logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆମକୁ ଖେଲଉଛନ କାଏଁ କି ଆମକୁ ଲଜ୍ଜିତ କରୁଛନ୍ - ଲୋକ ସରକାରରେ ଲୋକେ ଅପଦସ୍ତ - ଅଫିସରଙ୍କ ଉପରେ କ୍ଷୋଭ ଝାଡ଼ିଲେ କଣ୍ଟାବାଞ୍ଜି ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଲକ୍ଷ୍ମଣ ବାଗ - ବଲାଙ୍ଗିରଠାରେ ଆୟୋଜିତ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ଅଂଶୀଦାର ପରାମର୍ଶ କର୍ମଶାଳାରେ ଘଟିଛି ଘଟଣା

1 hr ago
user_Ram Shankar Bhoi
Ram Shankar Bhoi
ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
1 hr ago

ଆମକୁ ଖେଲଉଛନ କାଏଁ କି ଆମକୁ ଲଜ୍ଜିତ କରୁଛନ୍ - ଲୋକ ସରକାରରେ ଲୋକେ ଅପଦସ୍ତ - ଅଫିସରଙ୍କ ଉପରେ କ୍ଷୋଭ ଝାଡ଼ିଲେ କଣ୍ଟାବାଞ୍ଜି ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଲକ୍ଷ୍ମଣ ବାଗ - ବଲାଙ୍ଗିରଠାରେ ଆୟୋଜିତ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ଅଂଶୀଦାର ପରାମର୍ଶ କର୍ମଶାଳାରେ ଘଟିଛି ଘଟଣା

More news from ଓଡ଼ିଶା and nearby areas
  • ଉଦେପଦର ସରକାରୀ ଉଚ୍ଚ ବିଦ୍ୟାଳୟରେ ଯୋଗ, ପରିବେଶ ଓ ବିଦ୍ୟୁତ୍ ଶକ୍ତି ସଂରକ୍ଷଣ ସଚେତନତା ସହ ଶପଥ ପାଠ l ଉଦେପଦର ସରକାରୀ ଉଚ୍ଚ ବିଦ୍ୟାଳୟରେ ଯୋଗ, ପରିବେଶ ଓ ବିଦ୍ୟୁତ୍ ଶକ୍ତି ସଂରକ୍ଷଣ ସଚେତନତା ସହ ଶପଥ ପାଠ l ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍ ଅନ୍ତର୍ଗତ ଉଦେପଦର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ଦୟା ସରାବନି ଯୋଗ ଟ୍ରଷ୍ଟ’ ପକ୍ଷରୁ ଆଜି ଯୋଗ, ପରିବେଶ ସୁରକ୍ଷା ଓ ବିଦ୍ୟୁତ୍ ଶକ୍ତି ସଂରକ୍ଷଣ ଉପରେ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ସହ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ଅନିରୁଦ୍ଧ କୁରୁକୁରିଆଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ଯୋଗ, ସୁସ୍ଥ ଜୀବନଶୈଳୀ, ପରିବେଶ ସୁରକ୍ଷା ଓ ବିଦ୍ୟୁତ୍ ଶକ୍ତିର ସୁଚିନ୍ତିତ ବ୍ୟବହାର ସମ୍ପର୍କରେ ସଚେତନ କରାଯାଇଥିଲା।ବରିଷ୍ଠ ଶିକ୍ଷକ ବଳିଧ୍ୱାଂଶି ପାଣିଗ୍ରାହୀ ନିଜ ବକ୍ତବ୍ୟରେ ବର୍ତ୍ତମାନ ସମୟରେ ପରିବେଶର ଗୁରୁତ୍ୱ ଉପରେ ଆଲୋକପାତ କରି କହିଥିଲେ ଯେ, ସୁସ୍ଥ ଜୀବନ ପାଇଁ ସୁସ୍ଥ ପରିବେଶ ଅତ୍ୟନ୍ତ ଆବଶ୍ୟକ। ପରିବେଶ ସୁରକ୍ଷା କେବଳ ସରକାରଙ୍କ ଦାୟିତ୍ୱ ନୁହେଁ, ଏହା ପ୍ରତ୍ୟେକ ନାଗରିକଙ୍କର ନୈତିକ ଦାୟିତ୍ୱ ବୋଲି ସେ ମତବ୍ୟକ୍ତ କରିଥିଲେ।କାର୍ଯ୍ୟକ୍ରମରେ ଦିଲ୍ଲୀପ କୁମାର ପୂଜାହାରୀ ଅତିଥି ପରିଚୟ ପ୍ରଦାନ କରିଥିଲେ। ଦୟା ସରାବନି ଯୋଗ ଟ୍ରଷ୍ଟର ସମ୍ପାଦକ ଡ. ହୃଷୀକେଶ ଦେହେରୀ ଉପସ୍ଥିତ ରହି ଯୋଗର ଲକ୍ଷ୍ୟ, ଆବଶ୍ୟକତା ଓ ଉପକାରିତା ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ। ସେ କହିଥିଲେ ଯେ, ଯୋଗ କେବଳ ଶାରୀରିକ ବ୍ୟାୟାମ ନୁହେଁ; ଏହା ଶରୀର, ମନ ଓ ଆତ୍ମା ମଧ୍ୟରେ ସମନ୍ୱୟ ସ୍ଥାପନ କରି ସୁସ୍ଥ ଓ ସନ୍ତୁଳିତ ଜୀବନଯାପନର ଏକ ଉତ୍ତମ ମାର୍ଗ। ଛାତ୍ରଜୀବନରୁ ଯୋଗ, ପ୍ରାଣାୟାମ ଓ ଧ୍ୟାନକୁ ଦୈନନ୍ଦିନ ଜୀବନର ଅଂଶ କରିପାରିଲେ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି, ଏକାଗ୍ରତା ଓ ଶୃଙ୍ଖଳିତ ଜୀବନଶୈଳୀ ବିକଶିତ ହୋଇପାରିବ ବୋଲି ସେ ମତ ଦେଇଥିଲେ।