ସଉରା ବୃହଦାକାର ଆଦିବାସୀ କୃଷି ବହୁମୁଖୀ ସମବାୟସମିତି ଲିଃ ପକ୍ଷରୁ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ । ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ସଉରା ଲ୍ୟାମ୍ପ ଠାରେ ସଉରା ବୃହଦାକାର ଆଦିବାସୀ କୃଷି ବହୁମୁଖୀ ସମବାୟ ସମିତି ଲିଃ ପକ୍ଷରୁ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ ସଉରା ଲ୍ୟାମ୍ପ ସଭାପତି ଶ୍ରୀମତୀ ନର୍ମଦା ଦଳାଇ ,ଯୋଗଦେଇଥିବାବେଳେ ସମ୍ମାନିତ ଅତିଥିଭାବେ ଲ୍ୟାମ୍ପ ଉପସଭାପତି ବୃନ୍ଦାବନ ମଲ୍ଲିକ,ନିର୍ଦ୍ଦେଶକ ଲମ୍ବୋଦର ବିଶୋଇରତ୍ନବନପାଳ ସୁଧାକର କଣ୍ଡାଲୁ ମଞ୍ଚାସୀନ ହୋଇଥିଲେ । ପ୍ରଥମେ ସମସ୍ତ ଆଟିଥ୍ୟାଙ୍କୁ ସମ୍ମାନିତ କରିବାପରେ ଦିପାପ୍ରୋଜ୍ଵଳନ କରିଥିଲେ ସଭାପତି ଶ୍ରୀମତୀ ନର୍ମଦା ଦଳାଇ ।ଗଜପତି ଜିଲ୍ଲା ଏକ ଅନୁନ୍ନତ ଆଦିବାସୀ ବହୁଳ ଜିଲ୍ଲା ହୋଇଥିବା ହେତୁ ଦୀର୍ଘ ବର୍ଷ ଧରି ଏହି ସଂସ୍ଥା ଆଦିବାସୀମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସାହାଯ୍ୟ ଓ ସହୋଜଗର ହାତ ବଢ଼ାଇ ଆସିଛି । ଚାଷ ଋତୁରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ବିନା ସୁଧରେ ଲକ୍ଷାଧିକ ଟଙ୍କା ଦେଇ ଆସୁଥିବାବେଳେ ତାହାକୁ ଚାଷୀମାନେ ସଦୁପଯୋଗ କରି ଲାଭବାନ୍ ହୋଇପାରିଛନ୍ତି । ଏହି ସଂସ୍ଥାଟି ମୋହନା ବ୍ଲକ ର ଚନ୍ଦ୍ରଗିରି , ଜିରାଙ୍ଗ,ଲବାରସିଂ,ଧାଡ଼ିଆମ୍ବ ,ବାଘମାରି ସମୁଦାୟ ପାଞ୍ଚୋ ଗୋଟି ପଞ୍ଚାୟତ ର ସମୁଦାୟ 2603 ଚାଷୀ ଓ ଲୋନ୍ ହିତାଧିକାରୀ ସମୁଦାୟ 792 ଜଣକୁ ନେଇ କାମ କରି ଆସିଛି । ପ୍ରତ୍ୟେକ ବର୍ଷ ଭଳି ଏହି 2025-26 ଆର୍ଥିକ ବର୍ଷର ମଧ୍ୟ ନିଜର ସାକାରର୍ତ୍ମକ କାର୍ଯ୍ୟର ସଫଳତା କୁ ନେଇ ଚାଷୀମାନଙ୍କୁ ଉତ୍ସାହିତ କରିବା ଓ ଆଗାମୀଦିନରେ ଚାଷୀ ମାନଙ୍କ ସହୋଜଗ ରେ ଏହି ସ୍ଥାନରେ ମାଣ୍ଡିଆ ମଣ୍ଡି ମକାମଣ୍ଡି ଓ ଚାଷୀମାନଙ୍କୁ ସୁଲଭ ମୂଲ୍ୟରେ ସାର ଓ କୀଟନାଶକ କିଭଳି ମିଳିପାରିବ ସେ ନେଇ ପ୍ରବନ୍ଧ ନିର୍ଦ୍ଦେଶକ ସଞ୍ଜୀବ କୁମାର ଦଳାଇ ଉପସ୍ଥାପନା କରିଥିଲେ। ଏପରିକି ଏହି ବର୍ଷ ର ସଫଳ ଚାଷୀ ଓ ସଫଳ ଋଣ ପରିଶୋଧ କରି ଚାଷୀଙ୍କୁ ପୁଷ୍ପଗୁଚ୍ଛ ଉପଢୌକନ ଦେଇ ସମ୍ମାନିତ କରିଥିଲେ ।

- ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ସଉରା ଲ୍ୟାମ୍ପ ଠାରେ ସଉରା ବୃହଦାକାର ଆଦିବାସୀ କୃଷି ବହୁମୁଖୀ ସମବାୟ ସମିତି ଲିଃ ପକ୍ଷରୁ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ ସଉରା ଲ୍ୟାମ୍ପ ସଭାପତି ଶ୍ରୀମତୀ ନର୍ମଦା ଦଳାଇ ,ଯୋଗଦେଇଥିବାବେଳେ ସମ୍ମାନିତ ଅତିଥିଭାବେ ଲ୍ୟାମ୍ପ ଉପସଭାପତି ବୃନ୍ଦାବନ ମଲ୍ଲିକ,ନିର୍ଦ୍ଦେଶକ ଲମ୍ବୋଦର ବିଶୋଇରତ୍ନବନପାଳ ସୁଧାକର କଣ୍ଡାଲୁ ମଞ୍ଚାସୀନ ହୋଇଥିଲେ । ପ୍ରଥମେ ସମସ୍ତ ଆଟିଥ୍ୟାଙ୍କୁ ସମ୍ମାନିତ କରିବାପରେ ଦିପାପ୍ରୋଜ୍ଵଳନ କରିଥିଲେ ସଭାପତି ଶ୍ରୀମତୀ ନର୍ମଦା ଦଳାଇ ।ଗଜପତି ଜିଲ୍ଲା ଏକ ଅନୁନ୍ନତ ଆଦିବାସୀ ବହୁଳ ଜିଲ୍ଲା ହୋଇଥିବା ହେତୁ ଦୀର୍ଘ ବର୍ଷ ଧରି ଏହି ସଂସ୍ଥା ଆଦିବାସୀମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସାହାଯ୍ୟ ଓ ସହୋଜଗର ହାତ ବଢ଼ାଇ ଆସିଛି । ଚାଷ ଋତୁରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ବିନା ସୁଧରେ ଲକ୍ଷାଧିକ ଟଙ୍କା ଦେଇ ଆସୁଥିବାବେଳେ ତାହାକୁ ଚାଷୀମାନେ ସଦୁପଯୋଗ କରି ଲାଭବାନ୍ ହୋଇପାରିଛନ୍ତି । ଏହି ସଂସ୍ଥାଟି ମୋହନା ବ୍ଲକ ର ଚନ୍ଦ୍ରଗିରି , ଜିରାଙ୍ଗ,ଲବାରସିଂ,ଧାଡ଼ିଆମ୍ବ ,ବାଘମାରି ସମୁଦାୟ ପାଞ୍ଚୋ ଗୋଟି ପଞ୍ଚାୟତ ର ସମୁଦାୟ 2603 ଚାଷୀ ଓ ଲୋନ୍ ହିତାଧିକାରୀ ସମୁଦାୟ 792 ଜଣକୁ ନେଇ କାମ କରି ଆସିଛି । ପ୍ରତ୍ୟେକ ବର୍ଷ ଭଳି ଏହି 2025-26 ଆର୍ଥିକ ବର୍ଷର ମଧ୍ୟ ନିଜର ସାକାରର୍ତ୍ମକ କାର୍ଯ୍ୟର ସଫଳତା କୁ ନେଇ ଚାଷୀମାନଙ୍କୁ ଉତ୍ସାହିତ କରିବା ଓ ଆଗାମୀଦିନରେ ଚାଷୀ ମାନଙ୍କ ସହୋଜଗ ରେ ଏହି ସ୍ଥାନରେ ମାଣ୍ଡିଆ ମଣ୍ଡି ମକାମଣ୍ଡି ଓ ଚାଷୀମାନଙ୍କୁ ସୁଲଭ ମୂଲ୍ୟରେ ସାର ଓ କୀଟନାଶକ କିଭଳି ମିଳିପାରିବ ସେ ନେଇ ପ୍ରବନ୍ଧ ନିର୍ଦ୍ଦେଶକ ସଞ୍ଜୀବ କୁମାର ଦଳାଇ ଉପସ୍ଥାପନା କରିଥିଲେ। ଏପରିକି ଏହି ବର୍ଷ ର ସଫଳ ଚାଷୀ ଓ ସଫଳ ଋଣ ପରିଶୋଧ କରି ଚାଷୀଙ୍କୁ ପୁଷ୍ପଗୁଚ୍ଛ ଉପଢୌକନ ଦେଇ ସମ୍ମାନିତ କରିଥିଲେ ।1
- ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ତୃତୀୟ ଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୬ ପାଳନ ପୂର୍ବକ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୬ ସ୍ଥାନୀୟ ସମ୍ମିଳନୀ କକ୍ଷ-୦୪, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ପାରଳାଖେମୁଣ୍ଡି, ଠାରେ ଆୟୋଜନ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା, ଅତିରିକ୍ତ ତହସିଲଦାର କିଶାନ ବେହେରା , ଜିଲ୍ଲା ସଂଯୋଜିକା ତଥା ପରାମର୍ଶଦାତା, ଓ. ଏଲ୍. ଏମ୍ ଶ୍ରୀମତୀ ଶିବାନୀ ପାଣିଗ୍ରାହୀ, ଶ୍ରୀମତୀ ପି.ସୁନିତା, ଜସ୍ମିନ ଶେଖ ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଉତ୍ସର୍ଗୀତା ବଡରଇତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଗଜପତି ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିଲେ । ଉକ୍ତ କାର୍ଯକ୍ରମରେ ତୃତୀୟ ଲିଙ୍ଗୀଙ୍କ ନିମନ୍ତେ ବିଭିନ୍ନ ସରକାରୀ ଯୋଜନା ଓ ଅଧିନୀୟମର ଆଲୋଚନା ଚକ୍ର ହୋଇଥିଲା । ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ, ଜିଲ୍ଲା ଓ ବ୍ଲକର ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀବୃନ୍ଦ, ସ୍ଵେଛାସେବୀ ସଂଗଠନର କର୍ମକର୍ତା ଯୋଗ ଦେଇଥିଲେ । ଶେଷରେ ଶ୍ରୀ ଏଲ୍ . ସନ୍ତୋଷ କୁମାର, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଶେଷ କରିଥିଲେ ।1
- Post by Ansubhai Pandey1
- ବ୍ରହ୍ମପୁର ନିକଟସ୍ଥ ନାଟକ କମା ଗାଁରେ ଜଳ ଯାତ୍ରା ଶୁଭ ଆରମ୍ଭ (ବି ଜଗନ୍ନାଥପୁର) Live Odisha News Update1
