logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ରବି ଧାନ ପଞ୍ଜିକରଣ ନ ହେବାରୁ ଚାଷୀ ସମ୍ପାଦକ ନାଁରେ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ l ସିମୁଳିଆ, -ଚାଷୀ ରବି ଚାଷ ଅମଳ କରି ବିକ୍ରି ନିମନ୍ତେ ପ୍ରସ୍ତୁତ ହେଉଥିବା ବେଳେ ଖରିଫ ଧାନ ସରକାର କ୍ରୟ ଆଦ୍ୟାବଧି ସରି ନ ଥିବା ଦେଖିବାକୁ ମିଳିଛି l ଯାହା ଫଳରେ ଚାଷୀ ରବିଚାଷ କରି ଅମଳ କରିଥିବା ଧାନ ବିକ୍ରୟ ନିମନ୍ତେ ପଞ୍ଜିକରଣ କରିବାକୁ ଆସି ସମ୍ପାଦକଙ୍କ ଆକ୍ରୋଶର ଶିକାର ହୋଇ ସମ୍ପାଦକଙ୍କ ନାମରେ ଅଭିଯୋଗ କରିଥିବା ଜଣାଯାଇଛି l ସୂଚନାରୁ ପ୍ରକାଶ ଜାମ୍ମୁଝାଡ଼ି ସମିତି ଅଧୀନ ବହୁ ଚାଷୀ ଆଜି ବାଲେଶ୍ୱର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଅଭିଯୋଗ ଅନୁଯାୟୀ ସରକାରଙ୍କ ନିୟମ ଅନୁଯାୟୀ ଚଳିତ ମାସ 20ତାରିଖରୁ 25ତାରିଖ ପର୍ଯ୍ୟନ୍ତ ଧାନ କ୍ରୟ ପଞ୍ଜିକରଣ ନିମନ୍ତେ ଆବେଦନ ତାରିଖ ଧାର୍ଯ୍ୟ କରିଛନ୍ତି l ସେହି ଅନୁସାରେ ଚାଷୀ ଜାମ୍ମୁଝାଡ଼ି ସମିତିରେ ଆବେଦନ ନିମନ୍ତେ ଯାଇ ସମ୍ପାଦକ ସୁବାଷ ଚନ୍ଦ୍ର ବିଶ୍ୱାଳଙ୍କ ନିକଟରୁ ଫର୍ମ ଆଣି ଆବେଦନ କରିବାକୁ କହିଥିଲେ ବି ଆଜିକାଲି କହି ସେମାନଙ୍କ ଫର୍ମ ଆବେଦନ କରି ନ ଥିଲେ l ଫଳରେ ସରକାରଙ୍କ ନିୟମ ଅନୁଯାୟୀ ଆବେଦନ ତାରିଖ ଅତିକ୍ରମ କରି ଯାଇଛି l ଏବେ ସେମାନେ ଋଣ, ଧାର ଓ ସୁଧକୁ ପଇସା ଆଣି ଚାଷ କରିଛନ୍ତି l ଏହାକୁ କିପରି ଶୁଝିବେ ଚିନ୍ତାରେ ଚାଷୀ ଥିବାବେଳେ ଏ ସଂକ୍ରାନ୍ତରେ ଚାଷୀ ଆଜି ବାଲେଶ୍ୱର ଜିଲ୍ଲାପାଳ, ସମବାୟ ସମିତି ସମୂହର ଉପନିବନ୍ଧକଙ୍କୁ ଲିଖିତ ଅଭିଯୋଗ କରିଥିବା ଜଣାଯାଇଛି l ଏ ସଂକ୍ରାନ୍ତରେ ସମ୍ପାଦକ ଶ୍ରୀ ବିଶ୍ୱାଳଙ୍କୁ ପଚାରିବାରୁ ଖରିଫ ଧାନ କ୍ରୟ ନିମନ୍ତେ ମାର୍କୋଣା ସମବାୟ ସମିତି ଓ ଜାମ୍ମୁଝାଡ଼ି ସମିତି ଦୈତ୍ୟ ଦାୟିତ୍ୱ ଦିଆ ଯାଇଥିବା ଯୋଗୁଁ ରବି ଧାନ କ୍ରୟ ପଞ୍ଜିକରଣ ନିମନ୍ତେ ସମୟ ଦେଇ ପାରିନାହୁଁ ବୋଲି ପ୍ରକାଶ କରିଥିଲେ l

