logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଶିବିର କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଲକ୍ଷ୍ମୀପୁର ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଉପସ୍ଥିତ ରହି ସାଧାରଣ ଲୋକଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟାର ଶୁଣାଣି କରିଥିଲେ। ମୋଟ ୨୧ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ସେଥିମଧ୍ୟରୁ ୮ଟି ବ୍ୟକ୍ତିଗତ ଏବଂ ୧୩ଟି ଗୋଷ୍ଠୀଗତ ସମସ୍ୟା ସମ୍ବନ୍ଧୀୟ ଥିଲା। ଏହାମଧ୍ୟରୁ ଗୋଟିଏ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ସୂଚନା ମିଳିଛି। ଲକ୍ଷ୍ମୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସବ୍ୟସାଚୀ ବେହେରାଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆମ୍ବିତ ମହାନ୍ତି, ଉପଜିଲ୍ଲାପାଳ ପ୍ରେମଲାଲ ହିଆଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବର, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼. ଶିବ ସାଇ ସ୍ୱରୂପ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଆଇ କୁଲେଶିକା ଓ ତହସିଲଦାର ନୈବେଦ୍ୟ ଭୋଇ ସହ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ। କୋରାପୁଟ ରୁ ମଦନମୋହନ ସବୁ ଙ୍କ ରିପୋର୍ଟ କେବିକେ ଦର୍ପଣ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଶିବିର କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଲକ୍ଷ୍ମୀପୁର ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଉପସ୍ଥିତ ରହି ସାଧାରଣ ଲୋକଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟାର ଶୁଣାଣି କରିଥିଲେ। ମୋଟ ୨୧ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ସେଥିମଧ୍ୟରୁ ୮ଟି ବ୍ୟକ୍ତିଗତ ଏବଂ ୧୩ଟି ଗୋଷ୍ଠୀଗତ ସମସ୍ୟା ସମ୍ବନ୍ଧୀୟ ଥିଲା। ଏହାମଧ୍ୟରୁ ଗୋଟିଏ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ସୂଚନା ମିଳିଛି। ଲକ୍ଷ୍ମୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସବ୍ୟସାଚୀ ବେହେରାଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆମ୍ବିତ ମହାନ୍ତି, ଉପଜିଲ୍ଲାପାଳ ପ୍ରେମଲାଲ ହିଆଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବର, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼. ଶିବ ସାଇ ସ୍ୱରୂପ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଆଇ କୁଲେଶିକା ଓ ତହସିଲଦାର ନୈବେଦ୍ୟ ଭୋଇ ସହ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ। କୋରାପୁଟ ରୁ ମଦନମୋହନ ସବୁ ଙ୍କ ରିପୋର୍ଟ କେବିକେ ଦର୍ପଣ

1 hr ago
user_Kbk Darpan
Kbk Darpan
କୋରାପୁଟ ଟାଉନ୍, କୋରାପୁଟ, ଓଡ଼ିଶା•

More news from ଓଡ଼ିଶା and nearby areas
  • ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଶିବିର କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଲକ୍ଷ୍ମୀପୁର ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଉପସ୍ଥିତ ରହି ସାଧାରଣ ଲୋକଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟାର ଶୁଣାଣି କରିଥିଲେ। ମୋଟ ୨୧ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ସେଥିମଧ୍ୟରୁ ୮ଟି ବ୍ୟକ୍ତିଗତ ଏବଂ ୧୩ଟି ଗୋଷ୍ଠୀଗତ ସମସ୍ୟା ସମ୍ବନ୍ଧୀୟ ଥିଲା। ଏହାମଧ୍ୟରୁ ଗୋଟିଏ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ସୂଚନା ମିଳିଛି। ଲକ୍ଷ୍ମୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସବ୍ୟସାଚୀ ବେହେରାଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆମ୍ବିତ ମହାନ୍ତି, ଉପଜିଲ୍ଲାପାଳ ପ୍ରେମଲାଲ ହିଆଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବର, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼. ଶିବ ସାଇ ସ୍ୱରୂପ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଆଇ କୁଲେଶିକା ଓ ତହସିଲଦାର ନୈବେଦ୍ୟ ଭୋଇ ସହ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ। କୋରାପୁଟ ରୁ ମଦନମୋହନ ସବୁ ଙ୍କ ରିପୋର୍ଟ କେବିକେ ଦର୍ପଣ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଶିବିର କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଲକ୍ଷ୍ମୀପୁର ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଉପସ୍ଥିତ ରହି ସାଧାରଣ ଲୋକଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟାର ଶୁଣାଣି କରିଥିଲେ। ମୋଟ ୨୧ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ସେଥିମଧ୍ୟରୁ ୮ଟି ବ୍ୟକ୍ତିଗତ ଏବଂ ୧୩ଟି ଗୋଷ୍ଠୀଗତ ସମସ୍ୟା ସମ୍ବନ୍ଧୀୟ ଥିଲା। ଏହାମଧ୍ୟରୁ ଗୋଟିଏ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ସୂଚନା ମିଳିଛି। ଲକ୍ଷ୍ମୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସବ୍ୟସାଚୀ ବେହେରାଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆମ୍ବିତ ମହାନ୍ତି, ଉପଜିଲ୍ଲାପାଳ ପ୍ରେମଲାଲ ହିଆଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବର, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼. ଶିବ ସାଇ ସ୍ୱରୂପ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଆଇ କୁଲେଶିକା ଓ ତହସିଲଦାର ନୈବେଦ୍ୟ ଭୋଇ ସହ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ। କୋରାପୁଟ ରୁ ମଦନମୋହନ ସବୁ ଙ୍କ ରିପୋର୍ଟ କେବିକେ ଦର୍ପଣ
    1
    ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଶିବିର
କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଲକ୍ଷ୍ମୀପୁର ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଉପସ୍ଥିତ ରହି ସାଧାରଣ ଲୋକଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟାର ଶୁଣାଣି କରିଥିଲେ।
ମୋଟ ୨୧ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ସେଥିମଧ୍ୟରୁ ୮ଟି ବ୍ୟକ୍ତିଗତ ଏବଂ ୧୩ଟି ଗୋଷ୍ଠୀଗତ ସମସ୍ୟା ସମ୍ବନ୍ଧୀୟ ଥିଲା। ଏହାମଧ୍ୟରୁ ଗୋଟିଏ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ସୂଚନା ମିଳିଛି।
ଲକ୍ଷ୍ମୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସବ୍ୟସାଚୀ ବେହେରାଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆମ୍ବିତ ମହାନ୍ତି, ଉପଜିଲ୍ଲାପାଳ ପ୍ରେମଲାଲ ହିଆଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବର, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼. ଶିବ ସାଇ ସ୍ୱରୂପ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଆଇ କୁଲେଶିକା ଓ ତହସିଲଦାର ନୈବେଦ୍ୟ ଭୋଇ ସହ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।
