logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଭଗବାନଙ୍କ ଭରଷାରେ ରୋଗୀ।ବିନା ଡାକ୍ତରରେ ଚାଲଛି କାମାକ୍ଷାନଗର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ।

2 hrs ago
user_Odisha News Express
Odisha News Express
ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
2 hrs ago

ଭଗବାନଙ୍କ ଭରଷାରେ ରୋଗୀ।ବିନା ଡାକ୍ତରରେ ଚାଲଛି କାମାକ୍ଷାନଗର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ।

More news from ଓଡ଼ିଶା and nearby areas
  • #ମିଲର_ଆସୁନାହିଁ_ମଣ୍ଡିକୁ। #ଦଲାଲଙ୍କ_ମନଇଛା_କଟିନି_ଛଟିନି #କୁମ୍ଭକର୍ଣ୍ଣ_ନିଦ୍ରାରେ_ପ୍ରଶାସନ ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ୍ ମୁକୁଳିସି ସମବାୟ ସମିତି ଚାଲିଛି ଦଲାଲ ରାଜ । ।#mahimatv #dmbalasore #basta #mahimatv #dmbalasore #basta CMO Odisha Mohan Charan Majhi Subasini Jena Goutambuddha Das
    1
    #ମିଲର_ଆସୁନାହିଁ_ମଣ୍ଡିକୁ। 
#ଦଲାଲଙ୍କ_ମନଇଛା_କଟିନି_ଛଟିନି
#କୁମ୍ଭକର୍ଣ୍ଣ_ନିଦ୍ରାରେ_ପ୍ରଶାସନ
ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ୍ ମୁକୁଳିସି ସମବାୟ ସମିତି ଚାଲିଛି ଦଲାଲ ରାଜ ।
।#mahimatv #dmbalasore #basta
#mahimatv #dmbalasore #basta 
CMO Odisha Mohan Charan Majhi Subasini Jena Goutambuddha Das
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    5 hrs ago
  • ବାଲିଆପାଳ ବ୍ଲକ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଙ୍ଘର ନବମ ପ୍ରତିଷ୍ଠା ଦିବସ ପାଳିତ। ବାଲେଶ୍ଵର ଜିଲ୍ଲା ବାଲିଆପାଳ ଗୁରୁକୁଳ ଭବନ ସଭାଗୃହ ମଧ୍ୟରେ ଶୁକ୍ରବାର ପୂର୍ବାହ୍ନ ୧୧ ଘଟିକା ସମୟରେ ବାଲିଆପାଳ ବ୍ଲକ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଙ୍ଘର ନବମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଉଛି। ସଂଘର ସ୍ଥାୟୀ ସଭାପତି ଶ୍ରୀକାନ୍ତ ଜେନାଙ୍କ ସଭାପତିତ୍ବ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଙ୍ଘ ବାଲିଆପାଳର ସାଧାରଣ ସମ୍ପାଦକ ରାଖାଲ ଚନ୍ଦ୍ର ଦାସଙ୍କ ପରିଚାଳନାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ବସ୍ତା ଅବସର ଶିକ୍ଷକ କର୍ମଚାରୀ ସଙ୍ଘର ସାଧାରଣ ସମ୍ପାଦକ କୁମୁଦ ରଞ୍ଜନ ଗିରି। ମୁଖ୍ୟ ବକ୍ତା ଭାବରେ ଭୋଗରାଇ ବ୍ଲକ ଅବସର କର୍ମଚାରି କଲ୍ୟାଣ ପାରିଷଦର ସଭାପତି ଗୋପବନ୍ଧୁ ମହାପାତ୍ର,ସମ୍ମାନିତ ବକ୍ତା ଉତ୍ତର ଭୋଗରାଇ ଶିକ୍ଷକ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ରାଧାନାଥ ଦାସ,ସମ୍ମାନିତ ଅତିଥି ଭାବରେ ଭୋଗରାଇ ବ୍ଲକ ଅବସର କର୍ମଚାରି କଲ୍ୟାଣ ପାରିଷଦର ସଧାରଣ ସମ୍ପାଦକ ଡ. ଦୀନକୃଷ୍ଣ ଦେ, ବାହାନଗା ବ୍ଲକ ଅବସର ପ୍ରାପ୍ତ କର୍ମଚାରୀ ସଙ୍ଘର ସାଧାରଣ ସମ୍ପାଦକ ବସନ୍ତ କୁମାର ମହାପାତ୍ର, ଉତ୍ତର ଭୋଗରାଇ ବ୍ଲକର ଅବସପ୍ରାପ୍ତ ଶିକ୍ଷକ କର୍ମଚାରୀ ସଂଘର ସଭାପତି ବସନ୍ତ ଦାସ, ବାଲିଆପାଳ ବ୍ଲକ ଶିକ୍ଷକ ସମନ୍ୱୟ ସମିତିର ସଭାପତି ବିଶ୍ବମ୍ବର ପାତ୍ର, ବାଲିଆପାଳ ଅବସର ପ୍ରାପ୍ତ ସୈନିକ ସଂଘର ସଭାପତି କମଳଲୋଚନ ପୀଳା ପ୍ରମୁଖ ଯୋଗା ଦେଇ ବକ୍ତବ୍ଯ ପ୍ରଦାନ ରଖିଥିଲେ।ଏହି ଅବସରରେ ଅବସର ପ୍ରାପ୍ତ ଶିକ୍ଷକ କର୍ମଚାରୀଙ୍କ ଚିକିତ୍ସା ଭତ୍ତା ଓ ଚିକିତ୍ସା ସୁବିଧା ଯୋଗାଇବା, ଅଷ୍ଟମ ପେ କମିଶନରେ ଅନ୍ତର୍ଭୁକ୍ତ କରିବା ଆଦି ବିଭିନ୍ନ ସମସ୍ୟା ର ସମାଧାନ ଉପରେ ଆଲୋଚନା ହୋଇଥିଲା। ୨୦୨୫ ମସିହାରେ ମେଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ଥିବା ତିନିଜଣ ଛାତ୍ରୀ ଛାତ୍ରକୁ ସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇ ଥିଲେ। ଏହି ଅବସରରେ ୮୦ ବର୍ଷରୁ ଉର୍ଦ୍ଧ ଅବସରପ୍ରାପ୍ତ ଶିକ୍ଷୟତ୍ରୀ ଶିକ୍ଷକ ମନୋରଞ୍ଜନ ପ୍ରଧାନ , ଅନନ୍ତ କୁମାର ସାହୁ, ଯତୀନ୍ଦ୍ର ନାଥ ଜେନା,ଶକୁନ୍ତଳା ବେହେରା ,ଉର୍ମିଳା କୁମାରୀ ମିଶ୍ର ,ଚିନ୍ତାମଣି ସାହୁଙ୍କୁ ସମ୍ବର୍ଦ୍ଧିତ କରାଯିବା ସହିତ ତ୍ରାୟୋମାସିକ ପତ୍ରିକା ଆମରି ବାର୍ତ୍ତାର ଉନ୍ମୋଚିତ କରା ଯାଇଥିଲା। ଦେବେନ୍ଦ୍ର ବେହେରା,ଜଗନ୍ନାଥ ସାହୁ, ଉପେନ୍ଦ୍ର କୁଲ୍ହାରୀ,କମଳାକାନ୍ତ ସାହୁ ,ବେଣୁଧର ଦାସ , ପୂର୍ଣେନ୍ଦୁ ନାରାୟଣ ହାଜରା, ସୁକୁମାର ଜେନା, ନଗେନ୍ଦ୍ର ଦଣ୍ଡପାଟ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
    1
    ବାଲିଆପାଳ ବ୍ଲକ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଙ୍ଘର ନବମ ପ୍ରତିଷ୍ଠା ଦିବସ ପାଳିତ।
ବାଲେଶ୍ଵର ଜିଲ୍ଲା ବାଲିଆପାଳ ଗୁରୁକୁଳ ଭବନ ସଭାଗୃହ ମଧ୍ୟରେ ଶୁକ୍ରବାର ପୂର୍ବାହ୍ନ ୧୧ ଘଟିକା ସମୟରେ ବାଲିଆପାଳ ବ୍ଲକ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଙ୍ଘର ନବମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଉଛି। ସଂଘର ସ୍ଥାୟୀ ସଭାପତି ଶ୍ରୀକାନ୍ତ ଜେନାଙ୍କ ସଭାପତିତ୍ବ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଙ୍ଘ ବାଲିଆପାଳର ସାଧାରଣ ସମ୍ପାଦକ  ରାଖାଲ ଚନ୍ଦ୍ର ଦାସଙ୍କ  ପରିଚାଳନାରେ 
ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ବସ୍ତା ଅବସର ଶିକ୍ଷକ କର୍ମଚାରୀ ସଙ୍ଘର ସାଧାରଣ ସମ୍ପାଦକ କୁମୁଦ ରଞ୍ଜନ ଗିରି। ମୁଖ୍ୟ ବକ୍ତା ଭାବରେ ଭୋଗରାଇ ବ୍ଲକ ଅବସର କର୍ମଚାରି କଲ୍ୟାଣ ପାରିଷଦର ସଭାପତି ଗୋପବନ୍ଧୁ ମହାପାତ୍ର,ସମ୍ମାନିତ ବକ୍ତା ଉତ୍ତର ଭୋଗରାଇ ଶିକ୍ଷକ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ରାଧାନାଥ ଦାସ,ସମ୍ମାନିତ ଅତିଥି ଭାବରେ ଭୋଗରାଇ ବ୍ଲକ ଅବସର କର୍ମଚାରି କଲ୍ୟାଣ ପାରିଷଦର ସଧାରଣ ସମ୍ପାଦକ ଡ. ଦୀନକୃଷ୍ଣ ଦେ, ବାହାନଗା ବ୍ଲକ ଅବସର ପ୍ରାପ୍ତ କର୍ମଚାରୀ ସଙ୍ଘର ସାଧାରଣ ସମ୍ପାଦକ ବସନ୍ତ କୁମାର ମହାପାତ୍ର, ଉତ୍ତର ଭୋଗରାଇ ବ୍ଲକର  ଅବସପ୍ରାପ୍ତ ଶିକ୍ଷକ କର୍ମଚାରୀ ସଂଘର ସଭାପତି ବସନ୍ତ ଦାସ, ବାଲିଆପାଳ ବ୍ଲକ ଶିକ୍ଷକ ସମନ୍ୱୟ ସମିତିର ସଭାପତି ବିଶ୍ବମ୍ବର ପାତ୍ର, ବାଲିଆପାଳ  ଅବସର ପ୍ରାପ୍ତ ସୈନିକ ସଂଘର ସଭାପତି କମଳଲୋଚନ ପୀଳା ପ୍ରମୁଖ ଯୋଗା ଦେଇ ବକ୍ତବ୍ଯ ପ୍ରଦାନ ରଖିଥିଲେ।ଏହି ଅବସରରେ ଅବସର ପ୍ରାପ୍ତ ଶିକ୍ଷକ କର୍ମଚାରୀଙ୍କ ଚିକିତ୍ସା ଭତ୍ତା ଓ ଚିକିତ୍ସା ସୁବିଧା ଯୋଗାଇବା, ଅଷ୍ଟମ ପେ କମିଶନରେ ଅନ୍ତର୍ଭୁକ୍ତ କରିବା ଆଦି ବିଭିନ୍ନ ସମସ୍ୟା ର ସମାଧାନ ଉପରେ ଆଲୋଚନା ହୋଇଥିଲା।  ୨୦୨୫ ମସିହାରେ ମେଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ଥିବା ତିନିଜଣ ଛାତ୍ରୀ ଛାତ୍ରକୁ ସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇ ଥିଲେ। ଏହି ଅବସରରେ ୮୦ ବର୍ଷରୁ ଉର୍ଦ୍ଧ ଅବସରପ୍ରାପ୍ତ  ଶିକ୍ଷୟତ୍ରୀ ଶିକ୍ଷକ
ମନୋରଞ୍ଜନ ପ୍ରଧାନ , ଅନନ୍ତ କୁମାର ସାହୁ, ଯତୀନ୍ଦ୍ର ନାଥ ଜେନା,ଶକୁନ୍ତଳା ବେହେରା ,ଉର୍ମିଳା କୁମାରୀ ମିଶ୍ର ,ଚିନ୍ତାମଣି ସାହୁଙ୍କୁ ସମ୍ବର୍ଦ୍ଧିତ କରାଯିବା ସହିତ ତ୍ରାୟୋମାସିକ ପତ୍ରିକା ଆମରି ବାର୍ତ୍ତାର ଉନ୍ମୋଚିତ କରା ଯାଇଥିଲା। ଦେବେନ୍ଦ୍ର ବେହେରା,ଜଗନ୍ନାଥ ସାହୁ, ଉପେନ୍ଦ୍ର କୁଲ୍ହାରୀ,କମଳାକାନ୍ତ ସାହୁ ,ବେଣୁଧର ଦାସ , ପୂର୍ଣେନ୍ଦୁ ନାରାୟଣ ହାଜରା, ସୁକୁମାର ଜେନା, ନଗେନ୍ଦ୍ର ଦଣ୍ଡପାଟ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
    user_Chandan Baliapal ସାମ୍ବାଦିକ
    Chandan Baliapal ସାମ୍ବାଦିକ
    Baliapal, Baleshwar•
    1 day ago
  • ବାରିପଦା : - ଗ୍ରୀଷ୍ମଋତୁ ଆରମ୍ଭ ନବହେଉଣୁ ମୟୂରଭଞ୍ଜ ଜିଲ୍ଲାରେ ଅରମ୍ଭ ହୋଇଗଲାଣି ଜଳକଷ୍ଟ। ଜିଲ୍ଲାର କିଛି କିଛି ଅଞ୍ଚଳରେ ଏବେଠାରୁ ପାନୀୟ ଜଳ ପାଇଁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହଉଥିବାର ଦେଖିବାକୁ ମିଳିଲାଣି। ଏପରିକି କିଛି ଗାଁ ମାନଙ୍କରେ ୨ ରୁ ୩ କିଲୋମିଟର ଯାଏ ଚାଲି ଚାଲି ଯାଇ ପାଣି ଆଣିବାକୁ ପଡୁଛି ତ କେଉଁଠି ପୁଣି ଲୋକଙ୍କ ଜୀବନ ବଞ୍ଚାଉଛି ଚୁଆ ପାଣି। ବାରିପଦା ସହର ତଥା ସାରା ଜିଲ୍ଲାରେ ଏଭଳି ସମସ୍ୟାର ସମାଧାନ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରି ଜିଲ୍ଲାର ଯୁବଛାତ୍ର ସଂଗଠନ ଭଞ୍ଜସେନା ପକ୍ଷରୁ ବାରିପଦା ସ୍ଥିତ ୱାଟକୋ ଏବଂ ବାରିପଦା ଆରଡବ୍ଲୁଏସଏସ ଅଧିକ୍ଷଣ ଯନ୍ତ୍ରୀଙ୍କର କାର୍ଯ୍ୟାଳୟ ସମ୍ମୁଖାରେ ବିକ୍ଷୋଭ ପ୍ରଦର୍ଶନ କରା ଯାଇଛି। ସେହିପରି ରାଇରଙ୍ଗପୁର ସ୍ଥିତ ଆରଡବ୍ଲୁଏସଏସ ଅଧିକ୍ଷଣ ଯନ୍ତ୍ରୀଙ୍କର କାର୍ଯ୍ୟାଳୟ ସମ୍ମୁଖରେ ମଧ୍ଯ ବିକ୍ଷୋଭ ପ୍ରଦର୍ଶନ କରା ଯାଇଛି। ଭଞ୍ଜସେନାର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନାଙ୍କ ଆହ୍ବାନ କ୍ରମେ ବାରିପଦା ଠାରେ ଜିଲ୍ଲା ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ଵରେ ଓ୍ବାଟକୋ ଅଫିସ ଓ ବାରିପଦା ଆରଡବ୍ଲୁଏସଏସ ଅଧିକ୍ଷଣ ଯନ୍ତ୍ରୀଙ୍କର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସମୟରେ ଅଧ୍ୟକ୍ଷ ସଂଜୀବ ରାଉତ, ରାକେଶ ମହାନ୍ତି, ଏସ୍ କେ ରାଜାଖାନ୍, ଜ୍ୟୋତିରଞ୍ଜନ ପୃଷ୍ଟି, ଦୀପକ କୁମାର ବେହେରା, ସଞ୍ଜୟ ମାହାଣା, ସଞ୍ଜୟ ମହାନ୍ତ, ରୁଦ୍ର ପଟ୍ଟନାୟକ, ମନୋଜ ମହାନ୍ତି, ପ୍ରଦୀପ ପଣ୍ଡା, ସାଫଲ୍ୟ ମିଶ୍ର, ସିଙ୍ଗରାୟ ହେମ୍ବ୍ରମ, ସତ୍ୟ ପୃଷ୍ଟି, ସୁମିତ୍ ରାଉଳ, ଲିପୁନ ପୃଷ୍ଟି, ପ୍ରିୟଂଗୁ ଖଟୁଆ, ଓମପ୍ରକାଶ ବାରିକ, ମନୋରଞ୍ଜନ ସାହୁ, ବାପୁନ ସିଂ, ଦୀପକ କୁମାର ପାତ୍ର, ଆଶିଷ ବେହେରା ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ସାମିଲ ହୋଇଥିଲେ। ସେହିପରି ରାଇରଙ୍ଗପୁର ଠାରେ ବାମନଘାଟି ଉପଖଣ୍ଡ ସଭାପତି ସୁନ୍ଦର ମୋହନ ଟୁଡୁ ଙ୍କର ନେତୃତ୍ଵରେ ଜିଲ୍ଲା ଆଦିବାସୀ ଶାଖା ସଭାପତି ବାଜୁନ ହାଁସଦା, ଭାଗବତ ହେମ୍ବ୍ରମ୍ ପ୍ରମୁଖଙ୍କ ସହିତ ବହୁ କର୍ମକର୍ତ୍ତା ମାନେ ସାମିଲ ହୋଇଥିଲେ। ପରେ ପରେ ସଂଗଠନ ପକ୍ଷରୁ ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରା ଯାଇଛି। ତେବେ ଏ ଦିଗରେ ଉଭୟ ବିଭାଗ ତୁରନ୍ତ ପଦକ୍ଷେପ ନ ନେଲେ ସଂଗଠନ ଆଗାମି ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଆପଣାଇବ ବୋଲି ସଂଗଠନର ମୁଖପାତ୍ର ଜ୍ଯୋତିରଞ୍ଜନ ପୃଷ୍ଟି ସୂଚନା ଦେଇଛନ୍ତି। @dlhkhabar #mayurbhanj
    1
    ବାରିପଦା : - ଗ୍ରୀଷ୍ମଋତୁ ଆରମ୍ଭ ନବହେଉଣୁ ମୟୂରଭଞ୍ଜ ଜିଲ୍ଲାରେ ଅରମ୍ଭ ହୋଇଗଲାଣି ଜଳକଷ୍ଟ। ଜିଲ୍ଲାର କିଛି କିଛି ଅଞ୍ଚଳରେ ଏବେଠାରୁ ପାନୀୟ ଜଳ ପାଇଁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହଉଥିବାର ଦେଖିବାକୁ ମିଳିଲାଣି। ଏପରିକି କିଛି ଗାଁ ମାନଙ୍କରେ ୨ ରୁ ୩ କିଲୋମିଟର ଯାଏ ଚାଲି ଚାଲି ଯାଇ ପାଣି ଆଣିବାକୁ ପଡୁଛି ତ କେଉଁଠି ପୁଣି ଲୋକଙ୍କ ଜୀବନ ବଞ୍ଚାଉଛି ଚୁଆ ପାଣି। ବାରିପଦା ସହର ତଥା ସାରା ଜିଲ୍ଲାରେ ଏଭଳି ସମସ୍ୟାର ସମାଧାନ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରି ଜିଲ୍ଲାର ଯୁବଛାତ୍ର ସଂଗଠନ ଭଞ୍ଜସେନା ପକ୍ଷରୁ ବାରିପଦା ସ୍ଥିତ ୱାଟକୋ ଏବଂ ବାରିପଦା ଆରଡବ୍ଲୁଏସଏସ ଅଧିକ୍ଷଣ ଯନ୍ତ୍ରୀଙ୍କର କାର୍ଯ୍ୟାଳୟ ସମ୍ମୁଖାରେ ବିକ୍ଷୋଭ ପ୍ରଦର୍ଶନ କରା ଯାଇଛି। ସେହିପରି ରାଇରଙ୍ଗପୁର