ସେ ଆହୁରି କହିଥିଲେ ଯେ, ସୁସ୍ଥ ଶରୀର ଓ ସୁସ୍ଥ ମନ ପାଇଁ ଯୋଗ ସହିତ ସନ୍ତୁଳିତ ଖାଦ୍ୟ, ଶୁଦ୍ଧ ବାୟୁ, ପରିଷ୍କାର ପାଣି ଓ ସୁସ୍ଥ ପରିବେଶ ଅପରିହାର୍ଯ୍ୟ। ତେଣୁ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବା ସହ ପରିବେଶ ସୁରକ୍ଷା ଓ ପ୍ରାକୃତିକ ସମ୍ପଦର ସଂରକ୍ଷଣ ପ୍ରତି ପ୍ରତ୍ୟେକ ଛାତ୍ରଛାତ୍ରୀ ଦାୟିତ୍ୱବାନ ହେବା ଆବଶ୍ୟକ ବୋଲି ସେ ଆହ୍ୱାନ ଦେଇଥିଲେ। ବିଦ୍ୟୁତ୍ ଶକ୍ତିର ଅପବ୍ୟବହାର ରୋକିବା, ଆବଶ୍ୟକତା ନଥିବା ସମୟରେ ପଙ୍ଖା, ଲାଇଟ୍‌ ଓ ଅନ୍ୟାନ୍ୟ ବିଦ୍ୟୁତ୍ ଉପକରଣ ବନ୍ଦ କରିବା ସହ ଶକ୍ତି ସଂରକ୍ଷଣକୁ ଦୈନନ୍ଦିନ ଜୀବନର ଅଭ୍ୟାସରେ ପରିଣତ କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କରାଯାଇଥିଲା।ଏହି ଅବସରରେ ଆୟୋଜିତ କୁଇଜ୍ ପ୍ରତିଯୋଗିତାରେ ଉତ୍ତରା ଗଣିକ୍ ପ୍ରଥମ, ସ୍ୱାଗତିକା ସାହୁ ଦ୍ୱିତୀୟ ଏବଂ ରୂପାଲି ଭୋଇ ତୃତୀୟ ସ୍ଥାନ ଅଧିକାର କରିଥିଲେ। ବିଦ୍ୟାଳୟର ଶିଶୁ ସେବିକା ନମିତା ରଣା କାର୍ଯ୍ୟକ୍ରମର ସଫଳ ଆୟୋଜନରେ ସହଯୋଗ କରିଥିଲେ। ଶେଷରେ JRC ପରାମର୍ଶଦାତା ଜଗଦୀଶ ଦାସ ଉପସ୍ଥିତ ଅତିଥି, ପ୍ରଧାନ ଶିକ୍ଷକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ଛାତ୍ରଛାତ୍ରୀମାନେ ନିୟମିତ ଯୋଗ ଅଭ୍ୟାସ କରିବା, ପରିବେଶର ସୁରକ୍ଷା କରିବା ଏବଂ ବିଦ୍ୟୁତ୍ ଶକ୍ତିର ଅପଚୟ ରୋକିବା ସହ ଏହି ସଚେତନତାକୁ ନିଜ ଦୈନନ୍ଦିନ ଜୀବନରେ ପାଳନ କରିବା ପାଇଁ ଶପଥ ପାଠ କରିଥିଲେ।
    1
    ଉଦେପଦର ସରକାରୀ ଉଚ୍ଚ ବିଦ୍ୟାଳୟରେ ଯୋଗ, ପରିବେଶ ଓ ବିଦ୍ୟୁତ୍ ଶକ୍ତି ସଂରକ୍ଷଣ ସଚେତନତା ସହ ଶପଥ ପାଠ l

ଉଦେପଦର ସରକାରୀ ଉଚ୍ଚ ବିଦ୍ୟାଳୟରେ ଯୋଗ, ପରିବେଶ ଓ ବିଦ୍ୟୁତ୍ ଶକ୍ତି ସଂରକ୍ଷଣ ସଚେତନତା ସହ ଶପଥ ପାଠ l
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍ ଅନ୍ତର୍ଗତ ଉଦେପଦର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ଦୟା ସରାବନି ଯୋଗ ଟ୍ରଷ୍ଟ’ ପକ୍ଷରୁ ଆଜି ଯୋଗ, ପରିବେଶ ସୁରକ୍ଷା ଓ ବିଦ୍ୟୁତ୍ ଶକ୍ତି ସଂରକ୍ଷଣ ଉପରେ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ସହ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ଅନିରୁଦ୍ଧ କୁରୁକୁରିଆଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ଯୋଗ, ସୁସ୍ଥ ଜୀବନଶୈଳୀ, ପରିବେଶ ସୁରକ୍ଷା ଓ ବିଦ୍ୟୁତ୍ ଶକ୍ତିର ସୁଚିନ୍ତିତ ବ୍ୟବହାର ସମ୍ପର୍କରେ ସଚେତନ କରାଯାଇଥିଲା।