logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଏବେଠୁ କଲବଲ କଲାଣି ତାତି, ଆଜିଠୁ ପୁଣି 2-3 ଡିଗ୍ରୀ ବଢିବ ଦିନ ତାପମାତ୍ରା... ବଢୁଛି ତାତି, ଜଳୁଛି ଝାରସୁଗୁଡା... ଭୁବନେଶ୍ୱର : ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା । ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାତି । ଆଗକୁ ମଧ୍ୟ ରହିଛି ସୁପର ଏଲ୍‌ନିନୋ ଭୟ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଗ୍ରୀଷ୍ମ ଆରମ୍ଭରୁ ତାତି ଅସମ୍ଭାଳ ହେଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ୩୭.୬ ଡିଗ୍ରୀ ସେଲସିୟସ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିଭଳି ରାୟଗଡ଼ାରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ସେପଟେ ଆଗାମୀ ୨୪ ଘଣ୍ଟାରେ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

5 hrs ago
user_Sibanava Panda
Sibanava Panda
Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
5 hrs ago
9cbf5ae6-39f3-4c2a-9f6e-37a100b78c10
9f12a6e5-eb1a-48f7-bd96-20ec774acc01

ଏବେଠୁ କଲବଲ କଲାଣି ତାତି, ଆଜିଠୁ ପୁଣି 2-3 ଡିଗ୍ରୀ ବଢିବ ଦିନ ତାପମାତ୍ରା... ବଢୁଛି ତାତି, ଜଳୁଛି ଝାରସୁଗୁଡା... ଭୁବନେଶ୍ୱର : ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା । ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାତି । ଆଗକୁ ମଧ୍ୟ ରହିଛି ସୁପର ଏଲ୍‌ନିନୋ ଭୟ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଗ୍ରୀଷ୍ମ ଆରମ୍ଭରୁ ତାତି ଅସମ୍ଭାଳ ହେଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ୩୭.୬ ଡିଗ୍ରୀ ସେଲସିୟସ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିଭଳି ରାୟଗଡ଼ାରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ସେପଟେ ଆଗାମୀ ୨୪ ଘଣ୍ଟାରେ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

