logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପୋଲସରା ୨୨/୦୪/୨୬ ମହିଳା ମାନଙ୍କ ପାଇଁ ସଂରକ୍ଷଣ ବିଲ୍ କୁ ନେଇ ଏବେ ରାଜନୀତି ଜୋର ଧରିଛି। ଲୋକସଭାରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ବିଲ୍ କାଟ୍ ଖାଇବାକୁ ବିଭିନ୍ନ ମହିଳା ସଙ୍ଗଠନ ପକ୍ଷରୁ ମହିଳା ଆକ୍ରୋଶ ପଦଯାତ୍ରା ଜରିଆରେ କଂଗ୍ରେସ, ବିଜେଡି ଓ ଅନ୍ୟ ଦଳଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯାଉଥିବା ବେଳେ ଆଜି ପୋଲସରା ବିଜେପି ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପଦଯାତ୍ରା କରାଯାଇଛି। ପୋଲସରା ଅବନ୍ତି ନଗର ବିଜେପି କାର୍ଯ୍ୟାଳୟ ଠାରୁ ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ଏକ ପଦଯାତ୍ରା ବାହାରି କଂଗ୍ରେସ ମୁଖିଆ ରାହୁଲ ଗାନ୍ଧୀ ଓ ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କ ବିରୋଧରେ ଶ୍ଳୋଗାନ ଦେଇ ପଦଯାତ୍ରାରେ ବ୍ଳକ ଛକ ପର୍ଯ୍ୟନ୍ତ ଯାଇ ସେଠାରେ ଉଭୟଙ୍କର କୁଶ ପୁତ୍ତଳିକା ଦାହ କରିଥିଲେ। ଏଥିରେ ବହୁ ସଂଖ୍ୟକ ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ର ସଦସ୍ୟ ମାନେ ଏହି ଆକ୍ରୋଶ ପଦଯାତ୍ରାରେ ସାମିଲ ପ୍ରତିକ୍ରିୟା ରଖିଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ

13 hrs ago
user_GANESH PANlGRAHl
GANESH PANlGRAHl
ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
13 hrs ago

ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପୋଲସରା ୨୨/୦୪/୨୬ ମହିଳା ମାନଙ୍କ ପାଇଁ ସଂରକ୍ଷଣ ବିଲ୍ କୁ ନେଇ ଏବେ ରାଜନୀତି ଜୋର ଧରିଛି। ଲୋକସଭାରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ବିଲ୍ କାଟ୍ ଖାଇବାକୁ ବିଭିନ୍ନ ମହିଳା ସଙ୍ଗଠନ ପକ୍ଷରୁ ମହିଳା ଆକ୍ରୋଶ ପଦଯାତ୍ରା ଜରିଆରେ କଂଗ୍ରେସ, ବିଜେଡି ଓ ଅନ୍ୟ ଦଳଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯାଉଥିବା ବେଳେ ଆଜି ପୋଲସରା ବିଜେପି ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପଦଯାତ୍ରା କରାଯାଇଛି। ପୋଲସରା ଅବନ୍ତି ନଗର ବିଜେପି କାର୍ଯ୍ୟାଳୟ ଠାରୁ ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ଏକ ପଦଯାତ୍ରା ବାହାରି କଂଗ୍ରେସ ମୁଖିଆ ରାହୁଲ ଗାନ୍ଧୀ ଓ ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କ ବିରୋଧରେ ଶ୍ଳୋଗାନ ଦେଇ ପଦଯାତ୍ରାରେ ବ୍ଳକ ଛକ ପର୍ଯ୍ୟନ୍ତ ଯାଇ ସେଠାରେ ଉଭୟଙ୍କର କୁଶ ପୁତ୍ତଳିକା ଦାହ କରିଥିଲେ। ଏଥିରେ ବହୁ ସଂଖ୍ୟକ ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ର ସଦସ୍ୟ ମାନେ ଏହି ଆକ୍ରୋଶ ପଦଯାତ୍ରାରେ ସାମିଲ ପ୍ରତିକ୍ରିୟା ରଖିଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ

More news from ଓଡ଼ିଶା and nearby areas
  • ମା ଅର୍ଥାତ୍ ଈଶ୍ୱର ଙ୍କ ନା ନେଇ ଟଙ୍କା ଖାଇଦେଲେ ଦେଖନ୍ତୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ମା ଅର୍ଥାତ୍ ଈଶ୍ୱର ଙ୍କ ନା ନେଇ ଟଙ୍କା ଖାଇଦେଲେ ଦେଖନ୍ତୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    13 hrs ago
  • ସନ୍ଧ୍ୟା ହେଲେ ସତର୍କ ରୁହନ୍ତୁ
    1
    ସନ୍ଧ୍ୟା ହେଲେ ସତର୍କ ରୁହନ୍ତୁ
    user_CHINMAYA KUMAR SETHI
    CHINMAYA KUMAR SETHI
    Journalist G.Udayagiri, Kandhamal•
    8 hrs ago
  • କନ୍ଧମାଳ ଜିଲ୍ଲାର ସ୍ୱେଚ୍ଛାସେବୀ ସଂଗଠନ ସ୍ୱାକ ପକ୍ଷରୁ ଯୁବ ପିଢ଼ିଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ପ୍ରତି ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମକୁ ସ୍ୱାକ ଟିମ୍ ଦ୍ବାରା ସୁନ୍ଦର ଭାବେ ଆୟୋଜନ କରାଯାଇଥିଲା। ଏହି ଅବସରରେ ବନାଞ୍ଚଳ ଅଧିକାରୀ ମାଣିକେଶ୍ୱରୀ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବନପାଳ ପ୍ରଶାନ୍ତ କୁମାର ସାହୁ, ବରିଷ୍ଠ ଶିକ୍ଷାବିତ୍ ଗୋଲକ ବିହାରୀ ପଟ୍ଟନାୟକ, ସ୍ୱାକ ପରାମର୍ଶଦାତା ସମୀର କୁମାର ପାଢ଼ୀ, ମିଡିଆ କ୍ଲବ ସଭାପତି ଅରୁଣ କୁମାର ଷଡଙ୍ଗୀ, ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ସୁଧାରାଣୀ ପାତ୍ର, ମିଡିଆ କ୍ଲବ ସମ୍ପାଦକ ଚିନ୍ମୟ କୁମାର ସେଠୀ, ସ୍ୱାକର କୋଷାଧ୍ୟକ୍ଷ ସାମନ୍ତ ଶେଖର ନାୟକ, ସମ୍ପାଦକ ହୃଷୀକେଶ ପ୍ରଧାନ ଓ ମିନାକ୍ଷୀ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଚଳିତ ବର୍ଷର ଶୀର୍ଷକ “ଆମର ଶକ୍ତି, ଆମର ଗ୍ରହ” ଅନୁସାରେ ଛାତ୍ରୀମାନଙ୍କୁ ଜଳବାୟୁ ପରିବର୍ତ୍ତନ ନିୟନ୍ତ୍ରଣ ସମ୍ପର୍କରେ ବିସ୍ତୃତ ଅବଗତ କରାଯାଇଥିଲା। ଜଳ ସଙ୍କଟ ରୋକିବା ପାଇଁ ଜଳ ସଂରକ୍ଷଣ ଓ ସଠିକ୍ ବ୍ୟବହାର, ଜଙ୍ଗଲ ସୁରକ୍ଷା ଓ ବନୀକରଣ, ବନାଗ୍ନୀ ନିରାକରଣ, ବର୍ଷାଜଳ ସଂରକ୍ଷଣ, ବିଶ୍ୱ ତାପମାନ ହ୍ରାସ, ବିଦ୍ୟୁତ ସଞ୍ଚୟ, ଦୂଷିତ ଜଳକୁ ବିଶୁଦ୍ଧ କରିବା ପାଇଁ ପ୍ରୟାସ ଓ ଏକକ ପ୍ଲାଷ୍ଟିକ ବ୍ୟବହାର କମାଇବା ପ୍ରସଙ୍ଗରେ ଛାତ୍ରୀମାନଙ୍କୁ ସଚେତନ କରାଯାଇଥିଲା। ଏହି ସହିତ ଆଗାମୀ ଦିନରେ ବୃକ୍ଷ ରୋପଣ କରି ତାହାର ଯତ୍ନ ନେବା ପାଇଁ ଛାତ୍ରୀମାନେ ଶପଥ ଗ୍ରହଣ କରିଥିବା ଦେଖିବାକୁ ମିଳିଥିଲା। ଅତିଥିମାନେ ମତ ପ୍ରକାଶ କରି କହିଥିଲେ ଯେ ପୃଥିବୀର ସୁରକ୍ଷା ପାଇଁ ବହୁ ପରିମାଣରେ ବୃକ୍ଷ ରୋପଣ କରି ଜଙ୍ଗଲ ସୃଷ୍ଟି କରିବା ହେଉଛି ସର୍ବୋତ୍ତମ ଉପାୟ, ଯାହା ଜଳବାୟୁ ପରିବର୍ତ୍ତନକୁ ରୋକିବାରେ ସହାୟକ ହେବ। କାର୍ଯ୍ୟକ୍ରମକୁ ସ୍ୱାକର ସଭାପତି ଆମନ୍ ଚନ୍ଦ୍ର ନାୟକ ପରିଚାଳନା କରିଥିବା ବେଳେ ସସ୍ମିତା ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।
    1
    କନ୍ଧମାଳ ଜିଲ୍ଲାର ସ୍ୱେଚ୍ଛାସେବୀ ସଂଗଠନ ସ୍ୱାକ ପକ୍ଷରୁ ଯୁବ ପିଢ଼ିଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ପ୍ରତି ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମକୁ ସ୍ୱାକ ଟିମ୍ ଦ୍ବାରା ସୁନ୍ଦର ଭାବେ ଆୟୋଜନ କରାଯାଇଥିଲା। ଏହି ଅବସରରେ ବନାଞ୍ଚଳ ଅଧିକାରୀ ମାଣିକେଶ୍ୱରୀ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବନପାଳ ପ୍ରଶାନ୍ତ କୁମାର ସାହୁ, ବରିଷ୍ଠ ଶିକ୍ଷାବିତ୍ ଗୋଲକ ବିହାରୀ ପଟ୍ଟନାୟକ, ସ୍ୱାକ ପରାମର୍ଶଦାତା ସମୀର କୁମାର ପାଢ଼ୀ, ମିଡିଆ କ୍ଲବ ସଭାପତି ଅରୁଣ କୁମାର ଷଡଙ୍ଗୀ, ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ସୁଧାରାଣୀ ପାତ୍ର, ମିଡିଆ କ୍ଲବ ସମ୍ପାଦକ ଚିନ୍ମୟ କୁମାର ସେଠୀ, ସ୍ୱାକର କୋଷାଧ୍ୟକ୍ଷ ସାମନ୍ତ ଶେଖର ନାୟକ, ସମ୍ପାଦକ ହୃଷୀକେଶ ପ୍ରଧାନ ଓ ମିନାକ୍ଷୀ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଚଳିତ ବର୍ଷର ଶୀର୍ଷକ “ଆମର ଶକ୍ତି, ଆମର ଗ୍ରହ” ଅନୁସାରେ ଛାତ୍ରୀମାନଙ୍କୁ ଜଳବାୟୁ ପରିବର୍ତ୍ତନ ନିୟନ୍ତ୍ରଣ ସମ୍ପର୍କରେ ବିସ୍ତୃତ ଅବଗତ କରାଯାଇଥିଲା। ଜଳ ସଙ୍କଟ ରୋକିବା ପାଇଁ ଜଳ ସଂରକ୍ଷଣ ଓ ସଠିକ୍ ବ୍ୟବହାର, ଜଙ୍ଗଲ ସୁରକ୍ଷା ଓ ବନୀକରଣ, ବନାଗ୍ନୀ ନିରାକରଣ, ବର୍ଷାଜଳ ସଂରକ୍ଷଣ, ବିଶ୍ୱ ତାପମାନ ହ୍ରାସ, ବିଦ୍ୟୁତ ସଞ୍ଚୟ, ଦୂଷିତ ଜଳକୁ ବିଶୁଦ୍ଧ କରିବା ପାଇଁ ପ୍ରୟାସ ଓ ଏକକ ପ୍ଲାଷ୍ଟିକ ବ୍ୟବହାର କମାଇବା ପ୍ରସଙ୍ଗରେ ଛାତ୍ରୀମାନଙ୍କୁ ସଚେତନ କରାଯାଇଥିଲା। ଏହି ସହିତ ଆଗାମୀ ଦିନରେ ବୃକ୍ଷ ରୋପଣ କରି ତାହାର ଯତ୍ନ ନେବା ପାଇଁ ଛାତ୍ରୀମାନେ ଶପଥ ଗ୍ରହଣ କରିଥିବା ଦେଖିବାକୁ ମିଳିଥିଲା। ଅତିଥିମାନେ ମତ ପ୍ରକାଶ କରି କହିଥିଲେ ଯେ ପୃଥିବୀର ସୁରକ୍ଷା ପାଇଁ ବହୁ ପରିମାଣରେ ବୃକ୍ଷ ରୋପଣ କରି ଜଙ୍ଗଲ ସୃଷ୍ଟି କରିବା ହେଉଛି ସର୍ବୋତ୍ତମ ଉପାୟ, ଯାହା ଜଳବାୟୁ ପରିବର୍ତ୍ତନକୁ ରୋକିବାରେ ସହାୟକ ହେବ।
କାର୍ଯ୍ୟକ୍ରମକୁ ସ୍ୱାକର ସଭାପତି ଆମନ୍ ଚନ୍ଦ୍ର ନାୟକ ପରିଚାଳନା କରିଥିବା ବେଳେ ସସ୍ମିତା ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।
    user_Samanta Sekhar Nayak
    Samanta Sekhar Nayak
    ସାମ୍ବାଦିକ ଜି. ଉଦୟଗିରି, କନ୍ଧମାଳ, ଓଡ଼ିଶା•
    13 hrs ago
  • ବାହାଡାଝୋଲା ସେନ୍ତେରି ଗ୍ରାମରେ ବେଆଇନ ଇଟାଭାଟି #spnewstvliveodia #breakingnews #bahadajholanews
    1
    ବାହାଡାଝୋଲା ସେନ୍ତେରି ଗ୍ରାମରେ ବେଆଇନ ଇଟାଭାଟି #spnewstvliveodia #breakingnews #bahadajholanews
    user_SP NEWS LIVE ODIA
    SP NEWS LIVE ODIA
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    1 day ago
  • ତା.22/04/2026 ରିଖ କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ।ଏହି ମାରାଥନ ପୁରୀରେ ଆସନ୍ତା ଡିସେମ୍ବର ୧୩ ତାରିଖ ଦ୍ୱିତୀୟ ରବିବାର ଅନୁଷ୍ଠିତ ହେବାକୁ ଯାଉଛି।ମାରାଥନ ର ବିଜେତା ଙ୍କୁ ଏକ କୋଟି ର ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା।ଓଡିଶା ପର୍ଯ୍ୟଟନ ବିଭାଗ ଏବଂ ଓଏମସି ସହଯୋଗ ରେ ପୁରୀ କୋଷ୍ଟାଲ ମାରାଥନ ନାମରେ ଏକ ମେଗା ବା ବୃହତ ମାରାଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।