logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପିଏମଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଦିଛୁଆଁ ପର୍ବ ପାଳିତ ଢେଙ୍କାନାଳ, ଅଦ୍ୟ ପିଏମ୍‌ଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀ ମିନତୀ ଦେହୁରୀ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଦୀପ୍ତ ମହାପାତ୍ରଙ୍କର ତତ୍ତ୍ୱାବଧାନରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପର୍ବ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଢେଙ୍କାନାଳ ପୌରପାଳିକାର ଅଧ୍ଯକ୍ଷା ଜୟନ୍ତୀ ପାତ୍ର, ଏଗାର ନଂ- ଓ୍ବାର୍ଡର ଡାଉନ୍‌ସିଲର ଲକ୍ଷ୍ମୀପ୍ରିୟା ଦଳେଇ, ରାଜନୀତିଜ୍ଞ ତଥା ସମାଜସେବୀ କରୁଣାକର ଦଳେଇ, ବିକାଶ ପୁହାଣ ଏବଂ ଫଚସଖା ଶିକ୍ଷାସେତୁର ସଭାପତି କୃଷିଦା ବେଗମ୍ ପ୍ରମୁଖ ଅତିଥିମାନଙ୍କ ଆଗମନ କୁନି କୁନି ଛାତ୍ରଛାତ୍ରୀଙ୍କ ମନରେ ଆନନ୍ଦ ଓ ଉଲ୍ଲାସ ଭରିଦେଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମଟି ସାଫଲ୍ୟ କରି ଥିଲେ

2 hrs ago
user_Baidyanath Samal Mozillakhabra
Baidyanath Samal Mozillakhabra
Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
2 hrs ago

ପିଏମଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଦିଛୁଆଁ ପର୍ବ ପାଳିତ ଢେଙ୍କାନାଳ, ଅଦ୍ୟ ପିଏମ୍‌ଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀ ମିନତୀ ଦେହୁରୀ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଦୀପ୍ତ ମହାପାତ୍ରଙ୍କର ତତ୍ତ୍ୱାବଧାନରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପର୍ବ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଢେଙ୍କାନାଳ ପୌରପାଳିକାର ଅଧ୍ଯକ୍ଷା ଜୟନ୍ତୀ ପାତ୍ର, ଏଗାର ନଂ- ଓ୍ବାର୍ଡର ଡାଉନ୍‌ସିଲର ଲକ୍ଷ୍ମୀପ୍ରିୟା ଦଳେଇ, ରାଜନୀତିଜ୍ଞ ତଥା ସମାଜସେବୀ କରୁଣାକର ଦଳେଇ, ବିକାଶ ପୁହାଣ ଏବଂ ଫଚସଖା ଶିକ୍ଷାସେତୁର ସଭାପତି କୃଷିଦା ବେଗମ୍ ପ୍ରମୁଖ ଅତିଥିମାନଙ୍କ ଆଗମନ କୁନି କୁନି ଛାତ୍ରଛାତ୍ରୀଙ୍କ ମନରେ ଆନନ୍ଦ ଓ ଉଲ୍ଲାସ ଭରିଦେଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମଟି ସାଫଲ୍ୟ କରି ଥିଲେ

More news from ଓଡ଼ିଶା and nearby areas