କୋରାପୁଟ ରୁ ମଦନମୋହନ ସବୁ ଙ୍କ ରିପୋର୍ଟ କେବିକେ ଦର୍ପଣ

  • କୋରାପୁଟ ଜିଲ୍ଲା ଦାମନଯୋଡିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହାର ଚନ୍ଦନ ଯାତ୍ରା ଶେଷ ହୋଇଛି। ଏହି ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ଶ୍ରୀଜୀଉଙ୍କ ଚାପଖେଳ ଅନୁଷ୍ଠିତ ହୋଇଥିଲା, ଯାହା ଦେଖିବାକୁ ବହୁ ସଂଖ୍ୟକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ଭଜନ ମଣ୍ଡଳୀ ଓ ସଂକୀର୍ତ୍ତନରେ ସମଗ୍ର ଅଞ୍ଚଳ ଭକ୍ତିମୟ ହୋଇଉଠିଥିଲା।
    1
    କୋରାପୁଟ ଜିଲ୍ଲା ଦାମନଯୋଡିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହାର ଚନ୍ଦନ ଯାତ୍ରା ଶେଷ ହୋଇଛି। ଏହି ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ଶ୍ରୀଜୀଉଙ୍କ ଚାପଖେଳ ଅନୁଷ୍ଠିତ ହୋଇଥିଲା, ଯାହା ଦେଖିବାକୁ ବହୁ ସଂଖ୍ୟକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ଭଜନ ମଣ୍ଡଳୀ ଓ ସଂକୀର୍ତ୍ତନରେ ସମଗ୍ର ଅଞ୍ଚଳ ଭକ୍ତିମୟ ହୋଇଉଠିଥିଲା।
    user_Manas Ranjan Kar
    Manas Ranjan Kar
    Insurance Agent ଦାମନଯୋଡି, କୋରାପୁଟ, ଓଡ଼ିଶା•
    20 hrs ago
  • ଓଡ଼ିଶା ଅମଲା ସଂଘର ଜୟପୁର ବୈଠକରେ ରାଜ୍ୟ ନେତୃବୃନ୍ଦଙ୍କ ବିରୋଧରେ ସଙ୍ଗୀନ ଆର୍ଥିକ ଅନିୟମିତତା ଅଭିଯୋଗ ଆଲୋଚନା ହୋଇଛି। ସଂଘର ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ନେଇ ଏଥିରେ ଖୁଲାସା କରାଯାଇଛି।
    1
    ଓଡ଼ିଶା ଅମଲା ସଂଘର ଜୟପୁର ବୈଠକରେ ରାଜ୍ୟ ନେତୃବୃନ୍ଦଙ୍କ ବିରୋଧରେ ସଙ୍ଗୀନ ଆର୍ଥିକ ଅନିୟମିତତା ଅଭିଯୋଗ ଆଲୋଚନା ହୋଇଛି। ସଂଘର ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ନେଇ ଏଥିରେ ଖୁଲାସା କରାଯାଇଛି।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    23 hrs ago
  • କୋରାପୁଟ ଜିଲ୍ଲାର ଦଶମନ୍ତପୁର ବ୍ଲକର ମାଛପୁଟରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୁଇ ବର୍ଷ ହେଲା ବନ୍ଦ ପଡ଼ିଛି। ଏହି କାରଣରୁ ୮ ଖଣ୍ଡ ଗାଁର ହଜାର ହଜାର ଲୋକ ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ହୋଇଛନ୍ତି ଏବଂ ଲକ୍ଷାଧିକ ଟଙ୍କାର ଔଷଧ ନଷ୍ଟ ହୋଇଛି। ଓଡ଼ିଶାର ଏହି ଅଞ୍ଚଳର ଲୋକେ ତୁରନ୍ତ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତି ଦାବି କରି ଆନ୍ଦୋଳନର ଚେତାବନୀ ଦେଇଛନ୍ତି।
    1
    କୋରାପୁଟ ଜିଲ୍ଲାର ଦଶମନ୍ତପୁର ବ୍ଲକର ମାଛପୁଟରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୁଇ ବର୍ଷ ହେଲା ବନ୍ଦ ପଡ଼ିଛି। ଏହି କାରଣରୁ ୮ ଖଣ୍ଡ ଗାଁର ହଜାର ହଜାର ଲୋକ ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ହୋଇଛନ୍ତି ଏବଂ ଲକ୍ଷାଧିକ ଟଙ୍କାର ଔଷଧ ନଷ୍ଟ ହୋଇଛି। ଓଡ଼ିଶାର ଏହି ଅଞ୍ଚଳର ଲୋକେ ତୁରନ୍ତ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତି ଦାବି କରି ଆନ୍ଦୋଳନର ଚେତାବନୀ ଦେଇଛନ୍ତି।
    user_HABIL DONGRI
    HABIL DONGRI
    ଦାସମନ୍ତପୁର, କୋରାପୁଟ, ଓଡ଼ିଶା•
    9 hrs ago
  • କୋଟପାଡ଼ : ମହାସମାରୋହରେ ପାଳିତ ହେଲା ଐତିହାସିକ ବୋବେୟା ବାଲିଯାତ୍ରା ମହାସମାରୋହରେ ପାଳିତ ହେଲା ଐତିହାସିକ ବୋବେୟା ବାଲିଯାତ୍ରା
    1
