logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଲୁଆଲୋଇ ଗଣେଶ ପୂଜା କମିଟି ପକ୍ଷରୁ ଡ୍ୟାନ୍ସ ପ୍ରତିଯୋଗିତା, ଲଡୁ ଲଟେରୀ ଓ ନିଲାମ ଲୁଆଲୋଇ ଗଣେଶ ପୂଜା କମିଟି ପକ୍ଷରୁ ଡ୍ୟାନ୍ସ ପ୍ରତିଯୋଗିତା, ଲଡୁ ଲଟେରୀ ଓ ନିଲାମ #LatestNews #UpdateNews #apanankakhabara #ganeshpuja #news #OdishaNews #odisha

1 hr ago
user_Apananka Khabara
Apananka Khabara
Video Creator Cuttack (M.Corp.) P.S, Odisha•
1 hr ago

ଲୁଆଲୋଇ ଗଣେଶ ପୂଜା କମିଟି ପକ୍ଷରୁ ଡ୍ୟାନ୍ସ ପ୍ରତିଯୋଗିତା, ଲଡୁ ଲଟେରୀ ଓ ନିଲାମ ଲୁଆଲୋଇ ଗଣେଶ ପୂଜା କମିଟି ପକ୍ଷରୁ ଡ୍ୟାନ୍ସ ପ୍ରତିଯୋଗିତା, ଲଡୁ ଲଟେରୀ ଓ ନିଲାମ #LatestNews #UpdateNews #apanankakhabara #ganeshpuja #news #OdishaNews #odisha

More news from Odisha and nearby areas
  • ଦିଲ୍ଲୀ ହାଇକୋର୍ଟରେ ବିମଲ ଇଲାଇଚି କମ୍ପାନିକୁ ଝଟକା: ଶାହରୁଖ, ଅଜୟ ଓ ଟାଇଗରଙ୍କୁ ନୋଟିସ ମାମଲାରେ ଆବେଦନ ଖାରଜ ଦିଲ୍ଲୀ ହାଇକୋର୍ଟରେ ବିମଲ ଇଲାଇଚି କମ୍ପାନିକୁ ଝଟକା: ଶାହରୁଖ, ଅଜୟ ଓ ଟାଇଗରଙ୍କୁ ନୋଟିସ ମାମଲାରେ ଆବେଦନ ଖାରଜ #LatestNews #UpdateNews #apanankakhabara #news #OdishaNews #odisha
    1
    ଦିଲ୍ଲୀ ହାଇକୋର୍ଟରେ ବିମଲ ଇଲାଇଚି କମ୍ପାନିକୁ ଝଟକା: ଶାହରୁଖ, ଅଜୟ ଓ ଟାଇଗରଙ୍କୁ ନୋଟିସ ମାମଲାରେ ଆବେଦନ ଖାରଜ 
ଦିଲ୍ଲୀ ହାଇକୋର୍ଟରେ ବିମଲ ଇଲାଇଚି କମ୍ପାନିକୁ ଝଟକା: ଶାହରୁଖ, ଅଜୟ ଓ ଟାଇଗରଙ୍କୁ ନୋଟିସ ମାମଲାରେ ଆବେଦନ ଖାରଜ #LatestNews #UpdateNews #apanankakhabara #news #OdishaNews #odisha
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    19 min ago
  • ମୁସ୍ତାଫାପୁର ପଞ୍ଚାୟତରେ ବନ୍ୟା ରିଲିଫ ବଣ୍ଟନକୁ ନେଇ ବଢୁଛି ଜନ ଅସନ୍ତୋଷ ଧାମନଗର ବ୍ଲକର ମୁସ୍ତାଫାପୁର ପଞ୍ଚାୟତର ସରପଞ୍ଚ ଅଧିକାଂଶ ବନ୍ୟା ପ୍ରପୀଡ଼ିତ ଲୋକଙ୍କୁ ସରକାରୀ ରିଲିଫରୁ ବଞ୍ଚିତ କରିଛନ୍ତି। ରିଲିଫ ସାମଗ୍ରୀ ନେବାକୁ ଆସିଥିବା କେତେକ ମହିଳା ଓ ପୁରୁଷଙ୍କୁ ତୁମ ନାଁ ନାହିଁ କହି ଫେରାଇ ଦେଇଥିବା ଅଞ୍ଚଳର ଲୋକେ ପ୍ରକାଶ କରିଛନ୍ତି।