ସଚେତନତା ଉଦ୍ଦେଶ୍ୟ ରେ ଆଜି ପୂର୍ବାହ୍ନରେ ପୁରୀ ବ୍ଲୁ ଫ୍ଲାଗ ବିଚ ଠାରୁ ତାଜ ହୋଟେଲ ପର୍ଯ୍ୟନ୍ତ ମାରାଥନ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଯୋଗ ଦେଇ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଦ୍ବାରା ବାଲୁକା କଳାରେ ପ୍ରସ୍ତୁତ ଏହି ଲୋଗୋକୁ ଉଦଘାଟନ କରିଥିଲେ। ପରେ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ଅତିଥି ମାନେ ପୁରୀ ବ୍ଲୁ ଫ୍ଲାଗ ବିଚ ଠାରେ ପତାକା ଦେଖାଇ ମାରାଥନ କ୍ରୀଡ଼ାବିତ ମାନଙ୍କୁ ଉତ୍ସାହିତ କରିଥିଲେ l ମାରାଥନ ରେ ଅଂଶଗ୍ରହଣକାରୀ ମାନେ ପହଞ୍ଚିବା ପରେ ତାଜ ହୋଟେଲ ପରିସରରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନୂତନ ଟ୍ୟାଗ ଲାଇନ "ଥିଙ୍କ ଇଣ୍ଡିଆ, ଥିଙ୍କ ଓଡିଶା"କୁ ଉନ୍ମୋଚନ କରାଯାଇଥିବା ବେଳେ ଓଡିଶା ପର୍ଯ୍ୟଟନ ବିଭାଗ ଓଏମସି ଦ୍ୱାରା ହେବାକୁ ଥିବା ଏହି କୋଷ୍ଟାଲ ମାରାଥନ ରେ ଭାଗ ନେବା ପାଇଁ ବିଭିନ୍ନ କ୍ରୀଡ଼ାବିତ ମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା l ମୁଖ୍ୟ ଅତିଥି ଭାବେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ନିଜ ବକ୍ତବ୍ୟ ରେ ପର୍ଯ୍ୟଟନ ଆମ ଜୀବନ ରେଖା।ପୁରୀ ପାଇଁ ମହାପ୍ରଭୁଙ୍କ ଦର୍ଶନ ସହ ପର୍ଯ୍ୟଟନ ପାଇଁ ଲୋକ ମାନେ ଆସିଥାନ୍ତି।ତେଣୁ ଆମକୁ ଏପରି ଭାବରେ ପର୍ଯ୍ୟଟନ ର ବିକାଶ କରିବାକୁ ପଡିବ ଯାହା ଅଧିକ ପର୍ଯ୍ୟଟକଙ୍କୁ ଅଧିକ ଦିନ ପର୍ଯ୍ୟନ୍ତ ପୁରୀ ଓ ଓଡିଶା ରେ ରହିବାକୁ ଉତ୍ସାହିତ କରିବ ବୋଲି କହିଥିଲେ।ପର୍ଯ୍ଯଟନ ବିଭାଗ ର ପୂର୍ବାପେକ୍ଷା ବଜେଟ କୁ ବୃଦ୍ଧି କରି ହଜାରେ କୋଟି ରେ ପହଞ୍ଚାଯାଇଛି। ପର୍ଯ୍ୟଟନକୁ ଆଉ ସିକ୍ରେଟ ଭାବେ ନ ରଖି ସାର୍ବଜନୀନ କରି ପର୍ଯ୍ୟଟକ ମାନ ଙ୍କୁ ଆକର୍ଷିତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।ବିଭିନ୍ନ ସ୍ଥାନରେ ଏହି ଭଳି ଡମି ମାରାଥନ ମାଧ୍ୟମରେ ସଚେତନ ଓ ଆଗ୍ରହ ସୃଷ୍ଟି ପାଇଁ ଉଦ୍ୟମ କରାଯିବ ବୋଲି ଉପ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।ଅନ୍ୟମାନଙ୍କ ମଧ୍ୟରେ ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ପୁରୀ ବିଧାୟକ ସୁନୀଲ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇ ଓଡିଶା ରେ ପର୍ଯ୍ୟଟନ ର ବିପୁଳ ଭଣ୍ଡାର ରହିଥିବା ବେଳେ ଏହାର ବିକାଶ ଓ ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିବାର ପ୍ରୟାସ ସ୍ବାଗତଯୋଗ୍ୟ।