logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

19 hrs ago
user_Laxmi tanti Tanti
Laxmi tanti Tanti
ନବରଙ୍ଗପୁର ପି.ଏସ., ନବରଙ୍ଗପୁର, ଓଡ଼ିଶା•
19 hrs ago

More news from ଓଡ଼ିଶା and nearby areas
  • Post by Pramodkumar Jena
    1
    Post by Pramodkumar Jena
    user_Pramodkumar Jena
    Pramodkumar Jena
    Court reporter ଲକ୍ଷ୍ମୀପୁର, କୋରାପୁଟ, ଓଡ଼ିଶା•
    15 hrs ago
  • Post by Narattam Kumar padhy
    3
    Post by Narattam Kumar padhy
    user_Narattam Kumar padhy
    Narattam Kumar padhy
    ବିଷମାକଟକ, ରାୟଗଡା, ଓଡ଼ିଶା•
    22 hrs ago
  • ମାଲକାନଗିରି ଜିଲ୍ଲା ମୋଟୁ ବନାଞ୍ଚଳ ପକ୍ଷ୍ୟରୁ ଏମଭି ୭୯ ଠାରେ ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୋଟୁ ବନବିଭାଗ ଏମଭି ୭୯ ସ୍ଥିତ ରେଞ୍ଜ୍ କର୍ଜ୍ୟାଳୟ ଠାରେ ଏକ ସ୍ଵତନ୍ତ୍ର ବୈଠକ ଅନୁଷ୍ଠିତ କରଯାଇଛି l ଏହି କାର୍ଯ୍ୟକ୍ରମ ରେ acf ମୋନସୁନ ଖେମୁଣ୍ଡୁ , ରେଞ୍ଜ ଅଫିସର ତନୁଜା କାର୍ତିକି ,ପରିଚାଳନା ରେ ଶ୍ରୀ ତପନ କୁମର ସାହା , ମୋଟୁ ଫୋରେଷ୍ଟର ମୁରଲୀ ଧର ଅନୁଗୁଳିଆ, ଦୀପଙ୍କର ଶିଉଳି ଫୋରେଷ୍ଟର ଏବଂ ଅତିଥି ଏମଭି–୭୯ ଡଃ ଶ୍ୟାମା ପ୍ରସାଦ ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ତିନି ଅଧ୍ୟକ୍ଷା ପ୍ରଭାସିନୀ ମହାପାତ୍ର ସହ ଆଖ ପାଖ ଗ୍ରାମ ର vss ମେମ୍ବର ଓ ଗ୍ରାମ ବାସୀ ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମ ରେ ବଣ ଅଗ୍ନିକୁ ରୋକିବା ପାଇଁ ଅଣ୍ଟା ଭିଡିଲା ବନ ବିଭାଗ ​ମାଲକାନଗିରି: ଗ୍ରୀଷ୍ମ ଋତୁ ପୂର୍ବରୁ ଜଙ୍ଗଲକୁ ନିଆଁରୁ ରକ୍ଷା କରିବା ପାଇଁ ମୋଟୁ ରେଞ୍ଜ ଅଫିସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଜଙ୍ଗଲ ସୁରକ୍ଷା କମିଟିର ସଭାପତିମାନଙ୍କୁ ସାମିଲ କରାଯାଇ ନିଆଁ ଲିଭାଇବାର ବିଭିନ୍ନ କୌଶଳ ଶିଖାଯାଇଛି। ​ବନ ବିଭାଗ ଅଧିକାରୀଙ୍କ କହିବା ଅନୁସାରେ, ଜଙ୍ଗଲ ହେଉଛି ଆମର ଜାତୀୟ ସମ୍ପତ୍ତି। ଏଥିରେ ନିଆଁ ଲାଗିଲେ ବହୁ ମୂଲ୍ୟବାନ ଗଛଲତା ଓ ପଶୁପକ୍ଷୀ ପ୍ରାଣ ହରାନ୍ତି। ତେଣୁ ସ୍ଥାନୀୟ ଲୋକଙ୍କ ସହଯୋଗରେ ଜଙ୍ଗଲକୁ "ଅଗ୍ନିମୁକ୍ତ" ରଖିବା ପାଇଁ ଏହି ପ୍ରୟାସ କରାଯାଇଛି। କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମହିଳା ଓ ସ୍ଥାନୀୟ ଗ୍ରାମବାସୀମାନେ ମଧ୍ୟ ଜଙ୍ଗଲ ବଞ୍ଚାଇବାକୁ ଶପଥ ନେଇଛନ୍ତି।
    1
    ମାଲକାନଗିରି ଜିଲ୍ଲା ମୋଟୁ ବନାଞ୍ଚଳ ପକ୍ଷ୍ୟରୁ ଏମଭି ୭୯ ଠାରେ ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୋଟୁ ବନବିଭାଗ ଏମଭି ୭୯ ସ୍ଥିତ ରେଞ୍ଜ୍ କର୍ଜ୍ୟାଳୟ ଠାରେ ଏକ ସ୍ଵତନ୍ତ୍ର ବୈଠକ ଅନୁଷ୍ଠିତ କରଯାଇଛି l ଏହି କାର୍ଯ୍ୟକ୍ରମ ରେ acf ମୋନସୁନ ଖେମୁଣ୍ଡୁ , 
ରେଞ୍ଜ ଅଫିସର ତନୁଜା କାର୍ତିକି ,ପରିଚାଳନା ରେ ଶ୍ରୀ ତପନ କୁମର ସାହା , ମୋଟୁ ଫୋରେଷ୍ଟର ମୁରଲୀ ଧର ଅନୁଗୁଳିଆ, ଦୀପଙ୍କର ଶିଉଳି ଫୋରେଷ୍ଟର ଏବଂ ଅତିଥି ଏମଭି–୭୯ ଡଃ ଶ୍ୟାମା ପ୍ରସାଦ ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ତିନି ଅଧ୍ୟକ୍ଷା ପ୍ରଭାସିନୀ ମହାପାତ୍ର
ସହ ଆଖ ପାଖ ଗ୍ରାମ ର vss ମେମ୍ବର ଓ ଗ୍ରାମ ବାସୀ ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମ ରେ ବଣ ଅଗ୍ନିକୁ ରୋକିବା ପାଇଁ ଅଣ୍ଟା ଭିଡିଲା ବନ ବିଭାଗ
​ମାଲକାନଗିରି: ଗ୍ରୀଷ୍ମ ଋତୁ ପୂର୍ବରୁ ଜଙ୍ଗଲକୁ ନିଆଁରୁ ରକ୍ଷା କରିବା ପାଇଁ ମୋଟୁ ରେଞ୍ଜ ଅଫିସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଜଙ୍ଗଲ ସୁରକ୍ଷା କମିଟିର ସଭାପତିମାନଙ୍କୁ ସାମିଲ କରାଯାଇ ନିଆଁ ଲିଭାଇବାର ବିଭିନ୍ନ କୌଶଳ ଶିଖାଯାଇଛି।
​ବନ ବିଭାଗ ଅଧିକାରୀଙ୍କ କହିବା ଅନୁସାରେ, ଜଙ୍ଗଲ ହେଉଛି ଆମର ଜାତୀୟ ସମ୍ପତ୍ତି। ଏଥିରେ ନିଆଁ ଲାଗିଲେ ବହୁ ମୂଲ୍ୟବାନ ଗଛଲତା ଓ ପଶୁପକ୍ଷୀ ପ୍ରାଣ ହରାନ୍ତି। ତେଣୁ ସ୍ଥାନୀୟ ଲୋକଙ୍କ ସହଯୋଗରେ ଜଙ୍ଗଲକୁ "ଅଗ୍ନିମୁକ୍ତ" ରଖିବା ପାଇଁ ଏହି ପ୍ରୟାସ କରାଯାଇଛି। କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମହିଳା ଓ ସ୍ଥାନୀୟ ଗ୍ରାମବାସୀମାନେ ମଧ୍ୟ ଜଙ୍ଗଲ ବଞ୍ଚାଇବାକୁ ଶପଥ ନେଇଛନ୍ତି।
    user_The Malkangiri news
    The Malkangiri news
    ସାମ୍ବାଦିକ ମାଲକାନଗିରି, ମାଲକାନଗିରି, ଓଡ଼ିଶା•
    4 hrs ago
  • #ଏଦିଲୀ ଜଖୋମୋଡେଙ୍କର
    1
    #ଏଦିଲୀ ଜଖୋମୋଡେଙ୍କର
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    5 hrs ago
  • Post by Padmanabha Naik
    1
    Post by Padmanabha Naik
    user_Padmanabha Naik
    Padmanabha Naik
    Video Creator ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    17 hrs ago
