logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

4 hrs ago
user_Munika
Munika
ଦେବଗଡ଼, ଦେବଗଡ଼, ଓଡ଼ିଶା•
4 hrs ago

More news from ଓଡ଼ିଶା and nearby areas
  • Post by Munika
    1
    Post by Munika
    user_Munika
    Munika
    ଦେବଗଡ଼, ଦେବଗଡ଼, ଓଡ଼ିଶା•
    4 hrs ago
  • ରାସ୍ତାରେ ଲାଗି ଥିବା ସି. ସି .ଟିଭି ରେ କଏଦ ଚେନ ଚୋରି କରିବା ର ଦୃଶ୍ୟ ।
    1
    ରାସ୍ତାରେ ଲାଗି ଥିବା ସି. ସି .ଟିଭି ରେ କଏଦ ଚେନ ଚୋରି କରିବା ର ଦୃଶ୍ୟ ।
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    14 hrs ago
  • ନାରୀଙ୍କ ସମ୍ମାନ, ସୁରକ୍ଷା ଓ ସ୍ୱାବଲମ୍ବନକୁ ଡବଲ ଇଞ୍ଜିନ ସରକାର ସର୍ବଦା ପ୍ରାଥମିକତା ଦେଇ ଆସୁଛନ୍ତି । ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ମାଧ୍ୟମରେ ଦେଶର ନିଷ୍ପତ୍ତି ନିର୍ମାଣରେ ନାରୀଙ୍କ ଭୂମିକା ଆହୁରି ସୁଦୃଢ଼ ହେଉଛି। ଏହା କେବଳ ଏକ ଆଇନ ନୁହେଁ, ବରଂ ସମାନ ଅଧିକାର ଓ ସମୃଦ୍ଧ ଭବିଷ୍ୟତ ପାଇଁ ଏକ ଦୃଢ଼ ପଦକ୍ଷେପ । ଓଡ଼ିଶାରେ ନାରୀଙ୍କ ସାମର୍ଥ୍ୟ, ସ୍ୱାଭିମାନ ଓ ସଫଳତାକୁ ଆଗକୁ ଆଣିବା ପାଇଁ ଆମ ସରକାର ସର୍ବଦା ପ୍ରତିବଦ୍ଧ। Women-led Development ର ଏହି ଯାତ୍ରାରେ, ନାରୀମାନେ ହେଉଛନ୍ତି ସମୃଦ୍ଧ ଓଡ଼ିଶାର ଶକ୍ତି ଓ ପ୍ରେରଣା। #NariShaktiVandan
    1
    ନାରୀଙ୍କ ସମ୍ମାନ, ସୁରକ୍ଷା ଓ ସ୍ୱାବଲମ୍ବନକୁ ଡବଲ ଇଞ୍ଜିନ ସରକାର ସର୍ବଦା ପ୍ରାଥମିକତା ଦେଇ ଆସୁଛନ୍ତି । ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ମାଧ୍ୟମରେ ଦେଶର ନିଷ୍ପତ୍ତି ନିର୍ମାଣରେ ନାରୀଙ୍କ ଭୂମିକା ଆହୁରି ସୁଦୃଢ଼ ହେଉଛି। ଏହା କେବଳ ଏକ ଆଇନ ନୁହେଁ, ବରଂ ସମାନ ଅଧିକାର ଓ ସମୃଦ୍ଧ ଭବିଷ୍ୟତ ପାଇଁ ଏକ ଦୃଢ଼ ପଦକ୍ଷେପ । ଓଡ଼ିଶାରେ ନାରୀଙ୍କ ସାମର୍ଥ୍ୟ, ସ୍ୱାଭିମାନ ଓ ସଫଳତାକୁ ଆଗକୁ ଆଣିବା ପାଇଁ ଆମ ସରକାର ସର୍ବଦା ପ୍ରତିବଦ୍ଧ। Women-led Development ର ଏହି ଯାତ୍ରାରେ, ନାରୀମାନେ ହେଉଛନ୍ତି ସମୃଦ୍ଧ ଓଡ଼ିଶାର ଶକ୍ତି ଓ ପ୍ରେରଣା। #NariShaktiVandan
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    3 hrs ago
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    କୋଲିୟରୀ, ଅନୁଗୁଳ, ଓଡ଼ିଶା•
    9 hrs ago
  • Post by Manoj Kumar Achary
    1
    Post by Manoj Kumar Achary
    user_Manoj Kumar Achary
    Manoj Kumar Achary
    ସମ୍ବଲପୁର (M), ସମ୍ବଲପୁର, ଓଡ଼ିଶା•
    17 hrs ago
  • ତାଳଚେର ବାଇପାସ ସ୍ଥିତ ଗ୍ରୀନପାର୍କ ଠାରେ ଉତ୍କଳ ସାମ୍ବାଦିକ ସଂଘ, ଓଡିଶା ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଏଥିରେ ରାଜ୍ୟ ସଭାପତି ବିଭୁତି ଭୂଷଣ କର, ସାଧାରଣ ସମ୍ପାଦକ ବେଣୁଧର ପଣ୍ଡା ଓ ରାଜ୍ୟର ବିଭିନ୍ନ ଜିଲ୍ଲା ସଭାପତି ମାନେ ଉପସ୍ଥିତ ଥିଲେ l
    1
    ତାଳଚେର ବାଇପାସ ସ୍ଥିତ ଗ୍ରୀନପାର୍କ ଠାରେ ଉତ୍କଳ ସାମ୍ବାଦିକ ସଂଘ, ଓଡିଶା ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଏଥିରେ ରାଜ୍ୟ ସଭାପତି ବିଭୁତି ଭୂଷଣ କର, ସାଧାରଣ ସମ୍ପାଦକ ବେଣୁଧର ପଣ୍ଡା ଓ ରାଜ୍ୟର ବିଭିନ୍ନ ଜିଲ୍ଲା ସଭାପତି ମାନେ ଉପସ୍ଥିତ ଥିଲେ l
    user_Priyamadhaba Das
    Priyamadhaba Das
