Shuru
Apke Nagar Ki App…
Monty Deep
More news from Jharsuguda and nearby areas
- ।।ବେଲପାହାଡ଼ ଉତ୍ସବ ମଚାନ ତୃତୀୟ ସନ୍ଧ୍ୟାରେ ସାନ ବଡ଼ ଘୁଡକା ନାଚରେ ଦୁଲକିଲା ମଞ୍ଚ।। ବେଲପାହାଡ଼ ଉତ୍ସବ ମବାନ -୨୦୨୬ ର ଆଜି ତୃତୀୟ ସନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲକିଛି ମଞ୍ଚ। ବେଲପାହାଡ ରନ୍ ମଣ୍ଡପଠାରେ ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ବେଲପାହାଡ଼ ଉତ୍ସବ୍ ‘ମଚାନ୍’ ପାଳନ କରାଯିବ। ଆଜି ତୃତୀୟ ଦିନରେ ମଚାନ ଉତ୍ସବ ସଭାପତି ରାଜେଶ ଭୋଇଙ୍କ ସହ ଅତିଥୁ ମାନଙ୍କ ମଧ୍ୟରେ ବ୍ରଜରାଜନଗର ଏସଡିପିଓ ଚିନ୍ତାମଣି ପ୍ରଧାନ, ବେଲପାହାଡ ଥାନା ଅଧୂକାରୀ ବିକାଶ କଲେତ, ଭାସ୍କର ପଟେଲ, ବେଲପାହାଡ ପୌରପରି ଷଦର କାଉନସିଲର ସୁନନ୍ଦା ପଶାୟତ, ଗୀତାରାଣୀ ପାନ ପ୍ରମୁଖ ଯୋଗଦେଇ ମା ସମଲେଇ ଓ ଜଗନ୍ନାଥଙ୍କ ପୂଜାର୍ଚ୍ଚନା କରିଥିଲେ । ଅତିଥିମାନେ ମଚାନ ଉତ୍ସବ ବିଷୟରେ ଆଲୋକପାତ କରିବାସହ ଏହାଦ୍ଵାରା କଳା ସଂସ୍କୃତିର ପ୍ରଚାର ପ୍ରସାର ସହ ଭାଇଚାରାର ପରିବେଶ ସୃଷ୍ଟି କରି ବେଲପାହାଡିବାସୀଙ୍କୁ ଏକ ସୂତ୍ରରେ ବାନ୍ଧି ରଖୁଛି ବୋଲି ପ୍ରକାଶ କରିଛନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମରେ ରାଜ୍ୟ ତଥା ରାଜ୍ୟ ବାହାରୁ ବିଭିନ୍ନ ଅନୁଷ୍ଠାନ ଗୀତ ଏବଂ ନୃତ୍ୟ ପରିବେଶଣ କରି ଦର୍ଶକଙ୍କ ମାନ ମୋହିଥିଲା। ଆୟୋଜକ ନୂତନ କମିଟି ସଭାପତି ରାଜେଶ ଭୋଇ, କାର୍ଯ୍ୟକାରୀ ସଭାପତି ରାଜେଶ ବହିଦାର ଜଗନ୍ନାଥଙ୍କ ନିକଟରେ ଦୀପପ୍ରଜ୍ଜଳନ, ଉପସଭାପତି ଜ୍ଞାନରଞ୍ଜନ ସ୍ଵାଇଁ, ସାଧାରଣ ସମ୍ପାଦକ ଭାସ୍କର ପଟେଲ, ଯୁଗ୍ମ ସମ୍ପାଦକ ହେମସାଗର ପଟ୍ଟନାୟକ, ସହସମ୍ପାଦକ ପ୍ରଦୀପ ପଶାୟତ, କୋଷାଧ୍ୟକ୍ଷ ଦୁର୍ଗାପ୍ରସାଦ ପ୍ରଧାନ, ସହ କୋଷାଧ୍ୟକ୍ଷ ନେତ୍ରାନନ୍ଦ ପ୍ରଧାନ, ସାଂସ୍କୃତିକ ସମ୍ପାଦକ ରାଜେଶ ପଶାୟତ, ଆଶିଷ ମେହେର, ଲିଙ୍ଗରାଜ ନାଏକ, ଉପଦେଷ୍ଟା ମଣ୍ଡଳୀରେ ଦେବୀ ପ୍ରସାଦ ମିଶ୍ର, ପ୍ରମୋଦ ସେନାପତି, ଶ୍ରୀକର ଭୋଇ, ମୋତିରାମ ମେହେର, ମନୋଜ ଅଗ୍ରୱାଲଙ୍କ ସମେତ ଡା. ଦିଲୀପ ନାଏକ, ସୁରେଶ ପଧାନ, ଠାକୁର ପ୍ରଧାନ, ଗୌରୀଶଙ୍କର ବିଶି, ସୌମ୍ୟବ୍ରତ ମିଶ୍ର, ସୌଭାଗ୍ୟ ରଞ୍ଜନ ସାହୁ,ଆଲୋକ ଖମାରୀ, କମଳ ବହିଦାର ପ୍ରମୁଖ ବିଭିନ୍ନ ଦାୟିତ୍ଵ ନିର୍ବାହ କରିଛନ୍ତି। #machaan2026 #BelpaharUchhab2026 #PalishriMela #ratnamandap @topfans Belpahar Parivar1
- ନିଶାମୁକ୍ତ ସମାଜ ଗଠନ ପାଇଁ ଏକ ପ୍ରୟାସ! 🚭 ଜମନକିରା ଯୁକ୍ତ ୩ ଡିଗ୍ରୀ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ। ଜମନକିରା ବିଡ଼ିଓ ଶ୍ରୀ ରବୀନ୍ଦ୍ର କୁମାର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ନିଶାଠାରୁ ଦୂରେଇ ରହିବା ପାଇଁ ଦୃଢ଼ ସଂକଳ୍ପ ନେବାକୁ ଆହ୍ୱାନ କରିଛନ୍ତି। ପଲ୍ଲୀ ଭାରତୀ ୟୁଥ୍ କ୍ଲବର ପରିଚାଳନା ନିର୍ଦ୍ଦେଶିକା ଡାକ୍ତର ଜ୍ୟୋତ୍ସ୍ନା ପଧାନ ନିଶା ସେବନର ଭୟାବହତା ଓ ସ୍ୱାସ୍ଥ୍ୟ ଉପରେ ଏହାର କୁପ୍ରଭାବ ବିଷୟରେ ଆଲୋକପାତ କରିଥିଲେ।1
- नक्सलवाद का मूल कारण विकास की डिमांड नहीं है, एक ideology है। जिस ideology को राष्ट्रपति पद का चुनाव जीतने के लिए इंदिरा गांधी जी ने स्वीकार कर लिया… इसी वामपंथी विचारधारा के कारण नक्सलवाद फैला है। #Amit Shah #NaxalFreeIndia1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ବରଘାଟ ରେ ହେବ ଅଷ୍ଟ ପ୍ରହରୀ ନାମଯଜ୍ଞ। ଏଥିପାଇଁ ଏକ ଭବ୍ୟ କଳସ ଶୋଭାଯାତ୍ରା କରାଯାଇଛି। ଏଥିରେ ଗ୍ରାମର ଶତାଧିକ ମହିଳା ପୁରୁଷ ଯୋଗଦେଇ ଗ୍ରାମ୍ୟ ପୋଖରୀ ରୁ ଜଳ ପୂର୍ଣ୍ଣ କଳସ ଆଣି ନାମ ମଣ୍ଡପ ଓ ଯଜ୍ଞ ମଣ୍ଡପ ରେ ସ୍ଥାପନ କରାଯାଇଥିଲା।4
