Shuru
Apke Nagar Ki App…
ମହିଳାଙ୍କୁ_ଜିଲ୍ଲାପାଳଙ୍କ_ଦୁର୍ବ୍ୟବହାର ! ଜଗତସିଂହପୁର ଜିଲା ଏରସମା ବ୍ଲକ ଜନ ଶୁଣାଣିକୁ ପାନୀୟ ଜଳ ସମସ୍ୟା ବାବଦରେ ଅଭିଯୋଗ ଜଣାଇବା ପାଇଁ ଆସିଥିବା କିଛି ମହିଳାଙ୍କୁ ଜିଲାପାଳ ଦୁର୍ବ୍ୟବହାର କରିଥିବାର ଅଭିଯୋଗ ହୋଇଛି । ଅନ୍ୟପକ୍ଷରେ ଏହି ଅଭିଯୋଗକୁ ଜିଲ୍ଲାପାଳ ଖଣ୍ଡନ କରିଛନ୍ତି।
Bikram Mohapatra
ମହିଳାଙ୍କୁ_ଜିଲ୍ଲାପାଳଙ୍କ_ଦୁର୍ବ୍ୟବହାର ! ଜଗତସିଂହପୁର ଜିଲା ଏରସମା ବ୍ଲକ ଜନ ଶୁଣାଣିକୁ ପାନୀୟ ଜଳ ସମସ୍ୟା ବାବଦରେ ଅଭିଯୋଗ ଜଣାଇବା ପାଇଁ ଆସିଥିବା କିଛି ମହିଳାଙ୍କୁ ଜିଲାପାଳ ଦୁର୍ବ୍ୟବହାର କରିଥିବାର ଅଭିଯୋଗ ହୋଇଛି । ଅନ୍ୟପକ୍ଷରେ ଏହି ଅଭିଯୋଗକୁ ଜିଲ୍ଲାପାଳ ଖଣ୍ଡନ କରିଛନ୍ତି।
More news from ଓଡ଼ିଶା and nearby areas
- Post by Bikram Mohapatra1
- ଜିଲ୍ଲାପାଳ ପ୍ରମାଣ ଦେଲେ ବିଜେପି ସରକାରରେ କେମିତି ମିଳେ ମା'ଙ୍କୁ ସମ୍ମାନ1
- ଜଗତସିଂହପୁର ୨୮/୪- ଜଗତସିଂହପୁର ଜିଲ୍ଲା ସ୍ତରୀୟ ଉନ୍ନୟନ ସମନ୍ଵୟ ଓ ତଦାରଖ (ଦିଶା)କମିଟିର ସପ୍ତମ ବୈଠକ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଜଗତସିଂହପୁରର ଲୋକସଭା ସାଂସଦ ତଥା ଜିଲ୍ଲା ଦିଶା କମିଟିର ଅଧ୍ୟକ୍ଷ ବିଭୁପ୍ରସାଦ ତରାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକର ପ୍ରାରମ୍ଭ ରେ ସାଂସଦ ଶ୍ରୀ ବିଭୁପ୍ରସାଦ ତରାଇ ସମସ୍ତଙ୍କୁ ସ୍ୱାଗତ ଜଣାଇ ଜିଲ୍ଳାର ସାମଗ୍ରିକ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ସହାୟତାରେ ରାଜ୍ୟରେ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଜନକଲ୍ୟାଣ ମୂଳକ କାର୍ଯ୍ୟକ୍ରମ ଗୁଡିକର ସଫଳ ରୂପାୟନ ଓ କାର୍ଯ୍ୟାନ୍ଵୟନ ପାଇଁ ଜିଲ୍ଲା ସ୍ତରୀୟ ଜିଲ୍ଲା ଦିଶା କମିଟିର ସମସ୍ତ ଲୋକପ୍ରତିନିଧି ସଭ୍ୟ/ସଭ୍ୟା ଏବଂ ସମ୍ପୃକ୍ତ ବିଭାଗର ଅଧିକାରୀଗଣ ଙ୍କ ସକ୍ରିୟ ଅଂଶ ଗ୍ରହଣ ର ଆବଶ୍ୟକତା ରହିଛି ବୋଲି ପରାମର୍ଶ ଦେଇଥିଲେ । ଏହି ବୈଠକରେ ବାଲିକୁଦା ଏରସମା ବିଧାୟକ ସାରଦା ପ୍ରସନ୍ନ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ, ଜିଲ୍ଲା ପରିଷଦ ସଭାପତି ମନୋଜ କୁମାର ଭୋଇ,ଜଗତସିଂହପୁର ପୌର ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ସିଂହ ପ୍ରମୁଖ ଉପସ୍ଥିତ ରହି ଜନ ପ୍ରତିନିଧି ଓ ପ୍ରାଶାସନିକ ସହଯୋଗ ଓ ଆଲୋଚନା ରେ ସରକାର ଙ୍କ ଉନ୍ନୟନ ମୂଳକ କାର୍ଯ୍ୟ ଲୋକଙ୍କ ପାଖରେ ପହଞ୍ଚିବ ବୋଲି ମତ ଦେଇଥିଲେ। ଜିଲ୍ଲାପାଳ ଜେ ସୋନାଲ ବୈଠକରେ ଉପସ୍ଥିତ ରହି ଆଲୋଚନା ଓ ପରିଦର୍ଶନ ଦ୍ଵାରା ସମସ୍ତ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି କହିଥିଲେ। ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ ପିଲେ ମଧ୍ୟ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। କେନ୍ଦ୍ର ସରକାରଙ୍କ ଯୋଜନା ଅନ୍ତର୍ଭୁକ୍ତ ପ୍ରଧାନ ମନ୍ତ୍ରୀ ଗ୍ରାମ ସଡକ ଯୋଜନା,ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ପାନୀୟ ଜଳ ଯୋଜନା ଅନ୍ତର୍ଗତ ଜଳ ଜୀବନ ମିଶନ, ଜାତୀୟ ରାଜପଥ ଭିତ୍ତି ଭୂମି ବିକାଶ, ସମନ୍ୱିତ ଶିଶୁବିକାଶ ଯୋଜନା, ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା, ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ମୃତ୍ତିକା ହେଲଥ କାର୍ଡ, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, କୃଷି ଓ କୃଷକ ସଶକ୍ତିକରଣ,ସ୍ଵଚ୍ଛ ଭାରତ ଅଭିଯାନ,ପ୍ରଧାନମନ୍ତ୍ରୀ କିଷାନ ନିଧି ଯୋଜନା, କାମଧେନୁ ଯୋଜନା,ପି ଏମ୍ ସ୍ୱନିଧି, ଜାତୀୟ ସ୍ୱାସ୍ଥ୍ୟ ମିଶନ, ବିଦ୍ୟୁତ ଯୋଜନା, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା, ପ୍ରାଣୀ ସମ୍ପଦ ବିଭାଗର ଯୋଜନା ଇତ୍ୟାଦି ବିଭିନ୍ନ କେନ୍ଦ୍ରୀୟ ଜନକଲ୍ୟାଣ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା ପୂର୍ବକ ସମୀକ୍ଷା କରାଯାଇଥିଲା । ବୈଠକରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ, ଜିଲ୍ଲାର ପଂଚାୟତ ସମିତିର ଅଧ୍ୟକ୍ଷ/ଅଧ୍ୟକ୍ଷା, ଅନ୍ୟାନ୍ୟ ଜନପ୍ରତିନିଧି ତଥା ଦିଶା କମିଟିର ସଦସ୍ୟ/ସଦସ୍ୟା, ଗଣମାଧ୍ଯମ ର ପ୍ରତିନିଧି ଯୋଗଦେଇଥିଲେ ।4
- Niali : ଜନ ଆକ୍ରୋଶ ମହିଳା ସମାବେଶ ମାଧବ ମଣ୍ଡଳ#jindabadniali#nialiblock1
- Post by ନିଷ୍ଠୁର ଦୁନିଆ Live1
- Post by ମନୋଜ କୁମାର ପୁଣ୍ଟିଆ1
- ଦୁହିଁ ଦୁହିଁଙ୍କୁ ସମ୍ମାନ ସହ ବଞ୍ଚନ୍ତି,ତେଣୁ ଆପଣ ମାନଙ୍କ ଆଶିଷ ଦରକାର,ଜୟ ଗୋ ମାତା,ବଜରଙ୍ଗ ଦଳ,ଭୁବନେଶ୍ୱର,ଓଡିଶା,1
- Post by Bikram Mohapatra1