ବରିଷ୍ଠ ଶିକ୍ଷକ ବଳିଧ୍ୱାଂଶି ପାଣିଗ୍ରାହୀ ନିଜ ବକ୍ତବ୍ୟରେ ବର୍ତ୍ତମାନ ସମୟରେ ପରିବେଶର ଗୁରୁତ୍ୱ ଉପରେ ଆଲୋକପାତ କରି କହିଥିଲେ ଯେ, ସୁସ୍ଥ ଜୀବନ ପାଇଁ ସୁସ୍ଥ ପରିବେଶ ଅତ୍ୟନ୍ତ ଆବଶ୍ୟକ। ପରିବେଶ ସୁରକ୍ଷା କେବଳ ସରକାରଙ୍କ ଦାୟିତ୍ୱ ନୁହେଁ, ଏହା ପ୍ରତ୍ୟେକ ନାଗରିକଙ୍କର ନୈତିକ ଦାୟିତ୍ୱ ବୋଲି ସେ ମତବ୍ୟକ୍ତ କରିଥିଲେ।କାର୍ଯ୍ୟକ୍ରମରେ ଦିଲ୍ଲୀପ କୁମାର ପୂଜାହାରୀ ଅତିଥି ପରିଚୟ ପ୍ରଦାନ କରିଥିଲେ। ଦୟା ସରାବନି ଯୋଗ ଟ୍ରଷ୍ଟର ସମ୍ପାଦକ ଡ. ହୃଷୀକେଶ ଦେହେରୀ ଉପସ୍ଥିତ ରହି ଯୋଗର ଲକ୍ଷ୍ୟ, ଆବଶ୍ୟକତା ଓ ଉପକାରିତା ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ। ସେ କହିଥିଲେ ଯେ, ଯୋଗ କେବଳ ଶାରୀରିକ ବ୍ୟାୟାମ ନୁହେଁ; ଏହା ଶରୀର, ମନ ଓ ଆତ୍ମା ମଧ୍ୟରେ ସମନ୍ୱୟ ସ୍ଥାପନ କରି ସୁସ୍ଥ ଓ ସନ୍ତୁଳିତ ଜୀବନଯାପନର ଏକ ଉତ୍ତମ ମାର୍ଗ। ଛାତ୍ରଜୀବନରୁ ଯୋଗ, ପ୍ରାଣାୟାମ ଓ ଧ୍ୟାନକୁ ଦୈନନ୍ଦିନ ଜୀବନର ଅଂଶ କରିପାରିଲେ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି, ଏକାଗ୍ରତା ଓ ଶୃଙ୍ଖଳିତ ଜୀବନଶୈଳୀ ବିକଶିତ ହୋଇପାରିବ ବୋଲି ସେ ମତ ଦେଇଥିଲେ।ସେ ଆହୁରି କହିଥିଲେ ଯେ, ସୁସ୍ଥ ଶରୀର ଓ ସୁସ୍ଥ ମନ ପାଇଁ ଯୋଗ ସହିତ ସନ୍ତୁଳିତ ଖାଦ୍ୟ, ଶୁଦ୍ଧ ବାୟୁ, ପରିଷ୍କାର ପାଣି ଓ ସୁସ୍ଥ ପରିବେଶ ଅପରିହାର୍ଯ୍ୟ। ତେଣୁ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବା ସହ ପରିବେଶ ସୁରକ୍ଷା ଓ ପ୍ରାକୃତିକ ସମ୍ପଦର ସଂରକ୍ଷଣ ପ୍ରତି ପ୍ରତ୍ୟେକ ଛାତ୍ରଛାତ୍ରୀ ଦାୟିତ୍ୱବାନ ହେବା ଆବଶ୍ୟକ ବୋଲି ସେ ଆହ୍ୱାନ ଦେଇଥିଲେ।
ବିଦ୍ୟୁତ୍ ଶକ୍ତିର ଅପବ୍ୟବହାର ରୋକିବା, ଆବଶ୍ୟକତା ନଥିବା ସମୟରେ ପଙ୍ଖା, ଲାଇଟ୍‌ ଓ ଅନ୍ୟାନ୍ୟ ବିଦ୍ୟୁତ୍ ଉପକରଣ ବନ୍ଦ କରିବା ସହ ଶକ୍ତି ସଂରକ୍ଷଣକୁ ଦୈନନ୍ଦିନ ଜୀବନର ଅଭ୍ୟାସରେ ପରିଣତ କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କରାଯାଇଥିଲା।ଏହି ଅବସରରେ ଆୟୋଜିତ କୁଇଜ୍ ପ୍ରତିଯୋଗିତାରେ ଉତ୍ତରା ଗଣିକ୍ ପ୍ରଥମ, ସ୍ୱାଗତିକା ସାହୁ ଦ୍ୱିତୀୟ ଏବଂ ରୂପାଲି ଭୋଇ ତୃତୀୟ ସ୍ଥାନ ଅଧିକାର କରିଥିଲେ। ବିଦ୍ୟାଳୟର ଶିଶୁ ସେବିକା ନମିତା ରଣା କାର୍ଯ୍ୟକ୍ରମର ସଫଳ ଆୟୋଜନରେ ସହଯୋଗ କରିଥିଲେ।
ଶେଷରେ JRC ପରାମର୍ଶଦାତା ଜଗଦୀଶ ଦାସ ଉପସ୍ଥିତ ଅତିଥି, ପ୍ରଧାନ ଶିକ୍ଷକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ଛାତ୍ରଛାତ୍ରୀମାନେ ନିୟମିତ ଯୋଗ ଅଭ୍ୟାସ କରିବା, ପରିବେଶର ସୁରକ୍ଷା କରିବା ଏବଂ ବିଦ୍ୟୁତ୍ ଶକ୍ତିର ଅପଚୟ ରୋକିବା ସହ ଏହି ସଚେତନତାକୁ ନିଜ ଦୈନନ୍ଦିନ ଜୀବନରେ ପାଳନ କରିବା ପାଇଁ ଶପଥ ପାଠ କରିଥିଲେ।
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