ଏହା ଦ୍ବାରା ଆର୍ଥିକ ଅଗ୍ରଗତି ଘଟିବା ସହ ରାଜ୍ୟ, ଜିଲ୍ଲା ଓ ସ୍ଥାନୀୟ ଅର୍ଥନୀତି କୁ ପ୍ରୋତ୍ସାହନ ମିଳିବ ବୋଲି କହିଥିଲେ l ଏହି ଅବସରରେ ରାଜ୍ୟ ପର୍ଯ୍ୟଟନ ସଚିବ ବଲବନ୍ତ ସିଂ ସମସ୍ତଙ୍କୁ ସ୍ବାଗତ କରିଥିବା ବେଳେ ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା, ଏସପି ପ୍ରତୀକ ସିଂ, ଡିଏଫଓ ଧନଜ ରାକୋସ ମଗର ପ୍ରମୁଖ ଉପସ୍ଥିତ ଥିଲେ।ଏହି ଅବସରରେ ବରିଷ୍ଠ କ୍ରୀଡାବିତ ମାନଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା ଭୁବନେଶ୍ୱର
    1
    ତା.22/04/2026 ରିଖ କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ  ଅଧିକ ଋଦ୍ଧିମନ୍ତ କରିବ।ଏହି ମାରାଥନ ପୁରୀରେ ଆସନ୍ତା ଡିସେମ୍ବର ୧୩ ତାରିଖ ଦ୍ୱିତୀୟ ରବିବାର ଅନୁଷ୍ଠିତ ହେବାକୁ ଯାଉଛି।ମାରାଥନ ର ବିଜେତା ଙ୍କୁ ଏକ କୋଟି ର ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା।ଓଡିଶା ପର୍ଯ୍ୟଟନ ବିଭାଗ ଏବଂ  ଓଏମସି ସହଯୋଗ ରେ  ପୁରୀ କୋଷ୍ଟାଲ ମାରାଥନ ନାମରେ ଏକ ମେଗା ବା ବୃହତ ମାରାଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।ସଚେତନତା ଉଦ୍ଦେଶ୍ୟ ରେ ଆଜି ପୂର୍ବାହ୍ନରେ ପୁରୀ ବ୍ଲୁ ଫ୍ଲାଗ ବିଚ ଠାରୁ ତାଜ ହୋଟେଲ ପର୍ଯ୍ୟନ୍ତ ମାରାଥନ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଯୋଗ ଦେଇ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଦ୍ବାରା  ବାଲୁକା କଳାରେ ପ୍ରସ୍ତୁତ ଏହି ଲୋଗୋକୁ ଉଦଘାଟନ କରିଥିଲେ। ପରେ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ଅତିଥି ମାନେ  ପୁରୀ ବ୍ଲୁ ଫ୍ଲାଗ ବିଚ ଠାରେ ପତାକା ଦେଖାଇ ମାରାଥନ କ୍ରୀଡ଼ାବିତ ମାନଙ୍କୁ ଉତ୍ସାହିତ କରିଥିଲେ l ମାରାଥନ ରେ ଅଂଶଗ୍ରହଣକାରୀ ମାନେ ପହଞ୍ଚିବା ପରେ ତାଜ ହୋଟେଲ ପରିସରରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନୂତନ ଟ୍ୟାଗ ଲାଇନ "ଥିଙ୍କ ଇଣ୍ଡିଆ, ଥିଙ୍କ ଓଡିଶା"କୁ ଉନ୍ମୋଚନ କରାଯାଇଥିବା ବେଳେ ଓଡିଶା ପର୍ଯ୍ୟଟନ ବିଭାଗ ଓଏମସି ଦ୍ୱାରା ହେବାକୁ ଥିବା ଏହି କୋଷ୍ଟାଲ ମାରାଥନ ରେ ଭାଗ ନେବା ପାଇଁ ବିଭିନ୍ନ କ୍ରୀଡ଼ାବିତ ମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା l ମୁଖ୍ୟ ଅତିଥି ଭାବେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ନିଜ ବକ୍ତବ୍ୟ ରେ ପର୍ଯ୍ୟଟନ ଆମ ଜୀବନ ରେଖା।