More news from ଓଡ଼ିଶା and nearby areas
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    25 min ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by Darbar Tv
    1
    Post by Darbar Tv
    user_Darbar Tv
    Darbar Tv
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    3 hrs ago
  • ଏହି ଶ୍ରମିକମାନେ ସେମାନଙ୍କର ବକେୟା ଦରମା, ଗ୍ରାଚ୍ୟୁଟି ଦାବି କରି ଦୀର୍ଘ ୯୦୦ ଦିନ ଆନ୍ଦୋଳନ ଅବ୍ୟାହତ କରିଚାଲିଛନ୍ତି । ଏପରିକି ସରକାରଙ୍କର ଶ୍ରମବିଭାଗ ଏବଂ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକୁ କବୋର୍ଡ଼ ଇଣ୍ଡଷ୍ଟ୍ରିର ମାଲିକ ବେଖାତିର କରୁଛନ୍ତି ବୋଲି ଆନ୍ଦୋଳନକାରୀ ମତ ଦେଇଛନ୍ତି । Byt - ବସନ୍ତ ( ଆନ୍ଦୋଳନ କାରୀ)
    2
    ଏହି ଶ୍ରମିକମାନେ
ସେମାନଙ୍କର ବକେୟା ଦରମା, ଗ୍ରାଚ୍ୟୁଟି ଦାବି କରି ଦୀର୍ଘ ୯୦୦ ଦିନ ଆନ୍ଦୋଳନ ଅବ୍ୟାହତ କରିଚାଲିଛନ୍ତି । ଏପରିକି
ସରକାରଙ୍କର ଶ୍ରମବିଭାଗ ଏବଂ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକୁ କବୋର୍ଡ଼ ଇଣ୍ଡଷ୍ଟ୍ରିର ମାଲିକ  ବେଖାତିର
କରୁଛନ୍ତି  ବୋଲି ଆନ୍ଦୋଳନକାରୀ ମତ ଦେଇଛନ୍ତି । 
Byt - ବସନ୍ତ ( ଆନ୍ଦୋଳନ କାରୀ)
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    2 hrs ago
  • କଟକ ଶିଖରପୁର ନଦୀକୂଳସାହିରେ ଅଜଣା ଯୁବକଙ୍କ ଉନ୍ମୁକ୍ତକାଣ୍ଡ। ଜଣଙ୍କ ଘର ଭିତରେ ପଶି ଭିତରୁ କବାଟ ଦେଲେ ଯୁବକ। କଟକ ଚାଉଳିଆଗଞ୍ଜ ଥାନା ଅଧିନସ୍ଥ ଶିଖରପୁର ନଦୀକୂଳସାହି ମଙ୍ଗଳାଗଡାରେ ଜଣଙ୍କ ଘର ଭିତରେ ଅଜଣା ଯୁବକ ପଶି ଭିତର ପଟୁ କବାଟ ଦେଇ ରହିଛି।ଲୋକମାନେ ଖୋଲିବା ପାଇଁ ପ୍ରୟାସ କରୁଥିବା ସମୟରେ ଘଟନସ୍ଥଳରେ ଚାଉଳିଆଗଞ୍ଜ ପୋଲିସ ପହଞ୍ଚି ବନ୍ଦଘରୁ ଅଜଣା ଯୁବକକୁ କାବୁ କରିଛି ପୋଲିସ।ଯୁବକର ପରିଚୟ ଓ କଣପାଇଁ ପଶିଥିଲା ସ୍ପଷ୍ଟ ଜଣାପଡିନାହିଁ।
    1
    କଟକ ଶିଖରପୁର ନଦୀକୂଳସାହିରେ ଅଜଣା ଯୁବକଙ୍କ ଉନ୍ମୁକ୍ତକାଣ୍ଡ। ଜଣଙ୍କ ଘର ଭିତରେ ପଶି ଭିତରୁ କବାଟ ଦେଲେ ଯୁବକ। କଟକ ଚାଉଳିଆଗଞ୍ଜ ଥାନା ଅଧିନସ୍ଥ ଶିଖରପୁର ନଦୀକୂଳସାହି ମଙ୍ଗଳାଗଡାରେ ଜଣଙ୍କ ଘର ଭିତରେ ଅଜଣା ଯୁବକ ପଶି ଭିତର ପଟୁ କବାଟ ଦେଇ ରହିଛି।ଲୋକମାନେ ଖୋଲିବା ପାଇଁ ପ୍ରୟାସ କରୁଥିବା ସମୟରେ ଘଟନସ୍ଥଳରେ ଚାଉଳିଆଗଞ୍ଜ ପୋଲିସ ପହଞ୍ଚି ବନ୍ଦଘରୁ ଅଜଣା ଯୁବକକୁ କାବୁ କରିଛି ପୋଲିସ।ଯୁବକର ପରିଚୟ ଓ କଣପାଇଁ ପଶିଥିଲା ସ୍ପଷ୍ଟ ଜଣାପଡିନାହିଁ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    8 hrs ago
  • ଏହି ଭିଡ଼ିଓ ଦେଖକୁ ଏବଂ ବହୁତ ସୁନ୍ଦର ଲାଗୁଚି.. like share please subscribe youtube Channl. Mr Pravat Gudiya short video.
    1
    ଏହି ଭିଡ଼ିଓ ଦେଖକୁ ଏବଂ ବହୁତ ସୁନ୍ଦର 
ଲାଗୁଚି..
like share please subscribe 
youtube Channl. Mr Pravat Gudiya short video.
    user_SU-PRAVAT-NEWS
    SU-PRAVAT-NEWS
    Dancer କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    21 hrs ago
  • ଜଟଣୀ :ପିପିଲି ଖୋର୍ଦ୍ଧା ମୂଖ୍ୟ ରାସ୍ତା ନାଇଜର ପାଖରେ ମରମନ୍ତୁଦ ସଡ଼କ ଦୁର୍ଘଟଣା। ପାସେଞ୍ଜର ଅଟକୁ ଧକାଦେଲା କାର। ଦୁର୍ଘଟଣା ରେ ମହିଳା ଯାତ୍ରୀ ମୃତ। ଘଟଣା ସ୍ଥଳରେ ଜଟଣୀ ପୋଲିସ ପହଁଚି ଦୁଇଟି ଗାଡି ଜବତ କରି ଅଧିକ ତଦନ୍ତ କରୁଛି। ବିଗତ ୧ ବର୍ଷ ଭିତରେ ୧୪ ଜଣଙ୍କ ଜୀବନ ଗଲାଣି ଏହି ରାସ୍ତାରେ। ତଥାପି ପ୍ରଶାସନ ତରଫରୁ ସ୍ପିଡ଼ ଗାଡି ଚାଳନା ଉପରେ ରୋକ ଲଗାଇପାରୁନି ପ୍ରଶାସନ।
    8
    ଜଟଣୀ :ପିପିଲି ଖୋର୍ଦ୍ଧା ମୂଖ୍ୟ ରାସ୍ତା ନାଇଜର ପାଖରେ ମରମନ୍ତୁଦ ସଡ଼କ ଦୁର୍ଘଟଣା।
ପାସେଞ୍ଜର ଅଟକୁ ଧକାଦେଲା କାର।
ଦୁର୍ଘଟଣା ରେ ମହିଳା ଯାତ୍ରୀ ମୃତ।
ଘଟଣା ସ୍ଥଳରେ ଜଟଣୀ ପୋଲିସ ପହଁଚି ଦୁଇଟି ଗାଡି ଜବତ କରି ଅଧିକ ତଦନ୍ତ କରୁଛି। ବିଗତ ୧ ବର୍ଷ ଭିତରେ ୧୪ ଜଣଙ୍କ ଜୀବନ ଗଲାଣି ଏହି ରାସ୍ତାରେ। ତଥାପି ପ୍ରଶାସନ ତରଫରୁ ସ୍ପିଡ଼ ଗାଡି ଚାଳନା ଉପରେ ରୋକ ଲଗାଇପାରୁନି ପ୍ରଶାସନ।
    user_Journalist Suresh Moharana
    Journalist Suresh Moharana
    Actuary ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    7 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.