logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଶୀତଳ ଷଷ୍ଠୀ ଯାତ୍ରା ଓ ଶଗଡ଼େଶ୍ବର ମହୋତ୍ସବ- ୨୦୨୬ ପାଇଁ ଗଣ୍ଠିଲା ଫିଟା ଉତ୍ସବ ଆଜି ସୋମବାର ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପୂର୍ବାହ୍ନ ୧୦ ଘଟିକା ସମୟରେ ବାମଣ୍ଡା ଗଡ଼ଜାତର ସର୍ବପୁରାତନ ଶୈବପୀଠରେ ବାବା ଶଗଡ଼େଶ୍ବର ଓ ମାତା ପାର୍ବତୀଙ୍କ ଗଣ୍ଠଲା ଫିଟା ଉତ୍ସବ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ବହୁ ସଂଖ୍ୟକ ଭକ୍ତ ଶ୍ରଦ୍ଧାଳୁଙ୍କ ଉପସ୍ଥିତିରେ ଶଙ୍ଖ ଘଣ୍ଟ ହୁଳହୁଳି ଧ୍ୱନି ମଧ୍ୟରେ ଗଣ୍ଠଲା ଫିଟା ନୀତିକାନ୍ତି ସମ୍ପନ୍ନ ହୋଇଥିଲା। ବିଗତ ବର୍ଷର ବରକର୍ତ୍ତା ରବୀନ୍ଦ୍ର ନାରାୟଣ ପରିଡ଼ା ଓ ସହଧର୍ମିଣୀ ଗୀତାଞ୍ଜଳି ପରିଡ଼ା; କନ୍ୟାକର୍ତ୍ତା ଅକ୍ଷୟ ନାଏକ ଓ ସହଧର୍ମିଣୀ ପ୍ରଦାୟିନୀ ପଟେଲ ଏବଂ ଚଳିତ ବର୍ଷର ବର କର୍ତ୍ତା ମଣ୍ଟୁ ପଟେଲ ଓ ସହଧର୍ମିଣୀ ସଙ୍ଗୀତା ପଟେଲ; କନ୍ୟାକର୍ତ୍ତା ପ୍ରଭାସ ପଟେଲ ଓ ସହଧର୍ମିଣୀ ମୋନାଲିସା ନାୟକ ଉପସ୍ଥିତ ରହି ପିତା ମାତା ଭାବେ ପୂଜା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଗଣ୍ଠଲା ଫିଟା ପରେ ଚଳିତ ବର୍ଷର କର୍ତ୍ତା ଦ୍ବୟ ବିଧିବଦ୍ଧ ଭାବେ ଶିବ ପାର୍ବତୀଙ୍କ ପିତା ମାତା ହେବାର ସୌଭାଗ୍ୟ ପ୍ରାପ୍ତ ହେଲେ। ପୂଜକ ସୁଶାନ୍ତ ମହାପାତ୍ର ପୂଜାକାର୍ଯ୍ୟ ତୁଲାଇଥିଲେ। ସଂଯୋଜକ ମଳୟ ବେହେରା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଆସନ୍ତା ଜୁନ୍ ମାସ ୧୮ ଓ ୧୯ ତାରିଖରେ ହେବାକୁ ଥିବା ଶୀତଳ ଷଷ୍ଠୀ ଯାତ୍ରା ଓ ଶଗଡ଼େଶ୍ବର ମହୋତ୍ସବ- ୨୦୨୬ ଶାନ୍ତି ଶୃଙ୍ଖଳାର ସହିତ ସମାପନ ପାଇଁ ସମସ୍ତ ଭକ୍ତ ଶ୍ରଦ୍ଧାଳୁଙ୍କ ସହଯୋଗ କାମନା କରିଥିଲେ। ଶୀତଳ ଷଷ୍ଠୀ ଯାତ୍ରା ଓ ଶଗଡେଶ୍ବର ମହୋତ୍ସବ କମିଟୀର ସଭାପତି ନୃପଲାଲ ପଲେଇ, ମନ୍ଦିର ପରିଚାଳନା କମିଟିର ସଭାପତି ରୁଦ୍ର ନାରାୟଣ ବେହେରା, ସମ୍ପାଦକ ସୁମନ୍ତ ବେହେରା, କୋଷାଧ୍ୟକ୍ଷ ରତନ ଲାଲ ସି‍ଂହ, ସୁରଥ ନାୟକ, ନରେନ୍ଦ୍ର ପଲେଇ, ହିତେଶ ପଲେଇ, ମିଲନ ପଲେଇ, ଆଶିଷ ପଟେଲ, ପ୍ରତାପ ବେହେରା, ଆକାଶ ମହାକୁଳ, ସ୍ବରୂପ ରଥ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନୀତିକାନ୍ତି କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ।