    1
    ମୁସ୍ତାଫାପୁର ପଞ୍ଚାୟତରେ ବନ୍ୟା ରିଲିଫ ବଣ୍ଟନକୁ ନେଇ ବଢୁଛି ଜନ ଅସନ୍ତୋଷ 
ଧାମନଗର ବ୍ଲକର ମୁସ୍ତାଫାପୁର ପଞ୍ଚାୟତର ସରପଞ୍ଚ ଅଧିକାଂଶ ବନ୍ୟା ପ୍ରପୀଡ଼ିତ ଲୋକଙ୍କୁ ସରକାରୀ ରିଲିଫରୁ ବଞ୍ଚିତ କରିଛନ୍ତି। ରିଲିଫ ସାମଗ୍ରୀ ନେବାକୁ ଆସିଥିବା କେତେକ ମହିଳା ଓ ପୁରୁଷଙ୍କୁ ତୁମ ନାଁ ନାହିଁ କହି ଫେରାଇ ଦେଇଥିବା ଅଞ୍ଚଳର ଲୋକେ ପ୍ରକାଶ କରିଛନ୍ତି।
    user_Nrusingh Barik
    Nrusingh Barik
    Photographer ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    14 min ago
  • ଭାଇରାଲ୍ ଗଣେଶ ଯାହା ବାଳକାଟି କେନାଲ୍ ଭିତରେ ପୁଜା ପାଉଛନ୍ତି । #Balakati #Ganeshapuja #Balakatiganeshapuja #jayadevnews #Vairalganesha
    1
    ଭାଇରାଲ୍ ଗଣେଶ ଯାହା ବାଳକାଟି କେନାଲ୍ ଭିତରେ ପୁଜା ପାଉଛନ୍ତି । #Balakati #Ganeshapuja #Balakatiganeshapuja #jayadevnews #Vairalganesha
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    22 min ago
  • ଏହି ଲୋକ ଜଣକ ନୟାଗଡ଼ ଯିବା ପାଇଁ ଭୁବନେଶ୍ୱର ଷ୍ଟେସନରେ ଭୁଲବଶତ ରାଉରକେଲା ଇଣ୍ଟରସିଟି ଟ୍ରେନ୍‌ରେ ଚଢ଼ୀଗଲେ କିନ୍ତୁ ଦୁଃଖର ବିଷୟ ଏହି ଲୋକଜନଙ୍କ କଥା କହିପାରୁନାହାନ୍ତି କି ଶୁଣିପାରୁନାହାନ୍ତି । ତାଙ୍କୁ ଆମେ ନରାଜ ଷ୍ଟେସନ ଠାରେ ଓହ୍ଲାଇ ଦେଇ ଅମୃତସର ବିଷାଖାପାଟନା ଟ୍ରେନରେ ଯିବାକୁ କହିଥିଲୁ ଭୁବନେଶ୍ୱରକୁ । ଗଲେ କି ନାହିଁ ଭଗବାନଙ୍କୁ ଜଣା।ସେଥିପାଇଁ ଚିନ୍ତିତ ଭଗବାନ ତାଙ୍କୁ ଘରେ ପହଞ୍ଚାଇ ଦିଅନ୍ତୁ
    1
    ଏହି ଲୋକ ଜଣକ ନୟାଗଡ଼ ଯିବା ପାଇଁ ଭୁବନେଶ୍ୱର ଷ୍ଟେସନରେ ଭୁଲବଶତ ରାଉରକେଲା ଇଣ୍ଟରସିଟି ଟ୍ରେନ୍‌ରେ ଚଢ଼ୀଗଲେ କିନ୍ତୁ ଦୁଃଖର ବିଷୟ ଏହି ଲୋକଜନଙ୍କ କଥା କହିପାରୁନାହାନ୍ତି କି ଶୁଣିପାରୁନାହାନ୍ତି । ତାଙ୍କୁ ଆମେ ନରାଜ ଷ୍ଟେସନ ଠାରେ ଓହ୍ଲାଇ ଦେଇ ଅମୃତସର ବିଷାଖାପାଟନା ଟ୍ରେନରେ ଯିବାକୁ କହିଥିଲୁ ଭୁବନେଶ୍ୱରକୁ । ଗଲେ କି ନାହିଁ ଭଗବାନଙ୍କୁ ଜଣା।ସେଥିପାଇଁ ଚିନ୍ତିତ ଭଗବାନ ତାଙ୍କୁ ଘରେ ପହଞ୍ଚାଇ ଦିଅନ୍ତୁ
