logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପୌର ପରିଷଦ ର ଖାମ ଖିଆଲ ନୀତି,କାଗଜ କଲମ ରେ ବିକାଶ ଆଳରେ ବିନାଶ, ଜାଲ ବିଲ ଭାଉଚର ରେ ସୀମିତ କାର୍ଯ୍ୟ ନେଇ ପ୍ରତିକ୍ରିୟା। ଟିଟିଲାଗଡ ସହର ରେ ଅ ସଜଡା ଶୌଚାଳୟ ଟିଟିଲାଗଡ଼, ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ପୌର ପରିଷଦ ର ୱାର୍ଡ ନମ୍ବର ୧୨ ରେ ଦେଖିବାକୁ ମିଳିଛି ଏ ପରି ଏକ ଘୃଣ୍ୟ ଶୌଚାଳୟ । କାଗଜ କଲମରେ ସବୁ ବିକାଶ ହୋଇ ଯାଇଛି l ଟିଟିଲାଗଡ ସହର ରେ ଗୋଷ୍ଠୀ ଶୌଚାଳୟ ବହୁତ୍ ଅଛି କିନ୍ତୁ ସଫା ସୁତୁରା ନ ଥିବାରୁ ବ୍ୟବହାର ହେଉ ନାହିଁ । ୧୨ ନମ୍ବର ୱାର୍ଡ କଟକିଆ ପଡ଼ା ରେ ଯେଉଁ ଗୋଷ୍ଠୀ ଶୌଚାଳୟ ଅଛି ତାହାର କଥା ନ କହିବା ଭଲ । ଆଜକୁ ଦୁଇ ବର୍ଷ ଆଗରୁ ବ୍ୟବହାର ହେଉ ନାହିଁ । ଏହି ୱାର୍ଡ ରେ ହାରାହାରି ପଚାଶ ପରିବାର ଗୋଷ୍ଠୀ ଶୌଚାଳୟ ରେ ନିର୍ଭର କରନ୍ତି । ପୌର ପରିଷଦ ତରଫରୁ ସଫା ସୁତୁରା କରି ଦେଉ ନ ଥିବା ଅଭିଯୋଗ ହୋଇଛି । ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଛି । ଖବର ପ୍ରସାରଣ ପାଇଁ ଅଧିକାରୀ ଙ୍କ ସହ କଥା ହେବାରୁ ଶୌଚାଳୟ କୁ ଶୀଘ୍ର ସଫାସୁତୁରା କରି କାର୍ଯ୍ୟକ୍ଷମ କରାଯିବ ବୋଲି ସଫେଇ ଦେଇ ଥିଲେ । ବର୍ଷା ଋତୁରେ ଏହି ଶୌଚାଳୟ ବ୍ୟବହାର ହେଉ ନ ଥିବାରୁ ଲୋକେ ବହୁତ୍ ହଇରାଣ ହେଉଥିବା ଦେଖିବାକୁ ମିଳିଛି ।

7 hrs ago
user_Santosh Nayak PRESS
Santosh Nayak PRESS
Local News Reporter Balangir, Odisha•
7 hrs ago

ପୌର ପରିଷଦ ର ଖାମ ଖିଆଲ ନୀତି,କାଗଜ କଲମ ରେ ବିକାଶ ଆଳରେ ବିନାଶ, ଜାଲ ବିଲ ଭାଉଚର ରେ ସୀମିତ କାର୍ଯ୍ୟ ନେଇ ପ୍ରତିକ୍ରିୟା। ଟିଟିଲାଗଡ ସହର ରେ ଅ ସଜଡା ଶୌଚାଳୟ ଟିଟିଲାଗଡ଼, ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ପୌର ପରିଷଦ ର ୱାର୍ଡ ନମ୍ବର ୧୨ ରେ ଦେଖିବାକୁ ମିଳିଛି ଏ ପରି ଏକ ଘୃଣ୍ୟ ଶୌଚାଳୟ । କାଗଜ କଲମରେ ସବୁ ବିକାଶ ହୋଇ ଯାଇଛି l ଟିଟିଲାଗଡ ସହର ରେ ଗୋଷ୍ଠୀ ଶୌଚାଳୟ ବହୁତ୍ ଅଛି କିନ୍ତୁ ସଫା ସୁତୁରା ନ ଥିବାରୁ ବ୍ୟବହାର ହେଉ ନାହିଁ । ୧୨ ନମ୍ବର ୱାର୍ଡ କଟକିଆ ପଡ଼ା ରେ ଯେଉଁ ଗୋଷ୍ଠୀ ଶୌଚାଳୟ ଅଛି ତାହାର କଥା ନ କହିବା ଭଲ । ଆଜକୁ ଦୁଇ ବର୍ଷ ଆଗରୁ ବ୍ୟବହାର ହେଉ ନାହିଁ । ଏହି ୱାର୍ଡ ରେ ହାରାହାରି ପଚାଶ ପରିବାର ଗୋଷ୍ଠୀ ଶୌଚାଳୟ ରେ ନିର୍ଭର କରନ୍ତି । ପୌର ପରିଷଦ ତରଫରୁ ସଫା ସୁତୁରା କରି ଦେଉ ନ ଥିବା ଅଭିଯୋଗ ହୋଇଛି । ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଛି । ଖବର ପ୍ରସାରଣ ପାଇଁ ଅଧିକାରୀ ଙ୍କ ସହ କଥା ହେବାରୁ ଶୌଚାଳୟ କୁ ଶୀଘ୍ର ସଫାସୁତୁରା କରି କାର୍ଯ୍ୟକ୍ଷମ କରାଯିବ ବୋଲି ସଫେଇ ଦେଇ ଥିଲେ । ବର୍ଷା ଋତୁରେ ଏହି ଶୌଚାଳୟ ବ୍ୟବହାର ହେଉ ନ ଥିବାରୁ ଲୋକେ ବହୁତ୍ ହଇରାଣ ହେଉଥିବା ଦେଖିବାକୁ ମିଳିଛି ।

More news from Odisha and nearby areas
  • ପୌର ପରିଷଦ ର ଖାମ ଖିଆଲ ନୀତି,କାଗଜ କଲମ ରେ ବିକାଶ ଆଳରେ ବିନାଶ, ଜାଲ ବିଲ ଭାଉଚର ରେ ସୀମିତ କାର୍ଯ୍ୟ ନେଇ ପ୍ରତିକ୍ରିୟା। ଟିଟିଲାଗଡ ସହର ରେ ଅ ସଜଡା ଶୌଚାଳୟ ଟିଟିଲାଗଡ଼, ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ପୌର ପରିଷଦ ର ୱାର୍ଡ ନମ୍ବର ୧୨ ରେ ଦେଖିବାକୁ ମିଳିଛି ଏ ପରି ଏକ ଘୃଣ୍ୟ ଶୌଚାଳୟ । କାଗଜ କଲମରେ ସବୁ ବିକାଶ ହୋଇ ଯାଇଛି l ଟିଟିଲାଗଡ ସହର ରେ ଗୋଷ୍ଠୀ ଶୌଚାଳୟ ବହୁତ୍ ଅଛି କିନ୍ତୁ ସଫା ସୁତୁରା ନ ଥିବାରୁ ବ୍ୟବହାର ହେଉ ନାହିଁ । ୧୨ ନମ୍ବର ୱାର୍ଡ କଟକିଆ ପଡ଼ା ରେ ଯେଉଁ ଗୋଷ୍ଠୀ ଶୌଚାଳୟ ଅଛି ତାହାର କଥା ନ କହିବା ଭଲ । ଆଜକୁ ଦୁଇ ବର୍ଷ ଆଗରୁ ବ୍ୟବହାର ହେଉ ନାହିଁ । ଏହି ୱାର୍ଡ ରେ ହାରାହାରି ପଚାଶ ପରିବାର ଗୋଷ୍ଠୀ ଶୌଚାଳୟ ରେ ନିର୍ଭର କରନ୍ତି । ପୌର ପରିଷଦ ତରଫରୁ ସଫା ସୁତୁରା କରି ଦେଉ ନ ଥିବା ଅଭିଯୋଗ ହୋଇଛି । ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଛି । ଖବର ପ୍ରସାରଣ ପାଇଁ ଅଧିକାରୀ ଙ୍କ ସହ କଥା ହେବାରୁ ଶୌଚାଳୟ କୁ ଶୀଘ୍ର ସଫାସୁତୁରା କରି କାର୍ଯ୍ୟକ୍ଷମ କରାଯିବ ବୋଲି ସଫେଇ ଦେଇ ଥିଲେ । ବର୍ଷା ଋତୁରେ ଏହି ଶୌଚାଳୟ ବ୍ୟବହାର ହେଉ ନ ଥିବାରୁ ଲୋକେ ବହୁତ୍ ହଇରାଣ ହେଉଥିବା ଦେଖିବାକୁ ମିଳିଛି ।
    1
    ପୌର ପରିଷଦ ର ଖାମ ଖିଆଲ ନୀତି,କାଗଜ କଲମ ରେ ବିକାଶ ଆଳରେ ବିନାଶ, ଜାଲ ବିଲ ଭାଉଚର ରେ ସୀମିତ କାର୍ଯ୍ୟ ନେଇ ପ୍ରତିକ୍ରିୟା।