  • ଢେଙ୍କାନାଳ, ଅଦ୍ୟ ପିଏମ୍‌ଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀ ମିନତୀ ଦେହୁରୀ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଦୀପ୍ତ ମହାପାତ୍ରଙ୍କର ତତ୍ତ୍ୱାବଧାନରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପର୍ବ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଢେଙ୍କାନାଳ ପୌରପାଳିକାର ଅଧ୍ଯକ୍ଷା ଜୟନ୍ତୀ ପାତ୍ର, ଏଗାର ନଂ- ଓ୍ବାର୍ଡର ଡାଉନ୍‌ସିଲର ଲକ୍ଷ୍ମୀପ୍ରିୟା ଦଳେଇ, ରାଜନୀତିଜ୍ଞ ତଥା ସମାଜସେବୀ କରୁଣାକର ଦଳେଇ, ବିକାଶ ପୁହାଣ ଏବଂ ଫଚସଖା ଶିକ୍ଷାସେତୁର ସଭାପତି କୃଷିଦା ବେଗମ୍ ପ୍ରମୁଖ ଅତିଥିମାନଙ୍କ ଆଗମନ କୁନି କୁନି ଛାତ୍ରଛାତ୍ରୀଙ୍କ ମନରେ ଆନନ୍ଦ ଓ ଉଲ୍ଲାସ ଭରିଦେଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମଟି ସାଫଲ୍ୟ କରି ଥିଲେ
    1
    ଢେଙ୍କାନାଳ, ଅଦ୍ୟ ପିଏମ୍‌ଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀ ମିନତୀ ଦେହୁରୀ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଦୀପ୍ତ ମହାପାତ୍ରଙ୍କର ତତ୍ତ୍ୱାବଧାନରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପର୍ବ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଢେଙ୍କାନାଳ ପୌରପାଳିକାର ଅଧ୍ଯକ୍ଷା ଜୟନ୍ତୀ ପାତ୍ର, ଏଗାର ନଂ- ଓ୍ବାର୍ଡର ଡାଉନ୍‌ସିଲର ଲକ୍ଷ୍ମୀପ୍ରିୟା ଦଳେଇ, ରାଜନୀତିଜ୍ଞ ତଥା ସମାଜସେବୀ କରୁଣାକର ଦଳେଇ, ବିକାଶ ପୁହାଣ ଏବଂ ଫଚସଖା ଶିକ୍ଷାସେତୁର ସଭାପତି କୃଷିଦା ବେଗମ୍ ପ୍ରମୁଖ ଅତିଥିମାନଙ୍କ ଆଗମନ କୁନି କୁନି ଛାତ୍ରଛାତ୍ରୀଙ୍କ ମନରେ ଆନନ୍ଦ ଓ ଉଲ୍ଲାସ ଭରିଦେଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମଟି ସାଫଲ୍ୟ କରି ଥିଲେ
    user_Baidyanath Samal Mozillakhabra
    Baidyanath Samal Mozillakhabra
    Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    2 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମେଣ୍ଡାମାଲ ରେ ରାମାୟଣ ର ସିତାଚୋରୀ ଗିତିନାଟ୍ୟ ଅଭିନିତ।
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମେଣ୍ଡାମାଲ ରେ ରାମାୟଣ ର ସିତାଚୋରୀ ଗିତିନାଟ୍ୟ ଅଭିନିତ।
    user_Shree News
    Shree News
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    14 hrs ago
  • ମହିଳା ସମନ୍ୱୟ ବୈଠକ ଅନୁଷ୍ଠିତ ସୁବର୍ଣ୍ଣପୁର: ମହିଳା ସମନ୍ୱୟ ଓଡ଼ିଶା ପଶ୍ଚିମ ପ୍ରାନ୍ତ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ମହିଳା ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତକୁ ପରମ ବୈଭବଶାଳୀ କରିବା ଲକ୍ଷ୍ୟରେ ରାଷ୍ଟ୍ର ପାଇଁ କାର୍ଯ୍ୟ କରୁଥିବା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ମହିଳାମାନେ ଯୋଗ ଦେଇଥିଲେ। ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଦୁଇ ଦିନ ଧରି ଅନୁଷ୍ଠିତ ଏହି ବୈଠକରେ ରାଷ୍ଟ୍ରକୁ ବିଶ୍ଵ ଗୁରୁ କରିବା ପାଇଁ ପଞ୍ଚ ପରିବର୍ତ୍ତନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।
    1
    ମହିଳା ସମନ୍ୱୟ ବୈଠକ ଅନୁଷ୍ଠିତ
ସୁବର୍ଣ୍ଣପୁର: ମହିଳା ସମନ୍ୱୟ ଓଡ଼ିଶା ପଶ୍ଚିମ ପ୍ରାନ୍ତ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ମହିଳା ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତକୁ ପରମ ବୈଭବଶାଳୀ କରିବା ଲକ୍ଷ୍ୟରେ ରାଷ୍ଟ୍ର ପାଇଁ କାର୍ଯ୍ୟ କରୁଥିବା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ମହିଳାମାନେ ଯୋଗ ଦେଇଥିଲେ। ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଦୁଇ ଦିନ ଧରି ଅନୁଷ୍ଠିତ ଏହି ବୈଠକରେ ରାଷ୍ଟ୍ରକୁ ବିଶ୍ଵ ଗୁରୁ କରିବା ପାଇଁ ପଞ୍ଚ ପରିବର୍ତ୍ତନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    3 hrs ago
  • ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତା-୦୫/୦୪/୨୦୨୬ ରବିବାର ଦେଖନ୍ତୁ ଦେଶ ବିଦେଶର ଖବର ତଥା ଓଡିଶା ର ଵିଭିନ୍ନ ଜିଲ୍ଲାର ଖବର । BREAKING NEWS: Ajira Samachar
    1
    ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତା-୦୫/୦୪/୨୦୨୬ ରବିବାର ଦେଖନ୍ତୁ ଦେଶ ବିଦେଶର ଖବର ତଥା ଓଡିଶା ର ଵିଭିନ୍ନ ଜିଲ୍ଲାର ଖବର । 
BREAKING NEWS: Ajira Samachar
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    11 hrs ago
  • Post by Titu Dehuru
    2
    Post by Titu Dehuru
    user_Titu Dehuru
    Titu Dehuru
    Artist କୁଣ୍ଢେଇଗୋଲା, ଦେବଗଡ଼, ଓଡ଼ିଶା•
    18 hrs ago
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    କୋଲିୟରୀ, ଅନୁଗୁଳ, ଓଡ଼ିଶା•
    3 hrs ago
  • Post by Banaja SAHOO samay Live news repoter
    1
    Post by Banaja SAHOO samay Live news repoter
    user_Banaja SAHOO samay Live news repoter
    Banaja SAHOO samay Live news repoter
