ ପ୍ରଦର୍ଶନ କରିଥିଲା। ଏହି ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୁଲିସ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଉପସ୍ଥିତିରେ ପ୍ରବଳ ମାଡ ହୋଇଥିଲା। ଏହାକୁ ବିରୋଧ କରି ଆଜି କୃଷକ ସଂଗଠନ ପକ୍ଷରୁ ସୋନପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି।
    user_Ram Shankar Bhoi
    Ram Shankar Bhoi
    Journalist Sonapur, Sonepur•
    6 hrs ago
  • Post by Jay kala _ jay Kalinga
    1
    Post by Jay kala _ jay Kalinga
    user_Jay kala _ jay Kalinga
    Jay kala _ jay Kalinga
    Banapur, Khordha•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.