TITAN TMT rod ବିଶୋଇ ରେ ଅଭିଯୋଗ ମୁଁ ଶ୍ରୀ ମାନସିଂ ମୁର୍ମୁ, ଗତ ବୁଧବାର ଦିନ ଖୁଣ୍ଟା ସହର ରେ ଥିବା ଶିଧେଶ୍ଵର ପ୍ରାମାଣିକ ରଡ଼ ଦୋକାନ ରେ ପହଂଚି ଥିଲି। ରଡ଼ ର ଚିଠା କାଗଜ ଦେଲି। ସେ ଏତିକି ଟଙ୍କା ଦିଅ ବୋଲି କହିଲା, କେସ ନ ଥିବାରୁ ଟ୍ରାନ୍ସଫର ପେମେଣ୍ଟ ଆକାର ରେ ଦେଲି। ଟଙ୍କା ପାଇ ସାରିଲା ପରେ ତାଙ୍କ ପିଲା ସହିତ ରଡ଼ ଗୋଦାମ କୁ ଗଲୁ। ସେଦିନ ୧୦mm ନ ଥିଲା। ଟଙ୍କା ଫେରାଇବା ମୁଁ ତାକୁ କହିଥିଲି। ସେ ମୋତେ ତାଙ୍କ ପିଲା ସହିତ ଉଦଳା ରେ ଥିବା ପ୍ରମିଳା ଇଣ୍ଟରପ୍ରାଇଜେସ କୁ ପଠାଇଲେ। ସେତିକି ମୂଲ୍ୟ ରେ ରଡ଼ ମିଳିଲା। ରଡ଼ ଦେଖିବାକୁ ନୂଆ। isi ଷ୍ଟାମ୍ପ ମଧ୍ୟ ଅଛି। କମ୍ପାନୀ ର ଲେଖା ଅଛି। ୫୫୦d tmt। ତୋ ସେହି ରଡ଼ ବୁଝାରେ କମ୍ପାନୀ ର ସିଲ କାଗଜ ନାହିଁ। ସବୁ ବୁଝା ରେ ଗୋଟିଏ ହେଲେ ସିଲ କାଗଜ ନାହିଁ।। ଚିରା ଫୋଟୋ କାଗଜ ଲେଖା ବି ନାହିଁ। ଅନ୍ୟ ଲୋକମାନେ ମଧ୍ୟ ବିନା ସିଲ ରଡ଼ ହିଁ ନଉଛନ୍ତି।ଆଗରୁ ସିଲ କାଗଜ ଲାଗିଥିଲା। ଏବେ କମ୍ପାନୀ ବନ୍ଦ କଲା କି?? ନା, ଲୋଡ଼ ଆଉ ଆନଲୋଡ଼ ବେଳେ ବାଧା ସୃଷ୍ଟି ହଉଛି?? ବିନା ସିଲ କାଗଜ ଥିବା ରଡ଼ ଅରଜିନାଲ ନା,,, ଡୁପ୍ଲିକେଟ?? ଟିକେ ସନ୍ଦେହ ଲାଗୁଚି ଯଦି ଅରଜିନାଲ ତୋ ଭଲ କଥା। ପୁରଣା ରଡ଼ ତୋ ନୁହେଁ ନୂଆ ରଡ଼। ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ କୁ ଅନୁରୋଧ ସମସ୍ତ ରଡ଼ ଆଉ ସିମେଣ୍ଟ ଆଉ ଅଧିକ ମୂଲ୍ୟ ର ଜିନିଷ ଦୋକାନ ଗୁଡିକ ଉପରେ ନଜର ରଖନ୍ତୁ। ଡୁପ୍ଲିକେଟ ଜିନିଷ ଉପରେ କାର୍ଯାନୁଷ୍ଠାନ ଗ୍ରହଣ କରନ୍ତୁ।

- ଜୟ ଶ୍ରୀ ରାମ! ଆଜିର ପବିତ୍ର ଦିନରେ, ସାରା ରାଜ୍ୟରେ ଶୁଣାଯାଉଛି ବଜରଙ୍ଗବଲୀଙ୍କ ଜୟଗାନ। ଏହି ବିଶେଷ ଦିନରେ, ବିଶେଷ କରି ମୟୂରଭଞ୍ଜର ବାରିପଦା ସହରରେ ଏକ ଅଭୂତପୂର୍ବ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି।"1