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    19 hrs ago
  • ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ ଆଠଗଡ ବ୍ଲକ୍ ଅନ୍ତର୍ଗତ କୁମାରପୁର ପଞ୍ଚାୟତ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ,
    1
    ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ
ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ ଆଠଗଡ ବ୍ଲକ୍ ଅନ୍ତର୍ଗତ କୁମାରପୁର ପଞ୍ଚାୟତ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ,
    user_MANAS SAHOO
    MANAS SAHOO
    Local News Reporter ଆଠଗଡ଼, କଟକ, ଓଡ଼ିଶା•
    10 hrs ago
  • ଢେଙ୍କାନାଳ ଇଫୁନା ଓ ଇଫୁନା ପକ୍ଷରୁ ବିଶ୍ଵ ଗଣତନ୍ତ୍ର ଦୀବସ ୨୦୨୬ ପାଳିତ ଇଫୁନା ଓ ଉଫୁନା ପକ୍ଷରୁ ବିଶ୍ୱ ଗଣତନ୍ତ୍ର ଦିବସ -୨୦୨୬ ପାଳିତ "ଗଣତନ୍ତ୍ର କେବଳ ଏକ ଶାସନ ପଦ୍ଧତି ନୁହେଁ,ବରଂ ଏହା ଏକ ଜୀବନଶୈଳୀ।ସୁସ୍ଥ ଗଣତନ୍ତ୍ର ପାଇଁ ପ୍ରତ୍ୟେକ ନାଗରିକ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ" "ସମାନତା,ସ୍ୱାଧୀନତା ଏବଂ ଭ୍ରାତୃଭାବ ହିଁ ଗଣତନ୍ତ୍ରର ପ୍ରକୃତ ସ୍ତମ୍ଭ" "ଗଣତନ୍ତ୍ର ହେଉଛି ଜନସାଧାରଣଙ୍କ ଦ୍ୱାରା,ଜନସାଧାରଣଙ୍କ ପାଇଁ ଏବଂ ଜନସାଧାରଣଙ୍କର ଶାସନ" ଢେଙ୍କାନାଳ : ତା.୧୬.୦୯.୨୦୨୬ରିଖ : ( ) :ସ୍ଥାନୀୟ ଉଫୁନା କାର୍ଯ୍ୟାଳୟରେ ପ୍ରାତଃ ୦୮ ଘଟିକା ସମୟରେ ଇଣ୍ଡିଆନ୍ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନ୍ ସ୍ ଆସୋସିଏସନ୍(ଇଫୁନା) ଓ ଉତ୍କଳ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ (ଉଫୁନା) ପକ୍ଷରୁ ବିଶ୍ୱ ଗଣତନ୍ତ୍ର ଦିବସ -୨୦୨୬ ପାଳିତ ହୋଇଯାଇଛି।ଏହି ଉପଲକ୍ଷେ ଅନୁଷ୍ଠିତ ସଭାକୁ ଇଫୁନାର ମହାସଚିବ ତଥା ୱାର୍ଲ୍ଡ ଫେଡରେସନ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ ର ଭାଇସ୍ ଚେୟାରମ୍ୟାନ୍ ସୁରେଶ ଶ୍ରୀବାସ୍ତବ ଓ ଇଫୁନାର ଜାତୀୟ ଉପ-ସଭାପତି ତଥା ଉଫୁନାର ରାଜ୍ୟ ସଭାପତି ଆଡ୍ ଭୋକେଟ୍ ମନୋରଞ୍ଜନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଉଦ୍ଘାଟନ କରିଥିଲେ।