logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ...। କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜିର ଶିବିରରେ ମୋଟ ୧୩୭ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୨୫ଟି ବ୍ୟକ୍ତିଗତ ଏବଂ ୧୨ ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା | ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୪ ଜଣଙ୍କୁ ୫୨ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି | ୧୯ ଟି ଅଭିଯୋଗ ତୁରନ୍ତ ସମାଧାନ ହୋଇଥିଲା | ପଞ୍ଜିକୃତ ଅଭିଯୋଗ ଗୁଡିକରେ ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି | ପରେ ଜିଲ୍ଲାପାଳ ପୂର୍ବରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗ ଗୁଡିକ ସମୀକ୍ଷା କରିଥିଲେ | ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତି ରଞ୍ଜନ ଗୌଡ଼ଙ୍କ ସମେତ ବିଡ଼ିଓ ଅଭିଷେକ ସ୍ୱାଇଁ ତହସିଲଦାର କୁଇନି ଜେନା ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ସୂଚନା ଯେ, ଆସନ୍ତା ସୋମବାର ଅର୍ଥାତ ୧୯ ତାରିଖ ଦିନ ରାଜକନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ |

2 hrs ago
user_Prafulla Kumar Malla
Prafulla Kumar Malla
Local News Reporter କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
2 hrs ago

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ...। କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜିର ଶିବିରରେ ମୋଟ ୧୩୭ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୨୫ଟି ବ୍ୟକ୍ତିଗତ ଏବଂ ୧୨ ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା | ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୪ ଜଣଙ୍କୁ ୫୨ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି | ୧୯ ଟି ଅଭିଯୋଗ ତୁରନ୍ତ ସମାଧାନ ହୋଇଥିଲା | ପଞ୍ଜିକୃତ ଅଭିଯୋଗ ଗୁଡିକରେ ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି | ପରେ ଜିଲ୍ଲାପାଳ ପୂର୍ବରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗ ଗୁଡିକ ସମୀକ୍ଷା କରିଥିଲେ | ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତି ରଞ୍ଜନ ଗୌଡ଼ଙ୍କ ସମେତ ବିଡ଼ିଓ ଅଭିଷେକ ସ୍ୱାଇଁ ତହସିଲଦାର କୁଇନି ଜେନା ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ସୂଚନା ଯେ, ଆସନ୍ତା ସୋମବାର ଅର୍ଥାତ ୧୯ ତାରିଖ ଦିନ ରାଜକନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ |

More news from ଓଡ଼ିଶା and nearby areas
  • ରାଜକନିକା ବ୍ଲକ ଅନ୍ତର୍ଗତ ପେଗରପଡା ଠାରେ ବିଜେପି ର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି l କେନ୍ଦ୍ରାପଡ଼ା ଜିଲ୍ଲା ଏସିସି ମୋର୍ଚ୍ଚାର ଉପ ସଭାପତି ତଥା ସମିତି ସଭ୍ୟ ପ୍ରବେଶନ ମଲିକଙ୍କ ନେତୃତ୍ୱରେ ୨୦ ପରିବାର ବିଜେଡି ଓ କଂଗ୍ରେସ ଛାଡି ବିଜେପି ରେ ସାମିଲ ହୋଇଥିବା ସୂଚନା..!
    1
    ରାଜକନିକା ବ୍ଲକ ଅନ୍ତର୍ଗତ ପେଗରପଡା ଠାରେ ବିଜେପି ର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି l କେନ୍ଦ୍ରାପଡ଼ା ଜିଲ୍ଲା ଏସିସି ମୋର୍ଚ୍ଚାର ଉପ ସଭାପତି ତଥା ସମିତି ସଭ୍ୟ ପ୍ରବେଶନ ମଲିକଙ୍କ ନେତୃତ୍ୱରେ ୨୦ ପରିବାର ବିଜେଡି ଓ କଂଗ୍ରେସ ଛାଡି ବିଜେପି ରେ ସାମିଲ ହୋଇଥିବା ସୂଚନା..!