  • ପୋଲିସର ପେଟ୍ରୋଲିଙ୍ଗ ସମୟରେ ଏକ କାର ସହ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ କରିଛି । ଘଟଣାରେ ଜଣେ ବ୍ୟକ୍ତି ଗିରଫ ପୋଲିସର ପେଟ୍ରୋଲିଂ ସମୟରେ ଏକ କାର ସହ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ କରିଛି । ଘଟଣାରେ ଜଣେ ବ୍ୟକ୍ତି ଗିରଫ ବୌଦ୍ଧ:ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ପୋଲିସକୁ ମିଳିଛି ସଫଳତା। ଗତ ୨୮ ଅଗଷ୍ଟ ୨୦୨୬ ତାରିଖରେ ପୋଲିସ ବିଲାଶପୁର ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ବିଲାଶପୁର ମେହେରୁଣୀ ବ୍ରିଜ୍ ନିକଟରେ ଏକ ଧଳା ରଙ୍ଗର ମାରୁତି ସୁଜୁକି କାର ଯାହାର ନମ୍ବର OD-01-AB-5037କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ସମୟରେ କାର ଭିତରୁ ଦୁଇଟି ଗଞ୍ଜେଇ ଭର୍ତ୍ତି ବସ୍ତା ମିଳିଥିଲା। ଏହାପରେ ପୋଲିସ ଗାଡ଼ିରେ ଥିବା ବ୍ୟକ୍ତିଙ୍କୁ ପଚରାଉଚରା କରିଥିଲା। ପୋଲିସର ସୂଚନା ଅନୁସାରେ, ଧରାପଡ଼ିଥିବା ବ୍ୟକ୍ତି ହେଲେ ତପନ ବାଗ, ବୟସ ୩୮ ବର୍ଷ। ତାଙ୍କ ଘର ବୌଦ୍ଧ ଜିଲ୍ଲାର ମଥୁରା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଏହି ମାମଲାରେ ଗାଡ଼ି ମାଲିକ ବୌଦ୍ଧ ଜ଼ିଲ୍ଲା ବିରାମ ଚନ୍ଦ୍ରପୁର, ବରଝୋଳି ଗ୍ରାମର ଧୀରେନ ପ୍ରଧାନ ଏବଂ ଗଞ୍ଜେଇ ଯୋଗାଣ କାରୀ ମନମୁଣ୍ଡା ଥାନା ଅନ୍ତର୍ଗତ ମନୋହରପୁର ଗ୍ରାମର ସଞ୍ଜୀବ ଗିରି ଙ୍କ ପାଖରୁ ଆଣୁଥିବା ଜଣାପଡ଼ି ଥିଲା l ପରେ ପୋଲିସ ଜବତ ଗଞ୍ଜେଇ ଗୁଡ଼ିକୁ ମାଜିଷ୍ଟ୍ରେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ମୋଟ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଥିବା ଜଣାପଡ଼ିଥିଲା। ଏହି ଘଟଣାକୁ ନେଇ ମନମୁଣ୍ଡା ଥାନାରେ କେସ୍ ନମ୍ବର ୩୪୬/୨୬, ଏନଡ଼ିପିଏସ ଆକ୍ଟ ର ଧାରା ୨୦(b)(ii)(C) ଅନୁଯାୟୀ ମାମଲା ରୁଜୁ ହୋଇଛି। ଘଟଣାରେ ଗଞ୍ଜେଇ ଚାଲାଣର ଉଦ୍ଦେଶ୍ୟ ଓ ଏଥିରେ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ, ସେନେଇ ପୋଲିସର ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବି ବେହେରା ସୂଚନା ଦେଇଛନ୍ତି l
    1
    ପୋଲିସର ପେଟ୍ରୋଲିଙ୍ଗ ସମୟରେ ଏକ କାର ସହ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ କରିଛି । ଘଟଣାରେ ଜଣେ ବ୍ୟକ୍ତି ଗିରଫ
ପୋଲିସର ପେଟ୍ରୋଲିଂ ସମୟରେ ଏକ କାର ସହ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ କରିଛି । ଘଟଣାରେ ଜଣେ ବ୍ୟକ୍ତି ଗିରଫ 
ବୌଦ୍ଧ:ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ପୋଲିସକୁ ମିଳିଛି ସଫଳତା। ଗତ ୨୮ ଅଗଷ୍ଟ ୨୦୨୬ ତାରିଖରେ ପୋଲିସ ବିଲାଶପୁର ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ବିଲାଶପୁର ମେହେରୁଣୀ ବ୍ରିଜ୍ ନିକଟରେ ଏକ ଧଳା ରଙ୍ଗର ମାରୁତି ସୁଜୁକି କାର ଯାହାର ନମ୍ବର OD-01-AB-5037କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ସମୟରେ କାର ଭିତରୁ ଦୁଇଟି ଗଞ୍ଜେଇ ଭର୍ତ୍ତି ବସ୍ତା ମିଳିଥିଲା। ଏହାପରେ ପୋଲିସ ଗାଡ଼ିରେ ଥିବା ବ୍ୟକ୍ତିଙ୍କୁ ପଚରାଉଚରା କରିଥିଲା। ପୋଲିସର ସୂଚନା ଅନୁସାରେ, ଧରାପଡ଼ିଥିବା ବ୍ୟକ୍ତି ହେଲେ ତପନ ବାଗ, ବୟସ ୩୮ ବର୍ଷ। ତାଙ୍କ ଘର ବୌଦ୍ଧ ଜିଲ୍ଲାର ମଥୁରା ଅଞ୍ଚଳରେ ବୋଲି ଜଣାପଡ଼ିଛି।