ପୁରୀ ପାଇଁ ମହାପ୍ରଭୁଙ୍କ ଦର୍ଶନ ସହ ପର୍ଯ୍ୟଟନ ପାଇଁ ଲୋକ ମାନେ ଆସିଥାନ୍ତି।ତେଣୁ ଆମକୁ ଏପରି ଭାବରେ ପର୍ଯ୍ୟଟନ ର ବିକାଶ କରିବାକୁ ପଡିବ ଯାହା ଅଧିକ ପର୍ଯ୍ୟଟକଙ୍କୁ ଅଧିକ ଦିନ ପର୍ଯ୍ୟନ୍ତ ପୁରୀ ଓ ଓଡିଶା ରେ ରହିବାକୁ ଉତ୍ସାହିତ କରିବ ବୋଲି କହିଥିଲେ।ପର୍ଯ୍ଯଟନ ବିଭାଗ ର ପୂର୍ବାପେକ୍ଷା ବଜେଟ କୁ ବୃଦ୍ଧି କରି ହଜାରେ କୋଟି ରେ ପହଞ୍ଚାଯାଇଛି। ପର୍ଯ୍ୟଟନକୁ ଆଉ ସିକ୍ରେଟ ଭାବେ ନ ରଖି ସାର୍ବଜନୀନ କରି ପର୍ଯ୍ୟଟକ ମାନ ଙ୍କୁ ଆକର୍ଷିତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।ବିଭିନ୍ନ ସ୍ଥାନରେ ଏହି ଭଳି ଡମି ମାରାଥନ ମାଧ୍ୟମରେ ସଚେତନ ଓ ଆଗ୍ରହ ସୃଷ୍ଟି ପାଇଁ ଉଦ୍ୟମ କରାଯିବ ବୋଲି ଉପ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।ଅନ୍ୟମାନଙ୍କ ମଧ୍ୟରେ ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ପୁରୀ ବିଧାୟକ ସୁନୀଲ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇ ଓଡିଶା ରେ ପର୍ଯ୍ୟଟନ ର ବିପୁଳ ଭଣ୍ଡାର ରହିଥିବା ବେଳେ ଏହାର ବିକାଶ ଓ ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିବାର ପ୍ରୟାସ ସ୍ବାଗତଯୋଗ୍ୟ।ଏହା ଦ୍ବାରା ଆର୍ଥିକ ଅଗ୍ରଗତି ଘଟିବା ସହ ରାଜ୍ୟ, ଜିଲ୍ଲା ଓ ସ୍ଥାନୀୟ ଅର୍ଥନୀତି କୁ ପ୍ରୋତ୍ସାହନ ମିଳିବ ବୋଲି କହିଥିଲେ l ଏହି ଅବସରରେ ରାଜ୍ୟ ପର୍ଯ୍ୟଟନ  ସଚିବ ବଲବନ୍ତ ସିଂ ସମସ୍ତଙ୍କୁ ସ୍ବାଗତ କରିଥିବା ବେଳେ ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା, ଏସପି ପ୍ରତୀକ ସିଂ, ଡିଏଫଓ ଧନଜ ରାକୋସ ମଗର ପ୍ରମୁଖ ଉପସ୍ଥିତ ଥିଲେ।ଏହି ଅବସରରେ ବରିଷ୍ଠ କ୍ରୀଡାବିତ ମାନଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ।
ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    3 hrs ago
  • ସ୍ଥାନ, ବିଷ୍ମଗିରି,, ଗୋତକାଲି କୋଳସି ଯାତ ରା ଆରଭଂ ହଇ ଥିଲା ଆପଣଙ୍କ ପାଇଁ ଦେଖାଉ ଚୁ
    1
    ସ୍ଥାନ, ବିଷ୍ମଗିରି,, ଗୋତକାଲି କୋଳସି ଯାତ ରା ଆରଭଂ ହଇ ଥିଲା ଆପଣଙ୍କ ପାଇଁ ଦେଖାଉ ଚୁ
    user_ଅଜିତ ପାତ୍ର
    ଅଜିତ ପାତ୍ର
    Kotagarh, Kandhamal•
    11 hrs ago
  • ଖଣ୍ଡପଡ଼ାରେ ନୂତନ ଖଣ୍ଡପଡ଼ାରେ ବିବାଦୀୟ ପୋଲିସ ଅଧିକାରି ବଦଳି ପରେ ପୋଲିସ ଉପରକୁ ପ୍ରଶ୍ନ ହେଉଛି.