2 hrs ago
user_Prafulla pattnaik ସମାଜ
Prafulla pattnaik ସମାଜ
Voice of people ସିମିଳିଆ, ବାଲେଶ୍ୱର, ଓଡ଼ିଶା•
2 hrs ago
6f13ca56-afe0-43df-93d7-83b8a446bdad

ରବି ଧାନ ପଞ୍ଜିକରଣ ନ ହେବାରୁ ଚାଷୀ ସମ୍ପାଦକ ନାଁରେ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ l ସିମୁଳିଆ, -ଚାଷୀ ରବି ଚାଷ ଅମଳ କରି ବିକ୍ରି ନିମନ୍ତେ ପ୍ରସ୍ତୁତ ହେଉଥିବା ବେଳେ ଖରିଫ ଧାନ ସରକାର କ୍ରୟ ଆଦ୍ୟାବଧି ସରି ନ ଥିବା ଦେଖିବାକୁ ମିଳିଛି l ଯାହା ଫଳରେ ଚାଷୀ ରବିଚାଷ କରି ଅମଳ କରିଥିବା ଧାନ ବିକ୍ରୟ ନିମନ୍ତେ ପଞ୍ଜିକରଣ କରିବାକୁ ଆସି

dcf65e4f-eaaa-48cd-b1b9-11bc424996ea

ସମ୍ପାଦକଙ୍କ ଆକ୍ରୋଶର ଶିକାର ହୋଇ ସମ୍ପାଦକଙ୍କ ନାମରେ ଅଭିଯୋଗ କରିଥିବା ଜଣାଯାଇଛି l ସୂଚନାରୁ ପ୍ରକାଶ ଜାମ୍ମୁଝାଡ଼ି ସମିତି ଅଧୀନ ବହୁ ଚାଷୀ ଆଜି ବାଲେଶ୍ୱର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଅଭିଯୋଗ ଅନୁଯାୟୀ ସରକାରଙ୍କ ନିୟମ ଅନୁଯାୟୀ ଚଳିତ ମାସ 20ତାରିଖରୁ 25ତାରିଖ ପର୍ଯ୍ୟନ୍ତ ଧାନ କ୍ରୟ ପଞ୍ଜିକରଣ ନିମନ୍ତେ ଆବେଦନ ତାରିଖ ଧାର୍ଯ୍ୟ କରିଛନ୍ତି l ସେହି ଅନୁସାରେ ଚାଷୀ ଜାମ୍ମୁଝାଡ଼ି ସମିତିରେ ଆବେଦନ ନିମନ୍ତେ

575e0a99-6bbe-4e7e-bf7e-9aa69479aaa0

ଯାଇ ସମ୍ପାଦକ ସୁବାଷ ଚନ୍ଦ୍ର ବିଶ୍ୱାଳଙ୍କ ନିକଟରୁ ଫର୍ମ ଆଣି ଆବେଦନ କରିବାକୁ କହିଥିଲେ ବି ଆଜିକାଲି କହି ସେମାନଙ୍କ ଫର୍ମ ଆବେଦନ କରି ନ ଥିଲେ l ଫଳରେ ସରକାରଙ୍କ ନିୟମ ଅନୁଯାୟୀ ଆବେଦନ ତାରିଖ ଅତିକ୍ରମ କରି ଯାଇଛି l ଏବେ ସେମାନେ ଋଣ, ଧାର ଓ ସୁଧକୁ ପଇସା ଆଣି ଚାଷ କରିଛନ୍ତି l ଏହାକୁ କିପରି ଶୁଝିବେ ଚିନ୍ତାରେ ଚାଷୀ ଥିବାବେଳେ