    Plumber କୋଲିୟରୀ, ଅନୁଗୁଳ, ଓଡ଼ିଶା•
    4 hrs ago
  • ସୁବର୍ଣ୍ଣପାଲି ତେଲନଦୀ ଘାଟରେ ବିନା ସୂଚନା ଫଳକରେ ପାହାଚ ନିର୍ମାଣ, ବୁଦ୍ଧିଜୀବିଙ୍କ ପ୍ରତିକ୍ରିୟା ରବିବାର ଦିନ 11 ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ମନମୁଣ୍ଡା ପଞ୍ଚାୟତ ସୁବର୍ଣ୍ଣପାଲି ତେଲନଦୀ ଘାଟରେ ବିନା ସୂଚନା ଫଳକରେ ପାହାଚ ନିର୍ମାଣ ସମ୍ପର୍କରେ ପ୍ରତିକ୍ରିୟା ଦେଇଛନ୍ତି ବୁଦ୍ଧିଜୀବି ଆବୁ ବକର ସିଦ୍ଧିକ ଖଁl l ତା ସହିତ ଉକ୍ତ ଘାଟ ପାହାଚ କାମ ଅତି ନିମ୍ନ ମାନର ହୋଇଥିବା ମଧ୍ୟ ଅଭିଯୋଗ କରିଛନ୍ତି | କାମ ଯେନତେନ ପ୍ରକାରେ ସାରି ଦିଆ ଯାଇଥିବା ବେଳେ କାର୍ଯ୍ୟ ସ୍ଥଳରେ ସୂଚନା ଫଳକ ନଥିବା ହେତୁ ଠିକାଦାର କିଏ, କେଉଁ ଅନୁଦାନରେ କେତେ ଟଙ୍କାର ବ୍ୟୟ ଅଟକଳରେ କରା ଯାଇଛି ସେ ସମ୍ପର୍କରେ ଜନ ସାଧାରଣ ଅନ୍ଧାରରେ ଥିବା ଅଭିଯୋଗ ହୋଇଛି | କାର୍ଯ୍ୟ ସମ୍ପର୍କରେ ସୂଚନା ଜାଣିବା ପାଇଁ କଣ୍ଟାମାଳ ବିଡ଼ିଓ ଓ ସହକାରୀ ଜନ୍ତ୍ରୀଙ୍କ ମୋବାଇଲ୍ ସୁଇଚ୍ ଅପ୍ ଓ ପଞ୍ଚାୟତ ଦାୟିତ୍ବରେ ଥିବା କନିଷ୍ଠ ଯନ୍ତ୍ରୀ ଫୋନ୍ ଉଠାଉ ନଥିବା ଶ୍ରୀ ଖାଁ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି |
    1
    ସୁବର୍ଣ୍ଣପାଲି ତେଲନଦୀ ଘାଟରେ ବିନା ସୂଚନା ଫଳକରେ ପାହାଚ ନିର୍ମାଣ, ବୁଦ୍ଧିଜୀବିଙ୍କ ପ୍ରତିକ୍ରିୟା
ରବିବାର ଦିନ 11 ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ମନମୁଣ୍ଡା ପଞ୍ଚାୟତ ସୁବର୍ଣ୍ଣପାଲି ତେଲନଦୀ ଘାଟରେ ବିନା ସୂଚନା ଫଳକରେ ପାହାଚ ନିର୍ମାଣ ସମ୍ପର୍କରେ ପ୍ରତିକ୍ରିୟା ଦେଇଛନ୍ତି ବୁଦ୍ଧିଜୀବି ଆବୁ ବକର ସିଦ୍ଧିକ ଖଁl l ତା ସହିତ ଉକ୍ତ ଘାଟ ପାହାଚ କାମ ଅତି ନିମ୍ନ ମାନର ହୋଇଥିବା ମଧ୍ୟ ଅଭିଯୋଗ କରିଛନ୍ତି | କାମ ଯେନତେନ ପ୍ରକାରେ ସାରି ଦିଆ ଯାଇଥିବା ବେଳେ କାର୍ଯ୍ୟ ସ୍ଥଳରେ ସୂଚନା ଫଳକ ନଥିବା ହେତୁ ଠିକାଦାର କିଏ, କେଉଁ ଅନୁଦାନରେ କେତେ ଟଙ୍କାର ବ୍ୟୟ ଅଟକଳରେ କରା ଯାଇଛି ସେ ସମ୍ପର୍କରେ ଜନ ସାଧାରଣ ଅନ୍ଧାରରେ ଥିବା ଅଭିଯୋଗ ହୋଇଛି | କାର୍ଯ୍ୟ ସମ୍ପର୍କରେ ସୂଚନା ଜାଣିବା ପାଇଁ କଣ୍ଟାମାଳ ବିଡ଼ିଓ ଓ ସହକାରୀ ଜନ୍ତ୍ରୀଙ୍କ ମୋବାଇଲ୍ ସୁଇଚ୍ ଅପ୍ ଓ ପଞ୍ଚାୟତ ଦାୟିତ୍ବରେ ଥିବା କନିଷ୍ଠ ଯନ୍ତ୍ରୀ ଫୋନ୍ ଉଠାଉ ନଥିବା ଶ୍ରୀ ଖାଁ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି |
    user_Baidyanath Samal Mozillakhabra
    Baidyanath Samal Mozillakhabra
    Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.