ସ୍ଥିତ ଆରଡବ୍ଲୁଏସଏସ ଅଧିକ୍ଷଣ ଯନ୍ତ୍ରୀଙ୍କର କାର୍ଯ୍ୟାଳୟ ସମ୍ମୁଖରେ ମଧ୍ଯ ବିକ୍ଷୋଭ ପ୍ରଦର୍ଶନ କରା ଯାଇଛି। ଭଞ୍ଜସେନାର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନାଙ୍କ ଆହ୍ବାନ କ୍ରମେ ବାରିପଦା ଠାରେ ଜିଲ୍ଲା ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ଵରେ ଓ୍ବାଟକୋ ଅଫିସ ଓ  ବାରିପଦା ଆରଡବ୍ଲୁଏସଏସ ଅଧିକ୍ଷଣ ଯନ୍ତ୍ରୀଙ୍କର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସମୟରେ ଅଧ୍ୟକ୍ଷ ସଂଜୀବ ରାଉତ, ରାକେଶ ମହାନ୍ତି, ଏସ୍ କେ ରାଜାଖାନ୍, ଜ୍ୟୋତିରଞ୍ଜନ ପୃଷ୍ଟି, ଦୀପକ କୁମାର ବେହେରା, ସଞ୍ଜୟ ମାହାଣା, ସଞ୍ଜୟ ମହାନ୍ତ, ରୁଦ୍ର ପଟ୍ଟନାୟକ, ମନୋଜ ମହାନ୍ତି, ପ୍ରଦୀପ ପଣ୍ଡା, ସାଫଲ୍ୟ ମିଶ୍ର, ସିଙ୍ଗରାୟ ହେମ୍ବ୍ରମ, ସତ୍ୟ ପୃଷ୍ଟି, ସୁମିତ୍ ରାଉଳ, ଲିପୁନ ପୃଷ୍ଟି, ପ୍ରିୟଂଗୁ ଖଟୁଆ, ଓମପ୍ରକାଶ ବାରିକ, ମନୋରଞ୍ଜନ ସାହୁ, ବାପୁନ ସିଂ, ଦୀପକ କୁମାର ପାତ୍ର, ଆଶିଷ ବେହେରା ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ସାମିଲ ହୋଇଥିଲେ। 
ସେହିପରି ରାଇରଙ୍ଗପୁର ଠାରେ  ବାମନଘାଟି ଉପଖଣ୍ଡ ସଭାପତି ସୁନ୍ଦର ମୋହନ ଟୁଡୁ ଙ୍କର ନେତୃତ୍ଵରେ ଜିଲ୍ଲା ଆଦିବାସୀ ଶାଖା ସଭାପତି ବାଜୁନ ହାଁସଦା, ଭାଗବତ ହେମ୍ବ୍ରମ୍ ପ୍ରମୁଖଙ୍କ ସହିତ ବହୁ କର୍ମକର୍ତ୍ତା ମାନେ ସାମିଲ ହୋଇଥିଲେ। ପରେ ପରେ ସଂଗଠନ ପକ୍ଷରୁ ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରା ଯାଇଛି।  
ତେବେ ଏ ଦିଗରେ ଉଭୟ ବିଭାଗ ତୁରନ୍ତ ପଦକ୍ଷେପ ନ ନେଲେ ସଂଗଠନ ଆଗାମି ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଆପଣାଇବ ବୋଲି ସଂଗଠନର ମୁଖପାତ୍ର ଜ୍ଯୋତିରଞ୍ଜନ ପୃଷ୍ଟି ସୂଚନା ଦେଇଛନ୍ତି। @dlhkhabar #mayurbhanj
    user_DLH KHABAR
    DLH KHABAR
    Voice of people ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    5 hrs ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date - 19.02.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update
Date - 19.02.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    7 hrs ago
  • ଠିଆ ହୋଇ ହାତ ଯୋଡିଲେ ବାଚସ୍ପତି ଗୃହ ରେ କିନ୍ତୁ ବିରୋଧି ଦଳ ଶୁଣିଲେ ନାହିଁ
    1
    ଠିଆ ହୋଇ ହାତ ଯୋଡିଲେ ବାଚସ୍ପତି ଗୃହ ରେ କିନ୍ତୁ ବିରୋଧି ଦଳ ଶୁଣିଲେ ନାହିଁ
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    8 hrs ago
  • ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ । ଶିଶୁ ବାଟିକା କୋର୍ସ କରିବା ପରେ ବି ନିଯୁକ୍ତି ନ ମିଳିବାରୁ ଆତ୍ମାହୁତି ଉଦ୍ୟମ କଲେ ଯୁବତୀ । ଏକାଧିକ ଥର ଧାରଣାରେ ବସିବା ପରେ ଜିଲ୍ଲାପାଳଙ୍କୁ ଭେଟିବାକୁ ଆସିଥିଲେ । ହଠାତ୍ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀ ଜଣକ ନିଜ ଡ୍ରେସରେ ନିଆଁ ଲଗାଇଥିଲେ ।
    1
    ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ । ଶିଶୁ ବାଟିକା କୋର୍ସ କରିବା ପରେ ବି ନିଯୁକ୍ତି ନ ମିଳିବାରୁ ଆତ୍ମାହୁତି ଉଦ୍ୟମ କଲେ ଯୁବତୀ । ଏକାଧିକ ଥର ଧାରଣାରେ ବସିବା ପରେ ଜିଲ୍ଲାପାଳଙ୍କୁ ଭେଟିବାକୁ ଆସିଥିଲେ । ହଠାତ୍ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀ ଜଣକ ନିଜ ଡ୍ରେସରେ ନିଆଁ ଲଗାଇଥିଲେ ।
    user_AT News
    AT News
    Media company ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    3 hrs ago
  • ବଜେଟ୍ ରେ ଚାଷୀଙ୍କ ବିକାଶ କୁ ଗୁରୁତ୍ଵ।
    1
    ବଜେଟ୍ ରେ ଚାଷୀଙ୍କ ବିକାଶ କୁ ଗୁରୁତ୍ଵ।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    6 hrs ago
  • ଓଡ଼ିଶା ବଜେଟ ଅଧିବେଶନ ୨୭/୨୭ରେ କଣ ବଢ଼ିଲା କଣ କମିଲା ଓଡ଼ିଶା କୁ ସରକାର ଦେଲେ କେଉଁ ବିଭାଗ କୁ କେତେ ଟଙ୍କା
    1
    ଓଡ଼ିଶା ବଜେଟ ଅଧିବେଶନ ୨୭/୨୭ରେ କଣ ବଢ଼ିଲା କଣ କମିଲା ଓଡ଼ିଶା କୁ ସରକାର ଦେଲେ କେଉଁ ବିଭାଗ କୁ କେତେ ଟଙ୍କା
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    14 hrs ago
  • ଭଦ୍ରକ ଜିଲ୍ଲା ପ୍ରଶାସନ ସ୍ଥାନୀୟ ସହୀଦ ସ୍ମୃତି ଭବନରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଫେବୃଆରୀ ୨0ତାରିଖରେ ସାରା ବିଶ୍ୱ ପାଳୁଥିବାବେଳେ ଆମ ଜିଲ୍ଲାରେ ମଧ୍ୟ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଜିଲ୍ଲା ସ୍ତରୀୟ ବରିଷ୍ଠ ନାଗରିକ ମାନଙ୍କ ଉପସ୍ଥିତରେ ପାଳନ କରାଯାଇଛି,ପ୍ରାତଃ 7:30ରେ ଯୋଗ ଶିବିର ପରେ ପରେ ଜଳଖିଆ ତାପରେ ଜିଲ୍ଲା ହସ୍ପିଟାଲ ଡାକ୍ତର ଙ୍କ ଦ୍ୱାରା ସ୍ୱାସ୍ଥ୍ୟ ଶିବିର ମାନ କରାଯାଇଛି, ଦ୍ୱିତୀୟ ପର୍ଯ୍ୟାୟରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଜିଲ୍ଲାପାଳ ଦିଲୀପ ରାଉତରାଏ, ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ ସରୋଜ କୁମାର ଦତ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରମୋଦ କୁମାର ପ୍ରହରାଜ,ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅଂଶୁମାନ ଦିବେଦୀ ଜିଲ୍ଲା ବରିଷ୍ଠ ନାଗରିକ ମହାସଂଘର ସଭାପତି ଲଲାଟେନ୍ଦୁ ମହାନ୍ତି, ସମ୍ପାଦକ କୈଳାଶ ଚନ୍ଦ୍ର ମହାପାତ୍ର, ମହାସଂଘ କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପଦ୍ମନ କୁମାର ରାୟ, ଜିଲ୍ଲାଜଜ ର ପ୍ରତିନିଧି ତାପସ କୁମାର ମହାନ୍ତି, ଜିଲ୍ଲା ସଂଚୟ ଅଧିକାରିଣୀ ମୋନାଲିସା ପଣ୍ଡା, ଜିଲ୍ଲା ଲିଡ଼ ବ୍ୟାଙ୍କ ଅଧିକାରୀ ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଖଗେଶ୍ୱର ସେଠୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସୁବାଷ ଚନ୍ଦ୍ର ନାୟକଙ୍କ ଉପସ୍ଥିତ ରେ ଜିଲ୍ଲପାଳ ରାଉତରାଏ ଆଜିର ଦିବସ ବରିଷ୍ଠ ମାନଙ୍କ ପ୍ରତି ସମାଜ ତଥା ପରିବାର ବର୍ଗ ସମ୍ମାନର ସହ ବଞ୍ଚିବାର ଅଧିକାର ସହ ବୁଦ୍ଧ ପିତାମାତା ଅବହେଳାର ଶିକାର ଯେପରି ନ ହେବେସେଥିପ୍ରତି ସମସ୍ତଙ୍କ ସ୍ନେହ ଆଉ ଶ୍ରଦ୍ଧା ରହିଲେ ଏକ ସୁସ୍ଥ ସମାଜ ଓ ଶ୍ରେଷ୍ଠ ଭାରତର ସ୍ୱପ୍ନ ସାକାର ହେବ, ଅନ୍ୟତମ ମଞ୍ଚାସିନ ଅତିଥି ବୃନ୍ଦ ସାମାଜିକ ନ୍ୟାୟ ଦିବସ ଉପରେ ବିଶଦ ଆଲୋଚନା କରି ଥିବା ବେଳେ ବରିଷ୍ଠ ମାନେ ସାଇବର ଠକେଇର ଶିକାର ନହେବା,ଆଇନଗତ ସେବା, ସମ୍ପତ୍ତିଗତ ଅଧିକାର,ଓ ବରିଷ୍ଠ ନାଗରିକ ସଂଚୟ ଉପରେ ଆଲୋଚନା କରିଥିଲେ, ବ୍ଲକ ଓ ପଂଚାୟତ ସ୍ତରରୁ ସମସ୍ତ ଅଠେଇଶ ଗୋଟି ସଂଘର ସଦସ୍ୟ ସଦସ୍ୟା ମାନଙ୍କୁ ଉତ୍ତରୀୟ ଦେଇ ସ୍ୱାଗତ କରିବା ସହ ପଇଂଚାଳିଶ ଜଣ ଵୟୋବୃଦ୍ଧ ବ୍ୟକ୍ତିଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମାଜରେ ବରିଷ୍ଠଙ୍କ ହିତରେ କାର୍ଯ୍ୟ କରୁଥିବାରୁ ବରିଷ୍ଠ ନାଗରିକ ସେବା ସମ୍ମାନରେ ସମ୍ମାନିତ କରି ଥିଲେ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସଭାପତିତ୍ବ କରୁଥିବା ବେଳେ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସଭା ସଂଚାଳନ କରିବା ସହ ବିଭାଗୀୟ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ, ବରିଷ୍ଠ ସହାୟକ ବିଦୁଶଙ୍କର ନାୟକ ଧନ୍ୟବାଦ ଅର୍ପଣ କରି ଉପସ୍ଥିତ ସମସ୍ତ ବ୍ୟକ୍ତି ବିଶେଷ ଙ୍କୁ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ କରିଥିଲେ, ଏତାଦୃଶ କାର୍ଯ୍ୟକ୍ରମ କୁ ସରସ ସୁନ୍ଦର କରିଥିବାରୁ ସମସ୍ତ ବରିଷ୍ଠ ନାଗରିକ ଜିଲ୍ଲା ପ୍ରଶାସନର ମୁଖ୍ୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଥିଲେ
    1
    ଭଦ୍ରକ ଜିଲ୍ଲା ପ୍ରଶାସନ ସ୍ଥାନୀୟ ସହୀଦ ସ୍ମୃତି ଭବନରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଫେବୃଆରୀ ୨0ତାରିଖରେ ସାରା ବିଶ୍ୱ ପାଳୁଥିବାବେଳେ ଆମ ଜିଲ୍ଲାରେ ମଧ୍ୟ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଜିଲ୍ଲା ସ୍ତରୀୟ ବରିଷ୍ଠ ନାଗରିକ ମାନଙ୍କ ଉପସ୍ଥିତରେ ପାଳନ କରାଯାଇଛି,ପ୍ରାତଃ 7:30ରେ ଯୋଗ ଶିବିର ପରେ ପରେ ଜଳଖିଆ ତାପରେ ଜିଲ୍ଲା ହସ୍ପିଟାଲ ଡାକ୍ତର ଙ୍କ ଦ୍ୱାରା ସ୍ୱାସ୍ଥ୍ୟ ଶିବିର ମାନ କରାଯାଇଛି, ଦ୍ୱିତୀୟ ପର୍ଯ୍ୟାୟରେ 
