ବିଲରେ ବିଷଧର ସାପ ନେଲା ଚାଷୀଙ୍କ ଜୀବନ,ପରିବାର ରେ ଶୋକର ଛାୟା ! ବୁଗୁଡ଼ା,୩୧/୦୭/୨୬: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ କରଚୁଲି ପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଅଭାବନିୟ ଘଟଣା, ଚାଷ କାମ ପାଇଁ ନିଜ ବିଲକୁ ଯାଇଥିବା ବେଳେ ଗୋଡ଼କୁ ବିଷଧର ସାପ କାମୁଡ଼ିବାରୁ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବା ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇଛି। ସୂଚନା ଅନୁଯାୟୀ, କରଚୁଲି ଗ୍ରାମର ସନ୍ତୋଷ କୁମାର ପୋଲେଇ ବୟସ ୫୨ ବର୍ଷ, ସେ ନିଜ ଚାଷଜମିରେ କାମ କରୁଥିବା ସମୟରେ ବିଷଧର ସାପ କାମୁଡ଼ି ଦେଇଥିଲା। ପରିବାର ଲୋକେ ତୁରନ୍ତ ତାଙ୍କୁ ନିକଟସ୍ଥ ବୁଗୁଡ଼ା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର କୁ ନେଇଥିଲେ, ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ କୁ ସ୍ଥାନାନ୍ତରିତ କରାଯାଇଥିଲା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ,ମୃତ ଦେହ ଗାଁ ରେ ପହଂଚିବା ପାରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ମୃତ ଚାଷୀଙ୍କ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାବେଳେ ସେହିଁ ପରିବାରର ଏକ ମାତ୍ର ରୋଜଗାରିଆ ବ୍ୟକ୍ତି ଥିଲେ, ପରିବାରରେ ବିଧବା ସ୍ତ୍ରୀ ଏବଂ ଗୋଟିଏ ଝିଅ ଏବଂ ଗୋଟିଏ ପୁଅ ରହିଥିବାବେଳେ, ଏହି ଚାଷୀ ପରିବାରକୁ ସରକାରୀ ସହାୟତା ଯୋଗାଇଦେବା ପାଇଁ ପରିବାର ଏବଂ ଗ୍ରାମବାସୀ ଦାବିକରିଛନ୍ତି ¡

- ଜୀବନର ପାଞ୍ଚୋଟି ମୂଲ୍ୟବାନ ଗହଣା କଣ ନିଶ୍ଚୟ ଭାବରେ ଶୁଣନ୍ତୁ କଣ କଣ.1
- ଜରଡା ଥାନା ପୁଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ; ୧୫୦ ଲିଟର ପୋଚ ଓ ୨୦ ଲିଟର ଦେଶୀ ମଦ ଜବତ #ExciseRaid #JaradaPolice #DigapahandiNews #GanjamNews #IllegalLiquor #JagrutiKhabar #OdiaNews #Ganjam #BreakingNewsOdia #OdishaPolice1
- ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଅଲିଗଣ୍ଡା ଗ୍ରାମରେ ଗୋଟିଏ ଚୋରି ମାମଲାରେ ଅଭିଯୁକ୍ତ ଙ୍କୁ ନିର୍ଦୋଷରେ ଖଲାସ କରିଛନ୍ତି ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ବିକାଶ କିରଣ ମିଶ୍ର l ଗତ 2025 ମେ ମାସ 2 ତାରିଖ ରାତିରେ ଅlଲିଗଣ୍ଡା ଗ୍ରାମର ରୁପିନା ନାୟକଙ୍କ ଦୋକାନ ଘର ଭିତରେ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା l ଲିଖିତ ଅଭିଯୋଗ କୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହ ଦଫା ବିଏନସ 331(4), 305, 3(5) ମାମଲା ରୁଜୁ କରି ଆସାମୀ ସେହି ଗ୍ରାମର ଅଜୟ ସଭାପତି ଙ୍କୁ ଉକ୍ତ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l ଅଜୟ ସର୍ତ୍ତ ମୂଳକ ଜାମିନ ରେ ଆସିଥିଲେ l ତେବେ ଉକ୍ତ ମାମଲା ର ବିଚାରଣ ମୋହନା କୋର୍ଟ ରେ ଜlରି ରହିଥିଲା l ଅଭିଯୁକ୍ତ ଙ୍କ ପକ୍ଷରୁ ଆଇନଜୀବୀ ବିଳାସ ନାୟକ ମାମଲା ପରିଚାଳନା କରୁଥିଲେ l1
- ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ନୟାଗଡ଼ ଜିଲ୍ଲା ବିଜେଡ଼ି,,, ଭୁଲ୍ ବହି ଛପା କୁ ନେଇ ବିଜେଡିର ଆନ୍ଦୋଳନ,, ନିତ୍ୟାନନ୍ଦ ଗଣ୍ଡ ଙ୍କ ଇସ୍ତଫା ଦାବି କଲା ବିଜେଡି,,, ନୟାଗଡ଼ ରେ ଗର୍ଜିଲା ବିଜେଡି,, ଆଗକୁ ଏହି ଆନ୍ଦୋଳନ କୁ ଯୋରଦାର କରାଯିବ,,,1
- ଆଜିଏ ଖବର ସାରା ଦୁନିଅର ଜନଟୁ ଏବଂ ଅନ୍ୟମାନଙ୍କୁ ସେୟାର କରନ୍ତୁ1
- ନୂଆଗାଁ ବ୍ରିଜ ରେ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା କାର, ଜଣେ ମୃତ। ଆଜି ର ଏକ ବଡ଼ ଦୁର୍ଘଟଣା ବ୍ରିଜ ଉପରୁ ତଳକୁ ଖସିଲା କାର। ଏହି ଭୟାବହ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଂଜନଗର ଏଲ ଆଇ ସି କଲୋନୀ ଅଞ୍ଚଳର ବାଲି ବ୍ୟବସାୟୀ ସୁନିଲ ମହାନ୍ତୀ,ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।" "ନୂଆଗାଁ ବ୍ରିଜ୍ ଉପରେ ଯାଉଥିବା ବେଳେ ହଠାତ୍ ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସି ପଡ଼ିଥିଲା କାରଟି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ପହଞ୍ଚି ବେଲଗୁଣ୍ଠା ପୋଲିସ କୁ ଖବର ଦେଇଥିଲେ, ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପୁଲିସ ମୃତ ଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।1