logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବିକାଶ ନାରେ ମାରିଖାଉଛନ୍ତି ନେତା ଠିକାଦାର ଓ ସରକାରୀବାବୁ ସରକାରଙ୍କ ଜୋଜନା କହୁଚି ଜାହା ବାସ୍ତବରେ କାମରେ ହେଉଛି କିଛି ଅଲଗା କଟକ ଜିଲ୍ଲା.ନିଶ୍ଚିନ୍ତକୋଇଲି ରୁ ପଞ୍ଚୁପାଣ୍ଡବ ପର୍ଯ୍ୟନ୍ତ ଆଠ ନମ୍ୱର୍ କେନାଲ ବନ୍ଧ ରାସ୍ତା ୩୦ ଫୁଟ ଚଉଡ଼ା ଓ କେନାଲର ପୁର୍ନରଉଦ୍ଧାର ହେବ ବୋଲି ବିଧାୟକ କହୁଥିବା ବେଳେ ଟ୍ରାକ୍ଟର ରେ ମାଟି ଆସି ନାଳ ଭିତରେ ପଡୁଛି କାହା ସ୍ୱାର୍ଥରେ ରାସ୍ତା ଚଉଡା ହେଉଛି ନା ନାଳ ପୋତା ହେଉଛି ପଞ୍ଚୁପାଣ୍ଡବ ପାଖରେ କେନାଲ ଧୀରେ ଧୀରେ ଚଉଡା କମି କମି ଯାଇଛି ଚାଷୀ ଏହି କେନାଲ ପାଣି ଉପରେ ନିର୍ଭର କରି ଚାଷ କରେ ଦେଖନ୍ତୁ କିଭଳି ଡବଲ ଇଞ୍ଜିନ ସରକାର ନା ଠିକାଦାର ଅଛି ନା JE ଅଛି କେତେବେଳେ କାମ ହୋଇଛି ତ କେତେବେଳେ ବନ୍ଦ୍

on 12 March
user_ନିଷ୍ଠୁର ଦୁନିଆ Live
ନିଷ୍ଠୁର ଦୁନିଆ Live
Nischintakoili, Cuttack•
on 12 March

ବିକାଶ ନାରେ ମାରିଖାଉଛନ୍ତି ନେତା ଠିକାଦାର ଓ ସରକାରୀବାବୁ ସରକାରଙ୍କ ଜୋଜନା କହୁଚି ଜାହା ବାସ୍ତବରେ କାମରେ ହେଉଛି କିଛି ଅଲଗା କଟକ ଜିଲ୍ଲା.ନିଶ୍ଚିନ୍ତକୋଇଲି ରୁ ପଞ୍ଚୁପାଣ୍ଡବ ପର୍ଯ୍ୟନ୍ତ ଆଠ ନମ୍ୱର୍ କେନାଲ ବନ୍ଧ ରାସ୍ତା ୩୦ ଫୁଟ ଚଉଡ଼ା ଓ କେନାଲର ପୁର୍ନରଉଦ୍ଧାର ହେବ ବୋଲି ବିଧାୟକ କହୁଥିବା ବେଳେ ଟ୍ରାକ୍ଟର ରେ ମାଟି ଆସି ନାଳ ଭିତରେ ପଡୁଛି କାହା ସ୍ୱାର୍ଥରେ ରାସ୍ତା ଚଉଡା ହେଉଛି ନା ନାଳ ପୋତା ହେଉଛି ପଞ୍ଚୁପାଣ୍ଡବ ପାଖରେ କେନାଲ ଧୀରେ ଧୀରେ ଚଉଡା କମି କମି ଯାଇଛି ଚାଷୀ ଏହି କେନାଲ ପାଣି ଉପରେ ନିର୍ଭର କରି ଚାଷ କରେ ଦେଖନ୍ତୁ କିଭଳି ଡବଲ ଇଞ୍ଜିନ ସରକାର ନା ଠିକାଦାର ଅଛି ନା JE ଅଛି କେତେବେଳେ କାମ ହୋଇଛି ତ କେତେବେଳେ ବନ୍ଦ୍

More news from Cuttack and nearby areas
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    18 hrs ago
  • ହନୁମାନ ଜୟନ୍ତୀ ରେ ବିଶାଳ ହିନ୍ଦୁ ଶୋଭାଯାତ୍ରା,ହଜାର ହଜାର ଲୋକଙ୍କ ସମାଗମ କେନ୍ଦ୍ରାପଡ଼ା- ୧୪/୪-:  ଆଜି ପବିତ୍ର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂତନ ନବବର୍ଷ ଉପଲକ୍ଷେ ହିନ୍ଦୁ ସଂଗଠନ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରା କେନ୍ଦ୍ରାପଡ଼ା ସହରରେ ଅନୁଷ୍ଠିତ ହୋଇଥିଲା I ମୁଣ୍ଡଫଟା ଗ୍ରୀଷ୍ମ ତାତିକୁ ନଜରରେ ରଖି ଏହି ଶୋଭାଯାତ୍ରା କୁ ଅପରାହ୍ନ ରେ ଆୟୋଜନ କରାଯାଇଥିଲା I ଦଶହଜାର ରୁ ଉର୍ଦ୍ଧ ଲୋକଙ୍କ ପଟୁଆରରେ ଇଚ୍ଛାପୁର ରଥ ଦାଣ୍ଡରୁ ତିନିମୁହାଣୀ ରାମ ମନ୍ଦିର ପର୍ଯ୍ୟନ୍ତ ଶୋଭାଯାତ୍ରା ଯାଇଥିଲା I ସବୁଠାରୁ ଆକର୍ଷଣ କେନ୍ଦ୍ରବିନ୍ଦୁ ଥିଲା ସଂଖ୍ୟାଧିକ ଡିଜେ, ଲାଇଟ ଏବଂ କୁନି କୁନି କଳାକାର ମାନଙ୍କୁ ରାମ ଲକ୍ଷଣ, ସୀତା, ହନୁମାନ ଭୂମିକାରେ ଦେଖିବାକୁ ମିଳିଥିଲା I ଏହି ଶୋଭାଯାତ୍ରା ରେ ମୁସ୍ଲିମ ଭାଇ ମାନେ ହିନ୍ଦୁ ଭାଇ ମାନଙ୍କୁ ଥଣ୍ଡା ପାଣି ପିଆଇ ଭାଇଚାରା ର ମିଶାଲ ଦେଇଥିଲେ I କେନ୍ଦ୍ରାପଡ଼ା ପୌରପାଳିକା ପକ୍ଷରୁ ପୌରାଅଦକ୍ଷା ଶ୍ରୀମତୀ ସରିତା ସାହୁ ଉପସ୍ଥିତ ରହି ଲୋକ ମାନଙ୍କୁ ପାଣି ବଣ୍ଟନ କରିଥିଲା ବେଳେ ବିଧାୟକ ଗଣେଶ୍ୱର ବେହେରା ମଧ୍ୟ ଉପସ୍ଥିତ ଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ଙ୍କ ପ୍ରତିନିଧି,ଯୁବ ନେତା ରଞ୍ଜିତ ସାହୁ,ସ୍ୱାଧୀନ ନାୟକ, ସେକ ଅସଲମ,ହିରଣ୍ୟ ପଣ୍ଡା, ନିରାକାର ବେହେରା, ସେକ ପପୁ ପ୍ରମୁଖ ଉପସ୍ଥିତ ରହି ଶୋଭାଯାତ୍ରା ରେ ଲୋକ ମାନଙ୍କୁ ପାନୀୟ ଜଳ ଯୋଗାଇଥିଲେ I ପୋଲିସ ପ୍ରଶାସନ ପକ୍ଷରୁ ଶୋଭାଯାତ୍ରା ରେ ଶାନ୍ତି ଶୃଙ୍ଖଳା ପରିଚାଳନା ନିମନ୍ତେ ଛକ ଛକ ରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା I
    1
    ହନୁମାନ ଜୟନ୍ତୀ ରେ ବିଶାଳ ହିନ୍ଦୁ ଶୋଭାଯାତ୍ରା,ହଜାର ହଜାର ଲୋକଙ୍କ ସମାଗମ
କେନ୍ଦ୍ରାପଡ଼ା- ୧୪/୪-:  ଆଜି ପବିତ୍ର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂତନ ନବବର୍ଷ ଉପଲକ୍ଷେ ହିନ୍ଦୁ ସଂଗଠନ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରା କେନ୍ଦ୍ରାପଡ଼ା ସହରରେ ଅନୁଷ୍ଠିତ ହୋଇଥିଲା I ମୁଣ୍ଡଫଟା ଗ୍ରୀଷ୍ମ ତାତିକୁ ନଜରରେ ରଖି ଏହି ଶୋଭାଯାତ୍ରା କୁ ଅପରାହ୍ନ ରେ ଆୟୋଜନ କରାଯାଇଥିଲା I ଦଶହଜାର ରୁ ଉର୍ଦ୍ଧ ଲୋକଙ୍କ ପଟୁଆରରେ ଇଚ୍ଛାପୁର ରଥ ଦାଣ୍ଡରୁ ତିନିମୁହାଣୀ ରାମ ମନ୍ଦିର ପର୍ଯ୍ୟନ୍ତ ଶୋଭାଯାତ୍ରା ଯାଇଥିଲା I ସବୁଠାରୁ ଆକର୍ଷଣ କେନ୍ଦ୍ରବିନ୍ଦୁ ଥିଲା ସଂଖ୍ୟାଧିକ ଡିଜେ, ଲାଇଟ ଏବଂ କୁନି କୁନି କଳାକାର ମାନଙ୍କୁ ରାମ ଲକ୍ଷଣ, ସୀତା, ହନୁମାନ ଭୂମିକାରେ ଦେଖିବାକୁ ମିଳିଥିଲା I ଏହି ଶୋଭାଯାତ୍ରା ରେ ମୁସ୍ଲିମ ଭାଇ ମାନେ ହିନ୍ଦୁ ଭାଇ ମାନଙ୍କୁ ଥଣ୍ଡା ପାଣି ପିଆଇ ଭାଇଚାରା ର ମିଶାଲ ଦେଇଥିଲେ I କେନ୍ଦ୍ରାପଡ଼ା ପୌରପାଳିକା ପକ୍ଷରୁ ପୌରାଅଦକ୍ଷା ଶ୍ରୀମତୀ ସରିତା ସାହୁ ଉପସ୍ଥିତ ରହି ଲୋକ ମାନଙ୍କୁ ପାଣି ବଣ୍ଟନ କରିଥିଲା ବେଳେ ବିଧାୟକ ଗଣେଶ୍ୱର ବେହେରା ମଧ୍ୟ ଉପସ୍ଥିତ ଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ଙ୍କ ପ୍ରତିନିଧି,ଯୁବ ନେତା ରଞ୍ଜିତ ସାହୁ,ସ୍ୱାଧୀନ ନାୟକ, ସେକ ଅସଲମ,ହିରଣ୍ୟ ପଣ୍ଡା, ନିରାକାର ବେହେରା, ସେକ ପପୁ ପ୍ରମୁଖ ଉପସ୍ଥିତ ରହି ଶୋଭାଯାତ୍ରା ରେ ଲୋକ ମାନଙ୍କୁ ପାନୀୟ ଜଳ ଯୋଗାଇଥିଲେ I ପୋଲିସ ପ୍ରଶାସନ ପକ୍ଷରୁ ଶୋଭାଯାତ୍ରା ରେ ଶାନ୍ତି ଶୃଙ୍ଖଳା ପରିଚାଳନା ନିମନ୍ତେ ଛକ ଛକ ରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା I
    user_Alekh Nayak ,I am a professional journalist, my job is to collect news and deliver it to people
    Alekh Nayak ,I am a professional journalist, my job is to collect news and deliver it to people
    ସାମ୍ବାଦିକ କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    8 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    6 hrs ago
  • BINJHAPUR NEWS ODIA
    4
    BINJHAPUR NEWS ODIA
    user_ବିଂଝାରପୁର ଖବର ଉପର ନଜର
    ବିଂଝାରପୁର ଖବର ଉପର ନଜର
    ବିଞ୍ଝାରପୁର, ଯାଜପୁର, ଓଡ଼ିଶା•
    7 hrs ago
  • Post by Bikram Mohapatra
    1
    Post by Bikram Mohapatra
    user_Bikram Mohapatra
    Bikram Mohapatra
    ଏରସମା, ଜଗତସିଂହପୁର, ଓଡ଼ିଶା•
    11 hrs ago
  • ଯାଜପୁର ଗୁଳିକାଣ୍ଡର ପର୍ଦାଫାସ କଲା ପୋଲିସ। ପ୍ରେମିକ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ ଶୁଭଶ୍ରୀ । ଭଲ କରି ଦେଖନ୍ତୁ ଏ ନେଉଳି ମୁହିଁ କୁ। ସ୍ୱାମୀକୁ ହତ୍ୟା କରି କେମିତି ନାଉଲି ହେଉଥିଲା ଦେଖନ୍ତୁ। କିନ୍ତୁ ଏ ଚେହେରା ପଛରେ ଥିଲା ବଡ଼ ଷଡଯନ୍ତ୍ର।
    1
    ଯାଜପୁର ଗୁଳିକାଣ୍ଡର ପର୍ଦାଫାସ କଲା ପୋଲିସ। ପ୍ରେମିକ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ ଶୁଭଶ୍ରୀ ।  ଭଲ କରି ଦେଖନ୍ତୁ ଏ ନେଉଳି ମୁହିଁ କୁ। ସ୍ୱାମୀକୁ ହତ୍ୟା କରି କେମିତି ନାଉଲି ହେଉଥିଲା ଦେଖନ୍ତୁ। କିନ୍ତୁ ଏ ଚେହେରା ପଛରେ ଥିଲା ବଡ଼ ଷଡଯନ୍ତ୍ର।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    13 hrs ago
  • Post by DD Odisha
    1
    Post by DD Odisha
    user_DD Odisha
    DD Odisha
    ବିଞ୍ଝାରପୁର, ଯାଜପୁର, ଓଡ଼ିଶା•
    15 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.