ଟିଟିଲାଗଡ ସହର ରେ ଅ ସଜଡା ଶୌଚାଳୟ 
ଟିଟିଲାଗଡ଼, ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ପୌର ପରିଷଦ ର  ୱାର୍ଡ ନମ୍ବର ୧୨ ରେ ଦେଖିବାକୁ ମିଳିଛି ଏ ପରି ଏକ ଘୃଣ୍ୟ ଶୌଚାଳୟ ।  କାଗଜ କଲମରେ ସବୁ ବିକାଶ ହୋଇ ଯାଇଛି l ଟିଟିଲାଗଡ ସହର ରେ ଗୋଷ୍ଠୀ ଶୌଚାଳୟ  ବହୁତ୍ ଅଛି କିନ୍ତୁ ସଫା ସୁତୁରା ନ ଥିବାରୁ  ବ୍ୟବହାର ହେଉ ନାହିଁ । ୧୨ ନମ୍ବର ୱାର୍ଡ କଟକିଆ ପଡ଼ା ରେ ଯେଉଁ ଗୋଷ୍ଠୀ ଶୌଚାଳୟ ଅଛି  ତାହାର କଥା ନ କହିବା ଭଲ । ଆଜକୁ ଦୁଇ ବର୍ଷ ଆଗରୁ ବ୍ୟବହାର  ହେଉ ନାହିଁ । ଏହି ୱାର୍ଡ ରେ ହାରାହାରି  ପଚାଶ  ପରିବାର ଗୋଷ୍ଠୀ ଶୌଚାଳୟ ରେ ନିର୍ଭର କରନ୍ତି  । ପୌର ପରିଷଦ ତରଫରୁ ସଫା ସୁତୁରା କରି ଦେଉ ନ ଥିବା ଅଭିଯୋଗ ହୋଇଛି । ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଛି । ଖବର ପ୍ରସାରଣ ପାଇଁ  ଅଧିକାରୀ ଙ୍କ ସହ କଥା ହେବାରୁ  ଶୌଚାଳୟ କୁ ଶୀଘ୍ର ସଫାସୁତୁରା କରି କାର୍ଯ୍ୟକ୍ଷମ କରାଯିବ ବୋଲି ସଫେଇ ଦେଇ ଥିଲେ । ବର୍ଷା ଋତୁରେ ଏହି ଶୌଚାଳୟ ବ୍ୟବହାର ହେଉ ନ ଥିବାରୁ ଲୋକେ ବହୁତ୍ ହଇରାଣ  ହେଉଥିବା ଦେଖିବାକୁ ମିଳିଛି ।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    7 hrs ago
  • କୁନାଶିଲା-ମହିବିଲା ରାସ୍ତା ପାଲଟିଛି ମରଣଯନ୍ତା, ସ୍ଥାନୀୟ ଅଞ୍ଚଳବାସୀ ହଇରାଣ
    1
    କୁନାଶିଲା-ମହିବିଲା ରାସ୍ତା ପାଲଟିଛି ମରଣଯନ୍ତା, ସ୍ଥାନୀୟ ଅଞ୍ଚଳବାସୀ ହଇରାଣ
    user_ବୌଦ୍ଧ ଦର୍ପଣ
    ବୌଦ୍ଧ ଦର୍ପଣ
    Voice of people କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    9 hrs ago
  • ଅସଂପୂର୍ଣ୍ଣ ହୋଇ ପଡି ରହିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ପଞ୍ଚାୟତର ପୋଡ଼ାପଦର ସ୍ଥିତ ବିଜୁକଲ୍ୟାଣ ମଣ୍ଡପ । ୨୦୨୧-୨୨ର ଟିଏଫସିରୁ ନିର୍ମିତ ହେଉଥିବା ମଣ୍ଡପ କେବେ ହେବ ସଂପୂର୍ଣ୍ଣ ?
    1
    ଅସଂପୂର୍ଣ୍ଣ ହୋଇ ପଡି ରହିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ପଞ୍ଚାୟତର ପୋଡ଼ାପଦର ସ୍ଥିତ ବିଜୁକଲ୍ୟାଣ ମଣ୍ଡପ । ୨୦୨୧-୨୨ର ଟିଏଫସିରୁ ନିର୍ମିତ ହେଉଥିବା ମଣ୍ଡପ କେବେ ହେବ ସଂପୂର୍ଣ୍ଣ ?