- ମୟୂରଭଞ୍ଜ ଜିଲ୍ଲା ଲଙ୍ଗଳକଟା ସ୍ଥିତ ଶକ୍ତିମାନ୍ ଜିମ୍ ପକ୍ଷରୁ ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି। ଏ ଅବସରରେ ଅନୁଷ୍ଠାନର ପ୍ରତଷ୍ଠାତା ପରେଶ ଚନ୍ଦ୍ର ମହାନ୍ତଙ୍କ ନେତୃତ୍ୱରେ ଏକ ବିଶାଳ କ୍ରୀଡା ଓ ସାଂସ୍କୃତିକ ଶୋଭାଯାତ୍ରା ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମ ଠାରୁ ଆରମ୍ଭ ହୋଇ ଭଞ୍ଜପୁର ସ୍ଥିତ ଜଗଦ୍ଧାତ୍ରୀ ପଡିଆ ଠାରେ ସମାପ୍ତ ହୋଇଥିଲା। ମୟୂରଭଞ୍ଜ ଲୋକସଭା ସାଂସଦ ନବ ଚରଣ ମାଝୀ, ପୂର୍ବତନ ବିଧାୟକ ରାଜ କିଶୋର ଦାସ, ବିଶିଷ୍ଟ ଶୀଳ୍ପପତି ଗିରିଶ ଚନ୍ଦ୍ର ଦାସ ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ମାନେ ପତାକା ଦେଖାଇ ଏହି ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ପ୍ରକାଶ ଥାଉ କି ଏହି ଜିମ୍ ରୁ ତାଲିମ ପ୍ରାପ୍ତ ହୋଇ ଅନେକ ଛାତ୍ର ଛାତ୍ରୀ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ନିଜ ନିଜର ପାରଦର୍ଶିତା ଦେଖାଇ ସାରିଛନ୍ତି। ଏଥି ସହିତ କିଛି ଶିକ୍ଷାର୍ଥୀ ଅନେକ ବିଭାଗରେ ଚାକିରି ମଧ୍ୟ କରିଛନ୍ତି। #mayurbhanj #odia #shaktimaan #gym #annualfunction #baripada #mayurbhanjnews #dlhkhabar1
- #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update #rairangpurnews #jashipur #udalanews ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 70089447031
- ଏପ୍ରିଲ 16ରୁ ବାରିପଦାରେ ବଳାଙ୍ଗୀ ମହୋତ୍ସବ ବୁଢାରାଉଳ ମଠରେ ଓଡ଼ିଆ ନବବର୍ଷ ପାଳନ ସହ ପ୍ରସ୍ତୁତି ବୈଠକ ବାରିପଦା ତା 14/4 (ପି.ଏନ.ଏସ.) ମୟୁରଭଞ୍ଜ ଜିଲ୍ଲାରେ ଓଡ଼ିଆ ଭାଷା ସାହିତ୍ୟ, କଳା ସଂସ୍କୃତି ଏବଂ ପର୍ଯ୍ୟଟନର ସୁରକ୍ଷା ଏବଂ ସମୃଦ୍ଧି ନିମନ୍ତେ ବିଗତ 2003 ମସିହା ଠାରୁ ବାରିପଦାର ବାବା ବୁଢା ରାଉଳ ମଠ ନିକଟ ବୁଢାବଳଙ୍ଗ, ଚିପଟ ଏବଂ ଇଟାଯୋଡ଼ି ନଦୀର ତ୍ରିବେଣୀ ସଙ୍ଗମ ପୀଠରେ ମୟୁରଭଞ୍ଜ ଜିଲ୍ଲାର ମହାନ ଗଣପର୍ବ ମୟୁରଭଞ୍ଜ ବାଲି ମେଳା ବଳାଙ୍ଗୀ ମହୋତ୍ସବ ପାଳିତ ହୋଇ ଆସୁଥିବା ବେଳେ, ଚଳିତ ଥର 24ତମ ରାଜ୍ୟ ସ୍ତରୀୟ ବଳାଙ୍ଗୀ ମହୋତ୍ସବ-2026 ଆସନ୍ତା ଏପ୍ରିଲ 16ରୁ 22 ତାରିଖ ପର୍ଯ୍ୟନ୍ତ 7ଦିନ ଧରି ପାଳିତ ହେବ. ଏହି ଅବସରରେ ଆଜି ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ପାଳନ ଉପଲକ୍ଷେ ବାବା ବୁଢାରାଉଳ ମଠରେ ମହୋତ୍ସବ କମିଟି ତରଫରୁ ବିଧିବଦ୍ଧ ସଂକ୍ରାନ୍ତି ପୂଜା ଅନୁଷ୍ଠିତ ହୋଇ ଯାଇଛି. ମହୋତ୍ସବର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଚୂଡାନ୍ତ ପ୍ରସ୍ତୁତି ବୈଠକରେ ସଭାପତି ଅଧ୍ୟକ୍ଷ୍ୟ ଅରବିନ୍ଦ ଦାସ, ଉପାଧ୍ୟକ୍ଷ୍ୟ ରାଜୀବ ଲୋଚନ ସେନାପତି, ବରିଷ୍ଠ ସଦସ୍ୟ ମନୋଜ କୁମାର କୁଅଁର, ଡ଼. ଶଶୀଧର ବିଶ୍ୱାଳ, ଭାଗବତ ପଣ୍ଡା, ଇନ୍ଦୁମତି ମହାନ୍ତି, କାର୍ଯ୍ୟକାରୀ ସମ୍ପାଦକ ଦୀପକ କୁମାର ନାୟକ, ବଳାଙ୍ଗୀ ସେନାର ଅଧ୍ୟକ୍ଷ କୁମରେଶ ନାୟକ, କୋଷାଧ୍ୟକ୍ଷ ଲିଙ୍ଗରାଜ ମିଶ୍ର, ସଦସ୍ୟ ପିତାମ୍ବର ମଲ୍ଲିକ, ନିରୋଜ ପୋଥାଳ, ପ୍ରାଧ୍ୟାପକ ସୁନୀଲ କୁମାର ନାୟକ, ସୋମନାଥ ସିଂହ, ମିଥୁନ ବାରିକ, ସନତ କୁମାର ବାରିକ, ଦିଲ୍ଲୀପ ପାତ୍ର, ଗୋଲୋକ ମହାନ୍ତି, ରଞ୍ଜିତ ପଲେଇ, ବିଜୁ ଜିତ, ରାଜ କିଶୋର ମହାନ୍ତ ପ୍ରମୁଖ ବହୁ ସଦସ୍ୟ ଏବଂ କର୍ମକର୍ତ୍ତା ଉପସ୍ଥିତ ରହି ଚଳିତ ବର୍ଷ ମେଳା କିଭଳି ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ ହେବ ସେବାବଦରେ ମତାମତ ରଖିଥିଲେ. ଚଳିତ ବର୍ଷ ଜିଲ୍ଲାର ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସ୍ଥାନିତ କରାଯିବା ସହ ଜିଲ୍ଲା ତଥା ରାଜ୍ୟ ବାହାରୁ ମଧ୍ୟ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ଏବଂ ମହୋତ୍ସବ ସ୍ଥଳରେ ମୟୁରଭଞ୍ଜ ଐତିହ୍ୟ ନେଇ ଏକ ସ୍ପଟ କୁଇଜ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସିଦ୍ଧାନ୍ତ ନିଆଯାଇଛି ବୋଲି ପ୍ରତିଷ୍ଠାତା ସମ୍ପାଦକ ଶ୍ରୀ ନାୟକ କହିଛନ୍ତି.1
- ଜୀବନ ର ମୂଲ୍ୟ କିଛି ନୂହୋ,,,1
- ବାଲେଶ୍ୱର: ଆଜି ଅପରାହ୍ନରେ ସ୍ଥାନୀୟ ରୟାଲ କୁଇନ୍ ମଣ୍ଡପରେ “ନାରୀଶକ୍ତି ବନ୍ଦନ ଅଧିନିୟମ – ସଶକ୍ତ ନାରୀ, ସଶକ୍ତ ଭାରତ” ବିଷୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ଶୋଭନା ମହାନ୍ତି ଉପସ୍ଥିତ ରହି ଅଧିନିୟମ ସମ୍ପର୍କରେ ବିସ୍ତୃତ ତଥ୍ୟ ଦେଇଥିଲେ। ନାରୀ ନେତ୍ରୀ ସିପ୍ରା ରେଖା ମହାପାତ୍ର ମଞ୍ଚାସୀନ ଥାଇ ସଭାକୁ ସମ୍ବୋଧନ କରିଥିଲେ। ସେମାନେ କହିଥିଲେ ଯେ ଚଳିତ ମାସ ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ନାରୀଶକ୍ତି ପାଇଁ ବିଶେଷ ତିନିଦିନିଆ ଅଧିବେଶନ ହେବାକୁ ଯାଉଛି, ଯାହାକୁ ଦେଶର ଅମୃତକାଳର ଗୁରୁତ୍ୱପୂର୍ଣ୍ଣ ଅମୃତବେଳା ବୋଲି ବର୍ଣ୍ଣନା କରାଯାଇଛି। ୩୩ ପ୍ରତିଶତ ମହିଳା ସଂରକ୍ଷଣ କେବଳ ପ୍ରତିନିଧିତ୍ୱ ବୃଦ୍ଧି ନୁହେଁ, ବରଂ ନୀତି ନିର୍ମାଣକୁ ଅଧିକ ସମାବେଶୀ, ସମ୍ବେଦନଶୀଳ ଓ ପ୍ରଭାବଶାଳୀ କରିବାରେ ମୂଳ ଆଧାର ହେବ ବୋଲି ସେମାନେ ଉଲ୍ଲେଖ କରିଥିଲେ। “ସମ୍ମାନ, ସୁରକ୍ଷା, ସମାନତା, ସହଭାଗିତା, ସଶକ୍ତିକରଣ, ସ୍ୱାବଳମ୍ବନ ଓ ସମ୍ମାନଜନକ ନେତୃତ୍ୱ” — ଏହି ୭ ‘ସ’ ନାରୀ ଅଧିକାରର ମୂଳ ଆଧାର ଭାବେ ଉପସ୍ଥାପିତ ହୋଇଥିଲା। ମହିଳାମାନେ କେବଳ ନୀତିର ହିତାଧିକାରୀ ନୁହେଁ, ନୀତି ନିର୍ମାତା ଭାବେ ଉଭୟ ସ୍ଥାନ ନେବେ ବୋଲି କୁହାଯାଇଛି। ସମ୍ମିଳନୀରେ କେନ୍ଦ୍ର ସରକାରଙ୍କ ମହିଳା କେନ୍ଦ୍ରିକ ବିଭିନ୍ନ ଯୋଜନା — ଘରେ ଘରେ ଶୌଚାଳୟ, ଜନଧନ ଯୋଜନାରେ ବ୍ୟାଙ୍କ ଖାତା, ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ ସିଲିଣ୍ଡର, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହିଳା ମାଲିକାନା ଘର ଏବଂ ସ୍ୱୟଂସହାୟକ ଗୋଷ୍ଠୀ ମାଧ୍ୟମରେ “ଲକ୍ଷପତି ଦିଦି” ତିଆରି କରାଯାଇଥିବାକୁ ମହିଳା ସଶକ୍ତିକରଣର ଭିତି ଭାବେ ଉଲ୍ଲେଖ କରାଯାଇଥିଲା। ଓଡ଼ିଶାରେ ସୁଭଦ୍ରା ଯୋଜନାକୁ ମଧ୍ୟ ଏହାର ଏକ ଉଦାହରଣ ଭାବେ ପ୍ରଶଂସା କରାଯାଇଥିଲା।1
- Post by Rajib Behera1
- ବିକାଶ'ର ଆଇନା ଦେଖାଇଲେ ଯୋଗୀ: ସଭାରେ ଯୋଗୀ ଆଦିତ୍ୟନାଥ ଉତ୍ତର ପ୍ରଦେଶ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ବିକାଶର ତୁଳନା କରିଥିଲେ। ସେ ଅଭିଯୋଗ କରିଛନ୍ତି ଯେ, ଯେଉଁଠି ଉତ୍ତର ପ୍ରଦେଶରେ "ଡବଲ ଇଞ୍ଜିନ ସରକାର" ଯୋଗୁଁ 'ମାଫିଆ ରାଜ' ଶେଷ ହୋଇଛି ଏବଂ ବିକାଶ ତ୍ୱରାନ୍ୱିତ ହୋଇଛି, ସେଠି ପଶ୍ଚିମବଙ୍ଗରେ ଟିଏମସି ଶାସନରେ କେବଳ ଭ୍ରଷ୍ଟାଚାର ଏବଂ ହିଂସା ବୃଦ୍ଧି ପାଇଛି। ସେ ମମତା ସରକାରଙ୍କୁ "ତୁଷ୍ଟିକରଣ" ରାଜନୀତିର ସୌଦାଗର ବୋଲି ଆଖ୍ୟା ଦେଇଛନ୍ତି।1