ଉଫୁନାର ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ଏହି ସଭାରେ ଅଧ୍ୟକ୍ଷତା କରିଥିଲେ।ଅନ୍ୟତମ ମୁଖ୍ୟଅତିଥି ଭାବରେ ଯୋଗଦାନ କରି ପୂର୍ବତନ ବିଚାରପତି ଭିକାରୀ ଚରଣ ରାଉତ ସ୍ଵୀୟ ବକ୍ତବ୍ୟରେ "ଗଣତନ୍ତ୍ର କେବଳ ଏକ ଶାସନ ପଦ୍ଧତି ନୁହେଁ,ବରଂ ଏହା ଏକ ଜୀବନଶୈଳୀ । ସୁସ୍ଥ ଗଣତନ୍ତ୍ର ପାଇଁ ପ୍ରତ୍ୟେକ ନାଗରିକ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ" ବୋଲି ଦୃଢ଼ ମତବ୍ୟକ୍ତ କରିଥିଲେ।ସଭାପତି ଆଡ୍ ଭୋକେଟ୍ ମନୋରଞ୍ଜନ ପଟ୍ଟନାୟକ,ଡ.ପ୍ରମୋଦ କୁମାର ନାୟକ,ଗାନ୍ଧୀ ଅଧ୍ୟୟନ କେନ୍ଦ୍ର ସମ୍ପାଦକ ସରୋଜ ଶତପଥୀ,ସଭାପତିତ୍ୱ କରିଥିବା ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ,ପରିବେଶବିତ୍ ଉପେନ୍ଦ୍ର ରାଉତ,ଡ.ଅନୁପମା ମିଶ୍ର,ଡା.ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଅନ୍ୟତମ ସମ୍ମାନିତ ଅତିଥି ଓ ଅନ୍ୟତମ ସମ୍ମାନିତ ବକ୍ତା ଭାବରେ ସ୍ଵୀୟ ସ୍ଵୀୟ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରି ଗୋଟିଏ ଓଡ଼ିଆ ସନେଟ୍ ଓ ଗୋଟିଏ ଇଂରାଜୀ ସନେଟ୍ ଆବୃତ୍ତି କରିଥିଲେ ଓ ସ୍ୱୀୟ ବକ୍ତବ୍ୟରେ ବିଶ୍ୱ ଗଣତନ୍ତ୍ର ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୧୫ ତାରିଖରେ ସାରା ବିଶ୍ୱରେ ପାଳିତ ହୁଏ।ଜାତିସଂଘ ସାଧାରଣ ସଭା ଦ୍ୱାରା ୨୦୦୭ ମସିହାରେ ଏହି ଦିବସର ଶୁଭାରମ୍ଭ କରାଯାଇଥିଲା।ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ବିଶ୍ୱରେ ଗଣତାନ୍ତ୍ରିକ ପ୍ରକ୍ରିୟା,ମୂଲ୍ୟବୋଧ ଏବଂ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ ତଥା ମଜଭୁତ କରିବା।ଗଣତନ୍ତ୍ର ହେଉଛି ଜନସାଧାରଣଙ୍କ ଦ୍ୱାରା,ଜନସାଧାରଣଙ୍କ ପାଇଁ ଏବଂ ଜନସାଧାରଣଙ୍କର ଶାସନ।ଏଥିରେ ଜନମତ ଓ ସ୍ୱାଧୀନତାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥାଏ।ଭାରତ ପରି ଏକ ବିଶାଳ ଗଣତାନ୍ତ୍ରିକ ଦେଶରେ ଏହି ଦିବସର ଗୁରୁତ୍ୱ ଅନେକ ଅଧିକ।ଏହି ଅବସରରେ ବିଦ୍ୟାଳୟ,ମହାବିଦ୍ୟାଳୟ ଏବଂ ବିଭିନ୍ନ ଅନୁଷ୍ଠାନରେ ସଚେତନତା ସଭା ଓ ଆଲୋଚନାଚକ୍ର ଆୟୋଜନ କରାଯାଏ ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ।ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସ୍ଵୀୟ ସଭାପତିଙ୍କ ଅଭିଭାଷଣରେ କହିଥିଲେ ଯେ ସମାନତା,ସ୍ୱାଧୀନତା ଏବଂ ଭ୍ରାତୃଭାବ ହିଁ ଗଣତନ୍ତ୍ରର ପ୍ରକୃତ ସ୍ତମ୍ଭ।ବର୍ତ୍ତମାନ ସମୟରେ ଗଣତନ୍ତ୍ର ସମ୍ମୁଖରେ ଅନେକ ଆହ୍ୱାନ ରହିଛି,ଯେପରିକି ଦୁର୍ନୀତି,ଅଶିକ୍ଷା ଏବଂ ସାମାଜିକ ଅସମାନତା।ସମସ୍ତ ବକ୍ତାମାନଙ୍କ ଚିନ୍ତାଧାରା ଅନୁଯାୟୀ,ଯୁବପିଢ଼ି ଶିକ୍ଷିତ ଓ ସଚେତନ ହେଲେ ହିଁ ଗଣତନ୍ତ୍ର ଅଧିକ ସୁଦୃଢ଼ ହୋଇପାରିବ।ଏହି ଦିବସରେ ଆମେ ସମସ୍ତେ ମିଳିମିଶି ଆମର ଗଣତାନ୍ତ୍ରିକ ଅଧିକାର ଓ କର୍ତ୍ତବ୍ୟକୁ ସଠିକ୍ ଭାବେ ପାଳନ କରିବା ପାଇଁ ସଂକଳ୍ପ ନେବା ଉଚିତ ବୋଲି ପ୍ରକାଶ କରିଥିଲେ।ଏହି ସଭାରେ ସାର୍ଥକ ପଟ୍ଟନାୟକ, ଇଂ.ଅବିନାଶ ଦାସ,ଇଂ.ଯୁଧିଷ୍ଟିର ସାହୁ,ଲକ୍ଷ୍ମୀଧର ଶତପଥୀ, ବିପିନ ବିହାରୀ ବେହେରା,ତରୁଣ କୁମାର ବିଶ୍ୱାଳ,ବସନ୍ତ କୁମାର ବିଶ୍ୱାଳ,ରବିନାରାୟଣ ପଟ୍ଟନାୟକ,ଲକ୍ଷ୍ମୀଧର ଶତପଥୀ,ଗିରିଶ ଚନ୍ଦ୍ର ସାମଲ,ସୂର୍ଯ୍ୟ ନାରାୟଣ ପଟ୍ଟନାୟକ, ଲକ୍ଷ୍ମୀଧର ବାରିକ,ଦିଲ୍ଲୀପ କୁମାର ସାହୁ,ଶ୍ରୀକାନ୍ତ କୁମାର ସାହୁ ଓ ଅକାନନ୍ଦ ଭୋଳ ପ୍ରମୁଖ ଉଫୁନାର ସମସ୍ତ ଶତାଧିକ ସହଯୋଗୀ ସଦସ୍ୟା,ସଦସ୍ୟ ମଧ୍ୟ ଯୋଗଦାନ କରି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।ଏଥିରେ ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସଭାପତିତ୍ୱ କରିଥିଲେ। ସମାଜସେବୀ ସରୋଜ କୁମାର ଶତପଥି ସ୍ୱାଗତଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଗୋକୁଳ ଚନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସଭାପତିତ୍ୱ କରିଥିଲେ।ଏହି ସଭାରେ ଢେଙ୍କାନାଳ ଜିଲ୍ଲାର କୋଣ ଅନୁକୋଣରୁ ବହୁ ସଂଖ୍ୟାରେ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦାନ କରି ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।
    1
    ଢେଙ୍କାନାଳ ଇଫୁନା ଓ ଇଫୁନା ପକ୍ଷରୁ ବିଶ୍ଵ ଗଣତନ୍ତ୍ର ଦୀବସ ୨୦୨୬ ପାଳିତ
ଇଫୁନା ଓ ଉଫୁନା ପକ୍ଷରୁ ବିଶ୍ୱ ଗଣତନ୍ତ୍ର ଦିବସ -୨୦୨୬ ପାଳିତ