- Post by BAHUJAN ADHIKAR1
- ସୁବର୍ଣ୍ଣପୁର ଜିଲ୍ଲାର ବିରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ ବାଗବର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପାର୍ଶ୍ଵ ସ୍ଥିତ ପ୍ରାଥମିକ ସେବା ସମବାୟ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ : * ବିଭିନ୍ନ ପ୍ରକାରର ୪୮( ଅଠଚାଳିଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ : ସୁବର୍ଣ୍ଣପୁର ଜିଲ୍ଲା ବିରହାହାରଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ ବାଗବର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପାର୍ଶ୍ଵ ସ୍ଥିତ ପ୍ରାଥମିକ କୃଷି ସମବାୟ ସମିତି ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ, ଶ୍ରୀ ନାରାୟଣ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୪୮( ଅଠଚାଳିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୬ (ଛତିଶ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୨ (ବାଆର) ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର, ରାଜୀବ କୁମାର ହାଁସଦା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ରାଜେନ୍ଦ୍ର ମାଝୀ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ବୀରମହାରାଜପୁର ସୁରେନ୍ଦ୍ର କୁମାର ମେହେର, ଉପାଧ୍ୟକ୍ଷ, ବୀରମହାରାଜପୁର ପଞ୍ଚୟତ ସମିତି, ନାରାୟଣ ଲୁହା, ତହସିଲଦାର, ବୀରମହାରାଜପୁର, ସୁଶ୍ରୀ ସୁଚିଶ୍ମିତା ପାଣିଗ୍ରାହୀ, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନି ସାହୁଙ୍କ ସମେତ ସରପଞ୍ଚ, ଉଫୁଲା, ଶ୍ରୀମତି ଶ୍ରୀୟା କର୍ମୀ ଓ ସରପଞ୍ଚ,ବାଗବାର ଗ୍ରାମ ପଞ୍ଚାୟତ, ଶ୍ରୀମତି ନିରୁପମା ବଗର୍ତ୍ତି ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର, ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।1
- ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ । ଦେବଗଡ଼ ତା. ୩୦.୦୩.୨୦୨୬. ଆଜି ବାରକୋଟ ବ୍ଲକ ମଧ୍ୟପୂର୍ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୫୧ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୩୨ ଟି ବ୍ୟକ୍ତିଗତ ଏବଂ ୧୯ ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ୦.୦୪ ଘରବାରୀ ପଟ୍ଟା , ପାନୀୟ ଜଳ, ଷ୍ଟ୍ରିଟଲାଇଟ ,ସୁଭଦ୍ରା ଯୋଜନା ଓ ମେଗା ଲିଫ୍ଟ ଇରିଗେସନ ର ଉନ୍ନତି କରଣ ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଉପଜିଲ୍ଲାପାଳ ପରିକ୍ଷିତ ସାହୁ , ଏସିଏଫ୍ ଅରୁଣ ବେହେରା , ଡେପୁଟି କଲେକ୍ଟର ଅଞ୍ଜୁନି କୁଜୁର,ଗୋଷ୍ଠି ଉନ୍ନୟନ ଅଧିକାରୀ ବାରକୋଟ ସୂର୍ଯ୍ୟକାନ୍ତ ବରିହା ଓ ତହସିଲଦାର ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।1
- आज बस्तर से नक्सलवाद लगभग समाप्त हो चुका है. बक्सर में हर गांव में स्कूल, राशन की दुकान, पंचायत में PAC/CAC बनाने की मुहिम चल रही है, आधार कार्ड बन रहे हैं, मुफ्त राशन मिल रहा है: गृह मंत्री @AmitShah1