8 hrs ago
user_Rajendra Nayak
Rajendra Nayak
Voice of people ଜମନକିରା, ସମ୍ବଲପୁର, ଓଡ଼ିଶା•
8 hrs ago
45e9c252-5fd5-4dec-86fd-7741cd955151

ଶୀତଳ ଷଷ୍ଠୀ ଯାତ୍ରା ଓ ଶଗଡ଼େଶ୍ବର ମହୋତ୍ସବ- ୨୦୨୬ ପାଇଁ ଗଣ୍ଠିଲା ଫିଟା ଉତ୍ସବ ଆଜି ସୋମବାର ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପୂର୍ବାହ୍ନ ୧୦ ଘଟିକା ସମୟରେ ବାମଣ୍ଡା ଗଡ଼ଜାତର ସର୍ବପୁରାତନ ଶୈବପୀଠରେ ବାବା ଶଗଡ଼େଶ୍ବର ଓ ମାତା ପାର୍ବତୀଙ୍କ ଗଣ୍ଠଲା ଫିଟା ଉତ୍ସବ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ବହୁ ସଂଖ୍ୟକ ଭକ୍ତ ଶ୍ରଦ୍ଧାଳୁଙ୍କ ଉପସ୍ଥିତିରେ ଶଙ୍ଖ ଘଣ୍ଟ ହୁଳହୁଳି ଧ୍ୱନି ମଧ୍ୟରେ ଗଣ୍ଠଲା ଫିଟା ନୀତିକାନ୍ତି ସମ୍ପନ୍ନ

a0cba509-5e70-43d6-8446-ed7a15ffbb9f

ହୋଇଥିଲା। ବିଗତ ବର୍ଷର ବରକର୍ତ୍ତା ରବୀନ୍ଦ୍ର ନାରାୟଣ ପରିଡ଼ା ଓ ସହଧର୍ମିଣୀ ଗୀତାଞ୍ଜଳି ପରିଡ଼ା; କନ୍ୟାକର୍ତ୍ତା ଅକ୍ଷୟ ନାଏକ ଓ ସହଧର୍ମିଣୀ ପ୍ରଦାୟିନୀ ପଟେଲ ଏବଂ ଚଳିତ ବର୍ଷର ବର କର୍ତ୍ତା ମଣ୍ଟୁ ପଟେଲ ଓ ସହଧର୍ମିଣୀ ସଙ୍ଗୀତା ପଟେଲ; କନ୍ୟାକର୍ତ୍ତା ପ୍ରଭାସ ପଟେଲ ଓ ସହଧର୍ମିଣୀ ମୋନାଲିସା ନାୟକ ଉପସ୍ଥିତ ରହି ପିତା ମାତା ଭାବେ ପୂଜା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଗଣ୍ଠଲା ଫିଟା ପରେ ଚଳିତ ବର୍ଷର

6615ec46-dfc4-402a-b5da-4e99ab5cc85a

କର୍ତ୍ତା ଦ୍ବୟ ବିଧିବଦ୍ଧ ଭାବେ ଶିବ ପାର୍ବତୀଙ୍କ ପିତା ମାତା ହେବାର ସୌଭାଗ୍ୟ ପ୍ରାପ୍ତ ହେଲେ। ପୂଜକ ସୁଶାନ୍ତ ମହାପାତ୍ର ପୂଜାକାର୍ଯ୍ୟ ତୁଲାଇଥିଲେ। ସଂଯୋଜକ ମଳୟ ବେହେରା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଆସନ୍ତା ଜୁନ୍ ମାସ ୧୮ ଓ ୧୯ ତାରିଖରେ ହେବାକୁ ଥିବା ଶୀତଳ ଷଷ୍ଠୀ ଯାତ୍ରା ଓ ଶଗଡ଼େଶ୍ବର ମହୋତ୍ସବ- ୨୦୨୬ ଶାନ୍ତି ଶୃଙ୍ଖଳାର ସହିତ ସମାପନ ପାଇଁ ସମସ୍ତ ଭକ୍ତ ଶ୍ରଦ୍ଧାଳୁଙ୍କ ସହଯୋଗ କାମନା କରିଥିଲେ।

a4117453-f497-45e5-8048-0d35f5b09feb