ଏହି ମାମଲାରେ ଗାଡ଼ି ମାଲିକ ବୌଦ୍ଧ ଜ଼ିଲ୍ଲା ବିରାମ ଚନ୍ଦ୍ରପୁର, ବରଝୋଳି ଗ୍ରାମର ଧୀରେନ ପ୍ରଧାନ ଏବଂ ଗଞ୍ଜେଇ ଯୋଗାଣ କାରୀ ମନମୁଣ୍ଡା ଥାନା ଅନ୍ତର୍ଗତ ମନୋହରପୁର ଗ୍ରାମର ସଞ୍ଜୀବ ଗିରି ଙ୍କ ପାଖରୁ ଆଣୁଥିବା ଜଣାପଡ଼ି ଥିଲା l ପରେ ପୋଲିସ ଜବତ ଗଞ୍ଜେଇ ଗୁଡ଼ିକୁ 
ମାଜିଷ୍ଟ୍ରେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ମୋଟ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଥିବା ଜଣାପଡ଼ିଥିଲା।
ଏହି ଘଟଣାକୁ ନେଇ ମନମୁଣ୍ଡା ଥାନାରେ କେସ୍ ନମ୍ବର ୩୪୬/୨୬, ଏନଡ଼ିପିଏସ ଆକ୍ଟ ର ଧାରା ୨୦(b)(ii)(C) ଅନୁଯାୟୀ ମାମଲା ରୁଜୁ ହୋଇଛି। ଘଟଣାରେ ଗଞ୍ଜେଇ ଚାଲାଣର ଉଦ୍ଦେଶ୍ୟ ଓ ଏଥିରେ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ, ସେନେଇ ପୋଲିସର ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବି ବେହେରା ସୂଚନା ଦେଇଛନ୍ତି l
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    5 hrs ago
  • ଡିଜିପି ଓ ଆଇ ଜି ପି ସ୍ତରୀୟ , ୨୦୨୫ ସମ୍ବନ୍ଧୀୟ ସମ୍ମିଳନୀ,,,,,,, ଡିଜିପି ଓ ଆଇ ଜି ପି ସ୍ତରୀୟ , ୨୦୨୫ ସମ୍ବନ୍ଧୀୟ ସମ୍ମିଳନୀ
    1
    ଡିଜିପି ଓ ଆଇ ଜି ପି ସ୍ତରୀୟ , ୨୦୨୫ ସମ୍ବନ୍ଧୀୟ 
ସମ୍ମିଳନୀ,,,,,,,
ଡିଜିପି ଓ ଆଇ ଜି ପି ସ୍ତରୀୟ , ୨୦୨୫ ସମ୍ବନ୍ଧୀୟ 
ସମ୍ମିଳନୀ
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    5 hrs ago
  • ଲିଙ୍ଗମାରନି ଗ୍ରାମର ଶ୍ରୀ ଶ୍ରୀ ଧବଳେଶ୍ୱର ମନ୍ଦିରରେ ମହାସମାରୋହରେ ପାଳିତ ହୋଇଛି ୩୪ତମ ଶ୍ରାବଣୀ ପୂଜା। ଲିଙ୍ଗମାରନି ଧବଳେଶ୍ୱର ମନ୍ଦିରରେ ୩୪ତମ ଶ୍ରାବଣୀ ପୂଜା ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍‌ ଲିଙ୍ଗମାରନି ଗ୍ରାମର ଶ୍ରୀ ଶ୍ରୀ ଧବଳେଶ୍ୱର ମନ୍ଦିରରେ ମହାସମାରୋହରେ ପାଳିତ ହୋଇଛି ୩୪ତମ ଶ୍ରାବଣୀ ପୂଜା। ଶ୍ରାବଣ ପୂର୍ଣ୍ଣିମାରେ ମହାଦେବଙ୍କ ଦର୍ଶନ ପାଇଁ ଜମିଥିଲା ଭକ୍ତଙ୍କ ଭିଡ଼। ୧୯୯୨ ମସିହାରୁ ଏଠାରେ ଚତୁର୍ଦ୍ଦଶୀ ପୂଜାର ପରମ୍ପରା ଆରମ୍ଭ ହୋଇଥିଲା। ଚଳିତ ବର୍ଷ ମଧ୍ୟ ପାରମ୍ପରିକ ରୀତିନୀତି ଅନୁଯାୟୀ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଓ ଧାର୍ମିକ କାର୍ଯ୍ୟକ୍ରମ ହୋଇଥିଲା।ବରପାଲି, ଡୁଙ୍ଗୁରିପାଲି, ବିନିକା, ସାଲେଭଟା ଓ ରାମପୁର ସମେତ ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ଆସି ଧବଳେଶ୍ୱରଙ୍କ ଦର୍ଶନ କରିଥିଲେ। ପରିବାରର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ କରିଥିଲେ ପ୍ରାର୍ଥନା। ପୁରାତନ ପରମ୍ପରା ଓ ଲୋକଙ୍କ ଆସ୍ଥାକୁ ନେଇ ଲିଙ୍ଗମାରନି ଧବଳେଶ୍ୱର ମନ୍ଦିର ଆଜି ମଧ୍ୟ ଏକ ପ୍ରମୁଖ ଆଧ୍ୟାତ୍ମିକ କେନ୍ଦ୍ର ଭାବେ ପରିଚିତ।
    3