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    9 hrs ago
  • ରାସ୍ତା ଖରାପ ଯୋଗୁଁ ଯାଇପରିଲାନି ଏମ୍ବୁଲାଂଶ ରୋଗୀଙ୍କୁ ଦେଢ଼ କିଲୋମିଟର ବାଇକରେ ଆଣିଲେ ପରିବାର
    1
    ରାସ୍ତା ଖରାପ ଯୋଗୁଁ ଯାଇପରିଲାନି ଏମ୍ବୁଲାଂଶ ରୋଗୀଙ୍କୁ ଦେଢ଼ କିଲୋମିଟର ବାଇକରେ ଆଣିଲେ ପରିବାର
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    7 hrs ago
  • #ଜଳଛାୟା_ପ୍ରକଳ୍ପ_ରେ_ନିମ୍ନ_ମାନର_କାମ_ହୋଇଛି ଏହାକୁ ନେଇ ସୁବର୍ଣପୁର ଜ଼ିଲ୍ଲା ତରଭା ବ୍ଲକ ପାଇକବାହାଲ ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମହଣିପାଲି/ରାଜପାଲି ବାରପାହାଡ_ପୀଠରେ ଜଳଛାୟା ପ୍ରକଳ୍ପର କାମର ମାନ ଏବଂ ସ୍ଥାୟିତ୍ୱ ଉପରେ ଗ୍ରାମବାସୀ ତଥା ଆଞ୍ଚଳିକ ବାରପାହାଡ ସେନା ପ୍ରଶ୍ନ ଉଠାଇ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ କରିଛନ୍ତି District Administration Subarnapur #district_administration_subarnapur #dist_admin_subarnapur #dfosubarnapur #rishitv #hilights #trendingpost #lowwork
    1
    #ଜଳଛାୟା_ପ୍ରକଳ୍ପ_ରେ_ନିମ୍ନ_ମାନର_କାମ_ହୋଇଛି
ଏହାକୁ ନେଇ ସୁବର୍ଣପୁର ଜ଼ିଲ୍ଲା ତରଭା ବ୍ଲକ ପାଇକବାହାଲ ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମହଣିପାଲି/ରାଜପାଲି ବାରପାହାଡ_ପୀଠରେ ଜଳଛାୟା ପ୍ରକଳ୍ପର କାମର ମାନ ଏବଂ ସ୍ଥାୟିତ୍ୱ ଉପରେ ଗ୍ରାମବାସୀ ତଥା ଆଞ୍ଚଳିକ ବାରପାହାଡ ସେନା ପ୍ରଶ୍ନ ଉଠାଇ  ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ କରିଛନ୍ତି 
District Administration Subarnapur 
#district_administration_subarnapur #dist_admin_subarnapur #dfosubarnapur
#rishitv #hilights #trendingpost #lowwork
    user_Ranjan hota
    Ranjan hota
    Sonepur, Odisha•
    1 hr ago
  • ଲକ୍ଷପତି ଦିଦି ଅଧିକରୁ ଅଧିକ ତିଆରି ହେବେ... - ମିଶନ ଶକ୍ତି ବିଭାଗର କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କ ସହ ଆଲୋଚନାଚକ୍ର ଓ ସମୀକ୍ଷା ବୈଠକରେ ଯୋଗଦେଇ ସେମାନଙ୍କର ମାର୍ଗଦର୍ଶନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
    1
    ଲକ୍ଷପତି ଦିଦି ଅଧିକରୁ ଅଧିକ ତିଆରି ହେବେ...
- ମିଶନ ଶକ୍ତି ବିଭାଗର କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କ ସହ ଆଲୋଚନାଚକ୍ର ଓ ସମୀକ୍ଷା ବୈଠକରେ ଯୋଗଦେଇ ସେମାନଙ୍କର ମାର୍ଗଦର୍ଶନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    8 hrs ago
  • ବନ୍ଧୁ ହେବ ତ ଏମିତି l ଅଜଣା ଅଚିହ୍ନା ଏହି ଦୁଇ କୁଷ୍ଠରୋଗୀ ଏବେ ପାଲଟି ଯାଇଛନ୍ତି ଉତ୍ତମ ବନ୍ଧୁ
    1
    ବନ୍ଧୁ ହେବ ତ ଏମିତି l ଅଜଣା ଅଚିହ୍ନା ଏହି ଦୁଇ କୁଷ୍ଠରୋଗୀ ଏବେ ପାଲଟି ଯାଇଛନ୍ତି ଉତ୍ତମ ବନ୍ଧୁ
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    13 hrs ago
  • ସବୁ ଧାମ ମଧେ ଶ୍ରେଷ୍ଠ ବୋଲି ତୁମେ ବସିଛ ସାଆନ୍ତେ ପୁରୁଷୋତମେ 🙏🙏 ସବୁ ଧାମ ମଧେ ଶ୍ରେଷ୍ଠ ବୋଲି ତୁମେ ବସିଛ ସାଆନ୍ତେ ପୁରୁଷୋତମେ 🙏🙏
    1
    ସବୁ ଧାମ ମଧେ ଶ୍ରେଷ୍ଠ ବୋଲି ତୁମେ ବସିଛ ସାଆନ୍ତେ ପୁରୁଷୋତମେ 🙏🙏
ସବୁ ଧାମ ମଧେ ଶ୍ରେଷ୍ଠ ବୋଲି ତୁମେ ବସିଛ ସାଆନ୍ତେ ପୁରୁଷୋତମେ 🙏🙏
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    19 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.