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    1 hr ago
  • କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜିର ଶିବିରରେ ମୋଟ ୧୩୭ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୨୫ଟି ବ୍ୟକ୍ତିଗତ ଏବଂ ୧୨ ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା | ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୪ ଜଣଙ୍କୁ ୫୨ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି | ୧୯ ଟି ଅଭିଯୋଗ ତୁରନ୍ତ ସମାଧାନ ହୋଇଥିଲା | ପଞ୍ଜିକୃତ ଅଭିଯୋଗ ଗୁଡିକରେ ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି | ପରେ ଜିଲ୍ଲାପାଳ ପୂର୍ବରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗ ଗୁଡିକ ସମୀକ୍ଷା କରିଥିଲେ | ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତି ରଞ୍ଜନ ଗୌଡ଼ଙ୍କ ସମେତ ବିଡ଼ିଓ ଅଭିଷେକ ସ୍ୱାଇଁ ତହସିଲଦାର କୁଇନି ଜେନା ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ସୂଚନା ଯେ, ଆସନ୍ତା ସୋମବାର ଅର୍ଥାତ ୧୯ ତାରିଖ ଦିନ ରାଜକନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ |
    1
    କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ  ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜିର ଶିବିରରେ ମୋଟ ୧୩୭  ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୧୨୫ଟି ବ୍ୟକ୍ତିଗତ ଏବଂ ୧୨ ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା | ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୪ ଜଣଙ୍କୁ ୫୨ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି | ୧୯ ଟି ଅଭିଯୋଗ ତୁରନ୍ତ ସମାଧାନ ହୋଇଥିଲା | ପଞ୍ଜିକୃତ ଅଭିଯୋଗ ଗୁଡିକରେ ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି | ପରେ ଜିଲ୍ଲାପାଳ ପୂର୍ବରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗ  ଗୁଡିକ ସମୀକ୍ଷା କରିଥିଲେ |  ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତି ରଞ୍ଜନ ଗୌଡ଼ଙ୍କ ସମେତ  ବିଡ଼ିଓ ଅଭିଷେକ ସ୍ୱାଇଁ ତହସିଲଦାର କୁଇନି ଜେନା ଏବଂ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ସୂଚନା ଯେ, ଆସନ୍ତା ସୋମବାର ଅର୍ଥାତ ୧୯ ତାରିଖ ଦିନ ରାଜକନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ |
    user_Prafulla Kumar Malla
    Prafulla Kumar Malla
    Local News Reporter କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    2 hrs ago
  • ବାଲିକୁଦା ଅଞ୍ଚଳର ବିଭିନ୍ନ ସ୍ଥାନରେ ଶିଳ୍ପମନ୍ତ୍ରୀ ଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା,ଦିନିକିଆ ବାଲିକୁଦା ଗସ୍ତରେ ଯାଇଥିବା ଶିଳ୍ପମନ୍ତ୍ରୀ ଙ୍କୁ ବିଜେପି ଦଳ ତରଫରୁ ବାଲିକୁଦା ଠାରେ ଥିବା ବିଜେପି ପାଟି ଅଫିସ ସମ୍ମୁଖରେ ଯୁବ ନେତୃତ୍ୱ ସତ୍ୟ ସାରଥୀ ମହାନ୍ତି ଙ୍କ ଦ୍ୱାରା ବିପୁଳ ସମ୍ବର୍ଦ୍ଧନା ଦିଆଯାଇଥିଲା, ଏହି ସମ୍ବର୍ଦ୍ଧନା ରେ ବିଜେପି ଦଳ ର ହଜାର ହଜାର କାଯ୍ୟକର୍ତ୍ତା ଯୋଗଦାନ କରିଥିଲେ,ସ୍ଥାନୀୟ ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ଏବଂ ପରେ ମରୀଚିପୁର ଠାରେ ଜିଲ୍ଲା ସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଙ୍କୁ ଶୁଭ ଉଦଘାଟନ କରିଥିଲେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଶିଳ୍ପମନ୍ତ୍ରୀ ଙ୍କୁ ବାଲିକୁଦା ଦଶବାଟିଆ ଓ ନହରଣା ଛକ ରେ ହଜାର ହଜାର ବିଜେପି କର୍ମୀ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ
    1
    ବାଲିକୁଦା ଅଞ୍ଚଳର ବିଭିନ୍ନ ସ୍ଥାନରେ ଶିଳ୍ପମନ୍ତ୍ରୀ ଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା,ଦିନିକିଆ ବାଲିକୁଦା ଗସ୍ତରେ ଯାଇଥିବା ଶିଳ୍ପମନ୍ତ୍ରୀ ଙ୍କୁ ବିଜେପି ଦଳ ତରଫରୁ ବାଲିକୁଦା ଠାରେ ଥିବା ବିଜେପି ପାଟି ଅଫିସ ସମ୍ମୁଖରେ ଯୁବ ନେତୃତ୍ୱ ସତ୍ୟ ସାରଥୀ ମହାନ୍ତି ଙ୍କ ଦ୍ୱାରା ବିପୁଳ ସମ୍ବର୍ଦ୍ଧନା ଦିଆଯାଇଥିଲା, ଏହି ସମ୍ବର୍ଦ୍ଧନା ରେ ବିଜେପି ଦଳ ର ହଜାର ହଜାର କାଯ୍ୟକର୍ତ୍ତା ଯୋଗଦାନ କରିଥିଲେ,ସ୍ଥାନୀୟ ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ଏବଂ ପରେ ମରୀଚିପୁର ଠାରେ ଜିଲ୍ଲା ସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଙ୍କୁ ଶୁଭ ଉଦଘାଟନ କରିଥିଲେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଶିଳ୍ପମନ୍ତ୍ରୀ ଙ୍କୁ ବାଲିକୁଦା ଦଶବାଟିଆ ଓ ନହରଣା ଛକ ରେ ହଜାର ହଜାର ବିଜେପି କର୍ମୀ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ
    user_Biraja prasad tripathy Tripathy
    Biraja prasad tripathy Tripathy
    Journalist ପାରାଦୀପ, ଜଗତସିଂହପୁର, ଓଡ଼ିଶା•
    11 hrs ago
  • ଏଣିକି ସରପଞ୍ଚ ହେଲେ ଓଡ଼ିଆ ଲେଖି ପଢ଼ି ଜାଣିବା ନିହାତି ଆବଶ୍ୟକ
    1