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଜିଲ୍ଲାପାଳ ଦିଲୀପ ରାଉତରାଏ, ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ ସରୋଜ କୁମାର ଦତ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରମୋଦ କୁମାର ପ୍ରହରାଜ,ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅଂଶୁମାନ ଦିବେଦୀ ଜିଲ୍ଲା ବରିଷ୍ଠ ନାଗରିକ ମହାସଂଘର ସଭାପତି ଲଲାଟେନ୍ଦୁ ମହାନ୍ତି, ସମ୍ପାଦକ କୈଳାଶ ଚନ୍ଦ୍ର ମହାପାତ୍ର, ମହାସଂଘ କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପଦ୍ମନ କୁମାର ରାୟ, ଜିଲ୍ଲାଜଜ ର ପ୍ରତିନିଧି ତାପସ କୁମାର ମହାନ୍ତି, ଜିଲ୍ଲା ସଂଚୟ ଅଧିକାରିଣୀ ମୋନାଲିସା ପଣ୍ଡା, ଜିଲ୍ଲା ଲିଡ଼ ବ୍ୟାଙ୍କ ଅଧିକାରୀ ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଖଗେଶ୍ୱର ସେଠୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସୁବାଷ ଚନ୍ଦ୍ର ନାୟକଙ୍କ ଉପସ୍ଥିତ ରେ ଜିଲ୍ଲପାଳ ରାଉତରାଏ ଆଜିର ଦିବସ ବରିଷ୍ଠ ମାନଙ୍କ ପ୍ରତି ସମାଜ ତଥା ପରିବାର ବର୍ଗ ସମ୍ମାନର ସହ ବଞ୍ଚିବାର ଅଧିକାର ସହ ବୁଦ୍ଧ ପିତାମାତା ଅବହେଳାର ଶିକାର ଯେପରି ନ ହେବେସେଥିପ୍ରତି ସମସ୍ତଙ୍କ ସ୍ନେହ ଆଉ ଶ୍ରଦ୍ଧା ରହିଲେ ଏକ ସୁସ୍ଥ ସମାଜ ଓ ଶ୍ରେଷ୍ଠ ଭାରତର ସ୍ୱପ୍ନ ସାକାର ହେବ, ଅନ୍ୟତମ ମଞ୍ଚାସିନ ଅତିଥି ବୃନ୍ଦ ସାମାଜିକ ନ୍ୟାୟ ଦିବସ ଉପରେ ବିଶଦ ଆଲୋଚନା କରି ଥିବା ବେଳେ  ବରିଷ୍ଠ ମାନେ ସାଇବର ଠକେଇର ଶିକାର ନହେବା,ଆଇନଗତ ସେବା, ସମ୍ପତ୍ତିଗତ ଅଧିକାର,ଓ ବରିଷ୍ଠ ନାଗରିକ ସଂଚୟ ଉପରେ ଆଲୋଚନା କରିଥିଲେ, ବ୍ଲକ ଓ ପଂଚାୟତ ସ୍ତରରୁ ସମସ୍ତ ଅଠେଇଶ ଗୋଟି ସଂଘର ସଦସ୍ୟ ସଦସ୍ୟା ମାନଙ୍କୁ ଉତ୍ତରୀୟ ଦେଇ ସ୍ୱାଗତ କରିବା ସହ ପଇଂଚାଳିଶ ଜଣ ଵୟୋବୃଦ୍ଧ ବ୍ୟକ୍ତିଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମାଜରେ ବରିଷ୍ଠଙ୍କ ହିତରେ କାର୍ଯ୍ୟ କରୁଥିବାରୁ ବରିଷ୍ଠ ନାଗରିକ ସେବା ସମ୍ମାନରେ ସମ୍ମାନିତ କରି ଥିଲେ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସଭାପତିତ୍ବ କରୁଥିବା ବେଳେ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସଭା ସଂଚାଳନ କରିବା ସହ ବିଭାଗୀୟ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ, ବରିଷ୍ଠ ସହାୟକ ବିଦୁଶଙ୍କର ନାୟକ ଧନ୍ୟବାଦ ଅର୍ପଣ କରି ଉପସ୍ଥିତ ସମସ୍ତ ବ୍ୟକ୍ତି ବିଶେଷ ଙ୍କୁ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ କରିଥିଲେ, ଏତାଦୃଶ କାର୍ଯ୍ୟକ୍ରମ କୁ ସରସ ସୁନ୍ଦର କରିଥିବାରୁ ସମସ୍ତ ବରିଷ୍ଠ ନାଗରିକ ଜିଲ୍ଲା ପ୍ରଶାସନର ମୁଖ୍ୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଥିଲେ
    user_AT News
    AT News
    Media company ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.