"ଗଣତନ୍ତ୍ର କେବଳ ଏକ ଶାସନ ପଦ୍ଧତି ନୁହେଁ,ବରଂ ଏହା ଏକ ଜୀବନଶୈଳୀ।ସୁସ୍ଥ ଗଣତନ୍ତ୍ର ପାଇଁ ପ୍ରତ୍ୟେକ ନାଗରିକ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ"
"ସମାନତା,ସ୍ୱାଧୀନତା ଏବଂ ଭ୍ରାତୃଭାବ ହିଁ ଗଣତନ୍ତ୍ରର ପ୍ରକୃତ ସ୍ତମ୍ଭ"
"ଗଣତନ୍ତ୍ର ହେଉଛି ଜନସାଧାରଣଙ୍କ ଦ୍ୱାରା,ଜନସାଧାରଣଙ୍କ ପାଇଁ ଏବଂ ଜନସାଧାରଣଙ୍କର ଶାସନ"
ଢେଙ୍କାନାଳ : ତା.୧୬.୦୯.୨୦୨୬ରିଖ : (    ) :ସ୍ଥାନୀୟ ଉଫୁନା କାର୍ଯ୍ୟାଳୟରେ ପ୍ରାତଃ ୦୮ ଘଟିକା ସମୟରେ ଇଣ୍ଡିଆନ୍ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନ୍ ସ୍ ଆସୋସିଏସନ୍(ଇଫୁନା) ଓ ଉତ୍କଳ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ (ଉଫୁନା) ପକ୍ଷରୁ ବିଶ୍ୱ ଗଣତନ୍ତ୍ର ଦିବସ -୨୦୨୬ ପାଳିତ ହୋଇଯାଇଛି।ଏହି ଉପଲକ୍ଷେ ଅନୁଷ୍ଠିତ ସଭାକୁ ଇଫୁନାର ମହାସଚିବ ତଥା ୱାର୍ଲ୍ଡ ଫେଡରେସନ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ ର ଭାଇସ୍ ଚେୟାରମ୍ୟାନ୍ ସୁରେଶ ଶ୍ରୀବାସ୍ତବ ଓ ଇଫୁନାର ଜାତୀୟ ଉପ-ସଭାପତି ତଥା ଉଫୁନାର ରାଜ୍ୟ ସଭାପତି ଆଡ୍ ଭୋକେଟ୍ ମନୋରଞ୍ଜନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଉଦ୍ଘାଟନ କରିଥିଲେ।ଉଫୁନାର ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ଏହି ସଭାରେ ଅଧ୍ୟକ୍ଷତା କରିଥିଲେ।ଅନ୍ୟତମ ମୁଖ୍ୟଅତିଥି ଭାବରେ ଯୋଗଦାନ କରି ପୂର୍ବତନ ବିଚାରପତି ଭିକାରୀ ଚରଣ ରାଉତ ସ୍ଵୀୟ ବକ୍ତବ୍ୟରେ "ଗଣତନ୍ତ୍ର କେବଳ ଏକ ଶାସନ ପଦ୍ଧତି ନୁହେଁ,ବରଂ ଏହା ଏକ ଜୀବନଶୈଳୀ । ସୁସ୍ଥ ଗଣତନ୍ତ୍ର ପାଇଁ ପ୍ରତ୍ୟେକ ନାଗରିକ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ" ବୋଲି ଦୃଢ଼ ମତବ୍ୟକ୍ତ କରିଥିଲେ।ସଭାପତି ଆଡ୍ ଭୋକେଟ୍ ମନୋରଞ୍ଜନ ପଟ୍ଟନାୟକ,ଡ.ପ୍ରମୋଦ କୁମାର ନାୟକ,ଗାନ୍ଧୀ ଅଧ୍ୟୟନ କେନ୍ଦ୍ର ସମ୍ପାଦକ ସରୋଜ ଶତପଥୀ,ସଭାପତିତ୍ୱ କରିଥିବା ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ,ପରିବେଶବିତ୍ ଉପେନ୍ଦ୍ର ରାଉତ,ଡ.ଅନୁପମା ମିଶ୍ର,ଡା.ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଅନ୍ୟତମ ସମ୍ମାନିତ ଅତିଥି ଓ ଅନ୍ୟତମ ସମ୍ମାନିତ ବକ୍ତା ଭାବରେ ସ୍ଵୀୟ ସ୍ଵୀୟ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରି ଗୋଟିଏ ଓଡ଼ିଆ ସନେଟ୍ ଓ ଗୋଟିଏ ଇଂରାଜୀ ସନେଟ୍ ଆବୃତ୍ତି କରିଥିଲେ ଓ ସ୍ୱୀୟ ବକ୍ତବ୍ୟରେ ବିଶ୍ୱ ଗଣତନ୍ତ୍ର ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୧୫ ତାରିଖରେ ସାରା ବିଶ୍ୱରେ ପାଳିତ ହୁଏ।ଜାତିସଂଘ ସାଧାରଣ ସଭା ଦ୍ୱାରା ୨୦୦୭ ମସିହାରେ ଏହି ଦିବସର ଶୁଭାରମ୍ଭ କରାଯାଇଥିଲା।ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ବିଶ୍ୱରେ ଗଣତାନ୍ତ୍ରିକ ପ୍ରକ୍ରିୟା,ମୂଲ୍ୟବୋଧ ଏବଂ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ ତଥା ମଜଭୁତ କରିବା।ଗଣତନ୍ତ୍ର ହେଉଛି ଜନସାଧାରଣଙ୍କ ଦ୍ୱାରା,ଜନସାଧାରଣଙ୍କ ପାଇଁ ଏବଂ ଜନସାଧାରଣଙ୍କର ଶାସନ।ଏଥିରେ ଜନମତ ଓ ସ୍ୱାଧୀନତାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥାଏ।ଭାରତ ପରି ଏକ ବିଶାଳ ଗଣତାନ୍ତ୍ରିକ ଦେଶରେ ଏହି ଦିବସର ଗୁରୁତ୍ୱ ଅନେକ ଅଧିକ।ଏହି ଅବସରରେ ବିଦ୍ୟାଳୟ,ମହାବିଦ୍ୟାଳୟ ଏବଂ ବିଭିନ୍ନ ଅନୁଷ୍ଠାନରେ ସଚେତନତା ସଭା ଓ ଆଲୋଚନାଚକ୍ର ଆୟୋଜନ କରାଯାଏ ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ।ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସ୍ଵୀୟ ସଭାପତିଙ୍କ ଅଭିଭାଷଣରେ କହିଥିଲେ ଯେ ସମାନତା,ସ୍ୱାଧୀନତା ଏବଂ ଭ୍ରାତୃଭାବ ହିଁ ଗଣତନ୍ତ୍ରର ପ୍ରକୃତ ସ୍ତମ୍ଭ।ବର୍ତ୍ତମାନ ସମୟରେ ଗଣତନ୍ତ୍ର ସମ୍ମୁଖରେ ଅନେକ ଆହ୍ୱାନ ରହିଛି,ଯେପରିକି ଦୁର୍ନୀତି,ଅଶିକ୍ଷା ଏବଂ ସାମାଜିକ ଅସମାନତା।ସମସ୍ତ ବକ୍ତାମାନଙ୍କ ଚିନ୍ତାଧାରା ଅନୁଯାୟୀ,ଯୁବପିଢ଼ି ଶିକ୍ଷିତ ଓ ସଚେତନ ହେଲେ ହିଁ ଗଣତନ୍ତ୍ର ଅଧିକ ସୁଦୃଢ଼ ହୋଇପାରିବ।ଏହି ଦିବସରେ ଆମେ ସମସ୍ତେ ମିଳିମିଶି ଆମର ଗଣତାନ୍ତ୍ରିକ ଅଧିକାର ଓ କର୍ତ୍ତବ୍ୟକୁ ସଠିକ୍ ଭାବେ ପାଳନ କରିବା ପାଇଁ ସଂକଳ୍ପ ନେବା ଉଚିତ ବୋଲି ପ୍ରକାଶ କରିଥିଲେ।ଏହି ସଭାରେ ସାର୍ଥକ ପଟ୍ଟନାୟକ, ଇଂ.ଅବିନାଶ ଦାସ,ଇଂ.