    ଏଣିକି ସରପଞ୍ଚ ହେଲେ ଓଡ଼ିଆ ଲେଖି ପଢ଼ି ଜାଣିବା ନିହାତି ଆବଶ୍ୟକ
    user_Paritran times
    Paritran times
    Journalist ତିହିଡ଼ି, ଭଦ୍ରକ, ଓଡ଼ିଶା•
    14 hrs ago
  • ଓଡ଼ିଶା ଶିକ୍ଷା ବିଭାଗ ର ନିର୍ଦ୍ଦେଶ ରେ ସମସ୍ତ ବିଦ୍ୟାଳୟ ରେ ସାମୁହିକ ବନ୍ଦେ ମାତରଂ ଗାୟନ ।
    1
    ଓଡ଼ିଶା ଶିକ୍ଷା ବିଭାଗ ର ନିର୍ଦ୍ଦେଶ ରେ ସମସ୍ତ ବିଦ୍ୟାଳୟ ରେ ସାମୁହିକ ବନ୍ଦେ ମାତରଂ ଗାୟନ ।
    user_Kaizan mohanta
    Kaizan mohanta
    Journalist ନାଇକାନିଡିହି, ଭଦ୍ରକ, ଓଡ଼ିଶା•
    19 min ago
  • ଜନଶୁଣାଣୀ ଶିବିରରେ ଜିଲ୍ଲାପାଳ ଅନୁପସ୍ଥିତ :-ରାସନ କାର୍ଡ ଓ ଆବାସ କୁ ନେଇ ଅନେକ ଅଭିଯୋଗ କାକଟପୁର :-୧୨/୦୧:-ପୁରୀ ଜିଲ୍ଲା କାକଟପୁର ବ୍ଲକ ପରିସରରେ ଥିବା ସମ୍ମିଳନୀ କକ୍ଷ ମଧ୍ୟରେ ବ୍ଲକ ଅଧକ୍ଷ ଶ୍ରୀଧର ନାୟକ ଙ୍କ ଅଧକ୍ଷତା ରେ ପରିଚାଳିତ ଶିବିରରେ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ବେହେରା,ଉପଜିଲ୍ଲାପାଳ ରାଜ କିଶୋର ଜେନା,ସହକାରୀ ଜିଲ୍ଲାପାଳ ତଥା ଅଭିଯୋଗପ୍ରକୋଷ୍ଟ ଅଧିକାରୀ ଶ୍ରୀଯୁକ୍ତ ବିବେକାନନ୍ଦ ସାହୁ,ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକାରୀ ସଚିନ ପଟେଲ ନିମାପଡା ଉପଖଣ୍ଡ ଅଧିକାରୀ ଜନାର୍ଦ୍ଦନ ପାଢ଼ୀ,ତହସିଲଦାର ଅଙ୍କିତା ଅନିନ୍ଦିତା,ବିଡ଼ିଓ ନାରାୟଣ ଦୀକ୍ଷିତି,ତଥା ଶିକ୍ଷା, ଯୋଗାଣ ବିଭାଗ, ମଙ୍ଗଳ ବିଭାଗ, ସମାଜ କଲ୍ୟାଣ ବିଭାଗ, ଜଳ ଓ ପରିମଳ,ପୂର୍ତ୍ତ, ଗ୍ରାମ୍ୟ ନିର୍ମାଣ, କୃଷି, ଜଙ୍ଗଲ, ବିଦ୍ୟୁତ, ଜଳସେଚନ, ପଶୁ ସମ୍ପଦ, ଶ୍ରମ, ମୄର୍ତ୍ତିକା ସଂରକ୍ଷଣ ଆଦି ବିଭିନ୍ନ ବିଭାଗର ଅଧିକାରୀ ମାନେ ଯୋଗ ଦେଇଥିଲେ। ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନିର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସମ୍ପୂର୍ଣ କରିବା ହେଉଛି ଅଭିଯୋଗ ଶୁଣାଣୀ ଶିବିର ଆଭିମୁଖ୍ୟ।କିନ୍ତୁ କାକଟପୁର ବ୍ଲକ ଅଞ୍ଚଳ ରେ ଥିବା ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ସାଧାରଣ ଲୋକ ଙ୍କ ସମସ୍ୟା ଦୂର ନ କରିବାରୁ ଆଶା ଓ ଭରସା ରେ ସୋମବାର ଅନୁଷ୍ଠିତ ଜିଲ୍ଲାପାଳ ଙ୍କ ଜନ ଶୁଣାଣୀ ଶିବିର ରେ ପ୍ରବଳ ମାତ୍ରା ଭିଡ଼ ସ୍ପଷ୍ଟ ବାରି ହୋଇଥିଲା।କିନ୍ତୁ ଅଭିଯୋଗ ଜନ ଶୁଣାଣୀ ଶିବିରଟି ବିଳମ୍ବ ରେ ଆରମ୍ଭ ହୋଇଥିବା ବେଳେ ସାଧାରଣ ଲୋକ ଓ ଉପସ୍ଥିତ ଅଧିକାରୀ କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର ମିଳିତ ଜନଶୁଣାଣୀ ଶିବିରରେ ପୁରୀ ଜିଲ୍ଲାପାଳ ଅନୁପସ୍ଥିତ ରହିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରା ମୁଖ୍ୟ ଅଧିକାରୀ ଭାବେ ଯୋଗ ଦେଇଥିଲେ। ଅଭିଯୋଗ ପ୍ରକୋଷ୍ଟ ରେ ସମୁଦାୟ ୧୧୩ଗୋଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ଅନେକ ବ୍ୟକ୍ତିଗତ ଅଭିଯୋଗ ଓ ଅନେକ ସମୂହ ଅଭିଯୋଗ ଥିଲା।