ଶୀତଳ ଷଷ୍ଠୀ ଯାତ୍ରା ଓ ଶଗଡେଶ୍ବର ମହୋତ୍ସବ କମିଟୀର ସଭାପତି ନୃପଲାଲ ପଲେଇ, ମନ୍ଦିର ପରିଚାଳନା କମିଟିର ସଭାପତି ରୁଦ୍ର ନାରାୟଣ ବେହେରା, ସମ୍ପାଦକ ସୁମନ୍ତ ବେହେରା, କୋଷାଧ୍ୟକ୍ଷ ରତନ ଲାଲ ସି‍ଂହ, ସୁରଥ ନାୟକ, ନରେନ୍ଦ୍ର ପଲେଇ, ହିତେଶ ପଲେଇ, ମିଲନ ପଲେଇ, ଆଶିଷ ପଟେଲ, ପ୍ରତାପ ବେହେରା, ଆକାଶ ମହାକୁଳ, ସ୍ବରୂପ ରଥ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନୀତିକାନ୍ତି କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ।

More news from ଓଡ଼ିଶା and nearby areas
  • ଭାରତ ର ମହା ମହିମ ରାଷ୍ଟ୍ରପତିଙ୍କ ଝାରସୁଗୁଡ଼ା ଗ୍ରସ୍ତ ଥିବାରୁ ଆସନ୍ତା ୨୧ତା ଝାରସୁଗୁଡ଼ା ଡ୍ରୋନ୍ ଉଡାଣ ରେ କଟକଣା ଜାରି କଲା ଝାରସୁଗୁଡ଼ା ପ୍ରସାଶନ ।
    1
    ଭାରତ ର ମହା ମହିମ ରାଷ୍ଟ୍ରପତିଙ୍କ ଝାରସୁଗୁଡ଼ା ଗ୍ରସ୍ତ ଥିବାରୁ ଆସନ୍ତା ୨୧ତା ଝାରସୁଗୁଡ଼ା  ଡ୍ରୋନ୍ ଉଡାଣ ରେ କଟକଣା ଜାରି କଲା ଝାରସୁଗୁଡ଼ା ପ୍ରସାଶନ ।
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    11 hrs ago
  • ଜମନକିରା ବ୍ଲକ୍ ସଦର ମହକୁମା ରେ ଭଲ Patho Labs ଟିଏ ନ ଥିଲା। ଯେଉଁ ହାତ ଗଣତି Patho Labs ଥିଲା ସେଥିରେ ଅଳ୍ପ କିଛି ରକ୍ତ ପରୀକ୍ଷା ହୋଇପାରୁଥିଲା। ଫଳରେ ଉନ୍ନତମାନର ରକ୍ତପରୀକ୍ଷା ପାଇଁ ସମ୍ବଲପୁର ଓ ବୁର୍ଲା ସହର ଉପରେ ନିର୍ଭର କରିବାକୁ ପଡୁଥିଲା। ଆଜି ଠାରୁ Pathkind Labs ହେବା ଫଳରେ ଜମନକିରା ଓ ଦେବଗଡ଼ ଜିଲ୍ଲା ତିଲେଇବଣୀ ବ୍ଲକ୍ ୧୬ ଗୋଟି ଅଞ୍ଚଳ ର ଲୋକେ ଉପକୃତ ହୋଇପାରିବେ।
    3
    ଜମନକିରା ବ୍ଲକ୍ ସଦର ମହକୁମା ରେ ଭଲ Patho Labs ଟିଏ ନ ଥିଲା। ଯେଉଁ ହାତ ଗଣତି Patho Labs ଥିଲା ସେଥିରେ ଅଳ୍ପ କିଛି ରକ୍ତ ପରୀକ୍ଷା ହୋଇପାରୁଥିଲା। ଫଳରେ ଉନ୍ନତମାନର ରକ୍ତପରୀକ୍ଷା ପାଇଁ ସମ୍ବଲପୁର ଓ ବୁର୍ଲା ସହର ଉପରେ ନିର୍ଭର କରିବାକୁ ପଡୁଥିଲା। ଆଜି ଠାରୁ Pathkind Labs ହେବା ଫଳରେ ଜମନକିରା ଓ ଦେବଗଡ଼ ଜିଲ୍ଲା ତିଲେଇବଣୀ ବ୍ଲକ୍ ୧୬ ଗୋଟି ଅଞ୍ଚଳ ର ଲୋକେ ଉପକୃତ ହୋଇପାରିବେ।
    user_Rajendra Nayak
    Rajendra Nayak
    Voice of people ଜମନକିରା, ସମ୍ବଲପୁର, ଓଡ଼ିଶା•
    15 hrs ago