ଏ ସଂକ୍ରାନ୍ତରେ ଚାଷୀ ଆଜି ବାଲେଶ୍ୱର ଜିଲ୍ଲାପାଳ, ସମବାୟ ସମିତି ସମୂହର ଉପନିବନ୍ଧକଙ୍କୁ ଲିଖିତ ଅଭିଯୋଗ କରିଥିବା ଜଣାଯାଇଛି l ଏ ସଂକ୍ରାନ୍ତରେ ସମ୍ପାଦକ ଶ୍ରୀ ବିଶ୍ୱାଳଙ୍କୁ ପଚାରିବାରୁ ଖରିଫ ଧାନ କ୍ରୟ ନିମନ୍ତେ ମାର୍କୋଣା ସମବାୟ ସମିତି ଓ ଜାମ୍ମୁଝାଡ଼ି ସମିତି ଦୈତ୍ୟ ଦାୟିତ୍ୱ ଦିଆ ଯାଇଥିବା ଯୋଗୁଁ ରବି ଧାନ କ୍ରୟ ପଞ୍ଜିକରଣ ନିମନ୍ତେ ସମୟ ଦେଇ ପାରିନାହୁଁ ବୋଲି ପ୍ରକାଶ କରିଥିଲେ l

More news from ଓଡ଼ିଶା and nearby areas
  • ସିମୁଳିଆ, -ଚାଷୀ ରବି ଚାଷ ଅମଳ କରି ବିକ୍ରି ନିମନ୍ତେ ପ୍ରସ୍ତୁତ ହେଉଥିବା ବେଳେ ଖରିଫ ଧାନ ସରକାର କ୍ରୟ ଆଦ୍ୟାବଧି ସରି ନ ଥିବା ଦେଖିବାକୁ ମିଳିଛି l ଯାହା ଫଳରେ ଚାଷୀ ରବିଚାଷ କରି ଅମଳ କରିଥିବା ଧାନ ବିକ୍ରୟ ନିମନ୍ତେ ପଞ୍ଜିକରଣ କରିବାକୁ ଆସି ସମ୍ପାଦକଙ୍କ ଆକ୍ରୋଶର ଶିକାର ହୋଇ ସମ୍ପାଦକଙ୍କ ନାମରେ ଅଭିଯୋଗ କରିଥିବା ଜଣାଯାଇଛି l ସୂଚନାରୁ ପ୍ରକାଶ ଜାମ୍ମୁଝାଡ଼ି ସମିତି ଅଧୀନ ବହୁ ଚାଷୀ ଆଜି ବାଲେଶ୍ୱର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଅଭିଯୋଗ ଅନୁଯାୟୀ ସରକାରଙ୍କ ନିୟମ ଅନୁଯାୟୀ ଚଳିତ ମାସ 20ତାରିଖରୁ 25ତାରିଖ ପର୍ଯ୍ୟନ୍ତ ଧାନ କ୍ରୟ ପଞ୍ଜିକରଣ ନିମନ୍ତେ ଆବେଦନ ତାରିଖ ଧାର୍ଯ୍ୟ କରିଛନ୍ତି l ସେହି ଅନୁସାରେ ଚାଷୀ ଜାମ୍ମୁଝାଡ଼ି ସମିତିରେ ଆବେଦନ ନିମନ୍ତେ ଯାଇ ସମ୍ପାଦକ ସୁବାଷ ଚନ୍ଦ୍ର ବିଶ୍ୱାଳଙ୍କ ନିକଟରୁ ଫର୍ମ ଆଣି ଆବେଦନ କରିବାକୁ କହିଥିଲେ ବି ଆଜିକାଲି କହି ସେମାନଙ୍କ ଫର୍ମ ଆବେଦନ କରି ନ ଥିଲେ l ଫଳରେ ସରକାରଙ୍କ ନିୟମ ଅନୁଯାୟୀ ଆବେଦନ ତାରିଖ ଅତିକ୍ରମ କରି ଯାଇଛି l ଏବେ ସେମାନେ ଋଣ, ଧାର ଓ ସୁଧକୁ ପଇସା ଆଣି ଚାଷ କରିଛନ୍ତି l ଏହାକୁ କିପରି ଶୁଝିବେ ଚିନ୍ତାରେ ଚାଷୀ ଥିବାବେଳେ ଏ ସଂକ୍ରାନ୍ତରେ ଚାଷୀ ଆଜି ବାଲେଶ୍ୱର ଜିଲ୍ଲାପାଳ, ସମବାୟ ସମିତି ସମୂହର ଉପନିବନ୍ଧକଙ୍କୁ ଲିଖିତ ଅଭିଯୋଗ କରିଥିବା ଜଣାଯାଇଛି l ଏ ସଂକ୍ରାନ୍ତରେ ସମ୍ପାଦକ ଶ୍ରୀ ବିଶ୍ୱାଳଙ୍କୁ ପଚାରିବାରୁ ଖରିଫ ଧାନ କ୍ରୟ ନିମନ୍ତେ ମାର୍କୋଣା ସମବାୟ ସମିତି ଓ ଜାମ୍ମୁଝାଡ଼ି ସମିତି ଦୈତ୍ୟ ଦାୟିତ୍ୱ ଦିଆ ଯାଇଥିବା ଯୋଗୁଁ ରବି ଧାନ କ୍ରୟ ପଞ୍ଜିକରଣ ନିମନ୍ତେ ସମୟ ଦେଇ ପାରିନାହୁଁ ବୋଲି ପ୍ରକାଶ କରିଥିଲେ l
    4
    ସିମୁଳିଆ, -ଚାଷୀ ରବି ଚାଷ ଅମଳ କରି ବିକ୍ରି ନିମନ୍ତେ ପ୍ରସ୍ତୁତ ହେଉଥିବା ବେଳେ ଖରିଫ ଧାନ ସରକାର କ୍ରୟ ଆଦ୍ୟାବଧି ସରି ନ ଥିବା ଦେଖିବାକୁ ମିଳିଛି l ଯାହା ଫଳରେ ଚାଷୀ ରବିଚାଷ କରି ଅମଳ କରିଥିବା ଧାନ ବିକ୍ରୟ ନିମନ୍ତେ ପଞ୍ଜିକରଣ କରିବାକୁ ଆସି ସମ୍ପାଦକଙ୍କ ଆକ୍ରୋଶର ଶିକାର ହୋଇ ସମ୍ପାଦକଙ୍କ ନାମରେ ଅଭିଯୋଗ କରିଥିବା ଜଣାଯାଇଛି l ସୂଚନାରୁ ପ୍ରକାଶ ଜାମ୍ମୁଝାଡ଼ି ସମିତି ଅଧୀନ ବହୁ ଚାଷୀ ଆଜି ବାଲେଶ୍ୱର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଅଭିଯୋଗ ଅନୁଯାୟୀ ସରକାରଙ୍କ ନିୟମ ଅନୁଯାୟୀ ଚଳିତ ମାସ 20ତାରିଖରୁ 25ତାରିଖ ପର୍ଯ୍ୟନ୍ତ ଧାନ କ୍ରୟ ପଞ୍ଜିକରଣ ନିମନ୍ତେ ଆବେଦନ ତାରିଖ ଧାର୍ଯ୍ୟ କରିଛନ୍ତି l ସେହି ଅନୁସାରେ ଚାଷୀ ଜାମ୍ମୁଝାଡ଼ି ସମିତିରେ ଆବେଦନ ନିମନ୍ତେ ଯାଇ ସମ୍ପାଦକ ସୁବାଷ ଚନ୍ଦ୍ର ବିଶ୍ୱାଳଙ୍କ ନିକଟରୁ ଫର୍ମ ଆଣି ଆବେଦନ କରିବାକୁ କହିଥିଲେ ବି ଆଜିକାଲି କହି ସେମାନଙ୍କ ଫର୍ମ ଆବେଦନ କରି ନ ଥିଲେ l ଫଳରେ ସରକାରଙ୍କ ନିୟମ ଅନୁଯାୟୀ ଆବେଦନ ତାରିଖ ଅତିକ୍ରମ କରି ଯାଇଛି l ଏବେ ସେମାନେ ଋଣ, ଧାର ଓ ସୁଧକୁ ପଇସା ଆଣି ଚାଷ କରିଛନ୍ତି l ଏହାକୁ କିପରି ଶୁଝିବେ ଚିନ୍ତାରେ ଚାଷୀ ଥିବାବେଳେ ଏ ସଂକ୍ରାନ୍ତରେ ଚାଷୀ ଆଜି ବାଲେଶ୍ୱର ଜିଲ୍ଲାପାଳ, ସମବାୟ ସମିତି ସମୂହର ଉପନିବନ୍ଧକଙ୍କୁ ଲିଖିତ ଅଭିଯୋଗ କରିଥିବା ଜଣାଯାଇଛି l ଏ ସଂକ୍ରାନ୍ତରେ ସମ୍ପାଦକ ଶ୍ରୀ ବିଶ୍ୱାଳଙ୍କୁ ପଚାରିବାରୁ ଖରିଫ ଧାନ କ୍ରୟ ନିମନ୍ତେ ମାର୍କୋଣା ସମବାୟ ସମିତି ଓ ଜାମ୍ମୁଝାଡ଼ି ସମିତି ଦୈତ୍ୟ ଦାୟିତ୍ୱ ଦିଆ ଯାଇଥିବା ଯୋଗୁଁ ରବି ଧାନ କ୍ରୟ ପଞ୍ଜିକରଣ ନିମନ୍ତେ ସମୟ ଦେଇ ପାରିନାହୁଁ ବୋଲି ପ୍ରକାଶ କରିଥିଲେ l