ଉପସ୍ଥିତ ଅଧିକାରୀ ୧୧ଟି ଅଭିଯୋଗ ସମାଧାନ ସଙ୍ଗେ ସଙ୍ଗେ କରିଥିଲେ। କିନ୍ତୁ ୫ଦଫା ଦାବୀ କୁ ନେଇ ବ୍ଲକ ସମ୍ମୁଖରେ ଲୋକ ପ୍ରତିନିଧି ତୃତୀୟ ଦିନରେ ଧାରଣା ରେ ବସିଥିବା ବେଳେ ବିଡ଼ିଓ ଧାରଣା ସ୍ଥଳରେ ପହଂଚି ଧାରଣାରତ ଥିବା ଲୋକ ପ୍ରତିନିଧି ଙ୍କୁ ଜନଶୁଣାଣୀ ଙ୍କୁ ନେଇଥିଲେ। କିନ୍ତୁ ଦାବୀ ଗୁଡିକ ଉପରେ କୌଣସି ଲୋକାଭିମୁଖ୍ୟ ମନ୍ତବ୍ୟ ଦେଇନଥିଲେ ଅତିରିକ୍ତ ଜିଲ୍ଲାପାଳ ଓ ଉପଜିଲ୍ଲାପାଳ।ଅଭିଯୋଗ ଶୁଣାଣୀ ରେ ଆବାସ ଯୋଜନା,ଭିନ୍ନକ୍ଷମ କୁ ପ୍ରଶାସନର ବୈମାତୃକ ମନୋଭାବ ଯୋଗୁଁ ଅନ୍ତ୍ୟୋଦୟ ଗୃହ ରୁ ବଂଚିତ କରିବା,ବାଦ୍ଧକ୍ୟ ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ବିଭିନ୍ନ କାର୍ଯ୍ୟର ବିଲ ପୈଠ ସମ୍ବଦୀୟ ସହ ଭତ୍ତା ସମ୍ଭଦୀୟ ଅଭିଯୋଗ ରେ ତୁରନ୍ତ ଯାଞ୍ଚ କରିବାକୁ ନିର୍ଦ୍ଧେଶ ଦିଆଯାଇଥିଲା।ଏହି ଶିବିର ରେ ଜିଲ୍ଲାସ୍ତରୀୟ ସହ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।
    1
    ଜନଶୁଣାଣୀ ଶିବିରରେ ଜିଲ୍ଲାପାଳ ଅନୁପସ୍ଥିତ 
:-ରାସନ କାର୍ଡ ଓ ଆବାସ କୁ ନେଇ ଅନେକ ଅଭିଯୋଗ
କାକଟପୁର :-୧୨/୦୧:-ପୁରୀ ଜିଲ୍ଲା କାକଟପୁର ବ୍ଲକ ପରିସରରେ ଥିବା ସମ୍ମିଳନୀ କକ୍ଷ ମଧ୍ୟରେ ବ୍ଲକ ଅଧକ୍ଷ ଶ୍ରୀଧର ନାୟକ  ଙ୍କ ଅଧକ୍ଷତା ରେ ପରିଚାଳିତ ଶିବିରରେ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ବେହେରା,ଉପଜିଲ୍ଲାପାଳ ରାଜ କିଶୋର ଜେନା,ସହକାରୀ ଜିଲ୍ଲାପାଳ ତଥା ଅଭିଯୋଗପ୍ରକୋଷ୍ଟ ଅଧିକାରୀ ଶ୍ରୀଯୁକ୍ତ ବିବେକାନନ୍ଦ ସାହୁ,ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକାରୀ ସଚିନ ପଟେଲ ନିମାପଡା ଉପଖଣ୍ଡ ଅଧିକାରୀ ଜନାର୍ଦ୍ଦନ ପାଢ଼ୀ,ତହସିଲଦାର ଅଙ୍କିତା ଅନିନ୍ଦିତା,ବିଡ଼ିଓ ନାରାୟଣ ଦୀକ୍ଷିତି,ତଥା ଶିକ୍ଷା, ଯୋଗାଣ ବିଭାଗ, ମଙ୍ଗଳ ବିଭାଗ, ସମାଜ କଲ୍ୟାଣ ବିଭାଗ, ଜଳ ଓ ପରିମଳ,ପୂର୍ତ୍ତ, ଗ୍ରାମ୍ୟ ନିର୍ମାଣ, କୃଷି, ଜଙ୍ଗଲ, ବିଦ୍ୟୁତ, ଜଳସେଚନ, ପଶୁ ସମ୍ପଦ, ଶ୍ରମ, ମୄର୍ତ୍ତିକା ସଂରକ୍ଷଣ ଆଦି ବିଭିନ୍ନ ବିଭାଗର ଅଧିକାରୀ ମାନେ ଯୋଗ ଦେଇଥିଲେ।
ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନିର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସମ୍ପୂର୍ଣ କରିବା ହେଉଛି ଅଭିଯୋଗ ଶୁଣାଣୀ ଶିବିର ଆଭିମୁଖ୍ୟ।କିନ୍ତୁ କାକଟପୁର ବ୍ଲକ ଅଞ୍ଚଳ ରେ ଥିବା ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ସାଧାରଣ ଲୋକ ଙ୍କ ସମସ୍ୟା ଦୂର ନ କରିବାରୁ ଆଶା ଓ ଭରସା ରେ ସୋମବାର ଅନୁଷ୍ଠିତ ଜିଲ୍ଲାପାଳ ଙ୍କ ଜନ ଶୁଣାଣୀ ଶିବିର ରେ ପ୍ରବଳ ମାତ୍ରା ଭିଡ଼ ସ୍ପଷ୍ଟ ବାରି ହୋଇଥିଲା।କିନ୍ତୁ ଅଭିଯୋଗ ଜନ ଶୁଣାଣୀ ଶିବିରଟି ବିଳମ୍ବ ରେ ଆରମ୍ଭ ହୋଇଥିବା ବେଳେ ସାଧାରଣ ଲୋକ ଓ ଉପସ୍ଥିତ ଅଧିକାରୀ କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର ମିଳିତ ଜନଶୁଣାଣୀ ଶିବିରରେ ପୁରୀ ଜିଲ୍ଲାପାଳ ଅନୁପସ୍ଥିତ ରହିଥିବା ବେଳେ  ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରା  ମୁଖ୍ୟ ଅଧିକାରୀ ଭାବେ ଯୋଗ ଦେଇଥିଲେ।  ଅଭିଯୋଗ ପ୍ରକୋଷ୍ଟ ରେ ସମୁଦାୟ ୧୧୩ଗୋଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ଅନେକ ବ୍ୟକ୍ତିଗତ ଅଭିଯୋଗ ଓ ଅନେକ ସମୂହ ଅଭିଯୋଗ ଥିଲା।ଉପସ୍ଥିତ ଅଧିକାରୀ ୧୧ଟି ଅଭିଯୋଗ ସମାଧାନ ସଙ୍ଗେ ସଙ୍ଗେ କରିଥିଲେ। କିନ୍ତୁ ୫ଦଫା ଦାବୀ କୁ ନେଇ ବ୍ଲକ ସମ୍ମୁଖରେ ଲୋକ ପ୍ରତିନିଧି ତୃତୀୟ ଦିନରେ ଧାରଣା ରେ ବସିଥିବା ବେଳେ ବିଡ଼ିଓ ଧାରଣା ସ୍ଥଳରେ ପହଂଚି ଧାରଣାରତ ଥିବା ଲୋକ ପ୍ରତିନିଧି ଙ୍କୁ ଜନଶୁଣାଣୀ ଙ୍କୁ ନେଇଥିଲେ। କିନ୍ତୁ ଦାବୀ ଗୁଡିକ ଉପରେ କୌଣସି ଲୋକାଭିମୁଖ୍ୟ ମନ୍ତବ୍ୟ ଦେଇନଥିଲେ ଅତିରିକ୍ତ ଜିଲ୍ଲାପାଳ ଓ ଉପଜିଲ୍ଲାପାଳ।ଅଭିଯୋଗ ଶୁଣାଣୀ ରେ ଆବାସ ଯୋଜନା,ଭିନ୍ନକ୍ଷମ କୁ ପ୍ରଶାସନର ବୈମାତୃକ ମନୋଭାବ ଯୋଗୁଁ ଅନ୍ତ୍ୟୋଦୟ ଗୃହ ରୁ ବଂଚିତ କରିବା,ବାଦ୍ଧକ୍ୟ ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ବିଭିନ୍ନ କାର୍ଯ୍ୟର ବିଲ ପୈଠ ସମ୍ବଦୀୟ ସହ ଭତ୍ତା ସମ୍ଭଦୀୟ ଅଭିଯୋଗ ରେ ତୁରନ୍ତ ଯାଞ୍ଚ କରିବାକୁ ନିର୍ଦ୍ଧେଶ ଦିଆଯାଇଥିଲା।ଏହି ଶିବିର ରେ ଜିଲ୍ଲାସ୍ତରୀୟ  ସହ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।
    user_Journalist Prakash  Journalist
    Journalist Prakash Journalist
    କାକଟପୁର, ପୁରୀ, ଓଡ଼ିଶା•
    37 min ago
  • Post by Tapasdas 6372788705
    1
    Post by Tapasdas 6372788705
    user_Tapasdas 6372788705
    Tapasdas 6372788705
    Journalist Dhenkanal Sadar, Odisha•
    2 hrs ago
  • ଆଳି ବ୍ଲକ ର ଗୋବିନ୍ଦପୁର ସମବାୟ ସମିତି ରେ ନୂତନ ଧାନ ମଣ୍ଡି ଉଦଘାଟନ
    1
    ଆଳି ବ୍ଲକ ର ଗୋବିନ୍ଦପୁର ସମବାୟ ସମିତି ରେ ନୂତନ ଧାନ ମଣ୍ଡି ଉଦଘାଟନ
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.