  • #PWDIB #Bamra कलर के नामपर फिर से हो रहा है लाखों का घोटाला #bamranews #CMOOdisha #bdobamra #bamrablock #LatestNews #BreakingNews #todaybamranews #dmsambalpur #panchayatirajministerodisha #pravatiparidabjp #BJPOdisha #nabinpatnaik
    1
    #PWDIB #Bamra कलर के नामपर फिर से हो रहा है लाखों का घोटाला #bamranews #CMOOdisha #bdobamra #bamrablock #LatestNews #BreakingNews #todaybamranews #dmsambalpur #panchayatirajministerodisha #pravatiparidabjp #BJPOdisha #nabinpatnaik
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    2 hrs ago
  • ଜନତାଙ୍କ ପ୍ରଶ୍ନ ଜନପ୍ରତିନିଧିଙ୍କୁ (ପ୍ରଥମ ଭାଗ)
    1
    ଜନତାଙ୍କ ପ୍ରଶ୍ନ ଜନପ୍ରତିନିଧିଙ୍କୁ (ପ୍ରଥମ ଭାଗ)
    user_Hemanta bhainsa
    Hemanta bhainsa
    Local News Reporter ସମ୍ବଲପୁର (M), ସମ୍ବଲପୁର, ଓଡ଼ିଶା•
    7 hrs ago
  • Post by Titu Dehuru
    1
    Post by Titu Dehuru
    user_Titu Dehuru
    Titu Dehuru
    Art Centre କୁଣ୍ଢେଇଗୋଲା, ଦେବଗଡ଼, ଓଡ଼ିଶା•
    14 hrs ago
  • ପବିତ୍ର ଅକ୍ଷୟ ତୃତୀୟା ଦିବସ ଅବସରରେ ଜିଲ୍ଲା ସ୍ତରୀୟ କୃଷକ ଦିବସ ତଥା ଅକ୍ଷୟ ତୃତୀୟା ପାଳନ ଏବଂ ଅଖି ମୁଠି ଅନୁକୂଳ । ଦେବଗଡ଼, ତା ୨୦.୦୪.୨୦୨୬ ଆଜି ପବିତ୍ର ଅକ୍ଷୟ ତୃତୀୟ ଦିବସ ଅବସରରେ ବାରକୋଟ ବ୍ଲକ୍ ବିଜୟନଗର ସରଣିପାଟ ପଡ଼ିଆ ପରିସରରେ ଜିଲ୍ଲା ସ୍ତରୀୟ କୃଷକ ଦିବସ ତଥା ଅକ୍ଷୟ ତୃତୀୟା ପାଳନ ସମାରୋହ ଏବଂ ଅଖି ମୁଠି ଅନୁକୂଳ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ବାଳ, ଓ ବରୋଣ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସଞ୍ଜୟ କୁମାର ପାତ୍ର ଓ କୃଷକ ଉପଦେଷ୍ଠା ମଣ୍ଡଳୀର ଅଧ୍ୟକ୍ଷ ଭରତ ଭୁଷଣ ପ୍ରଧାନ ଯୋଗଦେଇ ଅଖି ମୁଠି ଅନୁକୂଳ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ପରେ ପରେ ସାଧାରଣ ସଭା କାର୍ଯ୍ୟକ୍ରମ ରେ ଯୋଗଦେଇ ମାନ୍ୟବର ମୁଖ୍ୟ ମନ୍ତ୍ରୀ ଦ୍ୱାରା ସି ଏମ କିଶାନ ସହାୟତା ରାଶି ପ୍ରଦାନର ସିଧା ପ୍ରସାରଣ କରାଯାଇଥିଲା । ଆଜିର ଦିନରେ ଚାଷୀ ଭାଇ ମାନେ ଧାନ ବୁଣିବେ ଏବଂ ଆମ୍ଭ ମାନଙ୍କୁ ବର୍ଷକ ପର୍ଯ୍ୟନ୍ତ ଆହାର ଯୋଗାଇଦେବେ। ୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ଭାରତ ଭାବେ ଗଢିତୋଳିବାକୁ ଆମର ଯଶଶ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଭାରତକୁ ଚାରୋଟି ଶ୍ରେଣୀରେ ବିଭକ୍ତ କରିଛନ୍ତି। ଯେଉଁଥିରେ କୃଷକ ସଶକ୍ତିକରଣ ଅନନ୍ୟ ଅଟେ। ବିକଶିତ ଭାରତ ଗଠନ କରିବାକୁ ହେଲେ ପ୍ରଥମେ ଚାଷୀ ଭାଇଙ୍କୁ ସୁଦୃଢ କରିବାକୁ ପଡ଼ିବ ଏବଂ କୃଷିକୁ ପ୍ରାଧାନ୍ୟ ଦେବାକୁ ପଡ଼ିବ। କୃଷକ ମାନଙ୍କ ନିମିତ୍ତ ପ୍ରଣୀତ ସମସ୍ତ ସରକାରୀ ଯୋଜନା ତୃଣମୂଳ ସ୍ତରରେ ପହଞ୍ଚିବା ଦରକାର ଏବଂ ଚାଷୀ ଭାଇମାନଙ୍କ ପାଖରେ ପହଞ୍ଚିବା ଦରକାର ଯାହା ଫଳରେ ସେମାନେ ଉପକୃତ ହୋଇପାରିବେ। ଦେବଗଡ଼ ଜିଲ୍ଲାରେ ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା ସି ଏମ କିଶାନ ସହାୟତା ରାଶି ଜିଲ୍ଲାରେ ୪୧୮୮୩ ଜଣ ଚାଷୀଙ୍କୁ ଆଜି ୨୦୦୦ ଟଙ୍କା ଲେଖାଏଁ ଡି ବୀ ଟି ମାଧ୍ୟମରେ ସିଧାସଳଖ ଚାଷୀର ଖାତା କୁ ପ୍ରଦାନ କରଯାଇଥିଲା। ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ, ଓ ଚାଷୀ ମାନେ ଉପସ୍ଥିତ ଥିଲେ।
    2
    ପବିତ୍ର ଅକ୍ଷୟ ତୃତୀୟା ଦିବସ ଅବସରରେ ଜିଲ୍ଲା ସ୍ତରୀୟ କୃଷକ ଦିବସ ତଥା ଅକ୍ଷୟ ତୃତୀୟା ପାଳନ ଏବଂ ଅଖି ମୁଠି ଅନୁକୂଳ ।
ଦେବଗଡ଼, ତା ୨୦.୦୪.୨୦୨୬ 
ଆଜି ପବିତ୍ର ଅକ୍ଷୟ ତୃତୀୟ ଦିବସ ଅବସରରେ ବାରକୋଟ ବ୍ଲକ୍ ବିଜୟନଗର ସରଣିପାଟ ପଡ଼ିଆ ପରିସରରେ  ଜିଲ୍ଲା ସ୍ତରୀୟ କୃଷକ ଦିବସ  ତଥା ଅକ୍ଷୟ ତୃତୀୟା ପାଳନ ସମାରୋହ ଏବଂ ଅଖି ମୁଠି ଅନୁକୂଳ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ବାଳ, ଓ ବରୋଣ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସଞ୍ଜୟ କୁମାର ପାତ୍ର ଓ କୃଷକ ଉପଦେଷ୍ଠା ମଣ୍ଡଳୀର ଅଧ୍ୟକ୍ଷ ଭରତ ଭୁଷଣ ପ୍ରଧାନ ଯୋଗଦେଇ ଅଖି  ମୁଠି ଅନୁକୂଳ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ପରେ ପରେ ସାଧାରଣ ସଭା କାର୍ଯ୍ୟକ୍ରମ ରେ ଯୋଗଦେଇ ମାନ୍ୟବର ମୁଖ୍ୟ ମନ୍ତ୍ରୀ ଦ୍ୱାରା ସି ଏମ କିଶାନ ସହାୟତା ରାଶି ପ୍ରଦାନର ସିଧା ପ୍ରସାରଣ କରାଯାଇଥିଲା । ଆଜିର ଦିନରେ ଚାଷୀ ଭାଇ ମାନେ ଧାନ ବୁଣିବେ ଏବଂ ଆମ୍ଭ ମାନଙ୍କୁ ବର୍ଷକ ପର୍ଯ୍ୟନ୍ତ ଆହାର ଯୋଗାଇଦେବେ। ୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ଭାରତ ଭାବେ ଗଢିତୋଳିବାକୁ ଆମର ଯଶଶ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଭାରତକୁ ଚାରୋଟି ଶ୍ରେଣୀରେ ବିଭକ୍ତ କରିଛନ୍ତି। ଯେଉଁଥିରେ କୃଷକ ସଶକ୍ତିକରଣ ଅନନ୍ୟ ଅଟେ। ବିକଶିତ ଭାରତ ଗଠନ କରିବାକୁ ହେଲେ ପ୍ରଥମେ ଚାଷୀ ଭାଇଙ୍କୁ ସୁଦୃଢ କରିବାକୁ ପଡ଼ିବ ଏବଂ କୃଷିକୁ ପ୍ରାଧାନ୍ୟ ଦେବାକୁ ପଡ଼ିବ। କୃଷକ ମାନଙ୍କ ନିମିତ୍ତ ପ୍ରଣୀତ ସମସ୍ତ ସରକାରୀ ଯୋଜନା ତୃଣମୂଳ ସ୍ତରରେ ପହଞ୍ଚିବା ଦରକାର ଏବଂ ଚାଷୀ ଭାଇମାନଙ୍କ ପାଖରେ ପହଞ୍ଚିବା ଦରକାର ଯାହା ଫଳରେ ସେମାନେ ଉପକୃତ ହୋଇପାରିବେ।  ଦେବଗଡ଼ ଜିଲ୍ଲାରେ ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା ସି ଏମ କିଶାନ ସହାୟତା ରାଶି ଜିଲ୍ଲାରେ ୪୧୮୮୩ ଜଣ ଚାଷୀଙ୍କୁ ଆଜି ୨୦୦୦ ଟଙ୍କା ଲେଖାଏଁ ଡି ବୀ ଟି ମାଧ୍ୟମରେ  ସିଧାସଳଖ ଚାଷୀର ଖାତା କୁ ପ୍ରଦାନ କରଯାଇଥିଲା। ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ, ଓ ଚାଷୀ ମାନେ ଉପସ୍ଥିତ ଥିଲେ।
    user_ବାରକୋଟ ଖବର
    ବାରକୋଟ ଖବର
    Court reporter ବରକୋଟ, ଦେବଗଡ଼, ଓଡ଼ିଶା•
    2 hrs ago
  • ଏହି ଦୃଶ୍ୟଟି ଝାରସୁଗୁଡା ର ନୂଆ ବସ୍ ଷ୍ଟାଣ୍ଡ୍ ଓଭର୍ ବ୍ରିଜ୍ ର ଦୃଶ୍ୟ ଜଣେ ମହିଳା ଯାତ୍ରୀ ଠିଆ ହୋଇଥିବା ଏକ ଓଟୋ ରେ ବସିଦେଲେ ବୋଲି ଜଣେ ବସର କର୍ମଚାରୀ ଓଟୋ driver କୁ ମାଡ଼ ମାରୁଛନ୍ତି କାରଣ ସେହି ସମୟଟି ବସ୍ ର paasenger ଚଢେଇବାର ସମୟ।ଦେଖନ୍ତୁ କେମିତି ବସ କର୍ମଚାରୀ ଅଟୋ ଡ୍ରାଇଭର କୁ ମାରି ଲହୁଲୁହାଣ କରିଛନ୍ତି। ମହିଳା ଯାତ୍ରୀ ଜଣକ ଅନେକ ମନା କରିବା ସତ୍ୱେ ବସ କର୍ମଚାରୀ ମାନି ନଥିଲା। ଏମିତି ଝଗଡ଼ା କରିବା କଣ ଠିକ କି ? ଯାହାର୍ ମନ ଯେମିତି ଲାଗିବ ସେମିତି ଯିବ। ଏଇଟା ବସବାଲା ର ଦାଦାଗିରି ନୁହେଁ କି ? ଅନୁରୋଧ ଏମିତି ବସ କର୍ମଚାରୀଙ୍କୁ ଗିରଫ କରିବାସହିତ ତାଙ୍କୁ ବ୍ୟାନ କରାଯାଉ। ଏବଂ ବସ ମାଲିକଙ୍କୁ ବି ଅନୁରୋଧ ଏଭଳି କର୍ମଚାରୀ ରଖନ୍ତୁ ନାହିଁ କାରଣ ସାଧାରଣ ଜନତା ଯେମିତି ଏବଂ ଯାଉଥିରେ ଚାହିଁବେ ସେମିତି ଯିବେ। କଣ ଜୋରଜବରଜସ୍ତ ଜିବେକି?