    1
    ଖଣ୍ଡପଡ଼ାରେ ନୂତନ ଖଣ୍ଡପଡ଼ାରେ ବିବାଦୀୟ ପୋଲିସ ଅଧିକାରି ବଦଳି ପରେ ପୋଲିସ ଉପରକୁ ପ୍ରଶ୍ନ  ହେଉଛି.
    user_Manas sethi
    Manas sethi
    ଖଣ୍ଡପଡ଼ା, ନୟାଗଡ଼, ଓଡ଼ିଶା•
    15 hrs ago
  • ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପୋଲସରା ୨୨/୦୪/୨୬ ମହିଳା ମାନଙ୍କ ପାଇଁ ସଂରକ୍ଷଣ ବିଲ୍ କୁ ନେଇ ଏବେ ରାଜନୀତି ଜୋର ଧରିଛି। ଲୋକସଭାରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ବିଲ୍ କାଟ୍ ଖାଇବାକୁ ବିଭିନ୍ନ ମହିଳା ସଙ୍ଗଠନ ପକ୍ଷରୁ ମହିଳା ଆକ୍ରୋଶ ପଦଯାତ୍ରା ଜରିଆରେ କଂଗ୍ରେସ, ବିଜେଡି ଓ ଅନ୍ୟ ଦଳଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯାଉଥିବା ବେଳେ ଆଜି ପୋଲସରା ବିଜେପି ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପଦଯାତ୍ରା କରାଯାଇଛି। ପୋଲସରା ଅବନ୍ତି ନଗର ବିଜେପି କାର୍ଯ୍ୟାଳୟ ଠାରୁ ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ଏକ ପଦଯାତ୍ରା ବାହାରି କଂଗ୍ରେସ ମୁଖିଆ ରାହୁଲ ଗାନ୍ଧୀ ଓ ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କ ବିରୋଧରେ ଶ୍ଳୋଗାନ ଦେଇ ପଦଯାତ୍ରାରେ ବ୍ଳକ ଛକ ପର୍ଯ୍ୟନ୍ତ ଯାଇ ସେଠାରେ ଉଭୟଙ୍କର କୁଶ ପୁତ୍ତଳିକା ଦାହ କରିଥିଲେ। ଏଥିରେ ବହୁ ସଂଖ୍ୟକ ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ର ସଦସ୍ୟ ମାନେ ଏହି ଆକ୍ରୋଶ ପଦଯାତ୍ରାରେ ସାମିଲ ପ୍ରତିକ୍ରିୟା ରଖିଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ 
ପୋଲସରା ୨୨/୦୪/୨୬ ମହିଳା ମାନଙ୍କ ପାଇଁ ସଂରକ୍ଷଣ ବିଲ୍ କୁ ନେଇ ଏବେ ରାଜନୀତି ଜୋର ଧରିଛି। ଲୋକସଭାରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ବିଲ୍ କାଟ୍ ଖାଇବାକୁ ବିଭିନ୍ନ ମହିଳା ସଙ୍ଗଠନ ପକ୍ଷରୁ ମହିଳା ଆକ୍ରୋଶ ପଦଯାତ୍ରା ଜରିଆରେ କଂଗ୍ରେସ, ବିଜେଡି ଓ ଅନ୍ୟ ଦଳଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯାଉଥିବା ବେଳେ ଆଜି ପୋଲସରା ବିଜେପି ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଜନ ଆକ୍ରୋଶ ପଦଯାତ୍ରା କରାଯାଇଛି। ପୋଲସରା ଅବନ୍ତି ନଗର ବିଜେପି କାର୍ଯ୍ୟାଳୟ ଠାରୁ ମହିଳା ଓ ଯୁବ ମୋର୍ଚ୍ଚା ପକ୍ଷରୁ ଏକ ପଦଯାତ୍ରା ବାହାରି କଂଗ୍ରେସ ମୁଖିଆ ରାହୁଲ ଗାନ୍ଧୀ ଓ ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କ ବିରୋଧରେ ଶ୍ଳୋଗାନ ଦେଇ ପଦଯାତ୍ରାରେ ବ୍ଳକ ଛକ ପର୍ଯ୍ୟନ୍ତ ଯାଇ ସେଠାରେ ଉଭୟଙ୍କର କୁଶ ପୁତ୍ତଳିକା ଦାହ କରିଥିଲେ। ଏଥିରେ ବହୁ ସଂଖ୍ୟକ ମହିଳା ମୋର୍ଚ୍ଚା ଓ ଯୁବ ମୋର୍ଚ୍ଚା ର ସଦସ୍ୟ ମାନେ ଏହି ଆକ୍ରୋଶ ପଦଯାତ୍ରାରେ ସାମିଲ ପ୍ରତିକ୍ରିୟା ରଖିଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    13 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.