Shuru
Apke Nagar Ki App…
ଆତଙ୍କୀ ଲିଙ୍କ୍ରେ ଓଡ଼ିଆ ଯୁବକ ଗିରଫ ଭୁବନେଶ୍ବରର ଶେଖ୍ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ । ଆତଙ୍କୀ ଲିଙ୍କ୍ରେ ଶେଖ୍ ଇମ୍ରାନ ଦିଲ୍ଲୀରେ ଗିରଫ ମହାରାଷ୍ଟ୍ରରୁ ୨ ଓ ବିହାରରୁ ଆଉ ଜଣଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ ସୋସିଆଲ୍ ମିଡିଆ ଗ୍ରୁପ୍ ଜରିଆରେ ଅନ୍ୟ ଯୁବକଙ୍କୁ ସକ୍ରିୟ କରାଉଥିଲେ ଆତଙ୍କୀ ଆକ୍ରମଣ ପାଇଁ IED ପ୍ରସ୍ତୁତ କରୁଥିଲେ ଜିହାଦୀ କାର୍ଯ୍ୟ ପାଇଁ QR କୋଡ୍/ବ୍ୟାଙ୍କ ଜରିଆରେ ଅର୍ଥ ସଂଗ୍ରହ କରୁଥିଲେ ଜିହାଦୀ କାର୍ଯ୍ୟ ପାଇଁ ଯୁବକମାନଙ୍କୁ ତାଲିମ୍ ଦେବାକୁ ପ୍ରତିଶ୍ରୁତି ଦେଉଥିବା ଦିଲ୍ଲୀ ପୋଲିସର ସୂଚନା ।
SOUMYA RANJAN

More news from Odisha and nearby areas
- ତହସିଲଦାରଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ। କୋରେଇ ଥାନା ମିନାବଜାର ଛକ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଲଘୁ ଖଣିଜ ଲୁଟ୍ ହେଉଥିବା ନେଇ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ସମୟରେ ବ୍ୟାସନଗର ତହସିଲଦାରଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ଦେଲେ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ କୋରେଇ ମେଡ଼ିକାଲରେ ଭର୍ତ୍ତି ହେଲେ ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡା।1
- Post by Manoj kumar baliyarsingh4
- Post by Rajesh Samantaray1
- Post by ନିମାଇଁ ଚରଣ ମହାରଣା1
- Farmers welfare and empowerment in WB brings new look.1
- Post by Sibanava Panda1
- ଯାଜପୁର, ବାଇକ ଚୋରୀ ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହ କରି ବରୁଆଁ ସ୍ଥିତ ମହେଶ୍ୱରପୁର ଗାଁର ୧୦୦ ରୁ ଉର୍ଦ୍ଧ୍ୱ ଯୁବକ ପଡୋଶୀ ଗାଁର ୩ ପରିବାରକୁ ଆଣି ଗାଁ ମଝିରେ ଇଲେକ୍ଟ୍ରିପୋଲରେ ବାନ୍ଧି ୧୨ ଘଣ୍ଟା ଧରି ପିଟି ଲହୁଲୁହାଣା କରିଥିଲେ। ଯାଜପୁର ସଦର ପୋଲିସ ଏହି ପରିବାରଙ୍କୁ ଉଦ୍ଧାର କରିବା ପରେ ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କୁ ଛାଡିଦେଇ ୧୯ ବର୍ଷର ତିନିଜଣ ଯୁବକଙ୍କୁ ସଦର ଥାନାରେ ଅଟକ ରଖି ବିନା ଲିଖିତ ଅଭିଯୋଗରେ ୩ ଦିନ ଧରି ପିଟିଥିଲା। ଏହି ଘଟଣାରେ ପରିବାର ଲୋକ ଏବଂ ମୂଳନନିବାସୀ ଛାତ୍ର ଓ ଯୁବ ସମ୍ମୁଖ୍ୟ (MSYF)ର କର୍ମକର୍ତ୍ତା ମାନେ ଏସପି, କଲେକ୍ଟର, ଡିଜିପି, ଓଡିଶା ମାନବିକ ଅଧିକାର କମିଶନ, ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନହେବାରୁ ମାର୍ଚ୍ଚ ୩୧ ତାରିଖ ଦିନ ହଜାର ହଜାର ସଂଖ୍ୟାରେ ଲୋକ କଲେକ୍ଟର ଅଫିସ ଭିତରକୁ ଧସେଇ ପଶି ୪ ଘଣ୍ଟା କାଳ ଏକପ୍ରକାର କବ୍ଜା କରିଥିଲେ। ମାତ୍ର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବା ପୋଲିସ ନିଘୋଡ଼ ନିଦ୍ରାରେ ଶୋଇଲା ପରି ମନେହେଉଛି। ଆଇଜି ସେଣ୍ଟ୍ରାଲ କଲେକ୍ଟର ଅଫିସ ଘେରାଉ ଦିନ ସେଠାରେ ଉପସ୍ଥିତ ଥିଲେ ମଧ୍ୟ ପୋଲିସର ହାତ ଖାଲି। ଅପରପକ୍ଷରେ ସଦର ଥାନା ଅଧିକାରୀଣି ଚିନ୍ମୟୀ ବେହେରାଙ୍କୁ ବଦଳି ନକରିବା ଫଳରେ ସେ ସାକ୍ଷୀମାନଙ୍କୁ ଧମକ ଚମକ ଦେବା ପିଡ଼ିତ ପରିବାର ଅଭିଯୋଗ କରିଛନ୍ତି । ଏସଡିପିଓ ପ୍ରଶାନ୍ତ ମାଝୀଙ୍କ ହାତରେ ତଦନ୍ତ ଭାର ଥିବା ସ୍ଥଳେ ପୋଲିସ ବିରୋଧରେ ଥାନା ହଜତରେ ୩ ଦିନ ରଖି ବାଡେଇବା ଘଟଣାର ଏଫଆଇଆର ରେଜିଷ୍ଟର୍ଡ଼ ହୋଇପାରି ନାହିଁ। ଅନ୍ୟପଟରେ ସୋମନାଥ ଓଝା ଏବଂ ତପନ ଓଝାଙ୍କୁ ପୋଲିସ ଗିରଫ କରିଥିଲେ ମଧ୍ୟ କୋହଳ ଦଫା ଲଗାଇବାରୁ ଏତେ ସାଙ୍ଘାତିକ ଘଟଣାରେ ସେମାନେ ମାତ୍ର ୫ ଦିନ ଭିତରେ ବେଲ ପାଇବା ସାଧାରଣରେ ଲୋକଙ୍କ ଭିତରେ ଅସନ୍ତୋଷ ସୃଷ୍ଟି କରିଛି।ପୋଲିସ ଅପରାଧୀଙ୍କ ପାଖରେ ବିକ୍ରି ହୋଇଯାଇଥିବା ସାଧାରଣରେ ଚର୍ଚ୍ଚା ହେଉଛି।1
- ଗୋପବ୍ଲକ ସାଂସଦ ପ୍ରତିନିଧି ଟୁଲୁ ସ୍ୱାଇଁ ଙ୍କୁ ଥାନା ଭିତରେ ମହିଳା ମାନେ ଗୋଡ଼ାଇ ଗୋଡ଼ାଇ ପିଟିଲେ, ପ୍ରାଣ ବିକଳରେ ଦୌଡ଼ି ପଳାଇଲେ ଗାଡ଼ି ଫୋପାଡି।1