    Journalists Talcher Sadar, Anugul•
    2 hrs ago
  • ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ପୁରୁଣା କଟକ ସତସଙ୍ଗ କେନ୍ଦ୍ର ନିକଟରେ ବାଇକ ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହେବା ଫଳରେ ଜଣେ ବାଇକ ଅରୋହିଙ୍କ ମୃତ୍ୟୁ ହୋଇଥିବା ବେଳେ ଓ ଜଣେ ଗୁରୁତର ହୋଇଛନ୍ତି । ମୃତକ ରାଜେଶ ନାଏକ ହୋଇଥିବା ବେଳେ ଗୁରୁତର ଜଣକ ହେଲେ ଜଗନ୍ନାଥ ନାଏକ । ଉଭୟଙ୍କ ଘର ବୌଦ୍ଧ ଥାନା ରାମ୍ଭିକଟା ଗ୍ରାମରେ । ମିଳିଥିବା ​ସୂଚନା ଅନୁଯାୟୀ, ବୌଦ୍ଧ ଜିଲ୍ଲା ରାମ୍ଭିକଟା ଗ୍ରାମର ରାଜେଶ ଏବଂ ଜଗନ୍ନାଥ ଏକ ବାଇକ ଯୋଗେ ଭୋର ସମୟରେ ନିଜ ଘର ରାମ୍ଭିକଟାକୁ ଫେରୁଥିଲେ। ପୁରୁଣାକଟକ ଥାନା ସତସଙ୍ଗ କେନ୍ଦ୍ର ନିକଟରେ ବାଇକଟି ଭାରସାମ୍ୟ ହରାଇ ରାସ୍ତା କଡ଼ର ଏକ ଗଛକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ରାଜେଶଙ୍କର ମୃତ୍ୟୁ ଘଟିଥିଲା। ​ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଜଗନ୍ନାଥଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ହେବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ବୌଦ୍ଧ ଓ ସକାଳେ ବୁର୍ଲା ଭୀମସାରକୁ ସ୍ଥାନାନ୍ତର କରାଯାଇଛି। ପୁରୁଣାକଟକ ପୋଲିସ ପୁରୁଣା କଟକ ଡାକ୍ତର ଖାନାରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି |
    1
    ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ପୁରୁଣା କଟକ ସତସଙ୍ଗ କେନ୍ଦ୍ର ନିକଟରେ ବାଇକ ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହେବା ଫଳରେ ଜଣେ ବାଇକ ଅରୋହିଙ୍କ ମୃତ୍ୟୁ ହୋଇଥିବା ବେଳେ ଓ ଜଣେ ଗୁରୁତର ହୋଇଛନ୍ତି ।  ମୃତକ  ରାଜେଶ  ନାଏକ ହୋଇଥିବା ବେଳେ ଗୁରୁତର ଜଣକ ହେଲେ ଜଗନ୍ନାଥ ନାଏକ । ଉଭୟଙ୍କ ଘର ବୌଦ୍ଧ ଥାନା ରାମ୍ଭିକଟା ଗ୍ରାମରେ । ମିଳିଥିବା ​ସୂଚନା ଅନୁଯାୟୀ, ବୌଦ୍ଧ ଜିଲ୍ଲା ରାମ୍ଭିକଟା ଗ୍ରାମର ରାଜେଶ ଏବଂ ଜଗନ୍ନାଥ ଏକ ବାଇକ ଯୋଗେ ଭୋର ସମୟରେ ନିଜ ଘର  ରାମ୍ଭିକଟାକୁ ଫେରୁଥିଲେ। ପୁରୁଣାକଟକ ଥାନା ସତସଙ୍ଗ କେନ୍ଦ୍ର ନିକଟରେ ବାଇକଟି ଭାରସାମ୍ୟ ହରାଇ ରାସ୍ତା କଡ଼ର ଏକ ଗଛକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ରାଜେଶଙ୍କର ମୃତ୍ୟୁ ଘଟିଥିଲା। ​ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଜଗନ୍ନାଥଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ହେବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ବୌଦ୍ଧ ଓ ସକାଳେ ବୁର୍ଲା ଭୀମସାରକୁ ସ୍ଥାନାନ୍ତର କରାଯାଇଛି। ପୁରୁଣାକଟକ ପୋଲିସ ପୁରୁଣା କଟକ ଡାକ୍ତର ଖାନାରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି |
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    3 hrs ago
  • ଭୁବନେଶ୍ୱର ରୁ ରୋଗି ଛାଡି ଫେରୁଥିବା ଆମ୍ବୁଲାନ୍ସ ରାସ୍ତାରେ ଆକସିଡେଣ୍ଟ ରୋଗୀ ର ପୁଅ ମୃତ ଡ୍ରାଇଭର ସଂକଟାପନ୍ନ ଭାବେ ମେଡିକାଲ ରେ ଭତ୍ତୀ
    1
    ଭୁବନେଶ୍ୱର ରୁ ରୋଗି ଛାଡି ଫେରୁଥିବା ଆମ୍ବୁଲାନ୍ସ ରାସ୍ତାରେ ଆକସିଡେଣ୍ଟ ରୋଗୀ ର ପୁଅ ମୃତ ଡ୍ରାଇଭର ସଂକଟାପନ୍ନ ଭାବେ ମେଡିକାଲ ରେ ଭତ୍ତୀ
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    16 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.