Shuru
Apke Nagar Ki App…
*ଅରବିନ୍ଦ ମହାପାତ୍ର ବିଧାନ ସଭା ଗୃହରେ ଡେରାବିଶ ମେଡିକାଲ ର ରୋଗୀ ଓ ଆସୁଥିବା ସାଧାରଣ ଲୋକଙ୍କ ସେବାକୁ ନେଇ ସ୍ୱର ଉଠାଇଲେ,, ରୋଗୀଙ୍କ ସୁଭିଧା ପାଇଁ ଅଧିକରୁ ଅଧିକ ଡାକ୍ତର ଏବଂ ସେବିକା ନିଯୁକ୍ତି କରାଯାଉ ଏବଂ ଏକ ଅଡିଟ କରି ମେଡ଼ିକାଲର ସମସ୍ତ ଅସୁବିଧାକୁ ତୁରନ୍ତ ସମାଧାନ କରିବା ପାଇଁ ପ୍ରସ୍ତାବ ଦେଲେ।* *ପାଟକୁରା ବାସୀଙ୍କ ସୁଖ ଦୁଃଖର ସାଥି ମାନ୍ୟବର ବିଧାୟକ ପାଟକୁରା ଶ୍ରୀଯୁକ୍ତ ଅରବିନ୍ଦ ମହାପାତ୍ର।
Prafulla Kumar Malla
*ଅରବିନ୍ଦ ମହାପାତ୍ର ବିଧାନ ସଭା ଗୃହରେ ଡେରାବିଶ ମେଡିକାଲ ର ରୋଗୀ ଓ ଆସୁଥିବା ସାଧାରଣ ଲୋକଙ୍କ ସେବାକୁ ନେଇ ସ୍ୱର ଉଠାଇଲେ,, ରୋଗୀଙ୍କ ସୁଭିଧା ପାଇଁ ଅଧିକରୁ ଅଧିକ ଡାକ୍ତର ଏବଂ ସେବିକା ନିଯୁକ୍ତି କରାଯାଉ ଏବଂ ଏକ ଅଡିଟ କରି ମେଡ଼ିକାଲର ସମସ୍ତ ଅସୁବିଧାକୁ ତୁରନ୍ତ ସମାଧାନ କରିବା ପାଇଁ ପ୍ରସ୍ତାବ ଦେଲେ।* *ପାଟକୁରା ବାସୀଙ୍କ ସୁଖ ଦୁଃଖର ସାଥି ମାନ୍ୟବର ବିଧାୟକ ପାଟକୁରା ଶ୍ରୀଯୁକ୍ତ ଅରବିନ୍ଦ ମହାପାତ୍ର।
More news from ଓଡ଼ିଶା and nearby areas
- ଅଲୋଡ଼ା ହୋଇଛି ଗୋବରୀ ନଦୀ, ଗୋବରୀ ନଦୀରେ ଜଳ କମ କୁଢ଼ କୁଢ଼ ଅଳିଆ ଭାସୁଛି, ଦିନଥିଲା ଗୋବରୀକୁ ନିର୍ଭର କରି ଲୋକେ ବଞ୍ଚୁଥିଲେ କିନ୍ତୁ ଆଜି ସମ୍ପୂର୍ଣ୍ଣ ଭାବରେ ଅଲୋଡ଼ା ହୋଇପଡିଛି ଗୋବରୀ ନଦୀ1
- *ଅରବିନ୍ଦ ମହାପାତ୍ର ବିଧାନ ସଭା ଗୃହରେ ଡେରାବିଶ ମେଡିକାଲ ର ରୋଗୀ ଓ ଆସୁଥିବା ସାଧାରଣ ଲୋକଙ୍କ ସେବାକୁ ନେଇ ସ୍ୱର ଉଠାଇଲେ,, ରୋଗୀଙ୍କ ସୁଭିଧା ପାଇଁ ଅଧିକରୁ ଅଧିକ ଡାକ୍ତର ଏବଂ ସେବିକା ନିଯୁକ୍ତି କରାଯାଉ ଏବଂ ଏକ ଅଡିଟ କରି ମେଡ଼ିକାଲର ସମସ୍ତ ଅସୁବିଧାକୁ ତୁରନ୍ତ ସମାଧାନ କରିବା ପାଇଁ ପ୍ରସ୍ତାବ ଦେଲେ।* *ପାଟକୁରା ବାସୀଙ୍କ ସୁଖ ଦୁଃଖର ସାଥି ମାନ୍ୟବର ବିଧାୟକ ପାଟକୁରା ଶ୍ରୀଯୁକ୍ତ ଅରବିନ୍ଦ ମହାପାତ୍ର।1
- କଟକ ନିଶ୍ଚିନ୍ତକୋଇଲି ଅଧିନସ୍ତ ଅସୁରେଶ୍ୱର ପଞ୍ଚାୟତ ଅଣସରପୁର 10ୱାର୍ଡ ରେ ଲାଗିଛି ନିଆଁ ନିଆଁକୁ ଆୟତ କରିଛି ଅଗ୍ନିଶମ ବାହିନି1
- ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଚାଷୀ ଉତ୍ପାଦିତ ସମସ୍ତ ବଳକା ଧାନ ବିକ୍ରି ଓ ମଣ୍ଡି ଅନିମିୟତା ତଥା ଧାନ କାଟ ଦୁର୍ନୀତି ବନ୍ଦ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ.....1
- Post by ଯାଜପୁର ଖବର ପ୍ରସାରିତ1
- ଘଟଣା ବାବଦ ରେ କଣ ଏତେ ଜୋର୍ ରେ ଶବ୍ଦ ହେଲା ବୋଲି ଲୋକେ ଶବ୍ଦ ଉପୁଜିଥିବା ସ୍ଥାନ କୁ ଆସିଲାବେଳକୁ ପୋଲିସ ଏଠାରେ ବେଆଇନ୍ ଜବତ ବାଣ କୁ ନଷ୍ଟ କରାଯାଉଛି ବୋଲି ସ୍ଥାନିୟ ଲୋକ ଙ୍କୁ ପ୍ରତିକ୍ରିୟା ଦେବାପରେ ସ୍ଥାନୀୟ ଅଞ୍ଚଳ ଲୋକ ଙ୍କ ମଧ୍ୟ ରେ ଏ ଘଟଣା କୁ ନେଇ ଉତ୍ତେଜନା ଦେଖିବାକୁ ମିଳିଥିଲା । ଏ ଭଳି କାର୍ଯ୍ୟ ଏଠାରେ ଜନବସତି ଅଞ୍ଚଳରେ କରିବା ଠିକ୍ ନୁହଁ ବୋଲି ସ୍ଥାନୀୟ ଲୋକ ଖୋଭ ପ୍ରକାଶ କରିଥିଲେ । ଶବ୍ଦ ର ତୀବ୍ରତା ଏତେ ଜୋର୍ ଥିଲା ଯେ ଶବ୍ଦ ହେବା ସ୍ଥାନ ଠାରୁ ୧୦ କିଲୋମିଟର ପର୍ଯ୍ୟନ୍ତ ଶବ୍ଦ ଶୁଣାଯିବା ସହ କିଛି ଲୋକ ଙ୍କ ଘର ର କାଚ ଝରକା ଭାଙ୍ଗି ଯାଇଛି ବୋଲି ଲୋକ ପ୍ରତିକ୍ରିୟା ଦେଇଛନ୍ତି । Byt - ସ୍ଥାନୀୟ ବାସିନ୍ଦା3
- Post by NEWS7ODIA1
- ଜାଗୁଳାଇପାଟଣା ଅଙ୍ଗନୱାଡି ନୂତନ ଗୃହ ନିମନ୍ତେ ଜିଲ୍ଲପାଳ ଙ୍କୁ ଦାବିପତ୍ର ଗତକାଲି ଆମେ କଳପଡା ଗ୍ରାମ ପଞ୍ଚାୟତ ଜାଗୁଳାଇପାଟଣା ଅଙ୍ଗନୱାଡି ଗୃହ ନଥିବା ଏବଂ ପିଲାମାନେ ଖୋଲା ଛାତ ତଳେ ପାଠ ପଢ଼ୁଥିବା ଖବର ପରିବେଷଣ କରିଥିଲୁ I ଏହାପରେ ଅଙ୍ଗନୱାଡି ଦିଦି ଏବଂ ସହାୟିକା ଙ୍କ ଦ୍ୱାରା କେନ୍ଦ୍ରାପଡ଼ା ଜିଲ୍ଲପାଳ ଙ୍କୁ ଏକ ଲିଖିତ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା I ଜିଲ୍ଲାପାଳ ଦାବିପତ୍ର ଗ୍ରହଣ କରିବା ସହ ଜାଗୁଳାଇପାଟଣା ଅଙ୍ଗନୱାଡି କେନ୍ଦ୍ର ନୂତନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ସରକାରୀ ପଦକ୍ଷେପ ଗୁଡିକ ଗ୍ରହଣ କରିବେ ବୋଲି କହିଥିଲ I ଆସନ୍ତୁ ଶୁଣିବା କଣ କହିଛନ୍ତି ଜିଲ୍ଲାପାଳ1