ଯୁଧିଷ୍ଟିର ସାହୁ,ଲକ୍ଷ୍ମୀଧର ଶତପଥୀ, ବିପିନ ବିହାରୀ ବେହେରା,ତରୁଣ କୁମାର ବିଶ୍ୱାଳ,ବସନ୍ତ କୁମାର ବିଶ୍ୱାଳ,ରବିନାରାୟଣ ପଟ୍ଟନାୟକ,ଲକ୍ଷ୍ମୀଧର ଶତପଥୀ,ଗିରିଶ ଚନ୍ଦ୍ର ସାମଲ,ସୂର୍ଯ୍ୟ ନାରାୟଣ ପଟ୍ଟନାୟକ, ଲକ୍ଷ୍ମୀଧର ବାରିକ,ଦିଲ୍ଲୀପ କୁମାର ସାହୁ,ଶ୍ରୀକାନ୍ତ କୁମାର ସାହୁ ଓ ଅକାନନ୍ଦ ଭୋଳ ପ୍ରମୁଖ ଉଫୁନାର ସମସ୍ତ ଶତାଧିକ ସହଯୋଗୀ ସଦସ୍ୟା,ସଦସ୍ୟ ମଧ୍ୟ ଯୋଗଦାନ କରି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।ଏଥିରେ ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସଭାପତିତ୍ୱ କରିଥିଲେ। ସମାଜସେବୀ ସରୋଜ କୁମାର ଶତପଥି ସ୍ୱାଗତଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଗୋକୁଳ ଚନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସଭାପତିତ୍ୱ କରିଥିଲେ।ଏହି ସଭାରେ ଢେଙ୍କାନାଳ ଜିଲ୍ଲାର କୋଣ ଅନୁକୋଣରୁ ବହୁ ସଂଖ୍ୟାରେ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦାନ କରି ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    2 hrs ago
  • ବନମାଳୀ ପ୍ରସାଦ ଗ୍ରାମରୁ ଏକ ଘରୁ ନାଗ ସାପ ସ୍ନେକେ ହେଲ୍ପଲାଇନ ଦ୍ୱାରା ଉଦ୍ଧାର
    1
    ବନମାଳୀ ପ୍ରସାଦ ଗ୍ରାମରୁ ଏକ ଘରୁ ନାଗ ସାପ ସ୍ନେକେ ହେଲ୍ପଲାଇନ ଦ୍ୱାରା ଉଦ୍ଧାର
    user_Tapasdas 6372788705
    Tapasdas 6372788705
    Photographer Dhenkanal Sadar, Odisha•
    4 hrs ago
  • ଲୁଆଲୋଇ ଗଣେଶ ପୂଜା କମିଟି ପକ୍ଷରୁ ଡ୍ୟାନ୍ସ ପ୍ରତିଯୋଗିତା, ଲଡୁ ଲଟେରୀ ଓ ନିଲାମ ଲୁଆଲୋଇ ଗଣେଶ ପୂଜା କମିଟି ପକ୍ଷରୁ ଡ୍ୟାନ୍ସ ପ୍ରତିଯୋଗିତା, ଲଡୁ ଲଟେରୀ ଓ ନିଲାମ #LatestNews #UpdateNews #apanankakhabara #ganeshpuja #news #OdishaNews #odisha
    1
    ଲୁଆଲୋଇ ଗଣେଶ ପୂଜା କମିଟି ପକ୍ଷରୁ ଡ୍ୟାନ୍ସ ପ୍ରତିଯୋଗିତା, ଲଡୁ ଲଟେରୀ ଓ ନିଲାମ 
ଲୁଆଲୋଇ ଗଣେଶ ପୂଜା କମିଟି ପକ୍ଷରୁ ଡ୍ୟାନ୍ସ ପ୍ରତିଯୋଗିତା, ଲଡୁ ଲଟେରୀ ଓ ନିଲାମ #LatestNews #UpdateNews #apanankakhabara #ganeshpuja #news #OdishaNews #odisha
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.