    ଲିଙ୍ଗମାରନି ଗ୍ରାମର ଶ୍ରୀ ଶ୍ରୀ ଧବଳେଶ୍ୱର ମନ୍ଦିରରେ ମହାସମାରୋହରେ ପାଳିତ ହୋଇଛି ୩୪ତମ ଶ୍ରାବଣୀ ପୂଜା।
ଲିଙ୍ଗମାରନି ଧବଳେଶ୍ୱର ମନ୍ଦିରରେ ୩୪ତମ ଶ୍ରାବଣୀ ପୂଜା
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍‌ ଲିଙ୍ଗମାରନି ଗ୍ରାମର ଶ୍ରୀ ଶ୍ରୀ ଧବଳେଶ୍ୱର ମନ୍ଦିରରେ ମହାସମାରୋହରେ ପାଳିତ ହୋଇଛି ୩୪ତମ ଶ୍ରାବଣୀ ପୂଜା। ଶ୍ରାବଣ ପୂର୍ଣ୍ଣିମାରେ ମହାଦେବଙ୍କ ଦର୍ଶନ ପାଇଁ ଜମିଥିଲା ଭକ୍ତଙ୍କ ଭିଡ଼।
୧୯୯୨ ମସିହାରୁ ଏଠାରେ ଚତୁର୍ଦ୍ଦଶୀ ପୂଜାର ପରମ୍ପରା ଆରମ୍ଭ ହୋଇଥିଲା। ଚଳିତ ବର୍ଷ ମଧ୍ୟ ପାରମ୍ପରିକ ରୀତିନୀତି ଅନୁଯାୟୀ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଓ ଧାର୍ମିକ କାର୍ଯ୍ୟକ୍ରମ ହୋଇଥିଲା।ବରପାଲି, ଡୁଙ୍ଗୁରିପାଲି, ବିନିକା, ସାଲେଭଟା ଓ ରାମପୁର ସମେତ ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ଆସି ଧବଳେଶ୍ୱରଙ୍କ ଦର୍ଶନ କରିଥିଲେ। ପରିବାରର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ କରିଥିଲେ ପ୍ରାର୍ଥନା।
ପୁରାତନ ପରମ୍ପରା ଓ ଲୋକଙ୍କ ଆସ୍ଥାକୁ ନେଇ ଲିଙ୍ଗମାରନି ଧବଳେଶ୍ୱର ମନ୍ଦିର ଆଜି ମଧ୍ୟ ଏକ ପ୍ରମୁଖ ଆଧ୍ୟାତ୍ମିକ କେନ୍ଦ୍ର ଭାବେ ପରିଚିତ।
    user_PNC MEDIA
    PNC MEDIA
    ବରଗଡ଼, ବରଗଡ଼, ଓଡ଼ିଶା•
    8 hrs ago
  • 🚛🔥 वायरल Volvo Truck कोलेबिरा से गुजरते हुए… नज़रें हटाना मुश्किल! 😍 सड़क पर जबरदस्त लुक और दमदार अंदाज़ में गुजरता Volvo Truck लोगों का ध्यान अपनी ओर खींच रहा है। 😍🔥 📍 Kolebira, Jharkhand आपको इस Volvo Truck का लुक कैसा लगा? 👇❤️ #VolvoTruck #ViralTruck #Kolebira #KolebiraJharkhand #TruckLovers #Jharkhand #TruckVideo #ViralVideo #Trending #P24NewsExpress 🚛🔥 वायरल Volvo Truck कोलेबिरा से गुजरते हुए… नज़रें हटाना मुश्किल! 😍 सड़क पर जबरदस्त लुक और दमदार अंदाज़ में गुजरता Volvo Truck लोगों का ध्यान अपनी ओर खींच रहा है। 😍🔥 📍 Kolebira, Jharkhand आपको इस Volvo Truck का लुक कैसा लगा? 👇❤️ #VolvoTruck #ViralTruck #Kolebira #KolebiraJharkhand #TruckLovers #Jharkhand #TruckVideo #ViralVideo #Trending #P24NewsExpress
    1
    🚛🔥 वायरल Volvo Truck कोलेबिरा से गुजरते हुए… नज़रें हटाना मुश्किल! 😍

सड़क पर जबरदस्त लुक और दमदार अंदाज़ में गुजरता Volvo Truck लोगों का ध्यान अपनी ओर खींच रहा है। 😍🔥
📍 Kolebira, Jharkhand

आपको इस Volvo Truck का लुक कैसा लगा? 👇❤️

#VolvoTruck #ViralTruck #Kolebira #KolebiraJharkhand #TruckLovers #Jharkhand #TruckVideo #ViralVideo #Trending #P24NewsExpress