    କୋଟପାଡ଼ : ମହାସମାରୋହରେ ପାଳିତ ହେଲା ଐତିହାସିକ ବୋବେୟା ବାଲିଯାତ୍ରା 
ମହାସମାରୋହରେ ପାଳିତ ହେଲା ଐତିହାସିକ ବୋବେୟା ବାଲିଯାତ୍ରା
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    1 hr ago
  • ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ ଦେବା ଅଭିଯୋଗରେ ଜଣେ ଡାକ୍ତରଙ୍କ ଡିଗ୍ରୀ ବାତିଲ କରାଯାଇଛି। ଏହି ଘଟଣା ସମଗ୍ର ଦେଶରେ ବଡ଼ ଚର୍ଚ୍ଚାର ବିଷୟ ପାଲଟିଛି ଓ ଏଭଳି କାର୍ଯ୍ୟର ଗୁରୁତର ପରିଣାମକୁ ଦର୍ଶାଉଛି।
    1
    ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ ଦେବା ଅଭିଯୋଗରେ ଜଣେ ଡାକ୍ତରଙ୍କ ଡିଗ୍ରୀ ବାତିଲ କରାଯାଇଛି। ଏହି ଘଟଣା ସମଗ୍ର ଦେଶରେ ବଡ଼ ଚର୍ଚ୍ଚାର ବିଷୟ ପାଲଟିଛି ଓ ଏଭଳି କାର୍ଯ୍ୟର ଗୁରୁତର ପରିଣାମକୁ ଦର୍ଶାଉଛି।
    user_MANOJ KUMAR
    MANOJ KUMAR
    Video Creator ନବରଙ୍ଗପୁର ପି.ଏସ., ନବରଙ୍ଗପୁର, ଓଡ଼ିଶା•
    19 hrs ago
  • ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସହରରେ ଦେଖିବାକୁ ମିଳିଛି। ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମରେ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।ଉଦ୍ଧାର ପରେ ତ୍ରିଲୋଚନ କାଶୀଙ୍କୁ କଲ୍ୟାଣସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଘଟଣାଟିକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସହରରେ ଦେଖିବାକୁ ମିଳିଛି। ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମରେ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।ଉଦ୍ଧାର ପରେ ତ୍ରିଲୋଚନ କାଶୀଙ୍କୁ କଲ୍ୟାଣସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଘଟଣାଟିକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।
    1
    ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସହରରେ ଦେଖିବାକୁ ମିଳିଛି। ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମରେ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।ଉଦ୍ଧାର ପରେ ତ୍ରିଲୋଚନ କାଶୀଙ୍କୁ କଲ୍ୟାଣସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଘଟଣାଟିକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    2 hrs ago
  • ମାଲକାନଗିରି ଜିଲ୍ଲାର ମାଥିଲି ଥାନା ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ବାପା ଓ ୧୧ ମାସର ପୁଅଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇ କୋରାପୁଟ ମେଡିକାଲ କଲେଜ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇଛନ୍ତି ଏବଂ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
    1
    ମାଲକାନଗିରି ଜିଲ୍ଲାର ମାଥିଲି ଥାନା ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ବାପା ଓ ୧୧ ମାସର ପୁଅଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇ କୋରାପୁଟ ମେଡିକାଲ କଲେଜ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇଛନ୍ତି ଏବଂ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
    user_Kbk Darpan
    Kbk Darpan
    କୋରାପୁଟ ଟାଉନ୍, କୋରାପୁଟ, ଓଡ଼ିଶା•
    22 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.