    1
    ଏହି ଦୃଶ୍ୟଟି ଝାରସୁଗୁଡା ର ନୂଆ ବସ୍ ଷ୍ଟାଣ୍ଡ୍ ଓଭର୍ ବ୍ରିଜ୍ ର ଦୃଶ୍ୟ ଜଣେ ମହିଳା ଯାତ୍ରୀ ଠିଆ ହୋଇଥିବା ଏକ ଓଟୋ ରେ ବସିଦେଲେ ବୋଲି ଜଣେ ବସର କର୍ମଚାରୀ ଓଟୋ driver କୁ ମାଡ଼ ମାରୁଛନ୍ତି କାରଣ ସେହି ସମୟଟି ବସ୍ ର paasenger ଚଢେଇବାର ସମୟ।ଦେଖନ୍ତୁ  କେମିତି ବସ କର୍ମଚାରୀ ଅଟୋ ଡ୍ରାଇଭର କୁ ମାରି ଲହୁଲୁହାଣ କରିଛନ୍ତି। ମହିଳା ଯାତ୍ରୀ ଜଣକ ଅନେକ ମନା କରିବା ସତ୍ୱେ ବସ କର୍ମଚାରୀ ମାନି ନଥିଲା। ଏମିତି ଝଗଡ଼ା କରିବା କଣ ଠିକ କି ? ଯାହାର୍ ମନ ଯେମିତି ଲାଗିବ ସେମିତି ଯିବ। ଏଇଟା ବସବାଲା ର ଦାଦାଗିରି ନୁହେଁ କି ? ଅନୁରୋଧ ଏମିତି ବସ କର୍ମଚାରୀଙ୍କୁ ଗିରଫ କରିବାସହିତ ତାଙ୍କୁ ବ୍ୟାନ କରାଯାଉ। ଏବଂ ବସ ମାଲିକଙ୍କୁ ବି ଅନୁରୋଧ ଏଭଳି କର୍ମଚାରୀ ରଖନ୍ତୁ ନାହିଁ କାରଣ ସାଧାରଣ ଜନତା ଯେମିତି ଏବଂ ଯାଉଥିରେ ଚାହିଁବେ ସେମିତି ଯିବେ। କଣ ଜୋରଜବରଜସ୍ତ ଜିବେକି?
    user_Soubhagya Ranjan Sahu
    Soubhagya Ranjan Sahu
    Belpahar, Jharsuguda•
    6 hrs ago
  • ଆଜି ପବିତ୍ର ଅକ୍ଷୟ ତୃତୀୟା ଆଜି ଠାରୁ ମହାପ୍ରଭୁଙ୍କ ରଥଯାତ୍ରା ର ରଥକାଠ ଅନୁକୂଳ ହୋଇଥାଏ ଏବଂ ଚାଷୀ ଭାଇମାନେ କ୍ଷେତରେ ଧାନ ବୁଣା ଆରମ୍ଭ କରିଥାନ୍ତି।
    1
    ଆଜି ପବିତ୍ର ଅକ୍ଷୟ ତୃତୀୟା ଆଜି ଠାରୁ ମହାପ୍ରଭୁଙ୍କ ରଥଯାତ୍ରା ର ରଥକାଠ ଅନୁକୂଳ ହୋଇଥାଏ ଏବଂ ଚାଷୀ ଭାଇମାନେ କ୍ଷେତରେ ଧାନ ବୁଣା ଆରମ୍ଭ କରିଥାନ୍ତି।
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    15 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.