🚛🔥 वायरल Volvo Truck कोलेबिरा से गुजरते हुए… नज़रें हटाना मुश्किल! 😍
सड़क पर जबरदस्त लुक और दमदार अंदाज़ में गुजरता Volvo Truck लोगों का ध्यान अपनी ओर खींच रहा है। 😍🔥
📍 Kolebira, Jharkhand
आपको इस Volvo Truck का लुक कैसा लगा? 👇❤️
#VolvoTruck #ViralTruck #Kolebira #KolebiraJharkhand #TruckLovers #Jharkhand #TruckVideo #ViralVideo #Trending #P24NewsExpress
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    41 min ago
  • ହେଲିକ୍ୟାପ୍ଟର ତାରରେ ଲାଗି ଦୁର୍ଘଟଣାଗ୍ରସ୍ତ
    1
    ହେଲିକ୍ୟାପ୍ଟର ତାରରେ ଲାଗି ଦୁର୍ଘଟଣାଗ୍ରସ୍ତ
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • ରକ୍ଷା ବନ୍ଧନ ଉତ୍ସବ ଅବସରରେ ସୋନପୁର RSS ପକ୍ଷରୁ ଦିବ୍ୟାଙ୍ଗ ଆଶ୍ରମ ରେ ମିଷ୍ଟାନ ବଣ୍ଟନ ରକ୍ଷା ବନ୍ଧନ ଉତ୍ସବ ଅବସରରେ ସୋନପୁର RSS ପକ୍ଷରୁ ଦିବ୍ୟାଙ୍ଗ ଆଶ୍ରମ ରେ ମିଷ୍ଟାନ ବଣ୍ଟନ 🙏
    1
    ରକ୍ଷା ବନ୍ଧନ ଉତ୍ସବ ଅବସରରେ ସୋନପୁର RSS ପକ୍ଷରୁ ଦିବ୍ୟାଙ୍ଗ ଆଶ୍ରମ ରେ ମିଷ୍ଟାନ ବଣ୍ଟନ 
ରକ୍ଷା ବନ୍ଧନ ଉତ୍ସବ ଅବସରରେ ସୋନପୁର RSS ପକ୍ଷରୁ ଦିବ୍ୟାଙ୍ଗ ଆଶ୍ରମ ରେ ମିଷ୍ଟାନ ବଣ୍ଟନ 🙏
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
  • କେନ୍ଦ୍ରାପଡ଼ା,ମାର୍ଶାଘାଇ ବିଳମ୍ବିତ ରାତିରେ ମାର୍ଶାଘାଇ ସରପଞ୍ଚ ଭାଗବତ ବେହେରା ମାର୍ଶାଘାଇ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଡ଼କ୍ଟର ଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ l କେନ୍ଦ୍ରାପଡ଼ା,ମାର୍ଶାଘାଇ ବିଳମ୍ବିତ ରାତିରେ ମାର୍ଶାଘାଇ ସରପଞ୍ଚ ଭାଗବତ ବେହେରା ମାର୍ଶାଘାଇ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଡ଼କ୍ଟର ଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ l
    1
    କେନ୍ଦ୍ରାପଡ଼ା,ମାର୍ଶାଘାଇ ବିଳମ୍ବିତ ରାତିରେ ମାର୍ଶାଘାଇ ସରପଞ୍ଚ ଭାଗବତ ବେହେରା ମାର୍ଶାଘାଇ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଡ଼କ୍ଟର ଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ l
କେନ୍ଦ୍ରାପଡ଼ା,ମାର୍ଶାଘାଇ ବିଳମ୍ବିତ ରାତିରେ ମାର୍ଶାଘାଇ ସରପଞ୍ଚ ଭାଗବତ ବେହେରା ମାର୍ଶାଘାଇ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଡ଼କ୍ଟର ଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ l
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    7 hrs ago
