Shuru
Apke Nagar Ki App…
ଘୁ ଉଦୟଗିରି ଅଞ୍ଚଳର ବିଭିନ୍ନ ପାହାଡ଼ରେ ଲାଗିଛି ନିଆଁ ଲାଗିଛି । ବନ ବିଭାଗ କର୍ମଚାରୀ ଆହତ କରିବା ପାଇଁ ପ୍ରୟାସ ।
Samanta Sekhar Nayak
ଘୁ ଉଦୟଗିରି ଅଞ୍ଚଳର ବିଭିନ୍ନ ପାହାଡ଼ରେ ଲାଗିଛି ନିଆଁ ଲାଗିଛି । ବନ ବିଭାଗ କର୍ମଚାରୀ ଆହତ କରିବା ପାଇଁ ପ୍ରୟାସ ।
More news from Ganjam and nearby areas
- ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଲୋକ ପର୍ବ ଦଣ୍ଡଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ, ଆସିକା ବ୍ଲକ ବାବନପୁରଠାରେ ଅନୁଷ୍ଠିତ ହୋଇଯାଇଛି ଭବ୍ୟ "ପଞ୍ଚୁଦଣ୍ଡ ମହା ମିଳନ"। ଏହି ଅବସରରେ ସ୍ଥାନୀୟ ଅଞ୍ଚଳ ଏକ ଆଧ୍ୟାତ୍ମିକ ପରିବେଶରେ ପରିଣତ ହୋଇଥିବା ବେଳେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଥିଲା।1
- ମଙ୍ଗଳବାର ହନୁମାନ ଜୟନ୍ତୀ ଥିବା ବେଳେ ଆଜି ବୌଦ୍ଧ ଜିଲ୍ଲା ହିନ୍ଦୁ ଯୁବା ମୋର୍ଚ୍ଚା ପକ୍ଷରୁ ହନୁମାନ ଜୟନ୍ତୀ ଉପଲକ୍ଷେ ବିରାଟ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ବ୍ରିଜ୍ ଛକରୁ ବାଇକ୍ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିବା ବେଳେ ଏଥିରେ ଅନେକ ଲୋକ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା ।1
- Post by Ansubhai Pandey2
- ତଳ ସୁବର୍ଣ୍ଣଗିରି ଗ୍ରାମ ପଞ୍ଚାୟତ ନୁଆଖମାରସାହି ନଳକୂଅ ପାନିୟଜଳ ପାଇଁ ଅସୁଵିଧା ହଉଛି ସଲାର ଏବଂ ପାଣି ଟାଙ୍କି ବସେଇବା ପାଇଁ ଅନୁରେlଧ1
- ନରଣପୁର ମା’କାମନାକାଳୀ ଦଣ୍ଡପାର୍ଟି ପକ୍ଷରୁ ମେରୁଯାତ୍ରା ଢେଙ୍କାନାଳ,ସଦର ବ୍ଲକ୍ ଅନ୍ତର୍ଗତ ନରଣପୁର ଗ୍ରାମର ମା’କାମନାକାଳୀ ଦଣ୍ଡପାର୍ଟି ପକ୍ଷରୁ ଆଜି ମେରୁ ପର୍ବ ମହାଆଡମ୍ବର ସହ ପାଳିତ ହୋଇଯାଇଛି । ପ୍ରତଃରୁ ମା'ଙ୍କ ମଙ୍ଗଳଆଳତି କରାଯାଇ ମାଜଣା କରାଯାଇଥିଲା। ମଧ୍ୟାହ୍ନ ସମୟରେ ହୋମ ଓ ଯଜ୍ଞ ପରେ ଝାମୁରେ ଅଗ୍ନି ସଂଯୋଗ କରାଯାଇଥିଲା। ସ୍ଥାନୀୟ ବଡଜୋରା ଠାରେ ପୂଜାର୍ଚ୍ଚନା ପରେ ବାଦ୍ୟ, ଘଂଟ ଦ୍ୱାରା ଗ୍ରାମ ପରିକ୍ରମା କରି ମାନସିକ ଦଣ୍ଡୁଆମାନେ, ପାଟ୍ଟଭକ୍ତ ଓ କାଳସୀ ଝାମୁରେ ଚାଲିଥିଲେ । ୨୧ ହାତିଆ ଝାମୁରେ ମାନସିକଧାରୀମାନେ ଚାଲିଥିଲେ । ୧୩ଦିନ ଧରି ଗ୍ରାମ ଗ୍ରାମ ବୁଲି ଦଣ୍ଡୁଆମାନେ ଧୂଳିଦଣ୍ଡ ଓ ରାତିରେ ଦଣ୍ଡ କରି ମାନସିକ ପୂରଣ କରିଥିଲେ । ଏହି ଝାମୁଯାତ୍ରା ଦେଖିବା ପାଇଁ ଆଖପାଖ ଅଂଚଳର ବହୁ ପୁରୁଷ ଓ ମହିଳାଙ୍କ ଭିଡ ଜମିଥିଲା ।1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହରିହର ଯୋର ଠେଙ୍ଗୋଡ୍ୟାମ ଠାରେ ବାବା ରାମେଶ୍ଵର ଙ୍କ ମେରୁଦଣ୍ଡ ଅନୁଷ୍ଠିତ।1
- Post by Sonepur news khulasa1
- ସସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଵ୍ଳକ କଲାପଥର ଵଜରଙ୍ଗ ଦଲ ଦ୍ଵାରା ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଅବସରରେ ବିଶାଳ ବାଇକ ରେଲି ଶହ ଶହ କର୍ମୀ ଯୋଗଦେଲେ ।2