    user_Prafulla pattnaik ସମାଜ
    Prafulla pattnaik ସମାଜ
    Voice of people ସିମିଳିଆ, ବାଲେଶ୍ୱର, ଓଡ଼ିଶା•
    2 hrs ago
  • Post by PP NEWS ODISHA
    1
    Post by PP NEWS ODISHA
    user_PP NEWS ODISHA
    PP NEWS ODISHA
    Similia, Baleshwar, Odisha•
    14 hrs ago
  • ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଭିକାଗଡିଆ ଗ୍ରାମର ଦିବ୍ୟାଙ୍ଗ ମହିଳାଙ୍କୁ ବାଲିଆପାଳ ଯୋଗାଣ ଅଧିକାରୀ ବିଷ୍ଣୁ ପ୍ରସାଦ ମହାରଣା ରେସନ କାର୍ଡ ଯୋଗାଇ ଦେଇଛନ୍ତି।
    1
    ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଭିକାଗଡିଆ ଗ୍ରାମର ଦିବ୍ୟାଙ୍ଗ ମହିଳାଙ୍କୁ ବାଲିଆପାଳ ଯୋଗାଣ ଅଧିକାରୀ ବିଷ୍ଣୁ ପ୍ରସାଦ ମହାରଣା ରେସନ କାର୍ଡ ଯୋଗାଇ ଦେଇଛନ୍ତି।
    user_Pradeep Jena 9090008815
    Pradeep Jena 9090008815
    ଜଳେଶ୍ୱର, ବାଲେଶ୍ୱର, ଓଡ଼ିଶା•
    15 hrs ago
  • ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ମୁକୁଳିସି ଠାରେ ଅନୁଷ୍ଠିତ ହୋଇଯାଇଛି। #BASTA #mahimatv #balasore #OdishaNews #OdishaNews
    1
    ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ମୁକୁଳିସି ଠାରେ ଅନୁଷ୍ଠିତ ହୋଇଯାଇଛି।
#BASTA #mahimatv #balasore #OdishaNews #OdishaNews
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    14 hrs ago
  • ଅକ୍ଷୟ ତୃତୀୟାରେ ଆଖି ମୁଠି ଅନୁକୂଳ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର !
    1
    ଅକ୍ଷୟ ତୃତୀୟାରେ ଆଖି ମୁଠି ଅନୁକୂଳ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର !
    user_Chittaranjan Behera
    Chittaranjan Behera
    Journalist ମୁରୁଡା, ମୟୂରଭଞ୍ଜ, ଓଡ଼ିଶା•
    15 hrs ago
  • ପର୍ବ ପୂର୍ବରୁ ଏକ୍ସନ୍! ବାଲେଶ୍ୱରରେ 200 ଲିଟର ଦେଶୀ ମଦ ଜବତ ଅକ୍ଷୟ ତୃତୀୟା ପାଇଁ ପୋଲିସ୍‌ର ସତର୍କତା, ମାଲଗୋଦାମରେ ଚଢ଼ାଉ
    4
    ପର୍ବ ପୂର୍ବରୁ ଏକ୍ସନ୍! ବାଲେଶ୍ୱରରେ 200 ଲିଟର ଦେଶୀ ମଦ ଜବତ
ଅକ୍ଷୟ ତୃତୀୟା ପାଇଁ ପୋଲିସ୍‌ର ସତର୍କତା, ମାଲଗୋଦାମରେ ଚଢ଼ାଉ
    user_Journalist Harishankar Jena
    Journalist Harishankar Jena
    Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
    1 hr ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update #rairangpurnews #jashipur #udalanews Date - 19.04.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update  #rairangpurnews #jashipur #udalanews 
Date - 19.04.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    12 hrs ago
  • ସିମୁଳିଆ -ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଳକ ବାଉରୀପଦା ପଞ୍ଚାୟତର କୁରୁକୁରିଆ ଠାରେ ବିଜେପି କୃଷକ ମୋର୍ଚ୍ଚାର ବ୍ଳକ ସଭାପତି ବୀରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ଅକ୍ଷୟ ତୃତୀୟ ଦିବସ ପାଳନ ଅବସରରେ ମାର୍କୋଣା ମଣ୍ଡଳ ସଭାପତି ଅଭିନାସ ବେହେରା, ସ୍ଥାନୀୟ ସରପଞ୍ଚ ଧରଣୀଧର ନାୟକ, ବିଜେପି ପଞ୍ଚାୟତ ସଭାପତି ମନୋରଞ୍ଜନ ହାତୀ, ନାଏବ ସରପଞ୍ଚ ସନାତନ ବନ୍ଧ, ମହିଳା ଗ୍ରୁପ ଓ ଗ୍ରାମବାସୀଙ୍କ ଉପସ୍ଥିତରେ ଅଖିମୁଠି ଅନୁକୂଳ କରିଥିଲେ l
    1
    ସିମୁଳିଆ -ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଳକ ବାଉରୀପଦା ପଞ୍ଚାୟତର କୁରୁକୁରିଆ ଠାରେ ବିଜେପି କୃଷକ ମୋର୍ଚ୍ଚାର ବ୍ଳକ ସଭାପତି ବୀରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ଅକ୍ଷୟ ତୃତୀୟ ଦିବସ ପାଳନ ଅବସରରେ ମାର୍କୋଣା ମଣ୍ଡଳ ସଭାପତି ଅଭିନାସ ବେହେରା, ସ୍ଥାନୀୟ ସରପଞ୍ଚ ଧରଣୀଧର ନାୟକ, ବିଜେପି ପଞ୍ଚାୟତ ସଭାପତି ମନୋରଞ୍ଜନ ହାତୀ, ନାଏବ ସରପଞ୍ଚ ସନାତନ ବନ୍ଧ, ମହିଳା ଗ୍ରୁପ ଓ ଗ୍ରାମବାସୀଙ୍କ ଉପସ୍ଥିତରେ ଅଖିମୁଠି ଅନୁକୂଳ କରିଥିଲେ l
    user_Prafulla pattnaik ସମାଜ
    Prafulla pattnaik ସମାଜ
    Voice of people ସିମିଳିଆ, ବାଲେଶ୍ୱର, ଓଡ଼ିଶା•
    19 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.