  • ଗୋଲାମୁଣ୍ଡା ତହସିଲ କାର୍ଯ୍ୟାଳୟ ରେ ଅବ୍ୟବସ୍ଥା। ଗୋଲାମୁଣ୍ଡା ତହସିଲ କାର୍ଯ୍ୟାଳୟରେ ହୁଇଲ୍ ଚେୟାର ନ ଥିବାରୁ ଜମିଜମା ରେଜିଷ୍ଟ୍ରେସନ୍ କରିବାପାଇଁ ଦିବ୍ୟ।ଙ୍ଗ ମାନେ ନାହିଁନ ଥିବା ଅସୁବିଧାର ସମ୍ବୁଖିନ ହେଉଛନ୍ତି ।
    1
    ଗୋଲାମୁଣ୍ଡା ତହସିଲ କାର୍ଯ୍ୟାଳୟ ରେ ଅବ୍ୟବସ୍ଥା।          ଗୋଲାମୁଣ୍ଡା ତହସିଲ କାର୍ଯ୍ୟାଳୟରେ ହୁଇଲ୍ ଚେୟାର ନ ଥିବାରୁ ଜମିଜମା ରେଜିଷ୍ଟ୍ରେସନ୍ କରିବାପାଇଁ ଦିବ୍ୟ।ଙ୍ଗ ମାନେ ନାହିଁନ ଥିବା ଅସୁବିଧାର ସମ୍ବୁଖିନ ହେଉଛନ୍ତି ।
    user_TV5ODIA 9556605993
    TV5ODIA 9556605993
    ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    23 hrs ago
  • ମାଲକାନଗିରି : LPG ବା ରନ୍ଧନ ଗ୍ୟାସକୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ #Malkangiri #Lpgissue @DeshDuniyaKhabar24
    1
    ମାଲକାନଗିରି : LPG ବା ରନ୍ଧନ ଗ୍ୟାସକୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ #Malkangiri #Lpgissue @DeshDuniyaKhabar24
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    22 hrs ago
  • ଆଜି ମାଲକାନାଗିରି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ପ୍ରଥମେଶ ଅରବିନ୍ଦ ରଜସିର୍କେ କାର୍ଯ୍ୟରେ ଯୋଗଦେଇଛନ୍ତି। କାର୍ଯ୍ୟଭାର ଗ୍ରହଣ କରିବା ପରେ ସେ ଜିଲ୍ଲାର ବିକାଶ ଓ ଜନସାଧାରଣଙ୍କ ସମସ୍ୟାର ସମାଧାନକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି।
    1
    ଆଜି ମାଲକାନାଗିରି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ପ୍ରଥମେଶ ଅରବିନ୍ଦ ରଜସିର୍କେ କାର୍ଯ୍ୟରେ ଯୋଗଦେଇଛନ୍ତି। କାର୍ଯ୍ୟଭାର ଗ୍ରହଣ କରିବା ପରେ ସେ ଜିଲ୍ଲାର ବିକାଶ ଓ ଜନସାଧାରଣଙ୍କ ସମସ୍ୟାର ସମାଧାନକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି।
    user_The Malkangiri news
    The Malkangiri news
    ସାମ୍ବାଦିକ ମାଲକାନଗିରି, ମାଲକାନଗିରି, ଓଡ଼ିଶା•
    16 hrs ago
  • Post by Surendra Tiwari
    1
    Post by Surendra Tiwari
    user_Surendra Tiwari
    Surendra Tiwari
    Insurance Agent ନୂଆପଡା, ନୂଆପଡ଼ା, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.