- ଗଞ୍ଜାମ ଜିଲ୍ଲା ଚୈତ୍ର ପର୍ବ ଶେଷ ମଙ୍ଗଳବାର ରେ ବାସନ୍ତିକ ଦୂର୍ଗା ବେସରେ ଦର୍ଶନ ଦେଉଛନ୍ତି ମା ତାରାତାରିଣୀ ପୁରୁଷୋତ୍ତମ ପୁର: ଦକ୍ଷିଣ ଓଡିଶା ର ପ୍ରସିଦ୍ଧ ଶକ୍ତି ପୀଠ ତଥା ଗଞ୍ଜାମ ଜିଲାର ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ଙ୍କ ପୀଠରେ ଚୈତ୍ର ପର୍ବ ଚୈତ୍ର ଶେଷ ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଶେଷ ଯାତ୍ରା ରେ ମା’ ତାରାତାରିଣୀ ଦୁଇଭଉଣୀ ବାସନ୍ତିକ ଦୂର୍ଗା ବେଶରେ ଶ୍ରଦ୍ଧାଳୁ ଙ୍କୁ ଦେଉଛନ୍ତି ଦର୍ଶନ l ଜିଲ୍ଲା ତଥା ଜିଲ୍ଲା ବାହାରୁ ବହୁ ଶ୍ରଦ୍ଧାଳୁ ଙ୍କ ପୀଠରେ ସମାଗମ ହୋଇଛି l ଜନ୍ମିତ ଶିଶୁ ର ପ୍ରଥମ ଚୁଟି ଘରଇଷ୍ଟ ଙ୍କ ପାଖରେ ପକାଇଲେ ଶିଶୁ ର ମଙ୍ଗଳ ହେବା ନେଇ ବିଶ୍ୱାସ ରହିଥିବା ବେଳେ ଆଜି ଶ୍ରଦ୍ଧାଳୁ ମାନେ ମା ଙ୍କ ନିକଟରେ ଚୁଟି ପକାଉଛନ୍ତି l ଭିଡ଼ କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଚାରୋଟି ମୁଣ୍ଡନ କେନ୍ଦ୍ର ଖୋଲା ଯାଇଥିବା ବେଳେ ପ୍ରତ୍ୟେକ ମୁଣ୍ଡନ କେନ୍ଦ୍ରରେ ଦୁଇ ସହ ବାରିକ ନିୟୋଜିତ ହୋଇଛନ୍ତି l ତେବେ ମା ଙ୍କ ପର୍ବ ରେ ସେବା କଲେ ପରିବାର ପ୍ରତି ମା ଶୁଭଦୃଷ୍ଟି ରଖୁଥିବା ବିଶ୍ୱାସ ରହିଥିବାରୁ ବର୍ଷ ସାରା ଏହି ଦିନକୁ ଅପେକ୍ଷା କରି ରହୁଥିବା କହିଛନ୍ତି ବାରିକ l ଗଣେଶ ପାଣିଗ୍ରାହୀ ରିପୋର୍ଟ1

- Post by HABIL DONGRI1
- ମା ତାରାତାରିଣୀ ଙ୍କ ୪ର୍ଥ ପାଳି ଶେଷ l ଅପେକ୍ଷା ଆର ବର୍ଷ ଚୈତ୍ର ମାସକୁ l ଗଞ୍ଜାମ ଜିଲାର ପ୍ରସିଦ୍ଧ ଦେଵୀ ତଥା ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମାସର ମଙ୍ଗଳବାର ଯାତ୍ରାର ଉଦଯାପନ ଅତି ସୁବନ୍ଦୋବସ୍ତ ମଧ୍ୟରେ ସମାପନ ହୋଇଯାଇଛି l ଏହି ଶେଷ ପାଳିରେ ମା’ ତାରାତାରିଣୀ ଦୁଇଭଉଣୀ ବାସନ୍ତିକ ଦୂର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ମା’ଙ୍କୁ ଚୈତ୍ରମାସର ଏହି ଶେଷ ମଙ୍ଗଳବାରରେ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇ ନିଜ ନିଜର ଶୁଭ ମନାସି ପୁଣି ଆରବର୍ଷ ଚୈତ୍ର ମାସ ମଙ୍ଗଳବାର କୁ ଅପେକ୍ଷା କରିଛନ୍ତି।1