  • ବୌଦ୍ଧ ଥାନା ସରସରା ନିକଟରେ ଏକ ଟ୍ରେନ୍ ଧକ୍କାରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ସରସରା ନିକଟ ବୌଦ୍ଧ ରେଳ ଷ୍ଟେସନ ଠାରୁ ଅଳ୍ପ ଦୁରରେ ସରସରା ହାଇସ୍କୁଲ ଖେଳ ପଡିଆ ନିକଟରେ ରେଳ ବିଭାଗରେ କୌଣସି ନିର୍ମାଣ କାର୍ଯ୍ୟ ଚାଲିଥିଲା । ଏହି କାର୍ଯ୍ୟରେ ନିୟୋଜିତ ହୋଇଥିଲେ ମଧ୍ୟ ପ୍ରଦେଶ ରାଜ୍ୟର ସୁଖରାମ୍ ନାମକ ଜଣେ ଶ୍ରମିକ । ହଠାତ ଟ୍ରାକ ରେ ଆସୁଥିବା ଏକ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଶ୍ରମିକ ଙ୍କ ଗୋଟିଏ ହାତ କଟି ଯାଇଛି । ପରେ ଠିକାସଂସ୍ଥା ତାଙ୍କୁ ଉଦ୍ଧାର କରି 108 ଆମ୍ବୁଲାନ୍ସ୍ ଯୋଗେ ବୌଦ୍ଧ ଡାକ୍ତର ଖାନାରେ ଭର୍ତ୍ତି କରା ଯାଇଥିବା ସୂଚନା ମିଳିଛି । ବୌଦ୍ଧ ଥାନା ସରସରା ନିକଟରେ ଏକ ଟ୍ରେନ୍ ଧକ୍କାରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ସରସରା ନିକଟ ବୌଦ୍ଧ ରେଳ ଷ୍ଟେସନ ଠାରୁ ଅଳ୍ପ ଦୁରରେ ସରସରା ହାଇସ୍କୁଲ ଖେଳ ପଡିଆ ନିକଟରେ ରେଳ ବିଭାଗରେ କୌଣସି ନିର୍ମାଣ କାର୍ଯ୍ୟ ଚାଲିଥିଲା । ଏହି କାର୍ଯ୍ୟରେ ନିୟୋଜିତ ହୋଇଥିଲେ ମଧ୍ୟ ପ୍ରଦେଶ ରାଜ୍ୟର ସୁଖରାମ୍ ନାମକ ଜଣେ ଶ୍ରମିକ । ହଠାତ ଟ୍ରାକ ରେ ଆସୁଥିବା ଏକ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଶ୍ରମିକ ଙ୍କ ଗୋଟିଏ ହାତ କଟି ଯାଇଛି । ପରେ ଠିକାସଂସ୍ଥା ତାଙ୍କୁ ଉଦ୍ଧାର କରି 108 ଆମ୍ବୁଲାନ୍ସ୍ ଯୋଗେ ବୌଦ୍ଧ ଡାକ୍ତର ଖାନାରେ ଭର୍ତ୍ତି କରା ଯାଇଥିବା ସୂଚନା ମିଳିଛି ।
    1
    ବୌଦ୍ଧ ଥାନା ସରସରା ନିକଟରେ ଏକ ଟ୍ରେନ୍ ଧକ୍କାରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ  ସରସରା ନିକଟ ବୌଦ୍ଧ ରେଳ ଷ୍ଟେସନ ଠାରୁ ଅଳ୍ପ ଦୁରରେ ସରସରା ହାଇସ୍କୁଲ ଖେଳ ପଡିଆ ନିକଟରେ ରେଳ ବିଭାଗରେ କୌଣସି ନିର୍ମାଣ କାର୍ଯ୍ୟ ଚାଲିଥିଲା । ଏହି କାର୍ଯ୍ୟରେ ନିୟୋଜିତ ହୋଇଥିଲେ ମଧ୍ୟ ପ୍ରଦେଶ ରାଜ୍ୟର ସୁଖରାମ୍ ନାମକ ଜଣେ ଶ୍ରମିକ ।  ହଠାତ ଟ୍ରାକ ରେ ଆସୁଥିବା ଏକ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଶ୍ରମିକ ଙ୍କ ଗୋଟିଏ ହାତ କଟି ଯାଇଛି । ପରେ ଠିକାସଂସ୍ଥା ତାଙ୍କୁ ଉଦ୍ଧାର କରି 108 ଆମ୍ବୁଲାନ୍ସ୍ ଯୋଗେ  ବୌଦ୍ଧ ଡାକ୍ତର ଖାନାରେ ଭର୍ତ୍ତି କରା ଯାଇଥିବା ସୂଚନା ମିଳିଛି ।
ବୌଦ୍ଧ ଥାନା ସରସରା ନିକଟରେ ଏକ ଟ୍ରେନ୍ ଧକ୍କାରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ  ସରସରା ନିକଟ ବୌଦ୍ଧ ରେଳ ଷ୍ଟେସନ ଠାରୁ ଅଳ୍ପ ଦୁରରେ ସରସରା ହାଇସ୍କୁଲ ଖେଳ ପଡିଆ ନିକଟରେ ରେଳ ବିଭାଗରେ କୌଣସି ନିର୍ମାଣ କାର୍ଯ୍ୟ ଚାଲିଥିଲା । ଏହି କାର୍ଯ୍ୟରେ ନିୟୋଜିତ ହୋଇଥିଲେ ମଧ୍ୟ ପ୍ରଦେଶ ରାଜ୍ୟର ସୁଖରାମ୍ ନାମକ ଜଣେ ଶ୍ରମିକ ।  ହଠାତ ଟ୍ରାକ ରେ ଆସୁଥିବା ଏକ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଶ୍ରମିକ ଙ୍କ ଗୋଟିଏ ହାତ କଟି ଯାଇଛି । ପରେ ଠିକାସଂସ୍ଥା ତାଙ୍କୁ ଉଦ୍ଧାର କରି 108 ଆମ୍ବୁଲାନ୍ସ୍ ଯୋଗେ  ବୌଦ୍ଧ ଡାକ୍ତର ଖାନାରେ ଭର୍ତ୍ତି କରା ଯାଇଥିବା ସୂଚନା ମିଳିଛି ।
    user_Priya brata sahoo
    Priya brata sahoo
    ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.